ଗତକାଲି 5T ସଚିବ ଭିକେ ପାଣ୍ଡିଆନଙ୍କ ସୁରକ୍ଷାକର୍ମୀ ପିଙ୍କ୍ କଲର ଡ୍ରେସ୍ ପିନ୍ଧି ଥିବାବେଳେ ଆଜି ନୀଳ ରଙ୍ଗର ଟି ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି।
ମୃତ୍ୟୁକାଳୀନ ଜମାନବନ୍ଦୀ ସଂପର୍କରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ଏହାକୁ ସବୁବେଳେ ଏକମାତ୍ର ଆଧାର ଭାବେ ଗ୍ରହଣ କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରାଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଏଣିକି ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ଭାବେ ପାଳନ କରିବ ଭାରତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଘୋଷଣା କରିଛନ୍ତି।
ଷ୍ଟାଡିୟମରେ ଦଳାଚକଟା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୦ ଜଣ ଆହତ ହୋଇଛନ୍ତି।
ଟ୍ରେନ୍ରେ ନିଆଁ ଲାଗିଯିବା ଯୋଗୁ ୧୦ ଜଣ ଜୀଅନ୍ତା ଜଳି ଯାଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇପଡ଼ିଛନ୍ତି।
ଚନ୍ଦ୍ରୟାନ-୩ର ସଫଳତା ପରେ ଇସ୍ରୋ ବୈଜ୍ଞାନିକଙ୍କୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି। ଚନ୍ଦ୍ରୟାନ-୩ର ସଫଳତା ଲାଗି ବୈଜ୍ଞାନିକଙ୍କୁ ପ୍ରଶଂସା କରିବା ସହ ଇସ୍ରୋ ମୁଖ୍ୟ ଏସ୍. ସୋମନାଥଙ୍କୁ ଆଲିଙ୍ଗନ କରି ପିଠି ଥାପୁଡେଇ ଥିଲେ ପ୍ରଧାନମନ୍ତ୍ରୀ ମୋଦି।
ଏଥର ଖୋଲା କଥାର ହଟ୍ ସିଟରେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ହାସଲ କରିଥିବା କନ୍ଧମାଳର ଝିଅ ସୁଚିସ୍ମିତା ପାଣିଗ୍ରାହୀ..
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ । ବ୍ରହ୍ମପୁରରେ ପ୍ରବେଶ ବେଳେ ତାଙ୍କୁ ବିରୋଧ କରାଯାଇଛି । ଜାତୀୟ ରାଜପଥରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ ।
ଦିବ୍ୟାଙ୍ଗ ଶରୀର.. ଝାଟିମାଟି ଘର.. ଅତ୍ୟନ୍ତ ଗରିବ ପରିବାରର ଏ ପିଲାଟି ଯଦି ନିଷ୍ଠା ଓ ପରିଶ୍ରମ ବଳରେ ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରୁଛନ୍ତି.. ତା ହେଲେ ଆମେ କାହିଁକି ପରିସ୍ଥିତି ଆଉ ପରିବେଶକୁ ଦାୟୀ କରିବା ? ବାହାନା ନୁହେଁ ସଂଘର୍ଷକୁ ବାଛିଲେ ଦିବ୍ୟାଙ୍ଗ ଡାକ୍ତରୀ ଛାତ୍ର...
