• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Youth Dies While Saving Gir Friend
ସୁଇସାଇଡ୍‌ କରିବାକୁ ଯାଇ ପ୍ରେମିକା ବଞ୍ଚିଗଲା, ଉଦ୍ଧାର କରିବାକୁ ଯାଇ ପ୍ରେମିକର ଜୀବନ ଗଲା

କାଳ ହେଲା ତ୍ରିକୋଣୀୟ ପ୍ରେମ(Love Triangle) । ଏକାସଙ୍ଗେ ୨ ଜଣ ଯୁବତୀଙ୍କ ସହ ସମ୍ପର୍କ ଶେଷରେ ଜଣେ ଯୁବକଙ୍କ ଜୀବନ ନେଇଛି। ସମ୍ପୃକ୍ତ ଯୁବକ ଦୁଇ ଜଣ ଗର୍ଲଫ୍ରେଣ୍ଡ୍‌ଙ୍କୁ ଏକାସଙ୍ଗେ ଭେଟ କରାଇବା ଲାଗି ଦକ୍ଷିଣ କନ୍ନଡ ଜିଲ୍ଲା ସୋମେଶ୍ୱର ବେଳାଭୂମିକୁ ଡାକିଥିଲେ।

Galwan Clash
ଧରାପଡ଼ିଲା ଚୀନର ଡାହା ମିଛ: ଗଲ୍‌ୱାନ୍‌ ସଂଘର୍ଷରେ ନଦୀରେ ଭାସି ଯାଇଥିଲେ ଚୀନର ୩୮ ସେନା

ଗଲ୍‌ୱାନ୍‌ ସଂଘର୍ଷରେ ମରିଥିଲେ ଚୀନ ସେନାର ଅନେକ ସୈନିକ। ଗୋଟି କି ଦୁଇ ଜଣ ନୁହେଁ ମରିଥିଲେ ଚୀନର ୩୮ ଜଣ PLA(People's Liberation Army) ସୈନିକ। 

Youth allegedly commits suicide
ଫ୍ରି-ଫାୟାର ନେଲା ଜୀବନ ! ନା ଅଛି ଶରୀର, ନା ଅଙ୍ଗପ୍ରତ୍ୟଙ୍ଗ; ବାଡ଼ିରୁ ମିଳିଲା ଝୁଲନ୍ତା ଖପୁରୀ

ନା ଅଛି ଶରୀର, ନା ଅଙ୍ଗପ୍ରତ୍ୟଙ୍ଗ, ଅଛି ତ କେବଳ ଦେହାବଶେଷ। ତାହା ପୁଣି ଏକ ଗଳିତ ଖପୁରୀ।  ଚିହ୍ନିବା, ଜାଣିବା ବି ମୁସ୍କିଲ ଯେ, କାହାର ଏ ନରକଙ୍କାଳ ? ଘରଠାରୁ ଅଳ୍ପ ଦୂର ଏକ ଜଙ୍ଗଲିଆ ସ୍ଥାନରୁ ଉଦ୍ଧାର ହୋଇଥିବା ଝୁଲନ୍ତା ଖପୁରୀ ଉଦ୍ଧାର ହୋଇଛି।

Team India
ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଝଟ୍‌କା, ୪ ପ୍ରମୁଖ ଖେଳାଳିଙ୍କୁ କରୋନା

ୱେଷ୍ଟ୍‌ଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଝଟ୍‌କା। ଭାରତୀୟ ଦଳର ପ୍ରମୁଖ ୪ ଖେଳାଳିଙ୍କ ସମେତ କିଛି ସପୋର୍ଟ ଷ୍ଟାଫ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

Rain Alert
ଆଜିଠୁ ବର୍ଷିବ ! ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆଜିଠୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Income Tax Unchanged
ଆୟକର ସ୍ଲାବ୍ ଅପରିବର୍ତ୍ତିତ, IT ରିଟର୍ଣ୍ଣ ସୁଧାରିବାକୁ ୨ ବର୍ଷ ମହଲତ

ଅପରିବର୍ତ୍ତିତ ରହିଲା ଆୟକର(Income Tax) ସ୍ଲାବ୍। ଚଳିତ ବର୍ଷ ବି କେନ୍ଦ୍ରୀୟ ବଜେଟ୍‌ରେ ଆୟକର ସୀମାରେ କୌଣସି ପରିବର୍ତ୍ତନ ହୋଇନି।

Budget 2022
ଜାଣନ୍ତୁ, ବଜେଟ୍‌ରେ କ’ଣ ସବୁ ନୂଆ ଘୋଷଣା ହୋଇଛି...

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ ଅନେକ ଜିନିଷ ଶସ୍ତା ହୋଇଥିବା ବେଳେ ଆଉ କିଛି ଜିନିଷ ମହଙ୍ଗା ହୋଇଛି। ଏହାସହ ବଜେଟ୍‌ରେ କିଛି ନୂଆ ମଧ୍ୟ ଘୋଷଣା ହୋଇଛି।

Cryptocurrency
ନିବେଶକଙ୍କ ପାଇଁ ଆଲର୍ଟ ! କ୍ରିପ୍ଟୋ ଉପରେ ଲାଗିବ ଟ୍ୟାକ୍ସ

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ର ବଜେଟ୍‌ ଉପସ୍ଥାପନ ବେଳେ କ୍ରିପ୍ଟୋ କରେନ୍ସି(Cryptocurrency)କୁ ଟିକସଭୁକ୍ତ କରାଯିବା ନେଇ ଘୋଷଣା କରିଛନ୍ତି।

Budget 2022
Budget 2022: ଜାଣନ୍ତୁ କ’ଣ ହେଲା ଶସ୍ତା ଓ କ’ଣ ମହଙ୍ଗା...

