‘ଅଗ୍ନିପଥ’ ଯୋଜନାକୁ ନେଇ ଦେଶରେ ପ୍ରତିବାଦର ନିଆଁ ତେଜିବାରେ ଲାଗିଛି। ଅଗ୍ନିପଥ ନିଯୁକ୍ତି ଯୋଜନାକୁ ଓଡ଼ିଶାରେ ମଧ୍ୟ ବିରୋଧ କରାଯାଇଛି। କଟକ କ୍ୟାଣ୍ଟନମେଣ୍ଟ ରୋଡ୍ରେ ବିକ୍ଷୋଭକାରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି।
ବଢ଼ିଲା ଏଲ୍ପିଜି କନେକ୍ସନ ଦର। ଯଦି ଆପଣ ନୂଆ ଏଲ୍ପିଜି କନେକ୍ସନ ନେବାକୁ ଚାହୁଁଛନ୍ତି, ତା’ହେଲେ ଏଥିପାଇଁ ଆପଣଙ୍କୁ ଏଣିକି ଅତିରିକ୍ତ ୮୫୦ ଟଙ୍କା ଦେବାକୁ ପଡ଼ିବ।
ପୁଣି ଥରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୨,୨୧୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
‘ଅଗ୍ନିପଥ’ ଯୋଜନାକୁ ନେଇ ଦେଶରେ ଜୋରଦାର ପ୍ରତିବାଦ ପରେ ଆନ୍ଦୋଳନକୁ ପ୍ରଶମିତ କରିବାକୁ କେନ୍ଦ୍ର ସରକାର ପ୍ରୟାସ କରିଛନ୍ତି। ୩ ସେନା ବାହିନୀରେ ଅଗ୍ନିବୀର ଭାବେ ଯୁବକ ଯୁବତୀଙ୍କୁ ଭର୍ତ୍ତି କରିବା ପାଇଁ ୨ ଦିନ ପୂର୍ବେ ‘ଅଗ୍ନିପଥ’ ଯୋଜନା ଘୋଷଣା ହୋଇଥିଲା।
୧୧ ଦିନିଆ ଖରା ଛୁଟି ପରେ ପୁଣି ଥରେ ଛାତ୍ରଛାତ୍ରୀଙ୍କ କ୍ଲାସ୍ରୁମ୍ ପାଠପଢା ଆଜିଠୁ ଆରମ୍ଭ ହେବ। ସକାଳ ସ୍କୁଲ୍ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ।
ମୁମ୍ବାଇର ଜୁହୁ ସ୍ଥିତ ଏକ ପଞ୍ଚ ତାରକା ହୋଟେଲ୍ରେ ୩୫ ବର୍ଷୀୟା ଲେଖିକାଙ୍କୁ ବିଜ୍ନେସ୍ମ୍ୟାନ୍ ଦୁଷ୍କର୍ମ କରିଥିବା ଅଭିଯୋଗ ଡୋଇଛି। ଅଣ୍ଡରୱାର୍ଲଡ୍ ଡନ୍ ଦାଉଦ ଇବ୍ରାହିମ୍ଙ୍କ ନାଁ ନେଇ ଅଭିଯୁକ୍ତ ଜଣକ ପୀଡ଼ିତାଙ୍କୁ ଧମକ ଦେଇଥିଲେ।
‘ହଁ, ମୁଁ ମୋ ମା’କୁ ଗୁଳି କରି ହତ୍ୟା କରିଛି। ଆଉ ଏହା ମଧ୍ୟ ଜାଣିଛି ଯେ, ଏଥିପାଇଁ ଅଧିକରୁ ଅଧିକ ମୋତେ ଫାଶୀ ହେବ। ଏଥିପାଇଁ ମୁଁ ପ୍ରସ୍ତୁତ ଅଛି।’ ଲକ୍ଷ୍ନୌରେ ୧୬ ବର୍ଷର ବାଳକ ନିଜ ମା’କୁ ଗୁଳିକରି ହତ୍ୟା ଘଟଣାରେ ମାଜିଷ୍ଟ୍ରେଟ୍ଙ୍କ ସାମ୍ନାରେ ଏଭଳି କିଛି ସ୍ୱୀକାର...
ଏଟିଏମ୍ରୁ ୫୦୦ ଟଙ୍କା withdraw କଲେ ବାହାରୁଛି ୫ ଗୁଣା ଅଧିକ ଟଙ୍କା ଅର୍ଥାତ୍ ୨,୫୦୦ ଟଙ୍କା। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ।
ବିଳାସପୁରର ଏକ ଘରୋଇ ହସ୍ପିଟାଲରେ ରାହୁଲର ଚିକିତ୍ସା ଜାରି ରହିଛି। ବିଶେଷଜ୍ଞ ଡାକ୍ତରମାନେ ତାର ଚିକିତ୍ସା ଜାରି ରଖିଛନ୍ତି। ଆଜି ରାହୁଲର ବିଭିନ୍ନ ପ୍ରକାରର ପରୀକ୍ଷାନିରୀକ୍ଷା କରାଯାଉଛି।
ଯେଉଁ ଦିନ ଶ୍ରୀଜିଉଙ୍କ ଦେବସ୍ନାନ ନୀତି ଚାଲିଥିଲା, ସେହିଦିନ ହିଁ ମୋ ପୁଅକୁ ମହାପ୍ରଭୁ ଜଗନ୍ନାଥ ଆସି ଗାତ ଭିତରୁ ଉଦ୍ଧାର କରିକି ଆଣିଦେଲେ। ୮୦ଫୁଟ ଗଭୀର ବୋରୱେଲ୍ ଭିତରୁ ୧୦୪ ଘଣ୍ଟା ପରେ ୧୦ ବର୍ଷର ବାଳକ ରାହୁଲ ସୁରକ୍ଷିତ ଭାବେ ଉଦ୍ଧାର ହେବା ପରେ ତାଙ୍କ...
