• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Usasi Misra
ଅଭିନେତ୍ରୀ ଉଷଶୀ ମିଶ୍ରଙ୍କୁ କରୋନା

ଓଡ଼ିଆ ଅଭିନେତ୍ରୀ ଉଷଶୀ ମିଶ୍ରଙ୍କୁ କରୋନା। ତାଙ୍କର କୋଭିଡ୍‌ ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଛି। RTPCR ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ଉଷଶି ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସହ ଯୋଗାଯୋଗରେ ଆସିଛନ୍ତି କରୋନା ଟେଷ୍ଟ କରାଇବାକୁ ସେ...

High Court Judges Transfer
୧୫ ହାଇକୋର୍ଟ ବିଚାରପତିଙ୍କ ବଦଳି

ବିଭିନ୍ନ ରାଜ୍ୟର ୧୫ ହାଇକୋର୍ଟ ବିଚାରପତିଙ୍କ ବଦଳି କରାଯାଇଛି। ଏଥିରେ ଅନ୍ୟ ହାଇକୋର୍ଟରୁ ବଦଳି ହୋଇ ୨ ଜଣ ବିଚାରପତି ଓଡ଼ିଶା ହାଇକୋର୍ଟକୁ ଆସିବେ। କଲିକତା ହାଇକୋର୍ଟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଛି। ସେହିଭଳି ପଞ୍ଜାବ ହରିୟାଣା ହାଇକୋର୍ଟର ଜଜ୍ ଜଷ୍ଟିସ ଯଶୋବନ୍ତ...

Arvind Trivedi
‘ରାମାୟଣ’ରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ

ଟିଭି ଇଣ୍ଡଷ୍ଟ୍ରିରେ ଲୋକପ୍ରିୟ ଧାରାବାହିକ ‘ରାମାୟଣ’ରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ହୃଦ୍‌ଘାତ କାରଣରୁ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି। 

Lakhimpur Kheri Violence
ୟୁପି ହିଂସା:କେନ୍ଦ୍ର ମନ୍ତ୍ରୀ କହିଲେ,ଯଦି ଘଟଣା ଦିନ ମୋ ପୁଅ କେଉଁଠି ଥିଲା ଜାଣିବାକୁ ଚାହୁଁଛନ୍ତି,ତା’ହେଲେ...

ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡ ଘଟଣାରେ ପୋଲିସ୍‌ ଅଭିଯୋଗରେ କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ନାଁ ନିଆଯିବା ପରେ ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ସମଗ୍ର ଘଟଣାରେ ୮ ଜଣଙ୍କ ମୃତ୍ୟୁକୁ ନେଇ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାବେଳେ ରାଜନୀତି ମଧ୍ୟ ତେଜିବାରେ ଲାଗିଛି। 

Rahul Gandhi
ଲଖିମପୁର ଖେରି ଯିବା ପାଇଁ ରାହୁଲ ଗାନ୍ଧିଙ୍କୁ ଅନୁମତି ଦେଲେନି ଯୋଗୀ ସରକାର

ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡ ଘଟଣାକୁ ନେଇ ଏବେ ରାଜନୀତି ତେଜିବାରେ ଲାଗିଛି। ଲଖିମପୁର ଖେରି ଯିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମିଳିଲାନି ଅନୁମତି। ରାହୁଲଙ୍କ ଗସ୍ତ ପାଇଁ ଅନୁମତି ପ୍ରଦାନ କରିବାକୁ  ୟୁପି ସରକାର ମନା କରି ଦେଇଛନ୍ତି। ରାହୁଲଙ୍କ ସମେତ ୫ ଜଣିଆ...

Air Force Chief
ମହିଳା ବାୟୁସେନା ଅଧିକାରୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲା:୨ ଫିଙ୍ଗର ଟେଷ୍ଟକୁ ଖଣ୍ଡନ କଲେ ବାୟୁସେନା ମୁଖ୍ୟ

କୋଏମ୍ବାଟୁରରେ ମହିଳା ବାୟୁସେନା ଅଧିକାରୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲାରେ ପୀଡ଼ିତାଙ୍କ ୨ ଫିଙ୍ଗର ଟେଷ୍ଟ କରାଯାଇନି। ଏନେଇ  ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଭି.ଆର୍. ଚୌଧୁରୀ।

Gold Ornaments
ଶସ୍ତା ହେଲା ସୁନା

ଭାରତୀୟ ବଜାରରେ ଆଜି ସୁନା ଓ ରୂପା ଦର ହ୍ରାସ ପାଇଛି। Multi Commodity Exchange(MCX)ରେ ସୁନା ପ୍ରତି ୧୦ ଗ୍ରାମକୁ ୦.୨୩% ହ୍ରାସ ସହ ୪୬,୭୭୯ ଟଙ୍କାରେ କାରବାର ଚାଲିଛି।

SBI PO Recruitment
SBI PO Recruitment 2021: ଖାଲି ପଡ଼ିଥିବା ୨ ହଜାରରୁ ଅଧିକ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି

SBI ଖାଲି ପଡ଼ିଥିବା ୨,୦୫୬ଟି  Probationary Officers (PO) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଇଚ୍ଛୁକ/ ଆଶାୟୀ ପ୍ରାର୍ଥୀ ଅକ୍ଟୋବର ୨୫ ସୁଦ୍ଧା ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। 

Compulsory Retirement
ଆଉ ୪ ସରକାରୀ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଦୁର୍ନୀତି ଓ ଅପାରଗତା ପାଇଁ ଏହି ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ରାଜ୍ୟରେ ଏଯାବତ୍‌ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି।

Mumbai Cruise Rave Party
କ୍ରୁଜ୍‌ ରେଭ୍‌ ପାର୍ଟିର ଓଡ଼ିଶା ଲିଙ୍କ୍‌ !

