• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

82 Cases Of Tomato Flue Detected In Kerala
ଟମାଟୋ ଫ୍ଲୁ ନେଇ କେରଳରେ ଚିନ୍ତା, ଓଡ଼ିଶାରେ କ’ଣ ସ୍ଥିତି

ଟମାଟୋ ଫ୍ଲୁକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶାକୁ କୌଣସି ଆଡ଼ଭାଇଜାରି ଆସିନି କିମ୍ବା ସର୍ଭେଲାନ୍ସ କରିବାକୁ ଆଲର୍ଟ ବି ଜାରି କରାଯାଇନି। ତେଣୁ ବର୍ତ୍ତମାନ କୌଣସି ଆତଙ୍କିତ ହେବାର ନାହିଁ।

Doctors Remove A Big Stone Weighing 1200 gm From A Patient's Urinary Bladder
ଆଶ୍ଚର୍ଯ୍ୟ ! ମୂତ୍ରାଶୟରୁ ବାହାରିଲା ୧୨ ଶହ ଗ୍ରାମର ପଥର

ମୂତ୍ରାଶୟରୁ ବାହାରିଲା ୧୨ ଶହ ଗ୍ରାମର ଏକ ପଥର। ବିଭିନ୍ନ ପ୍ରକାର ଔଷଧ ସେବନ ପରେ ମଧ୍ୟ ସେ ସୁସ୍ଥ ହୋଇନଥିଲେ। ଶେଷରେ ସେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ। 

Youth Dead Body Found Near Railway Track In Khorda
ମୃତ୍ୟୁ ପୂର୍ବର ଶେଷ ଭିଡିଓ ଭାଇରାଲ୍‌: ‘ଯାହାକୁ ଭଲ ପାଉଥିଲି, ସେ ଧୋକା ଦେଲା...ଆଉ ମାତ୍ର କିଛି ସମୟ ବଞ୍ଚିବି’

କାଇପଦର-ଧଉଳିମୁହଁ ମଧ୍ୟବର୍ତ୍ତୀ ରେଳ ଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁ ପୂର୍ବରୁ ଯୁବକ ଜଣକ କରିଥିବା ଏକ ଭିଡିଓ ଏବେ ଭାଇରାଲ୍ ହୋଇଛି।

Farming Without Soil At Botany Dept Of Ravenshaw University
ଆଶ୍ଚର୍ଯ୍ୟ ଲାଗିଲେ ବି ସତ ! ବିନା ମାଟିରେ ବଢୁଛି ଗଛ, ଫୁଟୁଛି ଫୁଲ

ବିନା ମାଟିରେ ଲାଗିଛି ଏସବୁ ଗଛ। କେବଳ ପାଣିରେ ବଞ୍ଚିଛି। ରଜନୀଗନ୍ଧା, ଗେଣ୍ଡୁ, ଜାରବେରା ଓ ପିଟୁନିଆ ଏଭଳି ସୁନ୍ଦର ସୁନ୍ଦର ଫୁଲ ଗଛରେ ଫୁଟିଛି। Hydroponics ଉପାୟରେ ଏଭଳି କିଛି କରି ଦେଖାଇଛନ୍ତି କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର। 

CBI's New Corruption Case Against Lalu Yadav
ଲାଲୁଙ୍କ ପିଛା ଛାଡ଼ୁନି ବିବାଦ: ସକାଳୁ ସକାଳୁ ଲାଲୁଙ୍କ ଘରେ ପଶିଲା CBI

କିଛି ସପ୍ତାହ ପୂର୍ବରୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଥିଲା। ହେଲେ ଏବେ ପୁଣି ଲାଲୁଙ୍କ ବିରୋଧରେ CBI ନୂଆ ମାମଲା ରୁଜୁ କରିଛି।

JioPhone Next
ଗ୍ରାହକଙ୍କ ପାଇଁ ଖୁସି ଖବର: ପୁରୁଣା 4G ଫୋନ୍‌ ବଦଳରେ ମାତ୍ର ୪,୪୯୯ ଟଙ୍କାରେ ପାଆନ୍ତୁ JioPhone Next

ଗ୍ରାହକମାନେ ଯେକୌଣସି ପୁରୁଣା ୪ଜି ଫିଚର ଫୋନ୍, ଜିଓଫୋନ୍ କିମ୍ବା ସ୍ମାର୍ଟଫୋନ୍‌କୁ ବଦଳାଇ ମାତ୍ର ୪,୪୯୯ ଟଙ୍କା ମୂଲ୍ୟରେ ଏକ ସମ୍ପୂର୍ଣ୍ଣ ନୂଆ ଜିଓଫୋନ୍ ନେକ୍ସଟ୍ ପାଇପାରିବେ।

Today Horoscope
ଆଜି ଏହିସବୁ ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି...

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣ  ପକ୍ଷ।  ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ।

Anubhav Mohanty Shares New Video On Social Media
‘ଭଲ ପାଇ ଭୁଲ୍‌ କଲି, ନ୍ୟାୟକୁ ଅପେକ୍ଷା କରିବାଠୁ ବରଂ ‍ଭଲ ମୃତ୍ୟୁକୁ ଆପଣାଇ ନେବା; କିନ୍ତୁ ମୁଁ କେବେବି...’

ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଚ୍ଛେଦ ମାମଲାକୁ ନେଇ ଚର୍ଚ୍ଚାରେ ଥିବା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ପୁଣି ଚର୍ଚ୍ଚା। ସୋସିଆଲ ମିଡିଆରେ ଅନୁଭବ ଏବେ ଏମିତି ଏକ ଭିଡିଓ ଶେଆର କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

Wedding Gift Explodes And Leaves Newly-married Man Severely Injured
ସାନ ଭଉଣୀର ରିସେପସନ୍‌ରେ ବଡ଼ ଭଉଣୀର ଏକ୍ସ-ବୟଫ୍ରେଣ୍ଡ୍‌ ଦେଲେ ଏମିତି ଗିଫ୍ଟ, ଖୋଲିଲା ବେଳକୁ ଧମାକା....

ବିବାହରେ ମିଳିଥିବା ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ଘଟି ୨ ଜଣ ଆହତ ହୋଇଛନ୍ତି। ଗିଫ୍ଟରେ ମିଳିଥିବା ଏକ ଟଏ ଗିଫ୍ଟକୁ ଚାର୍ଜ ବେଳେ ଏହି ବିସ୍ଫୋରଣ ଘଟିଛି।

Kashmiri separatist leader Yasin Malik convicted
ବିଛିନ୍ନତାବାଦୀ ନେତା ୟାସିନ ମଲ୍ଲିକ ଦୋଷୀ ସାବ୍ୟସ୍ତ

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ କାଶ୍ମୀର ବିଛିନ୍ନତାବାଦୀ ନେତା ୟାସିନ ମଲ୍ଲିକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

Groom Rides Cycle During His Marriage Procession
ନା ଥିଲା ଦାମୀ କାର୍‌, ନା ଫୁଲରେ ସଜ୍ଜା ହୋଇଥିଲା ଗାଡ଼ି...ସାଇକେଲ୍‌ ଚଢ଼ି ବାହା ହେବାକୁ ଗଲେ ବର

ନା ଥିଲା ଦାମୀ କାର୍‌, ନା ଫୁଲରେ ସଜ୍ଜା ହୋଇଥିଲା ଗାଡ଼ି...ବରଂ ସାଇକେଲ୍‌ ଚଢି ବର ବେଶରେ ବରଯାତ୍ରୀ ଧରି ବିବାହ ମଣ୍ଡପକୁ ଯାଇଥିଲେ ଏହି ଯୁବକ।

Ganjam wonder kid makes his way into record books
ରେକର୍ଡ ବୁକ୍‌ରେ ନିଜ ନାଁ ଲିପିବଦ୍ଧ କଲେ ଅଢ଼େଇ ବର୍ଷର ବିସ୍ମୟ ବାଳକ

ଯାହା ପଚାରିଲେ କୁନି ମୁହଁରୁ ଫଟାଫଟ ବାହାରୁଛି ଉତ୍ତର। ଯେଉଁ ବୟସରେ ପିଲାଙ୍କ ପାଟି ଭଲ କରି ଖୋଲି ନଥାଏ, ସେହି ବୟସରେ ସେ ଅନର୍ଗଳ ଭାବେ ଇଂରାଜୀ ଶବ୍ଦର ବିପରୀତ ଶବ୍ଦ କହୁଛନ୍ତି । 

