• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Heavy Rainfall Alert
ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ: ୧୮ ସନ୍ଧ୍ୟାରୁ ବର୍ଷିବ !

୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Odisha Health Services Director Bijay Mohapatra
ଏ ପର୍ଯ୍ୟନ୍ତ ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ, କେଉଁ ସମୟରେ ସଂକ୍ରମଣ ବଢ଼ିପାରେ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ କରୋନା କମିଥିଲେ ମଧ୍ୟ ଢିଲା ନ ମାରିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯଦିଓ ପଜିଟିଭିଟି ରେଟ୍ କମ୍‌ ଅଛି ଓ ଆମେ ଭଲ ସ୍ଥିତିରେ ଅଛୁ, ହେଲେ ବିପଦ ଏ ପର୍ଯ୍ୟନ୍ତ ପୁରାପୁରି ଟଳି ନାହିଁ। କେଉଁ ସମୟରେ ସଂକ୍ରମଣ...

Test For COVID19
କିଛି ଦିନ କମିବା ପରେ ଓଡ଼ିଶାରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ଗତ କିଛିଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ସଂକ୍ରମଣ ପୁଣି ବଢ଼ିଛି। ରାଜ୍ୟରେ ୨୪ ଘଣ୍ଟାରେ ୫୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Woman Dancing On Road
ଇନ୍‌ଷ୍ଟାଗ୍ରାମ ଭିଡିଓ ପାଇଁ ରାସ୍ତା ମଝିରେ ଡ୍ୟାନ୍ସ କରି ଅଡ଼ୁଆରେ ଯୁବତୀ

ମହଙ୍ଗା ପଡ଼ିଲା ବ୍ୟସ୍ତବହୁଳ ରାସ୍ତାରେ ଡ୍ୟାନ୍ସ କରିବା। ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ଯୁବତୀ ଟ୍ରାଫିକ୍‌ ସିଗ୍ନାଲ ରେଡ୍‌ ହେବା ପରେ ମଧ୍ୟ ରାସ୍ତା ଉପରେ ଡ୍ୟାନ୍ସ କରୁଥିବା ଦେଖିବାକୁ ମିଳିଛି। ଇନ୍‌ଷ୍ଟାଗ୍ରାମରେ ଭିଡିଓ ଅପଲୋଡ୍‌ କରିବା ପାଇଁ ଯୁବତୀ ଜଣକ ଏଭଳି କରିଥିବା ଜଣାପଡ଼ିଛି।

Horoscope
Daily Horoscope, 16 Sept 2021: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୧ ମସିହା, ସେପ୍ଟେମ୍ବର ମାସ ୧୬ ତାରିଖ, ଗୁରୁବାର, ସିଂହ ୩୧ ଦିନ, ଭାଦ୍ରବ ମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ଉତ୍ତରାଷାଢା ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

Hirakud Dam
ଫୁଲୁଛି ମହାନଦୀ, ୨୪ଟି ଗେଟ୍ ଦେଇ ହୀରାକୁଦରୁ ବନ୍ୟା ଜଳ ନିଷ୍କାସନ ଜାରି

ହୀରାକୁଦ ଡ୍ୟାମ୍‌ରୁ ଗତକାଲି ରାତି ସୁଦ୍ଧା ୨୪ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଆଜି ସକାଳ ୬ଟା ସୁଦ୍ଧା ମିଳିଥିବା ସୂଚନା ଅନୁସାରେ, ଏବେ ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୩୫ ହଜାର ୭୯୪ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ...

Two Drown To Death
ପାଣିରେ ବୁଡ଼ି ୨ ମୃତ

ଭଦ୍ରକ ଜିଲ୍ଲାରେ ପାଣିରେ ବୁଡ଼ି ୨ ଜଣଙ୍କର ମୃତ୍ୟୁ ହୋଇଛି। ଭଣ୍ଡାରିପୋଖରୀ ବ୍ଲକ୍‌ ନପଙ୍ଗ ପଞ୍ଚାୟତରେ ଜଣେ ବ୍ୟକ୍ତି ଓ ଧାମନଗର ବ୍ଲକର ପଧାନି ପଞ୍ଚାୟତ ରାମରାକୁଳରେ ଜଣେ ଯୁବକ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। 

Honey Trap
କାହିଁକି ଟାଣିଲା ହନି ଟ୍ରାପ୍‌ ମୋହ ? ସିକ୍ରେଟ୍‌ ତଥ୍ୟ ଦେଇଦେଲେ DRDOର ଠିକା କର୍ମଚାରୀ !

DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। ଏହି ମହିଳା ଜଣକ ପାକିସ୍ତାନୀ ଏଜେଣ୍ଟ ବୋଲି ସୂଚନା ମିଳିଛି। 

Flood Water Munduli
ମହାନଦୀରେ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା

ମହାନଦୀରେ ଏକ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଏନେଇ SRC ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି।ହୀରାକୁଦ ଓ ମହାନଦୀର ଜଳସ୍ତର ନେଇ SRC ସୂଚନା ଦେଇଛନ୍ତି, ହୀରାକୁଦ ତଳ ମୁଣ୍ଡରେ ବର୍ଷା କମିଛି। ହେଲେ ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। 

Yami Gautam New Looks In Film ‘Bhoot Police’
ଏମିତି କ’ଣ ହେଲା ୟାମିଙ୍କ ମୁହଁ ? ଆପଣ ବି ଦେଖିଲେ କହିବେ OMG

କିଛିଦିନ ହେବ ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମଙ୍କୁ ନେଇ ବେଶ୍‌ ଚର୍ଚ୍ଚା। ପ୍ରଥମେ ଲୁଚିଛପି ବିବାହ, ଏବେ ଫିଲ୍ମ ‘Bhoot Police’କୁ ନେଇ ଲଗାତାର ଭାବେ ସେ ଚର୍ଚ୍ଚାରେ ରହି ଆସୁଛନ୍ତି। ଫିଲ୍ମରେ ୟାମିଙ୍କ ଅଭିନୟ ଓ ଚରିତ୍ରକୁ ବେଶ୍‌ ପ୍ରଶଂସା କରାଯାଉଛି।

jee main
ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ

ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି JEE (ମେନ୍)-୨୦୨୧ ଫଳାଫଳ। ୪୪ ପରୀକ୍ଷାର୍ଥୀ ୧୦୦% ମାର୍କ ହାସଲ କରିଛନ୍ତି। ପ୍ରଥମ ରାଙ୍କରେ ମିଳିତ ଭାବେ ସ୍ଥାନ ପାଇଛନ୍ତି ୧୮ ପରୀକ୍ଷାର୍ଥୀ। ୪ଟି ପର୍ଯ୍ୟାୟରେ ହୋଇଥିବା ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶିତ ହୋଇଛି

nirbhaya squad
ମୁମ୍ବାଇରେ ହେବ ନିର୍ଭୟା ସ୍କ୍ୱାଡ୍

ମୁମ୍ବାଇରେ ହେବ ନିର୍ଭୟା ସ୍କ୍ୱାଡ୍। ମୁମ୍ବାଇ ନିର୍ଭୟା କାଣ୍ଡ ପରେ ଚେତିଲେ ରାଜ୍ୟ ସରକାର। ସହରର ପ୍ରତି ଥାନାରେ ଗଠନ ହେବ ନିର୍ଭୟା ସ୍କ୍ୱାଡ୍। ସ୍କୁଲ, କଲେଜ୍, ମହିଳା ହଷ୍ଟେଲ୍ ଉପରେ ରହିବ ନଜର, ଅପରାଧରେ ଲାଗିବ ଲଗାମ।

mahanadi
ହଠାତ୍‌ ମାଡ଼ି ଆସିଲା ପାଣି, ମହାନଦୀ ମଝି ପଠାରେ ଫସିଗଲେ ଗାଈ ଓ ଗାଈ ଚରାଳି

ମହାନଦୀରେ ଫସିଲେ ଗାଈ ଓ ଗାଈ ଚରାଳି। ହଠାତ ପାଣି ମାଡ଼ି ଆସିବାରୁ କଟକ ବାଙ୍କୀ ଗୋପାଳପୁର ଅଞ୍ଚଳରେ ନଦୀ ମଝିରେ ଫସିଛନ୍ତି ଏହି ଗାଈ ଚରାଳି, ଗାଈ ଓ ବାଛୁରୀ । ଘଟଣା ସ୍ଥଳରେ ସ୍ଥାନୀୟ ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛି।

New COVID19 Positive Cases In Odisha
୨୪ ଘଣ୍ଟାରେ ରାଜ୍ୟରେ ୪୫୭ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ଆକ୍ରାନ୍ତ ବାହାରିଲେ

ରାଜ୍ୟରେ ୨୪ ଘଣ୍ଟାରେ ୪୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୩ ଆକ୍ରାନ୍ତ ଅଛନ୍ତି।କ୍ୱାରେଣ୍ଟିନରୁ ୨୬୫ ଓ ଲୋକାଲ କେସ୍ ୧୯୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ...

