୫ଟି ପର୍ଯ୍ୟାୟରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଆଜିଠାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ଜିଲ୍ଲା ପରିଷଦର ୮୫୧ ଆସନରୁ ବିଜେଡି ୨୦୦ରୁ ଅଧିକ ଆସନରେ ଆଗୁଆ ଥିବା ଜଣାପଡ଼ିଛି।
୫ଟି ପର୍ଯ୍ୟାୟରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଆଜିଠାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। କେଉଁଠି ବିଜେପି ଆଗରେ ଅଛି ତ ଆଉ କେଉଁଠି ବିଜେଡି ଆଗରେ ଅଛି। ଉଭୟ ଦଳ ମଧ୍ୟରେ କଡ଼ା ଟକ୍କର ଚାଲିଛି। ଜାଣନ୍ତୁ, କେଉଁ ପ୍ରାର୍ଥୀ କେଉଁଠି ଆଗରେ ଅଛନ୍ତି...
୫ଟି ପର୍ଯ୍ୟାୟରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଆଜିଠାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। କେଉଁଠି ବିଜେପି ଆଗରେ ଅଛି ତ ଆଉ କେଉଁଠି ବିଜେଡି ଆଗରେ ଅଛି।
୫ଟି ପର୍ଯ୍ୟାୟରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଆଜିଠାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ୩ ଦିନ ଧରି ଭୋଟ୍ ଗଣତି ଚାଲିବ। ଏଥିପାଇଁ ସବୁ ଜିଲ୍ଲାର ବ୍ଲକ ସଦର ମହକୁମାରେ ଗଣତି କେନ୍ଦ୍ର ଖୋଲା ଯାଇଛି।
ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀ ଏବଂ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଲାଗି ସ୍ୱତନ୍ତ୍ର ସହାୟତା ସେଲ୍ ଜାରି ହୋଇଛି।
ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି।
ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ୍ ଗ୍ରହଣ।। ଏନେଇ ଆଜି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨୬ରେ ପୌର ନିର୍ବାଚନର ଭୋଟ୍ ଗଣତି ହେବ।
ଷ୍ଟ୍ରଙ୍ଗରୁମ୍ ଆଗରେ ପଡ଼ିଛି ଚିରା ବାଲାଟ ପେପର। କେନ୍ଦ୍ରାପଡ଼ା କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମ୍ ଆଗରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।
ଯେତେଶୀଘ୍ର ପାରୁଛ, ତମେ ସୁରକ୍ଷିତ ସ୍ଥାନକୁ ଚାଲିଯାଅ ମାଆ। ଏଠି କେତେବେଳେ ବି କିଛି ହୋଇପାରେ। ମୋ କଥା ଆଦୌ ଚିନ୍ତା କରିବ ନାହିଁ। ଜୀବନ ଥିଲେ ପୁଣି ଦେଖାହେବ।… ନିଜ ବାପା ମାଆଙ୍କ ଉଦ୍ଦେଶ୍ୟରେ ୟୁକ୍ରେନୀୟ ସୈନିକ ପଠେଇଥିବା ଭିଡିଓ ବାର୍ତ୍ତା ଆଖିରୁ ଲୁହ ଦୁଇଟୋପା ଖସେଇ ଦେବାକୁ...
