ଭଦ୍ରକ ଜିଲ୍ଲାରେ ବିଜେଡି ନେତା ଅସିତ୍ ପଟ୍ଟନାୟକଙ୍କ ଜନ୍ମଦିନ ପାଳନକୁ ନେଇ ଥାନାରେ ଏତଲା ହୋଇଛି । ସହରରେ ବାଇକ୍ ରାଲି, ଡିଜେ ଏବଂ ବାଣ ଫୁଟାଇ ଏହାକୁ ସେଲିବ୍ରେସନ କରାଯାଇଥିଲା ।
ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ଏହି ନମୁନା ପ୍ରଶ୍ନପତ୍ର ବା ସାମ୍ପଲ ପ୍ରଶ୍ନପତ୍ର ସହାୟକ ହେବ ।
ନନ୍ଦନକାନନ ପଟୁ ଜୟଦେବ ବିହାରକୁ ଯାଉଥିବା ଏକ କାର୍ ନିୟନ୍ତ୍ରଣ ହରାଇ ପ୍ରଥମେ ଡିଭାଇଡର ଉପରକୁ ମାଡ଼ି ଯାଇଥିଲା । ଏହାପରେ ଅପରପାର୍ଶ୍ୱରେ ଥିବା ଏକ ବସ୍ ସହ ପିଟି ହୋଇଥିଲା ।
ଗୋଟିଏପଟେ ଭୋଟ୍ ଗଣତି ଚାଲିଥିବା ବେଳେ ଅନ୍ୟପଟେ ଉତ୍କଣ୍ଠା ବଢ଼ିବାରେ ଲାଗିଛି । ନିର୍ବାଚନ ଫଳାଫଳକୁ ନେଇ ଖାଲି ସାଧାରଣଜନତା ନୁହଁନ୍ତି, ରାଜନେତା ମଧ୍ୟ ବେଶ୍ ଉତ୍ସାହିତ ଅଛନ୍ତି ।
ସାଲେପୁରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନ୍କାଉଣ୍ଟର କରାଯାଇଛି । ସୁଶାନ୍ତର ଜଙ୍ଘରେ ଗୁଳି ବାଜିଛି ।
ଆସନ୍ତାକାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ପବନର ସର୍ବାଧିକ ବେଗ ୧୦୦ କି.ମି. ରହିବ ।
୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶରେ ଏଥର ମଧ୍ୟ ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେବ ବୋଲି ବିଭିନ୍ନ ସଂସ୍ଥାର ଏକଜିଟ୍ ପୋଲ୍ କହୁଛି ।
ଏକଜିଟ୍ ପୋଲ୍ ଅନୁସାରେ, ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଜେପି କ୍ଷମତା ହାସଲ କରିବାର ପୂର୍ବାନୁମାନ କରାଯାଇଥିବା ବେଳେ ଛତିଶଗଡ଼ ଓ ତେଲେଙ୍ଗାନାରେ କଂଗ୍ରେସ ଜିତିପାରେ ବୋଲି କୁହାଯାଉଛି ।
ରାସ୍ତାରେ ସମସ୍ତ ଗାଡ଼ିକୁ ଚେକିଂ କରାଯିବା ସହ ସମସ୍ତ କାଗଜପତ୍ର ଓ ଗାଡ଼ି ଚାଳକଙ୍କ ସମ୍ବନ୍ଧରେ ତଥ୍ୟ ଯାଞ୍ଚ କରାଯାଇଛି ।
ବାଲି ପରିବହନ ନେଇ ପୂର୍ବତନ କଟକ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଛାଟ । ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପ୍ରତି ହାଇକୋର୍ଟ କ୍ଷୁବ୍ଧ ପ୍ରକାଶ କରିଛନ୍ତି ।
ବିଶ୍ୱରେ ଦିନକୁ ଦିନ ଘାତକ ହେଉଛି ପ୍ରଦୂଷଣ । ଦେଶରେ ବି ପ୍ରଦୂଷଣ ମାତ୍ରା ଚିନ୍ତାଜନକ ରହିଛି । ଭାରତରେ କେବଳ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ୨୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଉଛି ।
ଟ୍ରକ୍କୁ କାର୍ ଧକ୍କା ଦେବା ଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ପାହାଳ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।
ଏହି ଚା’ର ନାଁ ଶୁଣିବାକୁ ଯେମିତି ରୋଚକପୂର୍ଣ୍ଣ, ସେତିକି ସୁଆଦିଆ । ସେଥିପାଇଁ ତ ଦୋକାନରେ ଗ୍ରାହକଙ୍କ ଭିଡ଼ ହଟିବାର ନାଁ ନେଉନି ।
କିଛି ଘଣ୍ଟା ପରେ ମ୍ୟାଚ୍ ହେବାକୁ ଥିବାବେଳେ ଷ୍ଟାଡିୟମରେ ବିଦ୍ୟୁତ୍ ସଂଯୋଗ ନାହିଁ । ରାୟପୁର ସହିଦ ବୀରନାରାୟଣ ସିଂ ଷ୍ଟାଡିୟମରେ ମ୍ୟାଚ୍ ପୂର୍ବରୁ ଏଭଳି ଅଭାବନୀୟ ସ୍ଥିତି ଦେଖା ଦେଇଛି ।
ତୁରନ୍ତ ସ୍କୁଲ୍କୁ ଖାଲି କରାଯାଇ ଛାତ୍ରଛାତ୍ରୀ ଓ ଷ୍ଟାଫ୍ଙ୍କୁ ବାହାରକୁ ଅଣାଯାଇ ଛାନ୍ଭିନ୍ କରାଯାଇଥିଲା । ହେଲେ ସେଭଳି କୌଣସି ସନ୍ଦିଗ୍ଧ ଜିନିଷ ମିଳିନଥିଲା ।
ଗତ ୧୦ ବର୍ଷରେ ରାଜ୍ୟରେ ୪୮ ହଜାର ଲୋକଙ୍କ ଜୀବନ ନେଇଛି ସଡ଼କ ଦୁର୍ଘଟଣା । ଅର୍ଥାତ୍ ପ୍ରତିବର୍ଷ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫ ହଜାର ଲୋକଙ୍କ ଜୀବନ ଯାଉଛି ।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ତ ଧରାପଡ଼ିଛନ୍ତି, ତାଙ୍କ ବାପା ମଧ୍ୟ ଦୁର୍ନୀତି ଅଭିଯୋଗରେ ଫସିଥିଲେ ।
ବାତ୍ୟାରେ ପରିଣତ ହେବା ପରେ ୪ ତାରିଖ ସନ୍ଧ୍ୟାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଚେନ୍ନାଇ ଓ ମଚ୍ଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି ।
ଓଡ଼ିଶାରେ ପ୍ରତିବର୍ଷ ପ୍ରାୟ ୩ରୁ ୫ ହଜାର ରୋଗୀ ଚି଼ହ୍ନଟ ହେଉଛନ୍ତି । ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଏଚ୍ଆଇଭି ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି ।
ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛପଟୁ ଭ୍ୟାନ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ଜୀବନ ଚାଲିଯାଇଛି ।