ଜାତୀୟସ୍ତରର ସୁଟର ସୁଖମନ୍ପ୍ରୀତ୍ ସିଂ ସିଦ୍ଧୁ ଓରଫ ସିପି ସିଦ୍ଧୁଙ୍କୁ ହତ୍ୟା ମାମଲାରେ ବିଚାରପତିଙ୍କ ଝିଅଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଧିକ ଜେରା ପାଇଁ ସିବିଆଇ ବିଚାରପତିଙ୍କ ଝିଅଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି।
ସୋସିଆଲ ମିଡିଆରେ ୱାର୍ ପରେ ଏବେ ବର୍ଷାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)ରେ ଫେରାଦ୍ ହୋଇଛନ୍ତି ଅନୁଭବ। ବର୍ଷା ବିଭିନ୍ନ ସରକାରୀ ଦସ୍ତାବିଜ୍ରେ ନିଜର ଏକାଧିକ ଏବଂ ତ୍ରୁଟିପୂର୍ଣ୍ଣ ପରିଚୟ ଦେଇ ଟିକସ ଫାଙ୍କୁଥିବା ଏବଂ କଳାଟଙ୍କା ରଖିଥିବା ଅଭିଯୋଗ କରିଛନ୍ତି ଅନୁଭବ।
ଵିପର୍ଯ୍ୟନ୍ତ ଆଇନ ଶୃଙ୍ଖଳା, ଦିଵାଲୋକରେ ପ୍ରତିଦିନ ଚୋରି, ଛିନତାଇ, ରାହାଜାନୀ ସହ ଗୁଳିକାଣ୍ଡ ଜନଜୀବନକୁ ଆତଙ୍କିତ କରିଥିବା ଵେଳେ ପୋଲିସ ନୀରଵ ଦ୍ରଷ୍ଟା ସାଜିଛି। ଏହାର ପ୍ରତିଵାଦରେ ବିଭିନ୍ନ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି।
ପାଗ ଅନୁକୂଳ ରହିଥିବାରୁ ଆଜି ଓ ଆସନ୍ତାକାଲି ମଧ୍ୟରେ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି।
ଗ୍ଲୋବାଲ୍ ମାର୍କେଟ୍ରେ ସୁନା ଦାମ୍ ବୃଦ୍ଧି ଯୋଗୁ ଆଜି ଭାରତୀୟ ବଜାରରେ ମଧ୍ୟ ସୁନା ଓ ରୁପା ଦର ବୃଦ୍ଧି ପାଇଛି। MCXରେ ପ୍ରତି ୧୦ ଗ୍ରାମକୁ ସୁନା ୫୦,୨୮୦ ଟଙ୍କା ରହିଛି।
ଅନେକ ସମୟ ଧରି ପାଣିରେ ରହିବାରୁ ରାହୁଲର ଚର୍ମ ସଂକ୍ରମିତ ହୋଇଛି। ଶରୀରର ଅନେକ ସ୍ଥାନରେ ଖଣ୍ଡିଆ ଖାବରା ହୋଇ ପାଣି ଭିତରେ ରହିଥିବାରୁ ବ୍ୟାକ୍ଟେରିଆ ସଂକ୍ରମଣ ହୋଇଛି।
୧୫ ବର୍ଷର ପୁଅକୁ ବାପା ଓ ସାବତ ମା’ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ୮/୧୦ ବର୍ଷ ତଳେ ମୃତକଙ୍କ ମା’ ସନ୍ଦେହଜନକ ମୃତ୍ୟୁ ହୋଇଥିଲା।
ଶେଷ ମୁହୂର୍ତ୍ତରେ ଧୋକା ଦେଲା ପ୍ରେମିକ। ପ୍ରେମିକା ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ପ୍ରେମିକ ଶେଷ ମୁହୂର୍ତ୍ତରେ ପ୍ରେମିକାର ହାତ ଛାଡ଼ି ଦେଇଥିଲେ।
କେମିତି ରାହୁଲଙ୍କୁ ଉଦ୍ଧାର କରାଯାଇଥିଲା ? କେମିତି ଥିଲା ରେସ୍କ୍ୟୁ ଅପରେସନ୍ ? ବୋରୱେଲ୍ ଭିତରୁ ୧୦ ବର୍ଷର ବାଳକ ରାହୁଲକୁ ଉଦ୍ଧାର କାର୍ଯ୍ୟରେ ରେସ୍କ୍ୟୁ ଟିମ୍ରେ NDRF ଇନ୍ସପେକ୍ଟର ମହାବୀର ମହାନ୍ତି ସାମିଲ ହୋଇଥିଲେ।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।