• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

An EMU train coming from Shakur Basti derailed and climbed the platform at Mathura Junction
ସ୍ପିଡ୍‌ରେ ଆସି ହଠାତ୍‌ ପ୍ଲାଟ୍‌ଫର୍ମରେ ଚଢ଼ିଗଲା ଟ୍ରେନ୍‌, ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ିଲେ ଯାତ୍ରୀ...

ସ୍ପିଡ୍‌ରେ ଆସି ହଠାତ୍‌ ପ୍ଲାଟ୍‌ଫର୍ମରେ ଚଢ଼ିଗଲା ଟ୍ରେନ୍‌। ଏହାଦେଖି ଉପସ୍ଥିତ ଯାତ୍ରୀ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ି ପଳାଇବା ସହ ଭୟରେ ଚିତ୍କାର କରିଥିଲେ।

Asian Games 2023
Asian Games: ପୁଣି ସ୍ୱର୍ଣ୍ଣ ପଦକ ଜିତିଲା ଭାରତ

ମହିଳା ୨୫ ମିଟର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ମହିଳା ୫୦ ମି. ରାଇଫଲ ୩ ପୋଜିସନ ଟିମ୍‌ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛି। 

Future of Odisha Open University in Sambalpur hangs in balance over fearing loss of NAAC status
ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ...ଦ୍ୱନ୍ଦ୍ୱ ଓ ଅନିଶ୍ଚିତତା ଭିତରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ

କେତେବେଳେ ଯେ ବନ୍ଦ ହୋଇଯିବ ବିଶ୍ୱବିଦ୍ୟାଳୟ ଆଉ ମାନ୍ୟତା ହରାଇବ ତାକୁ ନେଇ ଏବେ ବଢ଼ିଲାଣି ଚିନ୍ତା। ସମ୍ବଲପୁରରେ ଥିବା ରାଜ୍ୟର ଏକ ମାତ୍ର ମୁକ୍ତ ବିଶ୍ୱବିଦ୍ୟାଳୟ ଏବେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ଚାଲିଛି। 

Huge clash erupts between two groups in Banki
ଗଣେଶ ଭସାଣି ବେଳେ ମହାଭାରତ: କମେଣ୍ଟମରାକୁ ନେଇ ମାର୍‌ପିଟ୍‌, ବହିଲା ରକ୍ତ ନଦୀ...

କେଉଁଠି କମେଣ୍ଟମରାକୁ ନେଇ ହାତାହାତି ତ ଆଉ କେଉଁଠି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାର୍‌ପିଟ୍‌। କଟକ ଜିଲ୍ଲା ଆଠଗଡ଼ ଓ ବାଙ୍କିରେ ଗୋଷ୍ଠୀ ସଂଘର୍ଷ ଘଟି ୧୬ ଜଣ ଆହତ ହୋଇଛନ୍ତି।

100 Killed In Fire During Wedding In Iraq
ବାହାଘର ଭୋଜିରେ ବଡ଼ ଅଘଟଣ: ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୦୦ ଜଣ

ବାହାଘର ଭୋଜି ଚାଲିଥିବା ବେଳେ ୱେଡିଂ ହଲ୍‌ରେ ନିଆଁ ଲାଗି ଯିବା ଯୋଗୁ ବଡ଼ ଅଘଟଣ ଘଟିଛି। ଜୀଅନ୍ତା ଜଳିଗଲେ ୧୦୦ ଜଣ।

Assuming dead body of labourer thrown in Jharsuguda
ହଜିଗଲା ମାନବିକତା: ମରିଯାଇଛି ଭାବି ରାସ୍ତାରେ ଫିଙ୍ଗି ଦେଲେ, ପରେ ଜଣାପଡ଼ିଲା...

ହଜିଗଲା ମାନବିକତା। ଚିକିତ୍ସା ବଦଳରେ ଶ୍ରମିକଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଇବା ବଦଳରେ ମରି ଯାଇଥିବା ଭାବି ରାସ୍ତାରେ ଫିଙ୍ଗି ଦେଲେ। 

Mahanga Double Murder Case
ମାହାଙ୍ଗା ଡବଲ ମର୍ଡର: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ ବଢ଼ିଛି। ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Eviction drive launched in Bolangir
ବଲାଙ୍ଗିର ରାଜେନ୍ଦ୍ର ୟୁନିଭର୍ସିଟି ଜମିରୁ ଜବରଦଖଲ ଉଚ୍ଛେଦ

ବଲାଙ୍ଗିରରେ ରାଜେନ୍ଦ୍ର ୟୁନିଭର୍ସିଟି ଜମିରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ବଲାଙ୍ଗିର  ତହସିଲଦାରଙ୍କ ଉପସ୍ଥିତିରେ ଏହି ଜବରଦଖଲ ଉଚ୍ଛେଦ କରାଯାଇଛି।

Python enters poultry farm and kills 14 chickens in Angul
ଫାର୍ମରେ ପଶି ୧୦ କୁକୁଡ଼ା ଗିଳି ଦେଲା ଅଜଗର, କ୍ଷତିପୂରଣ ଦାବି କଲେ ଚାଷୀ...

କୁକୁଡ଼ା ଫାର୍ମରେ ଅଜଗରର ତାଣ୍ଡବ। ଫାର୍ମରେ ପଶି ୧୪ କୁକୁଡ଼ା ମାରିବା ସହ ୧୦ଟି କୁକୁଡ଼ା ଅଜଗର ଗିଳି ଦେଇଥିବା ଅନୁମାନ କରାଯାଉଛି।

Asian Games 2023
Asian Games: ଶ୍ରୀଲଙ୍କାକୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଲା ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌

ଏସୀୟ କ୍ରୀଡ଼ା ମହିଳା କ୍ରିକେଟରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଟିମ୍ ଇଣ୍ଡିଆ ସ୍ୱର୍ଣ୍ଣ ପଦକ ଜିତିଛି। 

CM grievance cell is handled by the CMO says CM Naveen Patnaik
‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀମାନଙ୍କ ଆବଶ୍ୟକତା ନ ଥାଏ’

‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସର୍ବଦା ସିଏମ୍‌ଓ ଦ୍ୱାରା ପରିଚାଳିତ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀମାନଙ୍କ ଆବଶ୍ୟକତା ନ ଥାଏ’ ବୋଲି ମୁଖ୍ୟମନ୍ତ୍ରୀ ଆଜି ବିଧାନସଭାରେ ବିବୃତିରେ କହିଛନ୍ତି।

Odisha Chief Minister Naveen Patnaik makes statement in the Assembly
‘ମୋ ନିର୍ଦ୍ଦେଶରେ ସିଏମ୍‌ଓ ଅଫିସରମାନେ ଜିଲ୍ଲାକୁ ଯାଇ ଅଭିଯୋଗ ଆଣିଲେ’

ସିଏମ୍‌ଓ ଜନଶୁଣାଣି ଓ ହେଲିକପ୍ଟର ଖର୍ଚ୍ଚ ନେଇ ମୁଖ୍ୟମନ୍ତ୍ରୀ ବିବୃତି ରଖି କହିଛନ୍ତି ଯେ, ‘ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଏ।’

 Odisha ASHA workers protest in Bhubaneswar
‘ଆମକୁ ସ୍ଥାୟୀ ନିଯୁକ୍ତି ଓ ୨୬ ହଜାର ଟଙ୍କା ଦରମା ମିଳୁ’...ରାଜଧାନୀର ରାଜରାସ୍ତାରେ ଗର୍ଜିଲେ ଆଶାକର୍ମୀ

ପୁଣି ସ୍ଥାୟୀ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଲେ ଆଶାକର୍ମୀ। ଲୋୟର ପିଏମ୍‌ଜିରେ ହଜାର ହଜାର ଆଶାକର୍ମୀ ଆଜି ଧାରଣା ଦେଇଛନ୍ତି।

Body of RWSS dept junior engineer found hanging with tree
ମିଳିଲା ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ, ଘଟଣାସ୍ଥଳରୁ ବାଇକ ଓ ହେଲ୍‌ମେଟ୍‌ ଜବତ...

ଚମ୍ପୁଆ ବ୍ଲକ RWSS କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଗତକାଲି ସରକାରୀ ବାସଭବନରୁ ସେ  କେଉଁଆଡ଼େ ଚାଲି ଯାଇଥିଲେ।

Relatives carry deceased body on bike in subarnapur
ପୁଣି ଶବକୁ ଅସମ୍ମାନ ! ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ବୁହା ହେଲା ଶବ...

ପୁଣି ଶବକୁ ଅସମ୍ମାନ !  ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ବୁହା ହେଲା ଶବ। ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ମଧ୍ୟ ଯାଇପାରି ନ ଥିଲେ।

PM Modi virtually flags off Vande Bharat Express from Puri Rourkela
ପୁରୀ-ରାଉରକେଲା ମଧ୍ୟରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌, ଭର୍ଚୁଆଲ୍‌ ମୋଡ୍‌ରେ ଶୁଭାରମ୍ଭ କଲେ ମୋଦି...

ଓଡ଼ିଶାରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌। ପୁରୀ-ରାଉରକେଲା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ ହୋଇଛି। ଭର୍ଚୁଆଲ୍‌ ମୋଡ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି। 

Know The Reaction Of Former MLA Pravat Biswal Over Seashore Chitfund Scam Charge Frame
‘ସମୟ ବଡ଼ ବଳବାନ, ସମୟ ସବୁ କଥାର ଜବାବ ଦେବ’

ବହୁ ଚର୍ଚ୍ଚିତ ସିସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ନାଁରେ ଚାର୍ଜଫ୍ରେମ୍‌ କରାଯାଇଛି। ଏନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, ‘ଧର୍ମର ଜୟ ହେବ।’

Asian Games 2023
Asian Games: କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିବ କି ଭାରତ ? ବାଂଲାଦେଶକୁ ହରାଇ ଫାଇନାଲରେ ଟିମ୍ ଇଣ୍ଡିଆ...

ଏସିଆନ ଗେମ୍ସ ମହିଳା କ୍ରିକେଟ ଫାଇନାଲରେ ଭାରତ । ସେମିଫାଇନାଲରେ ବାଂଲାଦେଶକୁ ୮ ୱିକେଟରେ ପରାସ୍ତ କରି ଫାଇନାଲ ଟିକେଟ୍ ହାସଲ କରିଛି ଟିମ୍ ଇଣ୍ଡିଆ ।

Odisha remembers OTV daredevil senior reporter Arindam Das on his 2nd death anniversary
ମନେ ପଡ଼ନ୍ତି ଅରିନ୍ଦମ...ଆଜି ବି ସାହସୀ, ଯୁବ ସାମ୍ବାଦିକଙ୍କୁ ଝୁରୁଛନ୍ତି ସମସ୍ତେ

ସାହସୀ ଓ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗକୁ ଆଜି ଦୁଇ ବର୍ଷ ପୁରିଛିା ଆଜି ତାଙ୍କ ଅବର୍ତ୍ତମାନରେ ତାଙ୍କୁ ଝୁରୁଛନ୍ତି ସମସ୍ତୋ ଅରିନ୍ଦମ ଚାଲିଯିବାର ଦୁଇ ବର୍ଷ ବିତିଛି ସତ, ହେଲେ ଏବେ ବି ତାଙ୍କ ସ୍ମୃତି ସମସ୍ତଙ୍କ ମନରେ।

 Again Delay In Banaka Lagi Niti Of Holy Trinity
ପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁଣି ବିଳମ୍ବ ହେଲାଣି ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ବିବାବଦର ଅନ୍ତ ପରେ ଅଗଷ୍ଟ ୨୩ରେ ନୀତିକାନ୍ତି ହୋଇଥିଲା। ଏହା ମଧ୍ୟରେ ମାସେ ବିତିଯାଇ ଥିବାବେଳେ ଶ୍ରୀମୁଖ ଶୃଙ୍ଖାର କରାଯାଇନି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।