ଖୋଦ୍ ପ୍ରଶାସନିକ ସ୍କୁଲ ବସ୍ ଆଇନକୁ ଉଲ୍ଲଂଘନ କରି ରାସ୍ତାରେ ଚଳାଚଳ କରୁଥିବା ଦେଖିବାକୁ ମିଳିଛି। ଗାଡ଼ିର ଫିଟନେସ୍ ନଥିବା ବେଳେ ଇନ୍ସ୍ୟୁରାନ୍ସ ଅବଧି ମଧ୍ୟ ସରିଗଲାଣି। ଏପରିକି ଗା଼ଡିର ଟ୍ୟାକ୍ସ ମଧ୍ୟ ପୈଠ ହୋଇନି। ଏହା ସତ୍ତ୍ୱେ ବର୍ଷ ବର୍ଷ ଧରି ବିପଦ ସଙ୍କୁଳ ବସ୍ରେ ପ୍ରତ୍ୟେକ...
ନିଜକୁ ନକଲି ଡାକ୍ତରୀ ଛାତ୍ର ପରିଚୟ ଦେଇ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଉ ଥିଲେ ପରେ ସେମାନଙ୍କଠୁ ଲୁଟ୍ କରୁଥିଲେ। ପ୍ରକୃତରେ ଯୁବକ ଜଣକ ଡାକ୍ତରୀ ଛାତ୍ର ନୁହଁନ୍ତି। ବରଂ ସେ ଷଷ୍ଠ ଶ୍ରେଣୀ ଯାଏ ପାଠ ପଢ଼ିଛନ୍ତି।
ବାତ୍ୟା ‘ଜୱାଦ୍’ ପ୍ରଭାବରେ ହୋଇଥିବା ପ୍ରବଳ ବର୍ଷାରେ ଫସଲ ସବୁ ନଷ୍ଟ ହୋଇ ଯାଇଥିଲା। ଶେଷରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।
୭ ତାରିଖରୁ ଓଡ଼ିଶାରେ ପାଗ ଶୁଖିଲା ରହିବ। ଆଜିଠୁ ୩ ରୁ ୪ ଡ଼ିଗ୍ରୀ ଯାଏ ରାତିର ତାପମାତ୍ରା ତଳକୁ ଖସିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଶୋ’ ପାଇଁ ବିଦେଶ ବାହାରିଥିବା ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍ଙ୍କୁ ଗତକାଲି ମୁମ୍ବାଇ ବିମାନ ବନ୍ଦରରେ ଅଟକ ରଖାଯାଇଥିଲା। ଏକ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ତାଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି।
କରୋନାର ନୂଆ ଭାରିଏଣ୍ଟ୍ ଓମିକ୍ରନ୍ ବିରୋଧରେ ଟିକା କାମ କରୁଛି। ଏଣୁ ଏହାକୁ ନେଇ ଭୟଭୀତ ହେବାର କିଛି କାରଣ ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି।
କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପୂଜକ ବେଶରେ ଆସି ବିଧାନସଭା ମଧ୍ୟରେ ଗଙ୍ଗା ଜଳ ଛିଞ୍ଚି ଥିଲେ। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ପ୍ରବେଶ ଯୋଗୁ ପବିତ୍ର ଗୃହ ଅପବିତ୍ର ହୋଇଥିବା ଦର୍ଶାଇ ତାରା ଗଙ୍ଗା ଜଳ ଛିଞ୍ଚିଥିଲେ।
ଜୁନିଅର ବିଶ୍ୱକପ୍ ହକିରେ ପଶିଲା କରୋନା। ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି।
ଆସନ୍ତା କାଲି ସନ୍ଧ୍ୟା ବେଳକୁ ଓଡ଼ିଶାରୁ ବାତ୍ୟାର ପ୍ରଭାବ ହଟିଯିବା ସମ୍ଭାବନା ରହିଛି। ପୁରୀରେ ପହଞ୍ଚିଲା ବେଳକୁ ବାତ୍ୟାର ତୀବ୍ରତା କମିବା ନେଇ ଆକଳନ କରାଯାଇଛି। ପୁରୀ ଛୁଇଁଲା ବେଳକୁ ପବନ ବେଗ ୬୦/୭୦ କି.ମି. ରହିପାରେ।
