ମରଣଯନ୍ତା ପାଲଟିଛି ବ୍ରହ୍ମପୁର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ। ଦୁର୍ଘଟଣା ବଢିବା ସହ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ୩ ବର୍ଷ ମଧ୍ୟରେ ଗଲାଣି ଶତାଧିକ ଜୀବନ।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ବେଫିକର ରାଜ୍ୟ ସରକାରଙ୍କ ବିରୋଧରେ ନାରା ଜୋରଦାର କରିବ କଂଗ୍ରେସ। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ କଂଗ୍ରେସ।
ଆଲୋକର ପର୍ବ ଦୀପାବଳି ପୂର୍ବରୁ ସୁନା, ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। ଆଜି ସର୍ରାଫା ବଜାରରେ ସୁନା ଓ ରୂପା ଦରରେ ହ୍ରାସ ଘଟିଛି। ୨୪ କ୍ୟାରେଟ୍ ସୁନା ଦର ୪୭,୮୧୭ ଟଙ୍କା ଥିବାବେଳେ ରୂପା ୯୧୧ ଟଙ୍କା ହ୍ରାସ ପାଇ ଦର ପ୍ରତି କିଲୋକୁ ୬୪,୫୪୨...
ହସ୍ପିଟାଲରେ ହେଲା ମୃତ୍ୟୁ। କିନ୍ତୁ ମୃତଦେହ ନେବା ପାଇଁ ନା ମିଳିଲା ମହାପ୍ରୟାଣ ଗାଡ଼ି ନା ଆମ୍ବୁଲାନ୍ସ। ଶେଷରେ ଉପାୟ ଶୂନ୍ୟ ହୋଇ ପରିବାର ଲୋକେ ବାଇକ୍ରେ ମୃତଦେହ ବୋହିକି ନେଇଥିଲେ।
ବିନା ଦର୍ଶକରେ ହେବ ପୁରୁଷ ଜୁନିୟର ହକି ବିଶ୍ୱକପ୍। ନଭେମ୍ବର ୨୪ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱକପ୍ ବିନା ଦର୍ଶକରେ ଖେଳା ଯିବାକୁ ନିଷ୍ପତ୍ତି ନିଆଯାଇଛି।
ନଭେମ୍ବର ୧ରୁ ପ୍ରଥମ ବର୍ଷ UG କ୍ଲାସ୍ ଆରମ୍ଭ ହେବାକୁ ଥିବାବେଳେ ନଭେମ୍ବର ୧୫ରୁ ପ୍ରଥମ ବର୍ଷ PG କ୍ଲାସ୍ ଆରମ୍ଭ ହେବ। ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀ ଗୃହରେ ପଢ଼ିବେ।
ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍ ଘଟଣା ଏବେ ସାମ୍ନାକୁ ଆସିଛି। ଚାନ୍ଦିପୁର ମାମଲାରେ ସମ୍ପୃକ୍ତ ରହସ୍ୟମୟୀ ମହିଳା ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ କର୍ମଚାରୀଙ୍କୁ ହନିଟ୍ରାପ୍ କରିଥିବା ସୂଚନା ମିଳିଛି।
ପାକିସ୍ତାନଠୁ ମ୍ୟାଚ୍ ହାରିବା ପରେ ଭାରତୀୟ କ୍ରିକେଟରଙ୍କୁ ସୋସିଆଲ୍ ମିଡିଆରେ ଟ୍ରୋଲ ହେବାକୁ ପଡ଼ିଛି। ଏପରିକି ଅନେକ କ୍ରିକେଟର ମହମ୍ମଦ ଶାମିଙ୍କୁ ଟାର୍ଗେଟ୍ କରି ଟ୍ରୋଲ କରିଛନ୍ତି। ମ୍ୟାଚ୍ରେ ଶାମିଙ୍କ ପ୍ରଦର୍ଶନକୁ ନେଇ କିଛି ଲୋକ ତାଙ୍କ ଧର୍ମ ସହ ଯୋଡ଼ି ତାଙ୍କୁ ଟ୍ରୋଲ କରିବାକୁ ମଧ୍ୟ ପଛାଇ...
ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଛାତ୍ରୀଙ୍କ ହାତରେ କଟା ଦାଗ ଥିବାବେଳେ, ବ୍ୟାଣ୍ଡେଜ୍ ଲଗା ଯାଇଥିବା ଦେଖିବାକୁ ମିଳିଛି। ଶବ ନିକଟରୁ ଏକ ସୁଇସାଇଡ୍ ନୋଟ୍ ମିଳିଥିବା ଜଣାପଡ଼ିଛି।
୨୦୨୧ ମସିହା, ଅକ୍ଟୋବର ମାସ ୨୭ ତାରିଖ, ବୁଧବାର, ତୁଳା୧୧ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଉପାନ୍ତ ଅଞ୍ଚଳରେ ଅପହଞ୍ଚ ବିକାଶ। ଗାଁରେ ପହଞ୍ଚି ପାରୁନି ସରକାରୀ ଯୋଜନା। ରାସ୍ତା ନଥିବାରୁ କେଉଁଠି ଲୋକଙ୍କୁ ନଦୀ ପାର୍ ହେବାକୁ ପଡୁଛି ତ ଆଉ କେଉଁଠି ନାଳ ଓ ଘାଟି ରାସ୍ତା ପାର୍ ହେବାକୁ ପଡୁଛି।
ବେଆଇନ୍ ଭାବେ ଚାଲିଥିଲା ଡ୍ୟାନ୍ସ। ଆଉ ଜମୁଥିଲା ନାଚଗୀତର ଆସର। ଖାଲି ଏତିକି ନୁହେଁ ବାର୍ରେ ବହୁ ନକଲି ଟଙ୍କା ମଧ୍ୟ ଫିଙ୍ଗା ଯାଉଥିଲା। ଖବର ପାଇ ପହଞ୍ଚିଗଲା ପୋଲିସ୍। ଫିକା ପଡ଼ିଗଲା ସବୁକିଛି।
୨୦୦୬ ଓଡ଼ିଶା ପ୍ରଶାସନିକ ସେବା ନିଯୁକ୍ତି ବିବାଦ ମାମଲାରେ ୩୭୮ ଜଣ OAS ଅଫିସରଙ୍କୁ ଆଶ୍ୱସ୍ତି ମିଳିଛି। ଅଫିସରଙ୍କ ନିଯୁକ୍ତି ନେଇ ରାଜ୍ୟ ପ୍ରାଶାସନିକ ଟ୍ରିବ୍ୟୁନାଲ୍ଙ୍କ ନିର୍ଦ୍ଦେଶକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରଛନ୍ତି।
ସମ୍ବିତ ପାତ୍ର କହିଛନ୍ତି, ମମିତା ନିଖୋଜ ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା ଜାଣି ମଧ୍ୟ ପୋଲିସ୍ ଏତଲା ରଖି ନଥିଲା। ମନ୍ତ୍ରୀ କଲେଜକୁ ଯିବା, ରାତିରେ ରହିବା, ମହିଳାଙ୍କୁ ଶୋଷଣ ଅଭିଯୋଗ ଆସୁଛି।
ମମିତା ମେହେର ହତ୍ୟା ମାମଲା ପଛରେ ରହିଛି ବଡ଼ଧରଣର ଷଡ଼ଯନ୍ତ୍ର। ଯାହାକୁ ବର୍ତ୍ତମାନ ଯାଏ ତଦନ୍ତ ପରିସରକୁ ଅଣାଯାଇନି। ଏହା ପଛରେ ଯେଉଁ ପ୍ରଭାବଶାଳୀ ବ୍ୟକ୍ତିମାନେ ଅଛନ୍ତି, ସେମାନଙ୍କ ସମ୍ପର୍କରେ ମଧ୍ୟ ତଦନ୍ତ ଆରମ୍ଭ କରାଯିବା ଉଚିତ୍ ବୋଲି ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ...
ମମିତା ନିଖୋଜ ନେଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଏତଲା ଲେଖାଇଥିଲେ ବୋଲି ମମିତାଙ୍କ ବାପା କହିଛନ୍ତି। ହତ୍ୟା ଘଟଣା ପୂର୍ବରୁ ବି ମମିତା ବାହାରକୁ ଯାଇଥିବା ସେ କହିଛନ୍ତି। ତେଣୁ ଘଟଣାରେ କେବେ ହେଲେ ଜଣେ ସମ୍ପୃକ୍ତ ନଥିବ ବୋଲି ମମିତାଙ୍କ ବାପା କହିଛନ୍ତି।
ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏଥର ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ‘ଆମ ଘରର ହାଲଚାଲ୍’ ସଂପାଦକୀୟ ସ୍ତମ୍ଭରେ ସେ ଲେଖିଛନ୍ତି, ସହଜ ବିଜୟ ଅହଙ୍କାରର ରୂପ ନେଉଛି । ବିକଳ୍ପ ନଥିବାରୁ ବିଜୟ ସହଜ ହେଉଛି । ଏବେ ଜୁଆରରେ ଭଟ୍ଟା ପଡିଲାଣି...
ବନ୍ଧା ହେଲେ ନକଲି ଆର୍ଟିଓ। ନିଜକୁ ଆର୍ଟିଓ ଅଧିକାରୀ ପରିଚୟ ଦେଇ ଲୋକଙ୍କଠୁ ଟଙ୍କା ଲୁଟୁ ଥିବା ଜଣେ ନକଲି ଆର୍ଟିଓଙ୍କୁ ପୋଲିସ୍ ଗିରଫ କରିଛି। ତାଙ୍କ ନିକଟରୁ ନକଲି ବନ୍ଧୁକ, ଦୁଇଟି ମୋବାଇଲ ଓ ଗୋଟିଏ ବାଇକ୍ ଜବତ କରାଯାଇଛି।
ମୁମ୍ବାଇ କ୍ରୁଜ୍ରେ ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ହୋଇଥିବା ବଲିଉଡ୍ କିଙ୍ଗ୍ଖାନ୍ ଶାହରୁଖଙ୍କ ପୁଅ ଆର୍ୟନ ଖାନଙ୍କୁ ଆଜି ମିଳିବ କି ବେଲ୍ ? ଗତ ୩ ସପ୍ତାହ ହେଲା ଜେଲ୍ରେ ଥିବା ଆର୍ୟନଙ୍କ ଜାମିନ୍ ଆବେଦନର ଶୁଣାଣି ଆଜି ବମ୍ବେ ହାଇକୋର୍ଟରେ ହେବ।
ନିଆଁ ଲାଗି ୪ ମୃତ। ଘରେ ଶୋଇଥିବା ବେଳେ ନିଆଁ ଲାଗିଯିବା ଫଳରେ ଅକାଳରେ ୪ ଜଣଙ୍କ ଜୀବନ ଚାଲି ଯାଇଛି। ଆଜି ଭୋର ସମୟରେ ଦିଲ୍ଲୀରେ ଏହି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।