Youth found half-burnt on Bhubaneswar Sikharchandi hill, dies
ଅନ୍ଧାର ରାତିରେ ଶିଖରଚଣ୍ଡୀ ପାହାଡ଼ ତଳୁ ମିଳିଲା ଯୁବକଙ୍କ ମୃତଦେହ, ଘଟଣାସ୍ଥଳରୁ ବାଇକ୍‌ ଜବତ

ଶିଖରଚଣ୍ଡୀ ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ଏକ ବାଇକ୍‌ ମିଳିଛି। ହତ୍ୟା ପରେ ମୃତଦେହକୁ ଜାଳି ଦେବାକୁ ଉଦ୍ୟମ କରାଯାଇଥିବା ଚର୍ଚ୍ଚା ହେଉଛି।

Puri Srimandir corridor row
ASI ଅଧିକ୍ଷକଙ୍କ ବଡ଼ ଖୁଲାସା- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଯେବେ ବି ଖନନ କଲେ ମିଳିବ ଏହିସବୁ ଜିନିଷ...

ଶ୍ରୀମନ୍ଦିର ଆଖପାଖ ଅଞ୍ଚଳ ସାରା ପୁରାତନ କୀର୍ତ୍ତିରାଜି ଭରି ରହିଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ ବୋଲି ASI ଅଧିକ୍ଷକ କହିଛନ୍ତି।

LPG Price Hiked Again
ସାଧାରଣଜନତାଙ୍କ ଉପରେ ଆଉ ଏକ ମହଙ୍ଗା ମାଡ଼, ପୁଣି ବଢ଼ିଲା LPG ସିଲିଣ୍ଡର ଦାମ୍‌

ଘରୋଇ LPG ସିଲିଣ୍ଡର ପିଛା ୩ ଟଙ୍କା ୫୦ ପଇସା ବୃଦ୍ଧି ଘଟି ଥିବାବେଳେ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ରେ ୮ ଟଙ୍କା ବୃଦ୍ଧି ଘଟିଛି।

Today Horoscope
ଆଜି ଏହିସବୁ ରାଶିର ବ୍ୟକ୍ତିଙ୍କୁ ମିଳିପାରେ ଶୁଭ ଫଳ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Delhi Sees Record Temperature
ଜଳୁଛି ରାଜଧାନୀ, ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ

ରାଜଧାନୀ ଦିଲ୍ଲୀରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ଭଳି ଆଜି ମଧ୍ୟ କ୍ୟାପିଟାଲ ସିଟିରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି।

Andrew Symonds' sister leaves heartfelt note
ସାଇମଣ୍ଡସ୍‌ଙ୍କ ଅବେଳ ମରଣରେ ଭାଙ୍ଗି ପଡ଼ିଲେ ଭଉଣୀ, ଚିଠି ଲେଖି କହିଲେ...

‘ଭାଇ,ବହୁତ ଶୀଘ୍ର ତୁମେ ଆମ୍ଭମାନଙ୍କୁ ଛାଡ଼ି ଚାଲିଗଲ। ତୁମ ଯିବା ଦୁଃଖରେ ମୋ ହୃଦୟ ଭାଙ୍ଗି ପଡ଼ିଛି। ମୁଁ ସବୁବେଳେ ତୁମକୁ ବହୁତ ଭଲ ପାଉଥିଲି ଓ ପାଇବି’। ସାଇମଣ୍ଡସ୍‌ଙ୍କ ଯିବା ଦୁଃଖରେ ଭାଙ୍ଗି ପଡ଼ିଲେ ଭଉଣୀ

Gold Price Today
କିଛି ଦିନ କମିବା ପରେ ପୁଣି ମହଙ୍ଗା ହେଲା ସୁନା

ଆଜି ପୁଣି ସୁନା ଦରରେ ବୃଦ୍ଧି ଘଟିଛି। Multi Commodity Exchange(MCX)ରେ ସୁନା ଦର(Gold Price) ୦.୦୮% ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମକୁ ୪୯,୯୧୫ ଟଙ୍କାରେ କାରବାର ଚାଲିଥିଲା।

Monsoon Arrived Over Andaman Sea
ଆଣ୍ଡାମାନ ଛୁଇଁଲା ମୌସୁମୀ, ହେଲେ କେବେ ଛୁଇଁବ ଓଡ଼ିଶା ?

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗରରେ ପ୍ରବେଶ କରିଛି। ମେ ୨୭ ତାରିଖରେ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ ବୋଲି ଆକଳନ କରାଯାଇଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।