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆଜି ରାତିରେ ଏହା ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟାହ୍ନରେ ଗଭୀର ଅବପାତ ହୋଇ ପୁରୀରେ ପହଞ୍ଚିବ।
ଆଜି ସକାଳୁ ସବୁ କିଛି ଠିକ୍ ଥିବା ବେଳେ ହଠାତ୍ ନିଜ ସର୍ଭିସ୍ ରିଭଲଭରରୁ ନିଜକୁ ନିଜେ ଯବାନ ଗୁଳି କରି ଦେଇଥିଲେ।
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆସନ୍ତାକାଲି ପୁରୀ ଛୁଇଁବା ବେଳକୁ ବାତ୍ୟା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି।
ବାତ୍ୟା ‘ଜୱାଦ୍’ ଦିଗ ପରିବର୍ତ୍ତନ କରିବା ପରେ ବର୍ଷା ଓ ପବନ ଧୀରେ ଧୀରେ ବଢ଼ିବ। ସର୍ବାଧିକ ୯୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି।
ବାତ୍ୟା ପାଇଁ ୯୫ରୁ ଅଧିକ ଟ୍ରେନ୍ ବାତିଲ୍ କରାଯାଇଛି। ଏହା ବ୍ୟତୀତ ଜୀବନ ଯେପରି ହାନୀ ହେବନି ସେ ଦିଗରେ ଧ୍ୟାନ ରଖାଯାଇଛି।
ଆସନ୍ତାକାଲି ମଧ୍ୟାହ୍ନରେ ବାତ୍ୟା ‘ଜୱାଦ୍’ ପୁରୀ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ‘ଜୱାଦ୍’ ଏବେ ଗୋପାଳପୁରଠୁ ୩୬୦ କି.ମି. ଦୂରରେ ଥିବାବେଳେ ବିଶାଖାପାଟଣା ଠାରୁ ୨୫୦ କି.ମି. ଦୂରରେ ରହିଛି।
ବାତ୍ୟା ‘ଜୱାଦ୍’ ପାଇଁ ଆସନ୍ତାକାଲି ଗଞ୍ଜାମ ଜିଲ୍ଲାରେ ସ୍କୁଲ୍ ଛୁଟି ନେଇ ଘୋଷଣା ହୋଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ନେଇ ଡିଇଓ ଘୋଷଣା କରିଛନ୍ତି।
ଲକ୍ଷେ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ପିଅନ। ଜଣେ କ୍ଲାସ୍ ୱାନ୍ ଠିକାଦାରଙ୍କ ନିକଟରୁ ସିକ୍ୟୁରିଟି ବାବଦରେ ସମ୍ପୃକ୍ତ ପିଅନ ଲାଞ୍ଚ ନେଉଥିଲେ।
ଓମିକ୍ରନ୍ ଭାରିଏଣ୍ଟ୍ ଚିହ୍ନଟ ହେବା ପରେ ଦକ୍ଷିଣ ଆଫ୍ରିକାରୁ ୫୭ ଜଣ ଯାତ୍ରୀ ବେଙ୍ଗାଲୁରୁ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ୧୦ ଜଣଙ୍କ ପତ୍ତା ମିଳୁ ନାହିଁ।
ବାତ୍ୟା ଜୱାଦ୍’ ପ୍ରଭାବରେ ଆଜି ସଂଧ୍ୟାରୁ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯିବାର ସମ୍ଭାବନା ରହିଛି। ତେବେ ଅମାବାସ୍ୟା ଥିବାରୁ ବାତ୍ୟା ବେଳେ ସମୁଦ୍ରରେ ଜୁଆର ଆସିବ। ପ୍ରାୟ ୫ ମିଟର ପର୍ଯ୍ୟନ୍ତ ଜୁଆର ଆସିବାର ସମ୍ଭାବନା ରହିଛି।
ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଥିବାବେଳେ ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଛି।