୫ବର୍ଷରୁ କମ୍ ଶିଶୁ ଏହି ଟମାଟୋ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏଯାବତ୍ ଏହି ରୋଗରେ କେରଳର କୋଲ୍ଲାମ ଜିଲ୍ଲାର ୮୦ ଜଣ ଶିଶୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।
ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାତ୍ର ଆଜିର ବର୍ଷା ସହ ବାତ୍ୟାର କୌଣସି ସମ୍ପର୍କ ନାହିଁ।
ବିଶାଖାପାଟନମ୍ରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ସମତା ଏକ୍ସପ୍ରେସ୍ ଯାତ୍ରୀବାହୀ ବଗିକୁ ଛାଡ଼ି ପ୍ରାୟ ୨ କିଲୋମିଟର ପର୍ଯ୍ୟନ୍ତ ଇଞ୍ଜିନ୍ ଗଡ଼ି ଯାଇଥିଲା।
ବାରମ୍ବାର ଗୁହାରି କରିବା ସତ୍ତ୍ୱେ ମଧ୍ୟ ପ୍ରଶାସନ ଶୁଣିଲା ନାହିଁ। ଶେଷରେ ଗାଁ ଲୋକେ ନିଜ ପିଲାମାନଙ୍କ ସୁରକ୍ଷା ଦୃଷ୍ଟିରୁ ଚାନ୍ଦା ଆଦାୟ କରି ବିପଦ ସଙ୍କୁଳ ଅବସ୍ଥାରେ ଥିବା ଗାଁ ବିଦ୍ୟାଳୟକୁ ମରାମତି କରିଛନ୍ତି।
ଗୁରୁବାର ସକାଳେ ତିବ୍ଦତ ଏୟାରଲାଇନ୍ସର ଏକ ବିମାନ ଟେକ୍ ଅଫ୍(ଉଡ଼ାଣ ଭରିବା) ବେଳେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି।
ଗତ ୬ ଘଣ୍ଟା ମଧ୍ୟରେ ‘ଅସାନି’ ସ୍ଥିର ଥିବାବେଳେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହୋଇ ଗୋଟିଏ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି।
ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ୧୩୩ କୋଟିର ଜମାକୁ ସିଜ୍ ସହ ୬୯ ଲକ୍ଷର କ୍ୟାସ୍ ଇଡି ଜବତ କରିଛି।
ରାଜଧାନୀ ଭୁବନେଶ୍ୱରରେ ପୁଣି ମାତିଲେ ମୂର୍ତ୍ତି ଚୋର। ମନ୍ଦିର ଗ୍ରୀଲ୍ କାଟି ଦୁର୍ବୃତ୍ତମାନେ ମୂର୍ତ୍ତି ଚୋରି କରିଛନ୍ତି।
ଉପନିର୍ବାଚନ ଲଢ଼ିବା ପାଇଁ ବିଜେଡି ଅଳକାଙ୍କ ନାଁ ଘୋଷଣା ପରେ ସେ ପ୍ରତିକ୍ରିୟା ରଖିଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଯେକୌଣସି ମଣିଷ ଉପରେ ଏସିଡ୍ ଆଟାକ୍ ହେଲେ ସେ ସାରାଜୀବନ କଷ୍ଟ ପାଇବ। ତେଣୁ ମୋର ଏହି ଯନ୍ତ୍ରଣା ପାଖରେ ସେମାନଙ୍କୁ ମିଳିଥିବା ସଜାର କିଛି ସମାନତା ନାହିଁ ବୋଲି ପ୍ରମୋଦିନୀ ରାଉଳ କହିଛନ୍ତି।
ବ୍ରଜରାଜନଗର ଉପନିର୍ବାଚନ ମୈଦାନରେ ବିଜେପିର ରାଧାରାଣୀ ପଣ୍ଡା ରହିଥିବା ବେଳେ ବିଜେଡିର ଯୋଦ୍ଧା ସାଜିଛନ୍ତି ଅଳକା ମହାନ୍ତି। କିନ୍ତୁ କଂଗ୍ରେସ ପକ୍ଷରୁ ଏ ଯାଏ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇନାହିଁ। ତେବେ ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଚାଲିଛି।
ସକାଳୁ ସକାଳୁ ପରିବାର ଲୋକ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଯୁବକଙ୍କୁ ଦେଖିବା ପରେ ସେମାନଙ୍କର ହୋସ୍ ଉଡ଼ି ଯାଇଥିଲା। ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ଆସନ୍ତାକାଲି ଠାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ୧୨ ତାରିଖ ଯାଏ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଦିବ୍ୟାଙ୍ଗ ବୋଲି ଜଣେ ୧୩ ବର୍ଷୀୟ ନାବାଳକକୁ ବିମାନରେ ଯାତ୍ରା କରିବାକୁ ଅନୁମତି ଦେଲାନି ଇଣ୍ଡିଗୋ ଏୟାରଲାଇନ୍ସ।
ଭୁବନେଶ୍ୱରରେ ଯେଉଁ ଅଙ୍କ ଛିଡ଼ି ପାରିଲାନି ସେହି ଅଙ୍କ ଦିଲ୍ଲୀରେ ଛିଡାଇବାକୁ ହାଇକମାଣ୍ଡ ସ୍ଥିର କରିଛନ୍ତି। ସେଠାରେ କାହା ନାଁ ରେ ମୋହର ଲାଗୁଛି ତା’ଉପରେ ସମସ୍ତଙ୍କ ନଜର ରହିଛି।
ବାତ୍ୟା ‘ଅସାନି’ ଏବେ ପୁରୀ ଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି।
ନାମକୁ ମାତ୍ର ସ୍ମାର୍ଟ ସିଟି। ହେଲେ ରାଜଧାନୀ ଭୁବନେଶ୍ୱରରେ ଏମିତି ଅନେକ ସ୍ଥାନ ଅଛି, ଯେଉଁଠି ଲୋକମାନେ ବିପଦ ସଙ୍କୁଳ ଅବସ୍ଥାରେ ଯା’ଆସ କରୁଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ଚନ୍ଦ୍ରଶେଖରପୁର-ନୀଳାଦ୍ରିବିହାରକୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲକୁ ଦେଖିଲେ ଅନୁମାନ କରିହେବ।
ସାଂସଦ ଓ ବିଧାୟକ ଗୋଟିଏ ପାଦ ବଢ଼ାଇଲେ ରେଳ ମନ୍ତ୍ରଣାଳୟ ଆଉ ୧୦ ପାଦ ଆଗକୁ ବଢ଼ାଇବ।
ହଠାତ୍ ୩ ଜଣ ଦୁର୍ବୃତ୍ତ ଆସି କାର୍ ଉପରକୁ ଆଖି ପିଛୁଳାକେ ଗୁଳିବର୍ଷଣ କରିଥିଲେ। ସେଠାରେ ଉପସ୍ଥିତ ଲୋକ ଏସବୁ ଦେଖୁଥିଲେ ମଧ୍ୟ ଏହାକୁ ଅଟାଇବା ପାଇଁ କେହି ସାହସ କରିପାରୁନଥିଲେ।
ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ବିଜେପି ତାଙ୍କ ନାଁ ଘୋଷଣା କରିଛି।