• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Five Years Of Jio
ଜିଓକୁ ପୂରିଲା ୫ ବର୍ଷ, ଭାରତରେ ଡିଜିଟାଲ କ୍ରାନ୍ତିର ଯାତ୍ରା

ଜିଓ ୫ ବର୍ଷ ଭିତରେ ଭାରତରେ ଡାଟା ବ୍ୟବହାର କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଛି। ୨୦୧୬ ସେପ୍ଟେମ୍ବରରେ ଜିଓ ଦେଶରେ ବ୍ୟବସାୟିକ ଭାବରେ ୪ଜି ସେବା ଆରମ୍ଭ କରିବା ପରେ ସୁଲଭ ହାଇସ୍ପିଡ୍ ଇଣ୍ଟରନେଟ୍‌ରେ ଏକ ପ୍ରକାର ବୈପ୍ଲବିକ ପ୍ରାରମ୍ଭ ହୋଇଥିଲା।  

Farmers Allegedly Commits Suicide
ବିଷ ପିଇ ପୁଣି ଜଣେ ଚାଷୀଙ୍କ ଆତ୍ମହତ୍ୟା !

ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଚାଷୀ ହେଲେ ରାଜକନିକା ଥାନା ଅନ୍ତର୍ଗତ ହାଟସାହି ଗାଁର ଅମର ଜେନା। ସେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

Couple Found Dead
ଖଟ ଉପରେ ପଡ଼ିଛି ସ୍ତ୍ରୀର ମୃତଦେହ, ଝୁଲନ୍ତା ଅବସ୍ଥାରେ ମିଳିଲା ସ୍ୱାମୀର ମୃତଦେହ

ଘର ଭିତରୁ ମିଳିଲା ଦମ୍ପତିଙ୍କ ମୃତଦେହ। ସ୍ତ୍ରୀର ମୃତଦେହ ଖଟ ଉପରେ ପଡ଼ିଥିବା ବେଳେ ସ୍ୱାମୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ସୋଡ଼କ ପଞ୍ଚାୟତ ସାହିରେ ଏହି ଅଭାବନୀୟ ଘଟଣା ଘଟିଛି।

National Awards To Teachers
ଓଡ଼ିଶାର ୨ ଶିକ୍ଷକ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭର୍ଚୁଆଲ୍‌ କାର୍ଯ୍ୟକ୍ରମରେ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି। ଦେଶର ୪୪ ଜଣ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର- ୨୦୨୧ ସମ୍ମାନିତ କରାଯାଇଛି।

Teacher Show Way Greener Environment
ଶିକ୍ଷକଙ୍କ ପରିବେଶ ସୁରକ୍ଷା ଚିନ୍ତା: ବୃକ୍ଷରୋପଣ ପାଇଁ ଛାତ୍ରଛାତ୍ରୀଙ୍କୁ କରୁଛନ୍ତି ଉତ୍ସାହିତ

ଦିନକୁ ଦିନ ପରିବେଶ ସୁରକ୍ଷା ଚିନ୍ତା ବଢୁ ଥିବାବେଳେ ବ୍ୟାପକ ମାତ୍ରାରେ ବୃକ୍ଷରୋପଣ ପାଇଁ ବାର୍ତ୍ତା ଦିଆଯାଉଛି। ନିଜର କର୍ମଜୀବନ ଭିତରେ ପରିବେଶ ପ୍ରତି ଥିବା ଦାୟିତ୍ୱକୁ ନିର୍ବାହ କରୁଛନ୍ତି ପ୍ରକୃତି ବନ୍ଧୁ ତଥା ଆଦର୍ଶ ଶିକ୍ଷକ ନିରଞ୍ଜନ ସାହୁ ଓ ଅବସରପ୍ରାପ୍ତ ଡାକ୍ତର ନିମାଇଁ ଚରଣ ସାହୁ। 

Low Pressure Area Likely To Form
ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଉତ୍ତର-ପୂର୍ବ ଓ ଏହାର ତତ୍‌ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ତତ୍‌ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

People Wear Mask
ଚିନ୍ତା ବଢ଼ାଉଛି ଖୋର୍ଦ୍ଧା: ଥମୁନି ସଂକ୍ରମଣ, ୨୪ ଘଣ୍ଟାରେ ୩୪୬ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮୦୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୬୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୩୩୮ ରହିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୧୮ ବର୍ଷରୁ କମ୍ ବର୍ଗର ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Car Accident
ମର୍ଣ୍ଣିଂ ୱାକ୍‌ କରୁଥିବା ବେଳେ କନଷ୍ଟେବଲ୍‌ଙ୍କ ଉପରେ ମାଡ଼ିଗଲା କାର୍‌