ମୁମ୍ବାଇ କ୍ରୁଜ୍‌ ପାର୍ଟିର ଖିଅ କେଉଁ ଯାଏ ଲମ୍ବିଛି ? ଡ୍ରଗ୍ସ କେଉଁଠୁ ଆସିଛି ? ଆର୍ୟନ ସାମିଲ ହୋଇଥିବା ଡ୍ରଗ୍ସ ପାର୍ଟିର ଲିଙ୍କ୍ ଖୋଜିବାକୁ ବାହାରିଥିବା ଏନ୍‌ସିବି ହାତରେ ଲାଗିଛି ଏବେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ।

Aryan Khan
ଶାହରୁଖଙ୍କ ପୁଅ ଆର୍ୟନଙ୍କ ପାଇଁ ବଢ଼ିପାରେ ଅଡ଼ୁଆ

ଆର୍ୟନଙ୍କ ମୋବାଇଲ ଫୋନରୁ କିଛି ସନ୍ଦେହଜନକ ତଥ୍ୟ ମିଳିଥିବା ଜଣାପଡିଛି।  ଆର୍ୟନଙ୍କ ଫୋନ୍‌କୁ ଏନ୍‌ସିବି ଜବତ କରିଛି। ଫୋନ୍‌ରେ ଥିବା ତଥ୍ୟରୁ ଆର୍ୟନଙ୍କ ଅନ୍ତର୍ଜାତୀୟ ଡ୍ରଗ୍ସ ପେଡଲର୍ଙ୍କ ସହ ମମ୍ପର୍କ ଥିବା ସନ୍ଦେହ କରାଯାଉଛି। ଆର୍ୟନଙ୍କ ମୋବାଇଲ୍‌ରୁ ମିଳିଥିବା ବିଦେଶ ଲିଙ୍କ୍ ମାମଲାରେ ବି ଖୋଳତାଡ଼ ହେବ ବୋଲି...

Petrol Prices Hiked Again
ମହଙ୍ଗା ମାଡ଼, ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଦେଶରେ ଆକାଶ ଛୁଆଁ ତୈଳ ଦରକୁ ନେଇ ଚିନ୍ତାରେ ଲୋକେ। ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ଯଥାକ୍ରମେ ୨୫ ପଇସା ଓ ୩୦ ପଇସା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପ୍ରତି ୧୦୨ ଟଙ୍କା ୬୪ ପଇସାରେ ପହଞ୍ଚିଥିବା ବେଳେ ମୁମ୍ବାଇରେ...

Manipur’s ‘Iron Man’
କମ୍ପ୍ୟୁଟର ଗ୍ରାଫିକ୍ସ ନୁହେଁ, କି କାଳ୍ପନିକ ସିନ୍ ନୁହେଁ; ଗାଁରେ ବୁଲୁଛି ରିୟଲ୍‌ ଆଇରନ୍‌ ମ୍ୟାନ୍‌

ରିଲ୍‌ରେ ଆଇରନ୍ ମ୍ୟାନ୍‌କୁ ତ ସମସ୍ତେ ଦେଖିଛନ୍ତି, ହେଲେ ଆପଣ କେବେ ରିୟଲ୍‌ରେ ଆଇରନ୍‌ ମ୍ୟାନ୍‌କୁ ଦେଖିଛନ୍ତି କି ? ଆମେ ଆପଣଙ୍କୁ ଏମିତି ଜଣେ ଆଇରନ୍‌ ମ୍ୟାନ୍‌ଙ୍କ କଥା କହିବା, ଯାହା କୌଣସି କମ୍ପ୍ୟୁଟର ଗ୍ରାଫିକ୍ସ ନୁହେଁ, କି କାଳ୍ପନିକ ସିନ୍ ନୁହେଁ। ମଣିପୁରର ଏକ ଛୋଟିଆ...

UP Violence
ୟୁପି ହିଂସା: ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ହେଲା ଏମିତି ଖୁଲାସା....