ୟୁକ୍ରେନ ଉପରେ ଋଷିଆର ଆକ୍ରମଣ ପରେ ୟୁକ୍ରେନ୍ର କିଭ୍ ବିମାନବନ୍ଦରକୁ ସର୍ବସାଧାରଣଙ୍କ ପାଇଁ ବନ୍ଦ କରି ଦିଆଯାଇଛି। ସେଠାରେ ଫସି ରହିଥିବା ୨୦ ହଜାର ଭାରତୀୟ ମାନଙ୍କୁ ଆଣିବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଉଛି।
ୟୁକ୍ରେନ ପକ୍ଷରୁ ମଧ୍ୟ ରୁଷିଆ ଉପରେ ପ୍ରତିଆକ୍ରମଣ ହେଉଥିବା ଦାବି ହୋଇଛି। ଖାର୍କିଭ୍ ନିକଟରେ ଋଷିଆର ୫ଟି ଟ୍ୟାଙ୍କ ସହ ୫୦ଜଣ ସୈନିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ୟୁକ୍ରେନକୁ ତିନିପଟୁ ଘେରିଯାଇ ଋଷିଆ ଜଳ, ସ୍ଥଳ ଓ ଆକାଶ ମାର୍ଗରୁ ଆକ୍ରମଣ କରୁଛି। ଋଷିଆର ଆକ୍ରମଣରେ ୧୩୭ ଜଣ ୟୁକ୍ରେନ ସୈନିକ ଓ ନାଗରିକଙ୍କ ମୃତ୍ୟୁ ଘଟିଛି।
ଋଷିଆ ବିପକ୍ଷରେ କଟକଣାକୁ ଆହୁରି କଡ଼ାକଡ଼ି କରାଯିବ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି। ବିଶ୍ୱକୁ ସମ୍ବୋଧନ କରି ଆମେରିକା ରାଷ୍ଟ୍ରପତି ଋଷିଆକୁ ଚେତାବନୀ ଦେଇଛନ୍ତି।
ମୋବାଇଲ ଫାଟି ଯିବା ଯୋଗୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଭାରସାମ୍ୟ ହରାଇ ଗାଡ଼ିରୁ ତଳେ ପଡ଼ି ଯାଇଥିଲେ। ଫଳରେ ତାଙ୍କ ପକେଟ୍ରେ ଥିବା ମୋବାଇଲ ଫୋନ୍ ଫାଟି ଯାଇଥିଲା।
ମହାନଗର ନିର୍ବାଚନ ଲାଗି ଆଉ ପାଦେ ଆଗେଇଲା ଭୁବନେଶ୍ୱର ମହାନଗର ନିଗମ(BMC)। ଏନେଇ ବିଏମ୍ସି ପକ୍ଷରୁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି।
ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିଜ ଗାଁ ବୁଥ୍ରେ ପଶି ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଆକ୍ରମଣ କରିବା ସହ ବୁଥ୍ ଜବରଦଖଲ କରିଥିବା ଅଭିଯୋଗ ହୋଇଛି।
ଯେଉଁ କଥାକୁ ଡର ଥିଲା, ଶେଷରେ ତାହା ହିଁ ହେଲା। ସାରା ବିଶ୍ୱରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଏବେ ଆଉ ଏକ ସଙ୍କଟକୁ ନେଇ ବିଶ୍ୱବାସୀ ଚିନ୍ତିତ। ଋଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଯାହାକି ତୃତୀୟ ବିଶ୍ୱ ଯୁଦ୍ଧ ଆ଼ଡକୁ ମୁହାଁଇପାରେ ବୋଲି ...
ବାପା ନିର୍ବାଚନ ପାଇଁ ବ୍ୟସ୍ତ ରହିବା ଯୋଗୁ ପୁଅ ପାଇଁ ଆଉ ବିରିୟାନୀ ଆଣି ପାରିନଥିଲେ। ଶେଷରେ ବିରିୟାନୀ ପାଇଁ ପୁଅ ଜୀବନ ହାରିଛି।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍ ଅନ୍ତର୍ଗତ କଟସାହି ପଞ୍ଚାୟତ ୧ ନମ୍ବର ବୁଥ୍ରେ ଜଣେ ଏଜେଣ୍ଟ ବାଲାଟ ପେପର ନେଇ ଦୌଡ଼ି ପଳାଇବା ପରେ ମତଦାନ ବନ୍ଦ ରହିଥିବା ସୂଚନା ମିଳିଛି।
ୟୁକ୍ରେନରେ ରହୁଥିବା ଭାରତୀୟଙ୍କୁ କିଭ୍(Kyiv) ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଭାରତୀୟଙ୍କୁ ପରାମର୍ଶ ଦିଆଯାଇଛି। ଯିଏ ଯେଉଁଠି ଅଛ, ସେଇଠି ରହିବାକୁ କୁହାଯାଇଛି।