• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Aryan Khan
ଜେରା ବେଳେ କାନ୍ଦି ପକାଇଲେ ଆର୍ୟନ, କଲେ ଏମତି ଖୁଲାସା...

ମୁମ୍ବାଇରେ କ୍ରୁଜ୍‌ ଜାହାଜରେ ହୋଇଥିବା ଡ୍ରଗ୍ସ ପାର୍ଟି ମାମଲାରେ କିଙ୍ଗଖାନ୍‌ ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କୁ ଗିରଫ କରାଯାଇଛି। ଏନ୍‌ସିବି ଗତକାଲି ତାଙ୍କୁ ହେପାଜତକୁ ନେବା ସହ ଡ୍ରଗ୍ସ ମାମଲାରେ ପଚରାଉଚରା ଚଳାଇଛି। ପଚରାଉଚରା ବେଳେ ଆର୍ୟନ ଦୁଃଖରେ ପୁରାପୂରି ଭାଙ୍ଗି ପଡ଼ିବା ସହ କାନ୍ଦି ପକାଇଥିବା ଜଣାପଡ଼ିଛି। 

Redmi Smart TV
କମ୍‌ ଦାମ୍‌ରେ କିଣନ୍ତୁ ସ୍ମାର୍ଟ ଟିଭି ଓ ସ୍ମାର୍ଟ ଫୋନ୍‌

Xiaomi ଦିୱାଲି ୱିଥ୍‌ ଏମ୍‌ଆଇ (Diwali with Mi) ସେଲ୍‌ ଅକ୍ଟୋବର ୩ ତାରିଖରୁ ଆରମ୍ଭ ହୋଇଛି। ଏହି ସେଲ୍‌ରେ ଗ୍ରାହକ ଟିଭି, ଫୋନ୍‌ ଓ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ କମ୍‌ ଟଙ୍କାରେ କିଣିପାରିବେ। କମ୍ପାନୀ ପକ୍ଷରୁ ଗ୍ରାହକଙ୍କୁ ଏହି ଡିସ୍‌କାଉଣ୍ଟ ଦିଆଯାଉଛି।

Murder Case Against Union Minister's Son
ୟୁପି ହିଂସା: କେନ୍ଦ୍ରମନ୍ତ୍ରୀ ପୁଅଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଉତ୍ତରପ୍ରଦେଶ ଲଖିମପୁର ଖେରି ଜିଲ୍ଲାରେ ଆନ୍ଦୋଳନରତ କୃଷକଙ୍କ ଉପରେ ଏସ୍‌ୟୁଭି ଚଢ଼ାଇ ଦେବା ଅଭିଯୋଗରେ କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ବିରୋଧରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି।

Priyanka Gandhi
‘ଦମ୍‌ ଅଛି ତ ଛୁଇଁକି ଦେଖାଅ...’ ପୋଲିସ୍‌କୁ ଆଇନ୍‌ ଶିଖାଇଲେ ପ୍ରିୟଙ୍କା !

ମୃତ ଚାଷୀଙ୍କ ପରିବାରକୁ ଭେଟିବାକୁ ଆସିଥିବା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧିଙ୍କୁ ସୀତାପୁର ହରଗାଁଓ ନିକଟରେ ପୋଲିସ୍‌ ଗିରଫ କରିଥିବା ନେଇ ଜାତୀୟ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବିଭି ସୂଚନା ଦେଇଛନ୍ତି। ଏହି ସମୟରେ ପ୍ରିୟଙ୍କା ଗାନ୍ଧି ଓ ପୋଲିସ ମଧ୍ୟରେ ଦୀର୍ଘ ସମୟ ଧରି ଯୁକ୍ତିତର୍କ...

Aryan Khan
ଜାହାଜରେ ଡ୍ରଗ୍ସ ପାର୍ଟି: ରେଡ୍‌ ବେଳେ ଶାହରୁଖଙ୍କ ପୁଅ ଆର୍ୟନଙ୍କ ପାଖରୁ ମିଳିଥିଲା ଏମିତି ଜିନିଷ...

ଡ୍ରଗ୍ସ ମାମଲାରେ ଫସିଥିବା କିଙ୍ଗ ଖାନ୍‌ ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କ ଠାରୁ ଆଜି ତଥ୍ୟ ଓଗାଳିବାକୁ ଏନ୍‌ସିବି ଚେଷ୍ଟା କରିବ। ଗତକାଲି  ଆର୍ୟନଙ୍କ ସମେତ ୭ଜଣଙ୍କୁ ଗିରଫ କରାଯାଇଥିଲା। ପଚରାଉଚରା ବେଳେ ସେମାନଙ୍କ ଠାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ ହୋଇଛି।

UP Violence
ଆନ୍ଦୋଳନରତ କୃଷକଙ୍କ ଉପରେ କାର୍‌ ଚଢ଼ାଇ ଦେଲେ ମନ୍ତ୍ରୀଙ୍କ ପୁଅ ! ହିଂସାକାଣ୍ଡରେ ୪ କୃଷକଙ୍କ ସମେତ ୮ ମୃତ

