ସ୍ତ୍ରୀ ପାଟିରୁ କଥା ବାହାରୁନି, ଭାଇ ନିଖୋଜ ଖବର ଶୁଣିଲା ପରେ ନିଦ ହଜି ଯାଇଛିା ପୁଅକୁ ଖୋଜୁଛନ୍ତି ମା’ ଓ ବାପା, ବାହୁନି ବାହୁନି କାନ୍ଦୁଛନ୍ତି।
ଦୁର୍ଗାପୂଜା ସମୟରେ ଭୁବନେଶ୍ୱରରେ ରାତି ୧୨ଟା ପର୍ଯ୍ୟନ୍ତ ହୋଇପାରିବ ମେଲୋଡି। ଚଳିତ ବର୍ଷ ଭୁବନଶ୍ୱରରେ ଦୁର୍ଗାପୂଜାରେ ୧୮୩ଟି ପୂଜା ମଣ୍ଡପ ରହିଛି।
ସିକ୍କିମରେ ଭୟଙ୍କର ବନ୍ୟା। ଦୁଇ ଦିନ ପୂର୍ବେ ଭାସି ଯାଇଥିବା ସେନାର କିଛି ଟ୍ରକ୍ର ଦୃଶ୍ୟ। ବଡ଼ ବଡ଼ ଓ ବିଶାଳ ଟ୍ରକ୍ ଗୁଡ଼ିକ ମାଟିରେ ପୋତି ହୋଇଯାଇଥିବା ଦେଖିବାକୁ ମିଳିଛି।
ପ୍ରଶ୍ନପତ୍ରକୁ ଘରେ ରଖି ସ୍କୁଲ୍ ଆସିଲେନି ପ୍ରଧାନଶିକ୍ଷକ। ଦଶମ ଅର୍ଦ୍ଧ ବାର୍ଷିକ ପରୀକ୍ଷାର ପ୍ରଥମ ଦିନରେ ବିଭ୍ରାଟ ହୋଇଥିବା ଅଭିଯୋଗ ହୋଇଛି।
ହୋମଗାର୍ଡ ରାଜକୁମାର ପ୍ରଧାନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ମାମଲାକୁ ନେଇ ଚର୍ଚ୍ଚାରେ ସୋନପୁର ପୋଲିସ।
ସାଂସଦ ମାନସ ମଙ୍ଗରାଜ ହେଲେ ରାଜ୍ୟସଭାରେ ବିଜୁ ଜନତା ଦଳର ମୁଖ୍ୟ ସଚେତକ। ସାଂସଦ ସୁଲତା ଦେଓଙ୍କ ସ୍ଥାନରେ ମାନସ ମଙ୍ଗରାଜଙ୍କୁ ଆଜି ଏଇ ନୂଆ ଦାୟିତ୍ୱ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି।
ବିଶ୍ୱକପ୍ କ୍ରିକେଟ୍ ଭେନ୍ୟୁ ଲିଷ୍ଟରେ ବାରବାଟୀ ନାହିଁ। ବିଶ୍ୱସ୍ତରୀୟ ବ୍ୟବସ୍ଥା, ସବୁ ପ୍ରକାର ସୁବିଧା ଥାଇ ବି କାହିଁକି ବାରବାଟୀ ବାଦ୍ ପଡ଼ିଲା ତାକୁ ନେଇ ଏବେ ଅନେକ ପ୍ରଶ୍ନ ଉଠିଛି।
ଭାରସାମ୍ୟ ହରାଇ ନଦୀ ଭିତରକୁ ପଶିଗଲା କାର୍। ଫଳରେ ଜୀବନ ବଞ୍ଚାଇବା ପାଇଁ ଗାଡ଼ି ଭିତରେ ଥିବା ଯୁବତୀ କାର୍ ଡୋର୍ ଖୋଲି ପାଣିକୁ ଡେଇଁ ପଡ଼ିଥିଲେ।
ସେପ୍ଟେମ୍ୱର ପହିଲାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୫ ହଜାର ଟଙ୍କାରେ ବିକ୍ରି ହେଉଥିବା ବେଳେ ଏହା ୫୩ ହଜାର ଟଙ୍କାକୁ ଖସି ଆସିଛି।
ବାଜ୍ୟାପ୍ତ ହେବ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ବ୍ୟବହାର କରୁଥିବା କାର୍ । ଏହାସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏସି, ଆଲ୍ମିରା, ଚେୟାର, ଟେବୁଲ ମଧ୍ୟ ବାଜ୍ୟାପ୍ତ କରିବା ପାଇଁ ୱାରେଣ୍ଟରେ ଉଲ୍ଲେଖ ରହିଛି।
ଚାହୁଁଚାହୁଁ ଆଖି ସାମ୍ନାରେ ଭାସିଗଲା ବିରାଟ ବାଉଁଶ ପୋଲ । ନଈର ପ୍ରଖର ସୁଅରେ ଦୁଇ ଖଣ୍ଡ ହୋଇଗଲା ହାତ ତିଆରି ସେତୁ।
ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା ନଦୀର ଜଳସ୍ତର ପ୍ରବାହିତ ହେଉଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ଅଛନ୍ତି।
ଖୁବ୍ଶୀଘ୍ର ଭାରତୀୟ ରେଲ୍ୱେ ଏକ କନ୍ସେପ୍ଟ ଟ୍ରେନ୍ ଆଣିବାକୁ ଯାଉଛି। ଏଣିକି ଅତ୍ୟାଧୁନିକ ସ୍ଲିପର କୋଚ୍ର ସୁବିଧା ‘ବନ୍ଦେ ଭାରତ’ ଏକ୍ସପ୍ରେସ୍ରେ ଯାତ୍ରୀଙ୍କୁ ମିଳିବ।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌମ୍ୟ ପଟ୍ଟନାୟକ ଭେଟିଥିବା ନେଇ ଚର୍ଚ୍ଚା ହେଉଛି। ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟ ଏହି ଚର୍ଚ୍ଚାକୁ ଖୋରାକ ଯୋଗାଇଛି।
ଭୁଲ୍ ଚିକିତ୍ସା ଯୋଗୁ ମହିଳାଙ୍କ ମୃତ୍ୟୁ ! କେନ୍ଦୁଝର ଟାଉନ ଥାନା ଚର୍ଚ୍ଚ ଛକ ନିକଟ ଏକ ଘରୋଇ ହସ୍ପିଟାଲ୍ ବିରୋଧରେ ଏଭଳି ଅଭିଯୋଗ ଆସିଛି।
ଚର୍ଚ୍ଚାରେ ସୋନିପତର ଅଙ୍କିତ ବୟାନପୁରିଆ । ଗତକାଲି ସ୍ୱଚ୍ଛତା ହିଁ ସେବା ଅଭିଯାନରେ ତାଙ୍କ ସହିତ ପ୍ରଧାନମନ୍ତ୍ରୀ ମୋଦି ସଫେଇ କରିବାର ଭିଡିଓ ସୋସିଆଲ ମିଡିଆରେ ଛାଡ଼ିବା ପରେ ସବୁଠି ତାଙ୍କୁ ନେଇ ଚର୍ଚ୍ଚା।
ବେଆଇନ୍ ଉପାୟରେ ସଂଗୃହୀତ ଲକ୍ଷାଧିକ ଟଙ୍କା ସହ ରଙ୍ଗେ ହାତ୍ ଧରା ପଡ଼ିବା ଅଭିଯୋଗରେ OSAP କମାଣ୍ଡାଣ୍ଟ ଗିରଫ ହୋଇଛନ୍ତି।
ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ । ଆଜି ଶାସ୍ତ୍ରୀ ଜୟନ୍ତୀ ଅବସରରେ ତାଙ୍କ ଭଳି ଅମାୟିକ ନେତାଙ୍କୁ ଝୁରୁଛି ସାରା ଦେଶ।
ପ୍ରଥମେ ବିଦ୍ୟୁତ୍ ବିଭ୍ରାଟ, ଏବେ ପାଣି ସମସ୍ୟା। ଦିନକ ଆଗରୁ ବିଦ୍ୟୁତ୍ ନ ଥିଲା । ଆଜି ପାଣି ଆସୁନାହିଁ । କଟକ ବଡ଼ ଡାକ୍ତରଖାନାରେ ବଡ଼ ସମସ୍ୟା।
ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ବସ୍ ଚଳାଚଳକୁ ମାଲାକାନଗିରି ଓ କୋରାପୁଟରେ ବିରୋଧ କରାଯାଇଛି। ସରକାରଙ୍କ ଯେଉଁ ସବୁ ସର୍ତ୍ତାବଳୀ ରହିଛି ସେହି ସର୍ତ୍ତରେ ଘରୋଇ ବସ୍ ମାଲିକ ସଂଘକୁ ସାମିଲ କରିବାକୁ ନିବେଦନ।