Horoscope
Daily Horoscope, 15 Sept 2021: ଜାଣନ୍ତୁ ଆଜିର ରାଶିଫଳ

ଆଜି ୨୦୨୧ ମସିହା, ସେପ୍ଟେମ୍ବର ମାସ ୧୫ ତାରିଖ, ବୁଧବାର, ସିଂହ ୩୦ ଦିନ, ଭାଦ୍ରବ ମାସ , ଶୁକ୍ଳପକ୍ଷ, ନବମୀ ତିଥି, ପୂର୍ବାଷଢା ନକ୍ଷତ୍ର, ଧନୁ ଚନ୍ଦ୍ର।ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କର ଦିନ... 

Contractual Staff Of DRDO Arrested
ହନି ଟ୍ରାପ୍‌ରେ ପଡ଼ି ତଥ୍ୟ ଦେଇଥିଲେ DRDOର ଠିକା କର୍ମଚାରୀ !

ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। 

Water Level Rises In Various Rivers
ଲଗାଣ ବର୍ଷା ଯୋଗୁ ଫୁଲୁଛି ନଦୀ: ବଢ଼ୁଛି ୭ଟି ନଦୀର ଜଳସ୍ତର,୧୫ ଶହ ଲୋକ ବାହ୍ୟଜଗତରୁ ବିଚ୍ଛିନ୍ନ

ଲଗାଣ ବର୍ଷା ଯୋଗୁ ଫୁଲୁଛି ନଦୀ। ରାଜ୍ୟରେ ୭ଟି ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ନରାଜରେ ବଢୁଛି ମହାନଦୀର ଜଳସ୍ତର। ସେହିପରି ଆଳିପିଙ୍ଗଳରେ ଦେବୀ ନଦୀ ଫୁଲିବାରେ ଲାଗିଛି। ସୁନ୍ଦରଗଡରେ ଇବ୍, ଜେନାପୁର ଓ ପାନପୋଷରେ ବ୍ରାହ୍ଣଣୀ ନଦୀର ଜଳସ୍ତର ବୃଦ୍ଧି ପାଉଛି।

Gold Price Today Falls
ଆଜି ବି କମିଲା ସୁନା ଦର, ରେକର୍ଡ ସ୍ତରରୁ ୯,୩୫୦ ଟଙ୍କା ହେଲା ଶସ୍ତା

ସୁନା ଓ ରୂପା ଦରରେ ଆଜି ମଧ୍ୟ ହ୍ରାସ ଘଟିଛି। Multi Commodity Exchange(MCX)ରେ ଆଜି ସକାଳେ ସୁନା ୦.୧% ହ୍ରାସ ପାଇ ପ୍ରତି ୧୦ ଗ୍ରାମକୁ ୪୬,୮୬୦ ଟଙ୍କାରେ କାରବାର ଚାଲିଥିଲା। ସେହିପରି ରୂପା ୦.୨୩% ହ୍ରାସ ପାଇ ପ୍ରତି କିଲୋକୁ ୬୩,୧୫୫ ଟଙ୍କାରେ କାରବାର ହୋଇଥିଲା।

Brownsugar Seized In Bhubaneswar
ପୁଣି ରାଜଧାନୀରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ

ପୁଣି ରାଜଧାନୀ ଭୁବନେଶ୍ୱରରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ ହୋଇଛି। ଏଥିରେ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ୨ ଜଣ ବେପାରୀଙ୍କୁ ଗିରଫ କରିଛି।ଦୁହେଁ ପଶ୍ଚିମବଙ୍ଗ ଦକ୍ଷିଣ ଚବିଶ ପ୍ରଗଣା ଅଞ୍ଚଳର ବୋଲି ଜଣାପଡ଼ିଛି।

Health Services Director, Dr Bijay Mohapatra
ମୂର୍ତ୍ତିର ଉଚ୍ଚତା ଅଧିକ ହେଲେ ମଣ୍ଡପରେ ଜମିବ ଭିଡ଼; ବଢ଼ିପାରେ ସଂକ୍ରମଣ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ପାର୍ବଣରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଓ ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ଉପସ୍ଥାପନ କରାଯାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧି ବା କମ୍ ସହ କରୋନା ସଂକ୍ରମଣର ସିଧାସଳଖ କୌଣସି ସମ୍ପର୍କ ନାହିଁ। ହେଲେ ମୂର୍ତ୍ତିର ଉଚ୍ଚତା ଅଧିକ ହେଲେ,...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।