କନଷ୍ଟେବଲ୍‌ଙ୍କ ଉପରେ ମାଡ଼ିଗଲା କାର୍‌। ମର୍ଣ୍ଣିଂ ୱାକ୍‌ କରୁଥିବା ବେଳେ ଜଣେ କନଷ୍ଟେବଲ୍‌ଙ୍କୁ କାର୍‌ ଧକ୍କା ଦେଇଥିବା ଜଣାପଡ଼ିଛି। ବାଙ୍କୀ-କଟକ ରାସ୍ତାର କଇଁମୁଣ୍ଡି ଫାଣ୍ଡି ନିକଟସ୍ଥ ଚାରିଘରିଆ ଛକ ଠାରେ ଏହି ଦୁର୍ଘଟଣା ଘଟିଛି।

Abhishek Mohapatra
ଆଜି ସମ୍ପନ୍ନ ହେବ ଅଭିଷେକଙ୍କ ଶେଷକୃତ୍ୟ, କରୋନା ସହ ଲଢେଇ କରି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଥିଲେ

ପ୍ରାୟ ୩ ମାସ ଧରି ଇକ୍‌ମୋ ଚିକିତ୍ସା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ଯାଇଥିବା ଅଭିଷେକ ମହାପାତ୍ରଙ୍କର ଆଜି ଶେଷକୃତ୍ୟ ସମ୍ପନ୍ନ ହେବ। ଗାଁରେ ଅଭିଷେକଙ୍କ ମୃତଦେହ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହେଇଥିଲା।

breaking news
ସଂକ୍ଷେପରେ ଆଜିର ତାଜା ଖବର - Sunday, 05 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

New Twist In Paralakhemundi ACF Death Case
ACF ସୌମ୍ୟଙ୍କ ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ୍‌, ଚାଞ୍ଚଲ୍ୟକର ବୟାନ ଦେଲେ ଡିଏଫ୍‌ଙ୍କ ପୂର୍ବତନ ରାତ୍ରୀ ଜଗୁଆଳି

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଏକ ନୂଆ ଟ୍ୱିଷ୍ଟ୍‌ ଆସିଛି। DFO ସଂଗ୍ରାମ ବେହେରାଙ୍କ ଅଫିସ୍‌ର ଜଣେ ପୂର୍ବତନ ରାତ୍ରୀ ଜଗୁଆଳି ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। 

Murder In Angul
ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ପିଟି ପିଟି ମାରିଦେଲେ

ସାମାନ୍ୟ ବଚସାକୁ ନେଇ ହତ୍ୟାକାଣ୍ଡ। ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ପୁରୁଣାଗଡ଼ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି।

Amazon
ଚଳିତ ବର୍ଷ ଭାରତରେ ୮,୦୦୦ ଲୋକଙ୍କୁ ଚାକିରି ସୁଯୋଗ ଦେବ Amazon

ଯଦି ଆପଣ ଚାକିରି ଖୋଜୁଛନ୍ତି, ତା’ହେଲେ ଆପଣଙ୍କ ପାଇଁ ହୁଏତ ଏହା ଏକ ଖୁସି ଖବର। ଆମାଜନ୍‌ ଇଣ୍ଡିଆ (Amazon) ଚଳିତ ବର୍ଷ ୮୦୦୦ ପଦବୀରେ ନିଯୁକ୍ତି ଦେବା ଲାଗି ଯୋଜନା କରୁଥିବା ଜଣାପଡ଼ିଛି।

Actor Sidharth Shukla
ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁ ଖବର ଶୁଣି ଫ୍ୟାନ୍‌ଙ୍କୁ ଲାଗିଲା ଝଟ୍‌କା, କୋମାକୁ ଚାଲିଗଲେ ଯୁବତୀ

ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଶୁଣି ତାଙ୍କର ଜଣେ ଫ୍ୟାନ୍‌ଙ୍କୁ ଏପରି ଝଟ୍‌କା ଲାଗିଛି ଯେ, ଏବେ ସେ କୋମାରେ। ଫ୍ୟାଶନ ଫଟୋଗ୍ରାଫର Viralbhayani ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେଆର କରି ଏହି ସୂଚନା ଦେଇଛନ୍ତି।