ଉତ୍ତରପ୍ରଦେଶ ଲଖିମପୁର ଖେରିରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ମୃତ୍ୟୁବରଣ କରିଥିବା ୮ ଜଣଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ହଠାତ୍‌ ଝଟ୍‌କା ଲାଗିବା ଯୋଗୁ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ କିଛି ଲୋକଙ୍କ ମୃତ୍ୟୁ ପ୍ରବଳ ରକ୍ତସ୍ରାବ ଯୋଗୁ ହୋଇଛି।

Facebook Outage
୬ ଘଣ୍ଟାରେ ଫେସ୍‌ବୁକ୍‌ ସହିଲା ୫୨ ହଜାର କୋଟି ଟଙ୍କାର ଘାଟା, ୫% ଶେଆର ହ୍ରାସ

୬ ଘଣ୍ଟାର ଅଚଳାବସ୍ଥା ଯୋଗୁ ଫେସ୍‌ବୁକର ଶେଆର ପ୍ରାୟ ୫% ହ୍ରାସ ପାଇଛି। ଏଥିପାଇଁ କମ୍ପାନୀକୁ ୭ ବିଲିୟନ ଡଲାର ବା ୫୨,୧୦୦ କୋଟି ଟଙ୍କାର ଝଟ୍‌କା ଲାଗିଛି। ୨୦୦୮ ପରଠାରୁ କେବେ ହେଲେ ଫେସ୍‌ବୁକ ଏପରି ବଡ଼ଧରଣର ଟେକ୍ନିକାଲ ସମସ୍ୟାର ସମ୍ମୁଖୀନ ହୋଇ ନଥିଲା।

Farmers Being Run Over By SUV
ଆନ୍ଦୋଳନରତ ଚାଷୀଙ୍କ ଉପରେ ଏସ୍‌ୟୁଭି ମାଡ଼ିଯିବା ଦୃଶ୍ୟ ଭାଇରାଲ୍‌

ଉତ୍ତରପ୍ରଦେଶ ଲଖିମପୁର ଖେରିରେ ଆନ୍ଦୋଳନ କରୁଥିବା ଚାଷୀଙ୍କ ଉପରେ ଏକ ଏସ୍‌ୟୁଭି ଗାଡ଼ି ମାଡ଼ି ଯିବା ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଗତ ରବିବାର କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ଗାଷୀଙ୍କ ମାଡ଼ି ଯାଇଥିଲା। ଏଥିରେ ୪ ଜଣ...

Highcourt
ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ହାଇକୋର୍ଟରେ ମାମଲା ଦାଏର

ବରଗଡ଼ ପୋଲିସ୍ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାକୁ ନେଇ ଭାରତ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର, ଡିଜିପି, ବରଗଡ଼ ଏସ୍‌ପି, ଥାନା IICଙ୍କୁ ପକ୍ଷଭୁକ୍ତ କରାଯାଇଛି।

Youths Allegedly Being Beaten Up By Police
ଚୋରି ଅଭିଯୋଗରେ ଉଠାଇ ଆଣିଥିଲେ, ଅଟକ ରଖି ନିର୍ଧୂମ ମାଡ଼ ମାରିଲା ପୋଲିସ୍‌ !

ଚୋରି ଅଭିଯୋଗରେ ଅଟକ ୨ ଯୁବକଙ୍କୁ ପୋଲିସ୍‌ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦୁଇ ଯୁବକଙ୍କୁ ୩ ଦିନ ଧରି ଥାନାରେ ଅଟକ ରଖି ନିର୍ଧୂମ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

Pandora Paper Leak
ପାଣ୍ଡୋରା ପେପର୍ସ ଲିକ୍‌: ତାଲିକାରେ ରହିଛି ବିଶ୍ୱର ବହୁ ଚର୍ଚ୍ଚିତ ବ୍ୟକ୍ତିଙ୍କ ସମେତ ୩୦୦ ଭାରତୀୟଙ୍କ ନାଁ

ପାନାମା ପେପର୍ସ ପରେ ଏବେ ପାଣ୍ଡୋରା ପେପର୍ସରେ ତଥ୍ୟ ଲିକ୍ ଘଟଣା ସାମ୍ନାକୁ ଆସିଛି। ଏଥିରେ ଗୁପ୍ତ ଆର୍ଥିକ କାରବାର ଓ ବ୍ୟବସାୟ ଭଳି କାର୍ଯ୍ୟରେ ଲିପ୍ତ ଥିବା ବିଶ୍ୱର ଅନେକ ଚର୍ଚ୍ଚିତ ବ୍ୟକ୍ତିଙ୍କ ନାଁ ରହିଛି। ଯେଉଁଥିରେ  ୩୦୦ ଭାରତୀୟଙ୍କ ନାଁ ରହିଛି।

Akhilesh Yadav Detained
ୟୁପି ହିଂସା: ବାସଭବନ ସାମ୍ନାରେ ଧାରଣା ଦେଇଥିବା ଅଖିଳେଶ ଯାଦବଙ୍କୁ ଅଟକ ରଖିଲା ପୋଲିସ୍‌

ଉତ୍ତରପ୍ରଦେଶ ଲକ୍ଷ୍ନୌରେ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କୁ ପୋଲିସ ନିଜ ହେପାଜତକୁ ନେଇଛି। ନିଜ ବାସଭବନ ଆଗରେ ଧାରଣା ଦେଇଥିବା ଅଖିଳେଶଙ୍କୁ ପୋଲିସ ନିଜ ହେପାଜତକୁ ନେଇ ଅଟକ ରଖିଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।