କଟକ ରେଲ୍ୱେ ଷ୍ଟେସନରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ଜବତ ହୋଇଛି। ଜବତ ହୋଇଥିବା ୪ଟି ବ୍ୟାଗ୍ରୁ ଲକ୍ଷାଧିକ ଟଙ୍କା ମିଳିଥିବା ଜଣାପଡ଼ିଛି।
କୌଣସି ଅପରାଧ ନକରି ତାଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା। ଏଭଳି ସ୍ଥିତିରେ ଭାଗ୍ୟକୁ ଦୋଷ ଦେବା ଛଡ଼ା ତାଙ୍କ ପାଖରେ କୌଣସି ଉପାୟ ନଥିଲା। ପୋଲିସ୍ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୩ ଦିନରେ ୫ ଥର ଗିରଫ କରିଥିଲେ
‘At Risk’(ଓମିକ୍ରନ୍ ସଂକ୍ରମଣ ବ୍ୟାପିଥିବା ଦେଶ) ଦେଶରୁ ଓଡ଼ିଶା ଆସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ସନ୍ଧ୍ୟା ସୁଦ୍ଧା ‘At Risk’ ଦେଶରୁ ୯୮୨ ଜଣ ଓଡ଼ିଶା ଆସିଛନ୍ତି।
ଆଜି ୨୦୨୧ ମସିହା ଡିସେମ୍ବର ୮ ତାରିଖ, ବୁଧବାର, ବିଛା ୨୩ ଦିନ, ମାର୍ଗଶିର ମାସ ଶୁକ୍ଳପକ୍ଷ, ପଞ୍ଚମୀ ତିଥି। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
କଟକ ରେଲ୍ୱେ ଷ୍ଟେସନରୁ ସେନାର ଜଣେ ଯବାନ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ଦିଲ୍ଲୀରୁ ଚୌଦ୍ୱାର ଚାରବାଟିଆକୁ ଟ୍ରେନିଂ ପାଇଁ ଆସିଥିଲେ।
ବ୍ୟାଙ୍କ ଓ ଏଟିଏମ୍ ସୁରକ୍ଷାକୁ ନେଇ କମିଶନରେଟ ପୋଲିସକୁ ଚିନ୍ତା ଘାରିଛି। ଏଣିକି ବ୍ୟାଙ୍କ, ଏଟିଏମ୍ ସିକ୍ୟୁରିଟି ଅଡିଟ୍ କରିବା ପାଇଁ ପୋଲିସ ଆପଣାଇଛି ଷ୍ଟ୍ରାଟେଜି।
ପଞ୍ଚଭୂତରେ ବିଲୀନ ହୋଇଗଲେ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ସମସ୍ତଙ୍କ ପ୍ରିୟର ନନ୍ଦ ସାର୍। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯାଜପୁର ବୈତରଣୀ ନଦୀ କୂଳରେ ଥିବା ବାରୁଣୀ ମହା ଶ୍ମଶାନରେ ନନ୍ଦ ସାର୍ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।
ରାଜ୍ୟରେ ଗତ ୫ ବର୍ଷରେ ୪୦୬ ହାତୀଙ୍କର ମୃତ୍ୟୁ ହୋଇଛି। ସେଥିମଧ୍ୟରୁ କେବଳ ଦୁର୍ଘଟଣାରେ ୧୬୨ଟି ହାତୀ ପ୍ରାଣ ହରାଇଛନ୍ତି।
କରୋନା ଭାଇରସ୍ର ନୂଆ ଭାରିଏଣ୍ଟ୍ ଓମିକ୍ରନ୍ ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଓମିକ୍ରନ୍ କେବେ ପିକ୍ ସ୍ତରରେ ପହଞ୍ଚିବ ? କେତେଦିନ ପର୍ଯ୍ୟନ୍ତ ଏହି ବିପଦ ରହିବ ? ଏସବୁ କୁ ନେଇ ସମସ୍ତଙ୍କ ମନ ମଧ୍ୟରେ ଏବେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି।
ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାର୍ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା।