Crorepati Computer Operator
ଦରମା ମାସକୁ ୫ ହଜାର, ହେଲେ କୋଟି କୋଟି ସମ୍ପତ୍ତିର ମାଲିକ

ଦରମା ମାସକୁ ୫ ହଜାର ଟଙ୍କା, ହେଲେ କୋଟି କୋଟି ସମ୍ପତ୍ତିର ମାଲିକ। ଖାଲି ଏତିକି ନୁହେଁ ରାଜସ୍ଥାନରୁ ପଞ୍ଜାବ ପର୍ଯ୍ୟନ୍ତ ମଧ୍ୟ ଲମ୍ବିଛି କାରବାର। ଏକ ସରକାରୀ ବିଦ୍ୟାଳୟରେ ଚୁକ୍ତିଭିତ୍ତିକ କମ୍ପ୍ୟୁଟର ଅପରେଟର୍‌ ଭାବେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଥିବା ଏବେ ସାମ୍ନାକୁ...

Heavy Rainfall Alert
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ଏହି ୨ ଦିନ ପ୍ରବଳ ବର୍ଷା ହୋଇପାରେ

ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ୨ ଦିନ...

Edible Oil
ଆସନ୍ତା ଡିସେମ୍ବର ସୁଦ୍ଧା କମିପାରେ ଖାଇବା ତେଲ ଦର

ଆସନ୍ତା ଡିସେମ୍ବର ସୁଦ୍ଧା କମିପାରେ ଖାଇବା ତେଲ ଦର। ଏହି ସମୟରେ ଘରୋଇ ଶସ୍ୟ ଉତ୍ପାଦନ ବଢ଼ିବା ପରେ ଆମଦାନୀ ଶୁଳ୍କ କମିବାକୁ ଥିବାରୁ ଖାଇବା ତେଲ ଦର କମିବା ସମ୍ଭାବନା ଥିବା କେନ୍ଦ୍ର ଖାଦ୍ୟ ସଚିବ ସୁଧାଂଶୁ ପାଣ୍ଡେ ସୂଚନା ଦେଇଛନ୍ତି।

Drought Fear In Dhenkanal
ନିଅଣ୍ଟିଆ ବର୍ଷା ପାଇଁ କେଉଁଠି ମରୁଡ଼ି ପରିସ୍ଥିତି ତ ଆଉ କେଉଁଠି ନଷ୍ଟ ହେବାକୁ ବସିଲାଣି ତଳି

ନିଅଣ୍ଟିଆ ବର୍ଷା ପାଇଁ କେଉଁଠି ମରୁଡ଼ି ପରିସ୍ଥିତି ତ ଆଉ କେଉଁଠି ତଳି ନଷ୍ଟ ହେବାକୁ ବସିଲାଣି। ଯଦି ଆଗକୁ ବର୍ଷା ପରିମାଣ ନ ବଢ଼େ, ତା’ହେଲେ ସ୍ଥିତି ସାଙ୍ଘାତିକ ହେବାର ଆଶଙ୍କା କରିଛନ୍ତି ଚାଷୀ।

DMET Cbk Mohanty
କରୋନାର ତୃତୀୟ ଲହରିରେ ଶିଶୁମାନେ ଅଧିକ ସଂକ୍ରମିତ ହୋଇପାରନ୍ତି: DMET

‘ଶିଶୁମାନେ ତୃତୀୟ ଲହରିରେ ପ୍ରତିଶତ ହିସାବରେ ଅଧିକ ସଂକ୍ରମିତ ହୋଇପାରନ୍ତି। ୧୮ ବର୍ଷରୁ ଅଧିକାଂଶ ଲୋକଙ୍କ ଟିକାକରଣ ହୋଇସାରିଲାଣି। ତେଣୁ ଆନୁପାତିକ ଭାବେ ଶିଶୁ ସଂକ୍ରମଣ ହିଁ ଅଧିକ ରହିପାରେ।’

Sidharth Shukla's Post-Mortem Report Out
ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁ ରହସ୍ୟ ଖୋଲିଲା ପୋଷ୍ଟମର୍ଟମ ରିପୋର୍ଟ

ମୃତ୍ୟୁ ପଛରେ କିଛି ଷଡ଼ଯନ୍ତ୍ର ରଚା ଯାଇଥିବା ଫ୍ୟାନ୍ସମାନେ ଆଶଙ୍କା କରୁଥିବା ବେଳେ ଏସବୁରେ ଏବେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କୁପର ହସ୍ପିଟାଲରେ ସିଦ୍ଧାର୍ଥଙ୍କ ପୋଷ୍ଟମର୍ଟମ ହୋଇଥିଲା। ଯାହାର ରିପୋର୍ଟ ଏବେ ସାମ୍ନାକୁ ଆସିଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।