ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି ।
ଓଡ଼ିଶା ପୋଲିସ ଆଜି ଏତେ ତଳସ୍ତରକୁ ଖସି ଯାଇଛି ଯେ ଜଣେ ପୋଲିସ କର୍ମୀଙ୍କ ଗିରଫ ହେବା ପରେ ସାଧାରଣ ଲୋକେ ବାଣ ଫୁଟାଉଛନ୍ତି ବୋଲି ବିଜେପି କହିଛି ।
ସାନ ପୁଅର ଘରେ ପଡ଼ିଯାଇ ମା’ର ମୃତ୍ୟୁ ପରେ ବିବାଦ ସୃଷ୍ଟି ଦେଇଛି । ଏହାପରେ ହତ୍ୟା ଅଭିଯୋଗ ଆଣି ବଡ଼ ପୁଅ ତଦନ୍ତ ଦାବି କରିଛି ।
ଖୋଲୁଛି ଥାନା ବାବୁ ସୁଶାନ୍ତ ଶପତଥୀଙ୍କ ଗୁମର । ସେ ଅନେକ ଓଡ଼ିଆ ଫିଲ୍ମ ଓ ସିରିଏଲରେ ଅଭିନୟ କରିଛନ୍ତି ।
ରାଜ୍ୟ ସରକାରଙ୍କ ପକ୍ଷରୁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ସାଇକେଲରେ ଏଣିକି ଲାଗିବ ଷ୍ଟିକର ।
ଟନେଲ ଭିତରୁ ଉଦ୍ଧାର ଓଡ଼ିଆ ଶ୍ରମିକ କହିଛନ୍ତି, ‘ପ୍ରଥମ ୧୦ ଦିନ କେବଳ ମୁଢ଼ି ଖାଇ କାଟିଲୁ । ତେବେ ପାଣି, ଲାଇନ କଟି ନଥିଲା ।’
ରାଜ୍ୟର ପ୍ରତି ପରୀକ୍ଷାକେନ୍ଦ୍ର ସହ ପରୀକ୍ଷା ପରିଚାଳନା ହବ୍କୁ ଲାଇଭ୍ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମନିଟରିଂ କରାଯିବ ।
ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।
ଶ୍ରମିକଙ୍କୁ ଉଦ୍ଧାର ପାଇଁ ଏହି ମହା-ଅପରେସନ୍ରେ ରାଟ୍ ହୋଲ୍ ମାଇନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା । ଶେଷ ୧୦ରୁ ୧୨ ମିଟରକୁ ହାତରେ ଖୋଳି ଅସମ୍ଭବକୁ ସମ୍ଭବ କରି ଦେଖାଇଥିଲେ ରାଟ୍ ହୋଲ୍ ମାଇନର୍ସ ।
ପିକ୍ ଆୱାର ଏବଂ ଛୁଟି ଦିନ ଗୁଡ଼ିକରେ ଯଦି ବରିଷ୍ଠ ନାଗରିକମାନେ କଟକ ବାଲିଯାତ୍ରା ଆସୁଛନ୍ତି ତା’ହେଲେ ସାବଧାନ ରୁହନ୍ତୁ। ବାଲିଯାତ୍ରାକୁ ସୁନା ଅଳଙ୍କାର ପିନ୍ଧି ନ ଆସିଲେ ଭଲ ।
ଡଙ୍ଗା ଭସାଇବା ବେଳେ କେନାଲରେ ଭାସି ଯାଇ ଯୁବକ ମୃତ । ବୋଇତ ବନ୍ଦାଣ ବେଳେ ଏହି ଅଘଟଣ ଘଟିଛି ।
ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି ।
ତିରୁମାଳା ମନ୍ଦିରରେ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟର କାମନା କରିବା ସହ ମଙ୍ଗଳ ମନାସିଛନ୍ତି ପ୍ରଧାନମନ୍ତ୍ରୀ ।
ଆଜି ସକାଳୁ ନବୀନ ନିବାସରେ ମନ୍ତ୍ରୀ, ବିଧାୟକଙ୍କ ସହ ବିଜେଡିର ବରିଷ୍ଠ ନେତାମାନଙ୍କ ବୈଠକ ହୋଇଥିଲା । ବୈଠକ ପରେ ପାଣ୍ଡିଆନ୍ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଥିଲେ ।
ବ୍ରହ୍ମପୁରର ଏକ ଲଜ୍ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀଙ୍କ ଘର କେରଳ ରାଜ୍ୟର ବୋଲି ଜଣାପଡ଼ିଛି ।
ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ରହିଛି । ଏଥିଲାଗି ଭିଡ଼ ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।
ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ପ୍ରସିଦ୍ଧ ଗଜଭୋଗ ଓ ତରଣ । ହଜାର ହଜାର ଶ୍ରଦ୍ଧାଳୁ ରାତି ତମାମ ଉଜାଗର ରହି ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ପ୍ରସାଦ ପାଇଛନ୍ତି ।
ପାରମ୍ପରିକ ପଦ୍ଧତିରେ ଉଦ୍ଧାରକାରୀ ଯବାନମାନେ ପଥର ଖୋଳିବା ସହ ବାକି ପ୍ରାୟ ୧୦ରୁ ୧୨ ମିଟର ଖୋଳି ବାଟ ବାହାର କରିବେ ।
ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।
NAAC ରାଙ୍କ୍ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି । କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ ।