ସ୍ପିଡ୍ରେ ଆସି ହଠାତ୍ ପ୍ଲାଟ୍ଫର୍ମରେ ଚଢ଼ିଗଲା ଟ୍ରେନ୍। ଏହାଦେଖି ଉପସ୍ଥିତ ଯାତ୍ରୀ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ି ପଳାଇବା ସହ ଭୟରେ ଚିତ୍କାର କରିଥିଲେ।
ମହିଳା ୨୫ ମିଟର ପିସ୍ତଲ ଟିମ୍ ଇଭେଣ୍ଟରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ମହିଳା ୫୦ ମି. ରାଇଫଲ ୩ ପୋଜିସନ ଟିମ୍ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛି।
କେତେବେଳେ ଯେ ବନ୍ଦ ହୋଇଯିବ ବିଶ୍ୱବିଦ୍ୟାଳୟ ଆଉ ମାନ୍ୟତା ହରାଇବ ତାକୁ ନେଇ ଏବେ ବଢ଼ିଲାଣି ଚିନ୍ତା। ସମ୍ବଲପୁରରେ ଥିବା ରାଜ୍ୟର ଏକ ମାତ୍ର ମୁକ୍ତ ବିଶ୍ୱବିଦ୍ୟାଳୟ ଏବେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ଚାଲିଛି।
କେଉଁଠି କମେଣ୍ଟମରାକୁ ନେଇ ହାତାହାତି ତ ଆଉ କେଉଁଠି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାର୍ପିଟ୍। କଟକ ଜିଲ୍ଲା ଆଠଗଡ଼ ଓ ବାଙ୍କିରେ ଗୋଷ୍ଠୀ ସଂଘର୍ଷ ଘଟି ୧୬ ଜଣ ଆହତ ହୋଇଛନ୍ତି।
ବାହାଘର ଭୋଜି ଚାଲିଥିବା ବେଳେ ୱେଡିଂ ହଲ୍ରେ ନିଆଁ ଲାଗି ଯିବା ଯୋଗୁ ବଡ଼ ଅଘଟଣ ଘଟିଛି। ଜୀଅନ୍ତା ଜଳିଗଲେ ୧୦୦ ଜଣ।
ହଜିଗଲା ମାନବିକତା। ଚିକିତ୍ସା ବଦଳରେ ଶ୍ରମିକଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଇବା ବଦଳରେ ମରି ଯାଇଥିବା ଭାବି ରାସ୍ତାରେ ଫିଙ୍ଗି ଦେଲେ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ ବଢ଼ିଛି। ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ବଲାଙ୍ଗିରରେ ରାଜେନ୍ଦ୍ର ୟୁନିଭର୍ସିଟି ଜମିରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ବଲାଙ୍ଗିର ତହସିଲଦାରଙ୍କ ଉପସ୍ଥିତିରେ ଏହି ଜବରଦଖଲ ଉଚ୍ଛେଦ କରାଯାଇଛି।
କୁକୁଡ଼ା ଫାର୍ମରେ ଅଜଗରର ତାଣ୍ଡବ। ଫାର୍ମରେ ପଶି ୧୪ କୁକୁଡ଼ା ମାରିବା ସହ ୧୦ଟି କୁକୁଡ଼ା ଅଜଗର ଗିଳି ଦେଇଥିବା ଅନୁମାନ କରାଯାଉଛି।
ଏସୀୟ କ୍ରୀଡ଼ା ମହିଳା କ୍ରିକେଟରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଟିମ୍ ଇଣ୍ଡିଆ ସ୍ୱର୍ଣ୍ଣ ପଦକ ଜିତିଛି।
‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସର୍ବଦା ସିଏମ୍ଓ ଦ୍ୱାରା ପରିଚାଳିତ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀମାନଙ୍କ ଆବଶ୍ୟକତା ନ ଥାଏ’ ବୋଲି ମୁଖ୍ୟମନ୍ତ୍ରୀ ଆଜି ବିଧାନସଭାରେ ବିବୃତିରେ କହିଛନ୍ତି।
ସିଏମ୍ଓ ଜନଶୁଣାଣି ଓ ହେଲିକପ୍ଟର ଖର୍ଚ୍ଚ ନେଇ ମୁଖ୍ୟମନ୍ତ୍ରୀ ବିବୃତି ରଖି କହିଛନ୍ତି ଯେ, ‘ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଏ।’
ପୁଣି ସ୍ଥାୟୀ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଲେ ଆଶାକର୍ମୀ। ଲୋୟର ପିଏମ୍ଜିରେ ହଜାର ହଜାର ଆଶାକର୍ମୀ ଆଜି ଧାରଣା ଦେଇଛନ୍ତି।
ଚମ୍ପୁଆ ବ୍ଲକ RWSS କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଗତକାଲି ସରକାରୀ ବାସଭବନରୁ ସେ କେଉଁଆଡ଼େ ଚାଲି ଯାଇଥିଲେ।
ପୁଣି ଶବକୁ ଅସମ୍ମାନ ! ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍ରେ ବୁହା ହେଲା ଶବ। ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ମଧ୍ୟ ଯାଇପାରି ନ ଥିଲେ।
ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀ-ରାଉରକେଲା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ ହୋଇଛି। ଭର୍ଚୁଆଲ୍ ମୋଡ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି।
ବହୁ ଚର୍ଚ୍ଚିତ ସିସୋର ଚିଟ୍ଫଣ୍ଡ ଠକେଇ ମାମଲାରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ନାଁରେ ଚାର୍ଜଫ୍ରେମ୍ କରାଯାଇଛି। ଏନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, ‘ଧର୍ମର ଜୟ ହେବ।’
ଏସିଆନ ଗେମ୍ସ ମହିଳା କ୍ରିକେଟ ଫାଇନାଲରେ ଭାରତ । ସେମିଫାଇନାଲରେ ବାଂଲାଦେଶକୁ ୮ ୱିକେଟରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ଟିମ୍ ଇଣ୍ଡିଆ ।
ସାହସୀ ଓ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗକୁ ଆଜି ଦୁଇ ବର୍ଷ ପୁରିଛିା ଆଜି ତାଙ୍କ ଅବର୍ତ୍ତମାନରେ ତାଙ୍କୁ ଝୁରୁଛନ୍ତି ସମସ୍ତୋ ଅରିନ୍ଦମ ଚାଲିଯିବାର ଦୁଇ ବର୍ଷ ବିତିଛି ସତ, ହେଲେ ଏବେ ବି ତାଙ୍କ ସ୍ମୃତି ସମସ୍ତଙ୍କ ମନରେ।
ପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ବିବାବଦର ଅନ୍ତ ପରେ ଅଗଷ୍ଟ ୨୩ରେ ନୀତିକାନ୍ତି ହୋଇଥିଲା। ଏହା ମଧ୍ୟରେ ମାସେ ବିତିଯାଇ ଥିବାବେଳେ ଶ୍ରୀମୁଖ ଶୃଙ୍ଖାର କରାଯାଇନି।