• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

5 Arrested For Blackmailing After Forcefully Filming Obscene Video
ଜୋର ଜବରଦସ୍ତ କରି ପାହାଡ଼ ଉପରେ ଅଶ୍ଳୀଳ ଭିଡିଓ ଶୁଟ୍‌ କଲେ, ତା’ ପରେ...

ଶୁଟ୍‌ କରିଥିବା ଅଶ୍ଳୀଳ ଭିଡିଓ ଦେଖାଇ ସମ୍ପୃକ୍ତ ଯୁବକ, ଯୁବତୀଙ୍କୁ ବ୍ଲାକ୍‌ମେଲିଂ କରିବା କରିଥିଲେ ଅଭିଯୁକ୍ତ। ୫୦ ହଜାର ଟଙ୍କା ନଦେଲେ ଭିଡିଓ ଭାଇରାଲ୍‌ କରିଦେବାର ଧମକ ଦେଇଥିଲେ ଅଭିଯୁକ୍ତମାନେ।

Private Bus Services Will Be Suspended From 1st July In Odisha If Demands Will Not Full Fill
ଜୁଲାଇ ୧ରୁ ଘରୋଇ ବସ୍‌ ଚଳାଚଳ ବନ୍ଦ !

ଜୁଲାଇ ୧ ରୁ ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ନେଇ ଧମକ ଦିଆଯାଇଛି। ୯ ଦଫା ଦାବି ନେଇ ବସ୍ ଚଳାଚଳ ବନ୍ଦ କରିବାକୁ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଧମକ ଦେଇଛି।

Paytm Starts Taking Surcharge on Mobile Recharges
PhonePe ପରେ ୟୁଜର୍ସଙ୍କୁ ବଡ଼ ଝଟ୍‌କା ଦେଲା Paytm

ଡିଜିଟାଲ୍‌ ପେମେଣ୍ଟ କମ୍ପାନୀ ପେଟିଏମ୍‌(Paytm) ୟୁଜର୍ସଙ୍କୁ ବଡ଼ ଝଟ୍‌କା ଦେଇଛି। ଯଦି ଆପଣ ପେଟିଏମ୍‌ ମାଧ୍ୟମରେ କୌଣସି ମୋବାଇଲ୍‌ ରିଚାର୍ଜ କରୁଛନ୍ତି, ତା’ହେଲେ ଆପଣଙ୍କୁ ସର୍‌ଚାର୍ଜ ଦେବାକୁ ପଡ଼ିବ।

Above 70 Lakhs Fraud
ବ୍ୟାଙ୍କ୍‌ ଖାତା ଅପଡେଟ୍‌ ବେଳେ ଜଣାପଡ଼ିଲା ଚାଞ୍ଚଲ୍ୟକର ତଥ୍ୟ, ଆକାଉଣ୍ଟରୁ ୭୦ ଲକ୍ଷ ଗାଏବ

ମହାବିଦ୍ୟାଳୟ ଜମା ଖାତାରୁ ଗାଏବ ହୋଇଗଲା ୭୦ ଲକ୍ଷରୁ ଅଧିକ ଟଙ୍କା। ବିଭିନ୍ନ ସମୟରେ ମହାବିଦ୍ୟାଳୟକୁ ଆସିଥିବା ସରକାରୀ ଅନୁଦାନ ଟଙ୍କା ବ୍ୟାଙ୍କରେ ଥିବା କଲେଜ ଆକାଉଣ୍ଟରେ ଜମା ହୋଇଥାଏ।

Justin Bieber Says He Has Facial Paralysis
ଭୟଙ୍କର ରୋଗ ସହ ଲଢ଼ୁଛନ୍ତି ଲୋକପ୍ରିୟ ପପ୍‌ ଷ୍ଟାର୍‌ ଜଷ୍ଟିନ ବିବର୍‌, କହିଲେ- ଠିକ୍‌ ଭାବେ...

ହଲିଉଡ୍‌ର ଲୋକପ୍ରିୟ ପପ୍‌ ଗାୟକ ଜଷ୍ଟିନ ବିବର(Justin Bieber) ଗୁରୁତର ରୋଗରେ ଆକ୍ରାନ୍ତ ହୋଇଛନ୍ତି। ସେ ପାରାଲିସିସ୍‌ରେ ଆକ୍ରାନ୍ତ ହୋଇଥିବା ଜଣପଡ଼ିଛି।

India-South Africa T20 at Barabati Stadium
No Mask, No Entry: ମ୍ୟାଚ୍‌ ବେଳେ ବାରବାଟୀ ଷ୍ଟାଡିୟମ ଭିତରକୁ ପାଣି ବୋତଲ, ଖାଦ୍ୟ ମନା

ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏନେଇ ପ୍ରେସ୍‌ମିଟ୍‌ରେ  କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଷ୍ଟାଡିୟମ ଭିତରକୁ ପାଣି ବୋତଲ ଓ ବାହାର ଖାଦ୍ୟ ନେଇପାରିବେ ନାହିଁ।

After Summer Vacation New Academic Sessions To Begin In Odisha
ଖରାଛୁଟି ପରେ ସ୍କୁଲ୍‌ରେ କେମିତି ହେବ ପାଠପଢ଼ା ? ଜାରି ହେଲା ନିୟମାବଳୀ...

ଖରାଛୁଟି ସରିବା ପରେ କିଭଳି ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ( OSEPA) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି।

Farmer Becomes Self Reliant By Applying Organic Manure In Farming
ମାଲାମାଲ୍‌ କଲା ଜୈବିକ ସାର, ୧ କୋଟିରୁ ଅଧିକ ଟଙ୍କା ରୋଜଗାର

ଜୈବିକ ସାର ବିକି ରୋଜଗାର କରୁଛନ୍ତି ବାର୍ଷିକ କୋଟିଏରୁ ଅଧିକ ଟଙ୍କା। ସାରକୁ ରାଜ୍ୟ ଓ ରାଜ୍ୟ ବାହାରକୁ ପଠାଇ ରୋଜଗାର କରୁଛନ୍ତି କୋଟିଏରୁ ଅଧିକ ଟଙ୍କା । 

Today Horoscope
Daily Horoscope 11th June: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ମିଳିପାରେ ଖୁସି ଖବର

ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ, ଶନିବାର। ଘାତ ବାର - ବୃଷ,ସିଂହ, କନ୍ୟା ରାଶିର ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ।

Forester Fled Away After Jumping A Wall
ପାଚେରୀ ଡେଇଁ ଛୁ’ ମାରିଲେ ଫରେଷ୍ଟର, ଟେର୍‌ ପାଇଲାନି ପୋଲିସ୍‌

ହାତୀ କଙ୍କାଳ ମିଳିବା ଘଟଣାରେ ଜେରା ପାଇଁ ଆସିଥିବା ନିଲମ୍ବିତ ଫରେଷ୍ଟର ପାଚେରୀ ଡେଇଁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ଗେଟ୍‌ରେ ପୋଲିସ୍‌ ଜଗିଥିଲେ ମଧ୍ୟ ଏନେଇ କୌଣସି ଟେର୍‌ ପାଇ ନଥିଲା। 

Rain With Lightning Warning To 12 Districts Of Odisha
ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା। ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Police Personnel Shot Himself After Fired Bullets In Kolkata
ଶୁଟ୍‌ଆଉଟ୍‌ କଲେ, ଶେଷରେ ନିଜକୁ ନିଜେ ଗୁଳି ଚଳାଇ ଜୀବନ ହାରିଲେ ପୋଲିସ୍‌ ବାବୁ

ଫାୟାରିଂ କଲେ, ଏହାପରେ ନିଜ ଉପରକୁ ନିଜେ ଗୁଳି ଚଳାଇ ଜୀବନ ହାରିଲେ। ବାଂଲାଦେଶ ହାଇକମିଶନ ବାହାରେ ଜଣେ ପୋଲିସ୍‌ କର୍ମୀ ଶୁଟ୍‌ଆଉଟ୍‌ କରିଥିଲେ। ଏହି ସମୟରେ ତାଙ୍କ ବନ୍ଧୁକ ଗୁଳିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା।

Team India & South Africa players to relish Chhena Poda at Hotel Mayfair
ଭୁବନେଶ୍ୱରରେ ଟିମ୍‌ ଇଣ୍ଡିଆ-ଦକ୍ଷିଣ ଆଫ୍ରିକା ଟିମ୍‌, ପରଷା ଯିବ ସ୍ୱତନ୍ତ୍ର ଓଡ଼ିଆ ଖାଦ୍ୟ

ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20 ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଆଜି ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି ପହଞ୍ଚିଛନ୍ତି।

BJP MLA's Daughter Jumps Traffic Signal
BMWରେ ଆସି ନିୟମ ଭାଙ୍ଗିଲେ, କହିଲେ- ମୋ ବାପା ବିଧାୟକ, ମୋତେ ଛାଡ଼’

ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ପରେ ବିଧାୟକଙ୍କ ଝିଅ ଫୁଟାଣି ଦେଖାଇବା ସହ ପୋଲିସ୍‌କର୍ମୀଙ୍କ ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଟ୍ରାଫିକ୍‌ ଲାଇଟ୍‌ ରେଡ୍‌ ଥିବା ସତ୍ତ୍ୱେ ବିଧାୟକଙ୍କ ଝିଅ ଏହାକୁ ନମାନି ଟ୍ରାଫିକ ସିଗ୍ନାଲ କ୍ରସ୍‌ କରିଥିଲେ।

Couple Dead Body Found Hanging In Dhenkanal
ଘର ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁ ପୂର୍ବରୁ କାନ୍ଥରେ ଲେଖି ଦେଇଗଲେ ଏମିତି କିଛି...

ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। କାନ୍ଥରେ କଳା ଅଙ୍ଗାରରେ ‘ଆମେ ବିଷ ପିଇଛୁ’  ବୋଲି ଲେଖାଯାଇଛି। 

Complaint Case Against BJD MP Anubhav Mohanty
ଅନୁଭବଙ୍କ ନାଁରେ କମ୍ପ୍ଲେନ୍‌ କେସ୍‌ ଦେଲେ ବର୍ଷା

ଅନୁଭବଙ୍କ ନାଁରେ ବର୍ଷା ପୁଣି ଏକ ମାମଲା ରୁଜୁ କରିଛନ୍ତି।  କଟକ ଏସ୍‌ଡିଜେଏମ୍ କୋର୍ଟରେ ବର୍ଷା କମ୍ପ୍ଲେନ୍ କେସ୍ ରୁଜୁ କରିଛନ୍ତି। 

Threat Letter To Salman Khan
ଜଣାପଡ଼ିଲା କିଏ ସଲମାନଙ୍କୁ ଦେଇଥିଲେ ଧମକପୂର୍ଣ୍ଣ ଚିଠି, ଜେରା ବେଳେ ହେଲା ଖୁଲାସା...

ସଲମାନ୍‌ଙ୍କ ବାପା ସଲିମ ଖାନ୍‌ଙ୍କୁ ଧମକପୂର୍ଣ୍ଣ ଚିଠି ଦେଇଥିବା ବ୍ୟକ୍ତିଙ୍କୁ ପୋଲିସ୍‌ ଚିହ୍ନଟ କରିଛି। ଅଭିଯୁକ୍ତ ସିଦ୍ଧେଶ ହିରାମାନ୍‌ କମ୍ବେଲ ଓରଫ ମହାକାଳଙ୍କୁ ଜେରା ବେଳେ ସବୁକିଛି ଖୁଲାସା ହୋଇଛି।

Youth Attempts To Commit Suicide In Dhenkanal
ପ୍ରେମରେ ଶକ୍ତ ଧକ୍କା: ବ୍ଲେଡ୍‌ରେ ହାତ, ଗଳା କାଟିଦେଲେ...ଫେସବୁକ୍‌ରେ ପୋଷ୍ଟ କଲେ ଭିଡିଓ

ପ୍ରେମ ଶାଶ୍ୱତ, ପବିତ୍ର, ଚିରନ୍ତନ। ହେଲେ ପ୍ରେମରେ ବିଫଳ ହେଲେ କିଛି ବ୍ୟକ୍ତି ଚରମ ପଦକ୍ଷେପ ନେବାକୁ ପଛାନ୍ତି ନାହିଁ। ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ବ୍ଲେଡ୍‌ରେ ନିଜର ହାତ ଓ ଗଳା କାଟି ଦେଇଥିବା ସୂଚନା ମିଳିଛି।

Voting In Crucial Rajya Sabha Polls Today
ଆଜି ୧୬ ରାଜ୍ୟସଭା ସିଟ୍‌ ପାଇଁ ହେବ ନିର୍ବାଚନ, କ୍ରସ୍‌ ଭୋଟିଂ ଆଶଙ୍କା

୪ଟି ରାଜ୍ୟର ୧୬ଟି ରାଜ୍ୟସଭା ସିଟ୍ ପାଇଁ ଆଜି ନିର୍ବାଚନ ହେବ। ମତଦାନ ସକାଳ ୯ଟାରୁ  ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଓଡିଶାର ୩ ଜଣ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।  

Migrant labourers from Odisha stuck in Qatar & Jordan
ମା’ ଆଖିରେ ଲୁହ- ‘ମୋ ପୁଅକୁ ଫେରାଇ ଆଣ’

ଆରବ ଦେଶରେ ଅକଥନୀୟ ଯନ୍ତ୍ରଣା ଭୋଗ କରୁଛନ୍ତି ଗଞ୍ଜାମର ଦାଦନ ଶ୍ରମିକ। ପୁଅକୁ ଫେରାଇ ଆଣିବାକୁ ପ୍ରଶାସନ ନିକଟରେ ପରିବାର ଲୋକେ ଗୁହାରି କରିଛନ୍ତି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।