ଆନ୍ଦୋଳନରତ କୃଷକଙ୍କ ଉପରେ ଏସ୍‌ୟୁଭି ଚଢ଼ାଇ ହତ୍ୟା ଅଭିଯୋଗକୁ ନେଇ ଉତ୍ତରପ୍ରଦେଶ ଲଖିମପୁର ଖେରି ଜିଲ୍ଲାରେ ଉତ୍ତେଜନା ପ୍ରକାଶ ପାଇଛି। ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୮ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୪ ଜଣ କୃଷକ ଅଛନ୍ତି।

Mamata Banerjee
ଦିଦିଙ୍କ ବିପୁଳ ବିଜୟ

ପଶ୍ଚିମବଙ୍ଗ ଭବାନୀପୁର ଆସନରୁ ବିପୁଳ ଭୋଟ୍‌ରେ ଜିତିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଜେପିର ପ୍ରିୟଙ୍କା ତିବ୍ରେୱାଲଙ୍କୁ ୫୮ ହଜାରରୁ ଅଧିକ ଭୋଟରେ ହରାଇ ମମତା ଜିତିଛନ୍ତି। ଆଜି ଭୋଟ ଗଣତି ଆରମ୍ଭରୁ ହିଁ ଆଗୁଆ ଥିଲେ ମମତା ବାନାର୍ଜୀ ।

Neha Dhupia And Angad Bedi
ମା’ ହେଲେ ନେହା ଧୂପିଆ

ଦ୍ୱିତୀୟ ଥର ପାଇଁ ମା’ ହେଲେ ବଲିଉଡ୍ ଅଭିନେତ୍ରୀ ନେହା ଧୂପିଆ। ପୁଣି ଏକ ପୁତ୍ର ସନ୍ତାନର ଜନନୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି ନେହା। ଏନେଇ ସ୍ୱାମୀ ଅଙ୍ଗଦ ବେଦୀ ସୂଚନା ଦେବା ସହ ସୋସିଆଲ୍‌ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି,‘ଭଗବାନ ଆମ କୋଳକୁ ଏକ...

Aryan Khan
ଜାହାଜରେ ଡ୍ରଗ୍ସ ପାର୍ଟି: ମୁହଁ ଖୋଲିଲେ ଶାହରୁଖଙ୍କ ପୁଅ ଆର୍ୟନ

ମୁମ୍ବାଇରେ ହାଇ ପ୍ରୋଫାଇଲ୍‌ ଡ୍ରଗ୍ସ ପାର୍ଟିରେ ସାମିଲ ହେବା ଘଟଣାରେ ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଜେରା କରାଯାଉଛି। ତାଙ୍କ ମୋବାଇଲ୍ ଫୋନ୍ ମଧ୍ୟ ଜବତ କରାଯାଇଛି। ଫୋନ୍‌ରେ ସେ କାହା କାହା ସହ କ’ଣ ସବୁ ଚାଟ୍ କରିଥିଲେ ସେନେଇ ଯାଞ୍ଚ କରାଯାଉଛି।

DGP
ମାଓ ଗତିବିଧି ଓ ଗଞ୍ଜେଇ ଚାଲାଣ ଉପରେ ସମୀକ୍ଷା କଲେ ଡିଜିପି

ପୋଲିସ ଡିଜି ଅଭୟ ଦିନିକିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। କୋରାପୁଟରେ ପହଞ୍ଚିବା ପରେ ଡିଜିପି ଅଭୟ, ମାଓ ଗତିବିଧି ସହ ଗଞ୍ଜେଇ ଚାଲାଣ ଉପରେ ସମୀକ୍ଷା କରିଥିଲେ।

Shahrukh Khan With His Son Aryan
ଜାହାଜରେ ଡ୍ରଗ୍ସ ପାର୍ଟି: ଶାହରୁଖଙ୍କ ପୁଅ ଆର୍ୟନଙ୍କୁ ଜେରା, ଗେଷ୍ଟ ଭାବେ ପାର୍ଟିରେ ଯୋଗ ଦେଇଥିଲେ

ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଏହି ରେଭ୍ ପାର୍ଟି ବେଳେ ଉପସ୍ଥିତ ଥିଲେ। ଆର୍ଯ୍ୟନଙ୍କୁ ଏହି ପାର୍ଟିକୁ ଗେଷ୍ଟ ଭାବେ ଆମନ୍ତ୍ରଣ କରାଯାଇଥିଲା ବୋଲି ସୂଚନା ମିଳିଛି।

Coronavirus
କିଛି ଦିନ କମିବା ପରେ ପୁଣି ବଢ଼ିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଓଡ଼ିଶାରେ ୫୨୮ ପଜିଟିଭ୍‌ ଚିହ୍ନଟ

ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ କମି ଥିବାବେଳେ ଏବେ ପୁଣି ସଂକ୍ରମଣ ବୃଦ୍ଧି ପାଇଛି। ରାଜ୍ୟରେ ୨୪ ଘଣ୍ଟାରେ ୫୨୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୭୩ ଜଣ ଆକ୍ରାନ୍ତ ଅଛନ୍ତି।

Pipili Bypoll Result
ପିପିଲି ଉପନିର୍ବାଚନ ଭୋଟ୍‌ ଗଣତି: ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଆଗୁଆ

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ସୂଚନା ମିଳିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ୧୪୦୬ ଖଣ୍ଡ ଭୋଟ୍‌ରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି।

Man Died
ପୁଅର ଧକ୍କା ମାଡ଼ରେ ଚାଲିଗଲା ବାପାର ଜୀବନ

ପୁଅର ଝଗଡ଼ା ସମାଧାନ କରିବାକୁ ଯାଇ ଚାଲିଗଲା ବାପାର ଜୀବନ। ପୁଅର ଧକ୍କା ମାଡ଼ରେ ତଳେ ପଡ଼ି ବାପାର ଜୀବନ ଚାଲି ଯାଇଥିବା ଜଣାପଡ଼ିଛି। 

Irregularities In MGNREGA Payment
ମନରେଗା ଯୋଜନା କାହା ପାଇଁ ? କାମ କରି ମାସ ମାସ ଧରି ମଜୁରୀ ପାଇ ନାହାନ୍ତି ଶ୍ରମିକ

ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତ ଯୋଜନା(ମନରେଗା)ରେ କାମ କରି ମାସ ମାସ ଧରି ମଜୁରୀ ପାଇ ନାହାନ୍ତି ଶ୍ରମିକ। ସେପଟେ ମେସିନ୍ ସାହାଯ୍ୟରେ କରାଯାଉଛି ମନରେଗା କାମ। ଏଭଳି ଅଭିଯୋଗ ଉଠାଇଛନ୍ତି ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଅଞ୍ଚଳର ହିତାଧିକାରୀ।

Raid On Cruise Ship
ମଝି ସମୁଦ୍ରରେ ଜାହାଜରେ ଚାଲିଥିଲା ଡ୍ରଗ୍ସ ପାର୍ଟି, ଅଚାନକ ରେଡ୍‌ କଲା NCB; ବଲିଉଡ୍‌ ସୁପରଷ୍ଟାରଙ୍କ ପୁଅ ଅଟକ

ମୁମ୍ବାଇରେ ହାଇ ପ୍ରୋଫାଇଲ୍‌ ଡ୍ରଗ୍ସ ପାର୍ଟି ଉପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(NCB) ରେଡ୍‌ କରିଛି। ଘଟଣାରେ ଏନ୍‌ସିବି ୧୦ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ଜଣେ ବଲିଉଡ୍‌ ସୁପରଷ୍ଟାରଙ୍କ ପୁଅ ରହିଛି।

Pipili Bypoll
ପିପିଲିରେ କିଏ ମାରିବ ବାଜି ? ସକାଳ ୮ଟାରୁ ଭୋଟ୍‌ ଗଣତି

ପିପିଲିରେ କିଏ ମାରିବ ବାଜି ? କାହାର ହେବ ପିପିଲି ? ଆଉ କିଛି ସମୟ ପରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହେବ। ପୁରୀ ପେଣ୍ଠକଟା ସେଣ୍ଟରରେ ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି କରାଯିବ। ଏହାପରେ ୮ଟା ୩୦ରୁ ଇଭିଏମ୍ ଗଣତି କରାଯିବ।...

breaking news
ସଂକ୍ଷେପରେ ଆଜିର ତାଜା ଖବର - Sunday, 03 October 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Pipili ByPoll Counting To Be Held tomorrow
କାହାର ହେବ ପିପିଲି ? କାଲି ଆସିବ ରେଜଲ୍ଟ

ଆସନ୍ତାକାଲି ପିପିଲି ଉପନିର୍ବାଚନର ଭୋଟ୍ ଗଣତି ହେବ। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି କରାଯିବ। ଏହାପରେ ୮ଟା ୩୦ରୁ ଇଭିଏମ୍ ଗଣତି କରାଯିବ। ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ କହିଛନ୍ତି।  

Woman Beaten Up By RPF Constable
ବିନା ଟିକେଟ୍‌ରେ ଟ୍ରେନ୍‌ରେ ଯାତ୍ରା କରୁଥିଲେ ମହିଳା ଇଞ୍ଜିନିୟର,ମାଡ଼ ମାରି ମୁଣ୍ଡ ଫଟାଇଲେ RPF କନଷ୍ଟେବଲ

ଆର୍‌ପିଏଫ୍‌ କନଷ୍ଟେବଲଙ୍କ ମାଡ଼ରେ ମହିଳା ଇଞ୍ଜିନିୟର ଲହୁଲୁହାଣ। ଟ୍ରେନ୍‌ରେ ଯାତ୍ରା କରୁଥିବା ବେଳେ ସମ୍ପୃକ୍ତ ମହିଳା ଇଞ୍ଜିନିୟରଙ୍କ ପାଖରେ ଟିକେଟ୍ ନ ଥିବାରୁ ତାଙ୍କୁ ଆର୍‌ପିଏଫ୍‌ କନଷ୍ଟେବଲ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।