ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ବିଜେଡି ବଡ଼ ଆକ୍ସନ ନେଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଆକ୍ସନ ନେଇଛନ୍ତି।
ମଦରେ ବୁଡ଼ିଗଲା ରାସ୍ତା। ପାଣି ସୁଅ ପରି ରାସ୍ତାରେ ବହିଲା ରେଡ୍ ୱାଇନ୍। ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
ଜି-୨୦ ବୈଠକକୁ ଆସି ଆଉ ନିଜ ଦେଶକୁ ଫେରି ପାରିନାହାନ୍ତି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡ୍ୟୁ। ବିମାନରେ ତ୍ରୁଟି ଦେଖା ଦେବାରୁ ସେ ଆଉ ଫେରି ପାରିନଥିବା ସୂଚନା ମିଳିଛି।
ଗାଡ଼ି ରଖି ସେଲ୍ଫି ନେଉଥିବା ବେଳେ ବୃଦ୍ଧଙ୍କ ଗୋଡ଼ ଖସି ଯାଇଥିଲା। ବହୁ ଖୋଜାଖଜି ପରେ ଅଗ୍ନିଶମ ଟିମ୍ ୬୯ ବର୍ଷୀୟ ବୃଦ୍ଧଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲା।
କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି ହୋଇଛି। ସୌରିନଙ୍କ ବିରୋଧରେ କମିଶନରେଟ୍ ପୋଲିସ ଏହି ନୋଟିସ୍ ଜାରି କରିଛି।
ହଠାତ୍ ଖସି ପଡ଼ିଲା ନିର୍ମାଣାଧୀନ ୪୦ ମହଲା ବିଲ୍ଡିଂରେ ଲାଗିଥିବା ଲିଫ୍ଟ। ଫଳରେ ୭ ଶ୍ରମିକଙ୍କ ମୃତ୍ୟୁ ହୋଇଛି।
ବିକଟାଳ ଶବ୍ଦ, ମଝିରେ ମଝିରେ ବୋମା ଫୁଟିଲା ପରି ଶବ୍ଦ, ଭଁ ଭାଁ କରି ରାସ୍ତାରେ ସାପ ଖେଳିଲା ଭଳି ବାଇକ ଚଲାଇବା, ସାଇଲେନ୍ସର କାଢି ଢୋ ଢା ଶବ୍ଦ କରୁଥିବା ସାଇଲେନ୍ସର ଇତ୍ୟାଦି ଲଗାଇଥିଲେ ସାବଧାନ। ଏବେ କମିଶନରେଟ ଟ୍ରାଫିକ ପୋଲିସ ସ୍କାନରରେ ଏସବୁ ବାଇକ ଚାଳକ।
ପୁରୀରୁ ତାଳଚେର ରୋଡ୍ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍ର ଆଜି ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ଏହି ବନ୍ଦେ ଭାରତ ଏକସପ୍ରେସ୍ ରାଉରକେଲା-ପୁରୀ ମଧ୍ୟରେ ଚଳାଚଳ କରିବ।
୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଦକ୍ଷତା ବିକାଶ ଦୁର୍ନୀତି ମାମଲାରେ ସେ ଗିରଫ ହୋଇଥିଲେ।
କର୍ଣ୍ଣାଟକ ରାଜ୍ୟ ଘରୋଇ ପରିବହନ ସଂଘ ବେଙ୍ଗାଲୁରୁରେ ବନ୍ଦ ପାଳନ କରୁଛି। ରବିବାର ମଧ୍ୟରାତ୍ରରୁ ସୋମବାର ମଧ୍ୟରାତ୍ର ଯାଏ ଏହି ବନ୍ଦ ପାଳନ ହେବ।
ବିବାଦରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସ୍ପି। ମାରାଥନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଥିଲା।
ସପ୍ତାହକରେ ନିଶ୍ଚିହ୍ନ ହୋଇଗଲା ପୁରା ପରିବାର। ଜଣଙ୍କ ପରେ ଜଣେ ଆଖି ବୁଜିଲେ ୩ ସଦସ୍ୟ। ବିଷପାନ କରିଥିବା ପରିବାରର ଗତକାଲି ଭାଇ ଓ ଭଉଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମା’ଙ୍କ ମୃତ୍ୟୁ ହୋଇଛି।
ରାଜ୍ୟରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।
ପାରାଦୀପରେ ଆଜି ସମୁଦ୍ର ଜଳରେ କୌଣସି କେମିକାଲ୍ ମିଶିଯାଇଥିବା ସୂଚନା ମିଳିଛି। ଫଳରେ ସମୁଦ୍ର ପାଣିର ରଙ୍ଗ ମଧ୍ୟ ବଦଳି ଯାଇଛି।
ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସପକ୍ଷରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ବାହାରିଛନ୍ତି। ସେ କହିଛନ୍ତି, ସୌମ୍ୟ ବାବୁ ସାହାସ କରି ସତ କଥାକୁ ସାମ୍ନାକୁ ଆଣୁଛନ୍ତି।
ପ୍ରାପ୍ତ ବୟସ୍କ ଯୁବକ ଓ ଯୁବତୀ ନିଜ ମନପସନ୍ଦର ଜୀବନସାଥୀ ବାଛି ପାରିବେ। ଏଥିରେ ବାପାମା’ ହୁଅନ୍ତୁ କି ଆଉ କେହିବି ହସ୍ତକ୍ଷେପ କରିପାରିବେ ନାହିଁ।
ଶେଷରେ ସାଂସଦଙ୍କ ଅଭିଯୋଗକୁ ସ୍ୱୀକାର କଲେ ସରକାରୀ ଅଧିକାରୀ। ଜବରଦଖଲ ହଟାଇ ଯଥା ଶୀଘ୍ର ଡେରାସ କ୍ଷୁଦ୍ର ଜଳସେଚନ କେନାଲର ପୁନରୁଦ୍ଧାର ପାଇଁ ତହସିଲଦାର ଓ ଅଧିକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ବିଦେଶୀ ରାଷ୍ଟ୍ରମୁଖ୍ୟ ଓ ପ୍ରତିନିଧି ମଣ୍ଡଳୀଙ୍କ ଖାଦ୍ୟକୁ ନେଇ ମଧ୍ୟ ଚର୍ଚ୍ଚା। ସେମାନଙ୍କ ଦିଲ୍ ଖୁସ୍ କରିବା ପାଇଁ କେଉଁ କେଉଁ ସ୍ୱାଦିଷ୍ଟ ବ୍ୟଞ୍ଜନ ପରସାଯିବ, ତାହା ଜାଣିବାକୁ ଉତ୍କଣ୍ଠା ବଢ଼ିଛି।
ପ୍ରଥମ ଥର ଲାଗି ଭାରତ ଅଧ୍ୟକ୍ଷତାରେ G-20 ଶିଖର ସମ୍ମିଳନୀ ଆୟୋଜିତ ହେଉଥିବା ବେଳେ ଆଜିଠୁ ବିଶ୍ୱମଞ୍ଚରେ ହେବ ମାନସ ମନ୍ଥନ। ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ବିଶ୍ୱର ବଡ଼ ବଡ଼ ନେତା ଏକାଠି ହେବେ।
ଆନ୍ଧ୍ରପ୍ରଦେଶ ଦକ୍ଷତା ବିକାଶ ନିଗମରେ ଦୁର୍ନୀତି ଅଭିଯୋଗରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ୍ ପାର୍ଟିର ସଭାପତି ଏନ୍. ଚନ୍ଦ୍ରବାବୁ ନାଇଡୁଙ୍କୁ ସିଆଇଡି ଟିମ୍ ଗିରଫ କରିଛନ୍ତି।