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଅର୍ଥମନ୍ତ୍ରୀ ହୀରା ଗହଣା ଉପରେ କଷ୍ଟମ୍ସ ଡ୍ୟୁଟି ୫%କୁ ହ୍ରାସ ନେଇ ଘୋଷଣା କରିଛନ୍ତି। 

Income Tax Return
ଟିକସଦାତାଙ୍କ ପାଇଁ ବଡ଼ ଖବର, ମିଳିବ ୨ ବର୍ଷ ମହଲତ

ବଜେଟ୍‌ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟିକସ ବ୍ୟବସ୍ଥା ସମ୍ପର୍କରେ ଘୋଷଣା କରିଛନ୍ତି। କୌଣସି ଟିକସଦାତା ଆୟ ଘୋଷଣାରେ ତ୍ରୁଟି କରିଥିଲେ ସୁଧାରି ପାରିବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି। 

Vande Bharat Express
Budget 2022: ୩ ବର୍ଷରେ କାର୍ଯ୍ୟକ୍ଷମ ହେବ ୪୦୦ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌

ସମସ୍ତ ଗମନାଗମନ ବ୍ୟବସ୍ଥା ପାଇଁ ପିଏମ୍ ଗତିଶକ୍ତି ଆରମ୍ଭ ହେବା ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ୪୦୦ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ୩ ବର୍ଷରେ କାର୍ଯ୍ୟକ୍ଷମ ହେବା ନେଇ ବଜେଟ୍‌ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।

School Students
ଟିଭି ଜରିଆରେ ପାଠ ପଢ଼ିବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲା

ସ୍କୁଲ୍‌ ପିଲାଙ୍କ ପାଇଁ ପିଏମ୍ ଇ-ବିଦ୍ୟା କାର୍ଯ୍ୟକ୍ରମ ଆରମ୍ଭ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଟିଭି ଜରିଆରେ ହେବ।

LPG Commercial Cylinder Rate Reduced
ବଜେଟ୍‌ ପୂର୍ବରୁ ସାଧାରଣ ଜନତାଙ୍କ ପାଇଁ ଖୁସି ଖବର, କମିଲା ଏଲ୍‌ପିଜି ସିଲିଣ୍ଡର ଦାମ୍‌

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରୁଛନ୍ତି। ବଜେଟ୍‌ ପୂର୍ବରୁ ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ବଜେଟ୍‌ ପୂର୍ବରୁ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି।

Union Minister Bishweswar Tudu
ମୋ ବିନା ଅନୁମତିରେ ଅଫିସରେ ପୋଲିସ ପଶିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ: କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ସରକାରୀ କର୍ମଚାରୀଙ୍କୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ଆକ୍ରମଣ ଅଭିଯୋଗ ମାମଲାର ପୋଲିସ୍‌ ତଦନ୍ତ ଆରମ୍ଭ କରିଛି। କେନ୍ଦ୍ରମନ୍ତ୍ରୀଙ୍କ ବାରିପଦା ଅଫିସକୁ ଯାଇ ପୋଲିସ ତଦନ୍ତ କରିଛି।

Former MLA Pravat Biswal Faces Wrath Of People
ନିର୍ବାଚନ ପ୍ରଚାର ବେଳେ ପ୍ରଭାତ ବିଶ୍ୱାଳ ହଟହଟା

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାରରେ ଯାଇଥିବା ବେଳେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କୁ ହଟହଟା ହେବାକୁ ପଡ଼ିଛି। କୌଣସି ବିକାଶମୂଳକ କାମ ହୋଇନଥିବା ଅଭିଯୋଗ ଆଣିବା ସହ ତାଙ୍କୁ ଲୋକମାନେ ବିରୋଧ କରିଥିଲେ।

Youth Dies
ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ

ଗୋଳନ୍ଥରା ଥାନା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ହୋଇଛି।

Budget Expectations
ଆଜି ଆସିବ ବଜେଟ୍‌: ମଧ୍ୟବିତ୍ତଙ୍କୁ ମିଳିବ କି ଆଶ୍ୱସ୍ତି ? ନିର୍ମଳାଙ୍କ ବଜେଟ୍ ପେଡ଼ି ଉପରେ ସାରା ଦେଶର ନଜର

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। କାହାକୁ ସେ କ’ଣ ଦେବେ, ତା ଉପରେ ରହିଛି ସାରା ଦେଶର ନଜର।

Rainfall Alert
୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଆସନ୍ତା ୩ ତାରିଖରୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ମୁଖ୍ୟତଃ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Reservation list of 107 Municipalities/NACs
ପ୍ରକାଶ ପାଇଲା ପୌରାଧ୍ୟକ୍ଷ ଚୂଡ଼ାନ୍ତ ସଂରକ୍ଷଣ ତାଲିକା

ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୦୭ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ବିଜ୍ଞପ୍ତି ପ୍ରକାଶ ପାଇଛି।

Politics Over PM Awas Yojana
ପିଏମ୍‌ ଆବାସ ଯୋଜନାକୁ ନେଇ ବିଜେପି-ବିଜେଡି ମୁହାଁମୁହିଁ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେପି-ବିଜେଡି ମୁହାଁମୁହିଁ ହୋଇଛନ୍ତି। ପିଏମ୍ ଆବାସ ଯୋଜନାରେ ରାଜ୍ୟକୁ କେନ୍ଦ୍ର ଅବହେଳା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଅଭିଯୋଗ ଆଣିଛନ୍ତି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।