ସିଙ୍ଗର ଏଆର୍ ରହମାନଙ୍କ ଝିଅ ଖାତିଜା ରହମାନ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଧୁମ୍ଧାମ୍ରେ ଚେନ୍ନାଇରେ ଏହି ବିବାହ ହୋଇଛି।
ଭାରତରେ ସର୍ବାଧିକ କୋଭିଡ୍ ମୃତ୍ୟୁକୁ ନେଇ WHO କରିଥିବା ଦାବିକୁ ଦୃଢ଼ ଭାବେ ଖଣ୍ଡନ କରିବା ସହ ଏହା ସଠିକ୍ ନୁହେଁ ବୋଲି ଭାରତ କହିଛି।
ହଷ୍ଟେଲ ଛାତରୁ ଖସି ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗତକାଲି ରାତି ୮ଟା ବେଳେ କୌଣସି କାରଣରୁ ସେ ହଷ୍ଟେଲ ଛାତରୁ ଖସି ପଡ଼ିଥିଲେ।
ରାମାନୁଜଙ୍କ ମୂର୍ତ୍ତିର ଉପରେ ଥିବା ମୂଲ୍ୟବାନ ମଙ୍ଗଳଗିରି ସୁନା ତୋରଣ ଦେଖିବାକୁ ମିଳିନଥିଲା। ତେବେ ସେ ତୋରଣ ସୁନା କି ପିତ୍ତଳ ତାହା ସ୍ପଷ୍ଟ ହୋଇନାହିଁ।
ଆଜି ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।
ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଖାଲି କଂଗ୍ରେସ ବିଧାୟକ ନୁହନ୍ତି ଦଳର ତୁଙ୍ଗ ନେତା ବି ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ।
ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହେବା ପରେ ଶିଶୁଟିକୁ ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
ରାଜ୍ ଠାକ୍ରେଙ୍କ ବାସଭବନ ସାମ୍ନାରେ ଏକତ୍ରିତ ହୋଇଥିବା ଦଳୀୟ କର୍ମୀଙ୍କୁ ମୁମ୍ବାଇ ପୋଲିସ୍ ଉଠାଇ ନେଇଛି। ପ୍ରାୟ ୨୬୦ ଏମ୍ଏନ୍ଏସ୍ କାର୍ଯ୍ୟକର୍ତ୍ତାଙ୍କୁ ପୋଲିସ୍ ଉଠାଇ ନେଇଥିବା ଜଣାପଡ଼ିଛି।
ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ଖାଲି ପଚା ଅଣ୍ଡା ନୁହେଁ ପଚା ବାଇଗଣ ଓ ଆଳୁ ଦିଆଯାଇଥିବା ମଧ୍ୟ ଅଭିଯୋଗ ହୋଇଛି।
ଏପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ପ୍ରକାର ଆକଳନ କରାଯାଇ ନାହିଁ। ଲଘୁଚାପ କ୍ଷେତ୍ର ହେଲା ପରେ ଏନେଇ ସଠିକ ଆକଳନ କରିହେବ।
ପ୍ରତିଦିନ ଗ୍ରୀଡକୋକୁ ୧୨୦ ମେଗାଓ୍ୱାଟ୍ ବିଦ୍ୟୁତ୍ ଯୋଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୟୁନିଟ୍ ପିଛା ୩ ଟଙ୍କା ୩୬ ପଇସା ଦରରେ ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
୩ ଜଣ ସାଥୀ ଦୂରକୁ ଚାଲି ଗଲେ, ହେଲେ "ଟାଇସନ୍" କିନ୍ତୁ ତାର ମାଲିକ ପାଇଁ ବିଷଧର ନାଗ ସାପ ସହ ଲଢ଼ିଲା । ଶେଷରେ ନାଗ ସାପ ଚୋଟରେ ଟାଇସନ୍ର ପ୍ରାଣ ବାୟୁ ଉଡ଼ି ଯାଇଥିଲା।
ଏବେବି ବିଦ୍ୟୁତ୍ ଚାଲିଗଲେ ଚିକିତ୍ସା କରିବାକୁ ମୋବାଇଲ ଲାଇଟ୍ର ସାହାରା ନେଉଛନ୍ତି ଡାକ୍ତର। ବିଦ୍ୟୁତ୍ ଚାଲି ଯିବା ପରେ ବିକଳ୍ପ ବ୍ୟବସ୍ଥା ନଥିବାରୁ ମୋବାଇଲ ଲାଇଟ୍ରେ ରୋଗୀଙ୍କ ଚିକିତ୍ସା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି।
ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଗୁଜରାଟ ଟାଇଟାନ୍ସ କ୍ରମାଗତ ୫ଟି ମ୍ୟାଚ୍ ଜିତିବା ପରେ ଶେଷରେ ପରାଜୟର ସ୍ୱାଦ ଚାଖିଛି। ଗତକାଲିର ମ୍ୟାଚ୍ରେ ଗୁଜରାଟକୁ ୮ ୱିକେଟ୍ରେ ପଞ୍ଜାବ କିଙ୍ଗସ୍ ପରାସ୍ତ କରିଛି।
ହଡ଼ପ ଟଙ୍କାରୁ ୫୦ ଲକ୍ଷ ଟଙ୍କାରେ ଅଭିଯୁକ୍ତ ବୟଫ୍ରେଣ୍ଡ୍ ଜୁଆ ଖେଳିଥିବା କମିଶନରେଟ୍ ପୋଲିସ ସୂଚନା ଦେଇଛି।
ଗଡ଼ଖୋର୍ଦ୍ଧା ଛକରେ ୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଭେଇକିଲ୍ ଅଣ୍ଡର ପାସ୍। ୧୫ ଦିନରେ ଏହି କାମ ଆରମ୍ଭ ହେବ।
ସିଏମ୍ସି(କଟକ ମ୍ୟୁନିସିପାଲ କର୍ପୋରେସନ)ର ଅନୁମତି ବିନା ଉଚ୍ଛେଦ ହେବନି ବୋଲିି ଦୃଢ଼ୋକ୍ତି ଦେଇଛନ୍ତି କଟକ ମେୟର।
ଗୁଣିଗାରେଡ଼ି ସନ୍ଦେହରେ ପୂର୍ବତନ ସରପଞ୍ଚଙ୍କୁ ଘର ସାମ୍ନାରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା। ଏଥିରେ ତାଙ୍କ ବେକ ପାଖରେ ଗଭୀର ଆଘାତ ଲାଗିଥିଲା।