ବସ୍ ଚକ ସଜାଡ଼ିବା ବେଳେ ବସ୍ ତଳେ ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ। ରାସ୍ତାକଡ଼ରେ ବସ୍ ରଖି ଚକ ସଜାଡ଼ୁଥିଲେ ଡ୍ରାଇଭର।
ଷଷ୍ଠ ଦିନରେ ବି ବିଧାନସଭାରେ ଅଚଳାବସ୍ଥା ଦେଖିବାକୁ ମିଳିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ବିଜେପି ସଦସ୍ୟମାନେ ଗୃହର ମଧ୍ୟଭାଗରେ ଘଣ୍ଟ ବାଡେଇଥିଲେ।
ଯବାନଙ୍କ ପ୍ରେମରେ ହରିଣ ଛୁଆ। ପଶୁ ହେଲେ କଣ ହେଲା, ଭଲ ପାଇ ବସିଛି ଯବାନଙ୍କୁ। ଯବାନଙ୍କ ସହ ଜଙ୍ଗଲରେ ବୁଲୁଛି। ସାଙ୍ଗରେ ବେସ୍ କ୍ୟାମ୍ପକୁ ଆସୁଛି । ପୁଣି ଜଙ୍ଗଲକୁ ଫେରି ଯାଉଛି । ଏପରିକି ନାଁ ଧରି ଡାକିଲେ ପାଖକୁ ମଧ୍ୟ ଆସୁଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ଓ OSAP ସିପାହୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ସିପାହୀଙ୍କ ସରକାରୀ ବାସଭବନ ସମେତ ୫ଟି ଜାଗାରେ ଏକକାଳୀନ ରେଡ୍ ଚାଲିଛି।
ଦେଶରେ କ୍ରମାଗତ ଭାବେ ଚିନ୍ତା ବଢ଼ାଇବାରେ ଲାଗିଛି କରୋନା ଭାଇରସ୍ର ନୂଆ ଭାରିଏଣ୍ଟ୍ ଓମିକ୍ରନ୍। ଡେଲ୍ଟା ଭାରିଏଣ୍ଟ୍ଠୁ ଏହା ୩ ଗୁଣା ଅଧିକ ସଂକ୍ରାମକ ବୋଲି କୁହାଯାଉଛି। ଗତ ପ୍ରାୟ ୪ ଦିନ ହେଲା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି।
ଭୀମ୍ସାର୍ର କୋଭିଡ୍ ଆକ୍ରାନ୍ତ ଡାକ୍ତରୀ ଛାତ୍ରଙ୍କ ଜେନୋମ୍ ସିକ୍ୟୁଏନ୍ସିଂ ରିପୋର୍ଟରୁ ୨ଜଣ ଡେଲ୍ଟା ଭାରିଏଣ୍ଟ୍ରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏନେଇ ଭୀମ୍ସାର୍ର ଡିନ୍ ଜୟଶ୍ରୀ ଦୋରା ସୂଚନା ଦେଇଛନ୍ତି।
ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସ ଛାଡ଼ି ପାରନ୍ତି ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା।
ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବାକୁ କେନ୍ଦ୍ର ସରକାର ମନା କରିବା ପରେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି।
‘ରିସ୍କ’ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିନୋମ୍ ସିକ୍ୟୁଏନ୍ସିଂ ରିପୋର୍ଟ ଆସିବା ପରେ ଜଣାପଡ଼ିବ ଏମାନେ ଓମିକ୍ରନ୍ରେ ଆକ୍ରାନ୍ତ କି ନୁହେଁ।
ତେଲେଙ୍ଗାନାରେ ଏକ କଲେଜର ୪୩ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଇଭେଣ୍ଟରେ ଅଧିକାଂଶ ଛାତ୍ରଛାତ୍ରୀ ମାସ୍କ ପିନ୍ଧି ନଥିବା ଦେଖିବାକୁ ମିଳିଥିଲା