• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Puri Jagannath Temple
ଶ୍ରୀମନ୍ଦିର ପାଇଁ ନୂଆ SOP ଜାରି, ଆଜିଠୁ ନୂଆ ନିୟମ...

ପୁରୀ ଶ୍ରୀମନ୍ଦିର ପାଇଁ ଶ୍ରୀମନ୍ଦିର ପ୍ରଶାସନ ସାନି ଗାଇଡଲାଇନ୍‌ ଜାରି କରିଛି। ଆଜି ଠାରୁ ସକାଳ ସାଢ଼େ ୫ଟାରୁ ରାତି ସାଢ଼େ ୯ଟା ଯାଏ ଶ୍ରୀମନ୍ଦିର ଖୋଲା ରହିବ।

Sonu Sood Appeals For For Donations For 19-Month-Old Rajveer
ଜୀବନ ସହ ସଂଘର୍ଷ କରୁଛି ଦେଢ଼ ବର୍ଷର ରାଜଭୀର୍‌,ସହାୟତା ପାଇଁ ଅପିଲ୍‌ କଲେ ଲକ୍‌ଡାଉନ୍‌ ହିରୋ ସୋନୁ ସୁଦ୍‌

ଲକ୍‌ଡାଉନ୍ ହିରୋ ସୋନୁ ସୁଦ୍‌ଙ୍କୁ ଦେଖା କରି ରାଜଭୀର୍‌ଙ୍କ ପରିବାର ତାଙ୍କଠୁ ସହାୟତା ମାଗିଛନ୍ତି। ରାଜଭୀର୍‌ଙ୍କ ଚିକିତ୍ସା ପାଇଁ ୧୬ କୋଟି ଟଙ୍କା ଆବଶ୍ୟକ।

Marriage
ବଢ଼ିଲା ଝିଅଙ୍କ ବିବାହ ବୟସ ସୀମା ! ଜାଣନ୍ତୁ, କେଉଁ ବୟସରେ ବାହା ହେବେ...

ଝିଅଙ୍କ ବିବାହ ପାଇଁ ବୟସ ସୀମାକୁ ନେଇ ଏକ ବଡ଼ ଖବର ଏବେ ସାମ୍ନାକୁ ଆସିଛି। ଦେଶରେ ଝିଅଙ୍କ ବିବାହ ବୟସ ସୀମା ୧୮ ବର୍ଷରୁ ୨୧ ବର୍ଷକୁ ବୃଦ୍ଧି କରିବା ଲାଗି ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରିଥିବା ସୂଚନା

Chilika MLA Prashant Jagdev
ମହିଳାଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର, କହିଲେ- ‘ଭୋଟ୍‌ ଦେଇଛ ବୋଲି କ’ଣ ମୋ ପ୍ୟାଣ୍ଟ୍‌, ସାର୍ଟ ଖୋଲିଦେବ’ ?

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମହିଳାଙ୍କୁ ଦୁର୍ବ୍ୟବହାର କରିଥିବା ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି। ସଭାରେ ବିଧାୟକଙ୍କୁ ଜଣେ ମହିଳା ପ୍ରଶ୍ନ କରିବାକୁ ଚାହିଁବାରୁ ଚିହଁକି ଉଠି ତାଙ୍କୁ ଦୁର୍ବ୍ୟବହାର କରିଥିଲେ ବିଧାୟକ।

Bank Strike
ଦୁଇ ଦିନ ବ୍ୟାଙ୍କ ବନ୍ଦ

ଆଜି ଓ ଆସନ୍ତାକାଲି ଦୁଇ ଦିନ ବ୍ୟାଙ୍କ ବନ୍ଦ ରହିବ। ଏହି ଦୁଇ ଦିନ ଦେଶରେ ସମସ୍ତ ବ୍ୟାଙ୍କ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଧର୍ମଘଟ ଡାକରା ଦିଆଯାଇଛି।

Odisha Police
ଟ୍ୱିନ୍‌ସିଟିରେ ଖୋଲିବ ସ୍ୱତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା, ଆଉ ୩ ନୂଆ ଥାନା ଖୋଲିବାକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ଲାଗି ସ୍ୱତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ। ଏହାସହ କମିଶନରେଟ୍ ପୋଲିସ ଅଞ୍ଚଳରେ ଆଉ ୩ଟି ନୂଆ ଥାନା ଗଠନକୁ ମଞ୍ଜୁରୀ ଦିଆଯାଇଛି।

IPS officer Sunil Kumar Vansal
ସୁନୀଲ ବଂଶଲ ନୂଆ ଡିଜିପି

ସୁନୀଲ ବଂଶଲ ହେବେ ନୂଆ ପୋଲିସ ମହାନିର୍ଦ୍ଦେଶକ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ୧୯୮୭ ବ୍ୟାଚ୍‌ର ବରିଷ୍ଠ IPS ଅଫିସର ହେଉଛନ୍ତି ସୁନୀଲ ବଂଶଲ।

Group Captain Varun Singh
ଜୀବନ ଯୁଦ୍ଧରେ ହାରିଗଲେ ଗ୍ରୁପ୍‌ କ୍ୟାପନେଟ ବରୁଣ ସିଂ

ତାମିଲନାଡୁ କୁନ୍ମୁର ହେଲିକପ୍ଟର କ୍ରାଶ୍‌ ଘଟଣାରେ ଜଣେ ମାତ୍ର ଜୀବିତ ଥିବା ଗ୍ରୁପ୍‌ କ୍ୟାପନେଟ ବରୁଣ ସିଂଙ୍କ ପରଲୋକ ହୋଇଛି। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

Accident
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୫ ଜୀବନ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୫ ଜଣଙ୍କ ଜୀବନ ଚାଲି ଯାଇଛି। କେଉଁଠି ବାଇକ୍‌କୁ ଅଟୋ ଧକ୍କା ଦେଇଥିବା ବେଳେ ଆଉ କେଉଁଠି ରାସ୍ତା ପାର୍‌ ହେଉଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ତ ଆଉ କେଉଁଠି ଟ୍ରକ୍‌ ଧକ୍କାରେ ଜୀବନ ଚାଲି...

Chittaranjan Palai murder case
ପର୍ଦ୍ଦାଫାସ ହେବ କି ଚିତ୍ତ ମୃତ୍ୟୁ ରହସ୍ୟ ? ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍‌

ବିଜେଡି ନେତା ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତ ରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଗତ ୧୩ ତାରିଖରେ ପୁରୀ ନୂଆନଈ ନିକଟରେ ଚିତ୍ତ ରଞ୍ଜନଙ୍କ ମୃତଦେହ ମିଳିଥିଲା।

Collector Threaten To Official
ଜିଲ୍ଲାପାଳଙ୍କ ଧମକ- ‘ଟିକାକରଣରେ ବିଳମ୍ବ ହେଲେ ଫାଶୀରେ ଝୁଲାଇ ଦେବି’

କରୋନା ଟିକାକରଣ ସମ୍ପୂର୍ଣ୍ଣ ନହେବା ନେଇ ରାଗିଗଲେ ଜିଲ୍ଲାପାଳ। ଏପରିକି ଅଧିକାରୀଙ୍କୁ ଫାଶୀରେ ଝୁଲାଇବା ଭଳି ଧମକ ଦେବାକୁ ମଧ୍ୟ ସେ ପଛାଇ ନାହାନ୍ତି। ମଧ୍ୟପ୍ରଦେଶ ଗ୍ୱାଲିୟରର ଜିଲ୍ଲାପାଳ କୌଶଳେନ୍ଦ୍ର ବିକ୍ରମ ସିଂ ଏଭଳି ଧମକ ଦେଇଛନ୍ତି।

Daily Horoscope
Daily Horoscope,15 Dec 2021: ଏହି ରାଶିର ବ୍ୟକ୍ତି ଆଜି ସାବଧାନ ହୋଇ ରୁହନ୍ତୁ...

ଆଜି ୨୦୨୧ ମସିହା, ଡିସେମ୍ବର ମାସ ୧୫ ତାରିଖ, ବୁଧବାର, ବିଛା ୩୦ ଦିନ, ମାର୍ଗଶିର ମାସ , ଶୁକ୍ଳପକ୍ଷ, ଦ୍ୱାଦଶୀ ତିଥି। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Covid pill Paxlovid
ଓମିକ୍ରନ୍‌ ସମେତ ଗୁରୁତର ରୋଗରୁ ବଞ୍ଚାଇବ ପାକ୍ସଲୋଭିଡ୍‌ ବଟିକା !

କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌ ଓମିକ୍ରନ୍‌ ବିରୋଧରେ କୋଭିଡ୍ ବଟିକା ପାକ୍ସଲୋଭିଡ୍‌ ଫଳପ୍ରଦ ଦେଉଥିବା ଜଣାପଡ଼ିଛି। କୋଭିଡ୍‌ରେ ଗୁରୁତର ରୋଗୀଙ୍କ କ୍ଷେତ୍ରରେ ଏହା ଅଧିକ ଫଳପ୍ରଦ ହେଉଥିବା ଦେଖିବାକୁ ମିଳିଛି।

Lyricist Mitrabhanu Gountia Unwell
ସୁପ୍ରସିଦ୍ଧ ଗୀତ ‘ରଙ୍ଗବତୀ’ର ସ୍ରଷ୍ଟା ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ

ସୁପ୍ରସିଦ୍ଧ ଗୀତ ‘ରଙ୍ଗବତୀ’ର ସ୍ରଷ୍ଟା ତଥା ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ଗତକାଲି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

vaccination
ଓମିକ୍ରନରୁ ସୁରକ୍ଷା ଦେବ ଟିକା !

କରୋନା ଭାଇରସ୍‌ର ନୂଆ ଭାରିଏଣ୍ଟ୍‌ ଓମିକ୍ରନ୍‌ରୁ ସୁରକ୍ଷା ଦେବ ଟିକା ! ଶତ ପ୍ରତିଶତ ନ ହେଲେ ବି କ୍ରସ୍‌ ପ୍ରୋଟେକ୍ସନ ଦେବ ଟିକା। ଲୋକମାନଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରିବାକୁ ପ୍ରତି ଗାଁରେ ଥିବା ସାମାଜିକ କର୍ମୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଅନୁରୋଧ କରିଛି।

Kareena Kapoor
ସୁପର ସ୍ପ୍ରେଡର୍‌ ହୋଇପାରନ୍ତି ଅଭିନେତ୍ରୀ କରୀନା, ସିଲ୍‌ ହେଲା ଘର...

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଓ ତାଙ୍କର ଘନିଷ୍ଠ ବନ୍ଧୁ ଅମ୍ରିତା ଆରୋରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଭିଡ୍‌ ନିୟମ ଉଲ୍ଲଂଘନ କରି ନିକଟରେ କରୀନା ଅନେକ ପାର୍ଟିରେ ଯୋଗ ଦେଇଥିଲେ ବୋଲି ସୂଚନା ମିଳିଛି। ତେଣୁ ସେ ସୁପର ସ୍ପ୍ରେଡର୍‌ ହୋଇପାରନ୍ତି ବୋଲି ବିଏମ୍‌ସି ଆଶଙ୍କା...

OTV Rayagada Correspondent Manoj Patra
ଓଟିଭିର ରାୟଗଡ଼ା ପ୍ରତିନିଧି ମନୋଜ ପାତ୍ରଙ୍କ ପରଲୋକ

ଓଟିଭିର ରାୟଗଡ଼ା ଜିଲ୍ଲା ପ୍ରତିନିଧି ମନୋଜ ପାତ୍ରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା। ଅସୁସ୍ଥ ହୋଇପଡ଼ିବାରୁ ମନୋଜଙ୍କୁ କାଲି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

students
ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର, ମାଗଣାରେ ମିଳିବ ଏହି ସୁବିଧା...

ରାଜ୍ୟରେ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ପ୍ରବେଶିକା ପରୀକ୍ଷାର କୋଚିଂ ମାଗଣାରେ ଦିଆଯିବ। ନିଟ୍, ଆଇଆାଇଟି, ଜେଇଇ ଓ ଏନ୍‌ଡିଏ ଭଳି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତି ପାଇଁ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ କୋଚିଂ ଦିଆଯିବ।

Earthquake
ସକାଳୁ ସକାଳୁ ବଡ଼ଧରଣର ଭୂକମ୍ପ ଝଟ୍‌କା, ଆସିପାରେ ଭୟଙ୍କର ସୁନାମି

ପୂର୍ବ ଇଣ୍ଡୋନେସିଆରେ ମଙ୍ଗଳବାର ଏକ ଶକ୍ତିଶାଳୀ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୭.୩ ରେକର୍ଡ କରାଯାଇଛି। ଭୂକମ୍ପ ଝଟ୍‌କା ପରେ ଭୟଙ୍କର ସୁନାମି ଆସିବାର ଆଶଙ୍କା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।

Daily Horoscope
Daily Horoscope,14 Dec 2021: ଜାଣନ୍ତୁ, ଆଜିର ରାଶିଫଳ...

ଆଜି ୨୦୨୧ ମସିହା, ଡିସେମ୍ବର ମାସ ୧୪ ତାରିଖ, ମଙ୍ଗଳବାର, ବିଛା ୨୯ ଦିନ, ମାର୍ଗଶିର ମାସ , ଶୁକ୍ଳପକ୍ଷ, ଏକାଦଶୀ ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।