ସହରରୁ ୧୭ କି.ମି. ଦୂରକୁ ଗଲେ ଆପଣ ଏହି ଜାଗାରେ ପହଞ୍ଚିଯିବେ.. ଯେଉଁଠି ଥିବ ଝରଣାର କୁଳୁ କୁଳୁ ନାଦ.. ଉପରୁ ପାଣି ଖସିପଡୁଥିବାର ଶବ୍ଦ.. ଥଣ୍ଡା ଥଣ୍ଡା ପବନ.. ଆଉ ଅପୂର୍ବ ଶାନ୍ତି.. ଏଇଠି କିଛି କ୍ଷଣ ବିତାଇଲେ ଜୀବନକୁ ଜୀଇଁଗଲା ଭଳି ଅନୁଭୂତି ସାଉଁଟିଯିବେ ନିଶ୍ଚୟ…
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର...ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି - ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି
ଆତ୍ମସମର୍ପଣ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗିରଫ କରାଯାଇଛି। ଗିରଫ ପରେ ତାଙ୍କୁ ଆଟଲାଣ୍ଟାର ଫ୍ଲୁଟୋନ କାଉଣ୍ଟି ଜେଲ୍ରେ ରଖାଯାଇଥିଲା।
ଦକ୍ଷିଣ ଆଫ୍ରିକାରେ ଜୋହାନ୍ସବର୍ଗରେ ଚାଲିଥିବା ବ୍ରିକ୍ସ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚୀନ ରାଷ୍ଟ୍ରପତି ଜି ଜିନ୍ପିଙ୍ଗ୍ଙ୍କ ମଧ୍ୟରେ ଏ ପ୍ରସଙ୍ଗରେ ଆଲୋଚନା ହୋଇଛି।
୧୨ ବର୍ଷ ଭିତରେ ବହୁତ କିଛି ଅନୁଭବ କଲିଣି । ଦିନେ ଲୋକଙ୍କୁ ହସାଇ ହସାଇ ବେଦମ କରୁଥିଲେ ଆଜି ବିଛଣାରେ ପଡି କାନ୍ଦୁଛନ୍ତି । କହୁଛନ୍ତି, ଜଗନ୍ନାଥ ସୁସ୍ଥ କରିବୁ ଯଦି କର ନହେଲେ ନେଇ ଯା...
୭ ବର୍ଷ ହେଲାଣି ସ୍କୁଲ ଘରେ ଚାଲୁଛି ପଂଚାୟତ ଅଫିସ୍ । ଦିନ ୧୦ ବାଜିଲେ ଲୋକଙ୍କର ଲାଗୁଛି ଗହଳି...ଏମିତି ହଟ୍ଟଗୋଳ ଭିତରେ ପିଲାମାନେ ପଢିବେ କେମିତି ?
ଶିକ୍ଷୟିତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି ସଙ୍ଗୀତା । ଜନ୍ମରୁ ଦୃଷ୍ଟିବାଧିତ ଥିବା ପରେ ବି ହାର୍ ମାନିନାହାନ୍ତି ବରଂ ୟୁଟ୍ୟୁବରୁ ପାଠ ପଢି ଯୁକ୍ତ-୨ରେ ରଖିଛନ୍ତି ୪୨୦ ନମ୍ବର । ଏବେ ପାଠପଢ଼ାରେ ପ୍ରତିବନ୍ଧକ ସାଜିଛି ଆର୍ଥିକ ସଂକଟ । ସରକାର ଯଦି ସାହାଯ୍ୟ କରନ୍ତେ...
ରାସ୍ତା ଉପରେ କାନ୍ଦୁଛି ରିକ୍ସାବାଲା । ଅଟୋ ଆସିବା ପରେ ବେପାର ପୂରା ମାନ୍ଦା...ପୂର୍ବରୁ ଦିନକୁ ୮ ଶହ ରୋଜଗାର ହେଉଥିଲା । ଏବେ ୫୦ ଟଙ୍କା ହେବା କଷ୍ଟ । ଏମିତି ପରିସ୍ଥିତିରେ ରିକ୍ସାବାଲାର ପରିବାର ଚଳିବ କେମିତି ?
ପୁଅ ସାପ କାମୁଡାରେ ମଲା । ବର୍ଷାରେ ଘର ଭାଙ୍ଗିଗଲା...ବୁଢା ବୟସରେ ପାଖରେ କିଛି ସମ୍ବଳ ନାହିଁ । ନାତି ମୁହଁରେ ଆହାର ଦେବା ପାଇଁ ମୂଲ ଲାଗୁଛନ୍ତି ଜେଜେ ବାପା । ପ୍ରଶାସନ ପାଖକୁ ଦୌଡି ଦୌଡି ଥକି ପଡିଲେଣି ସତ ହେଲେ ଘର ଖଣ୍ଡେ ମିଳିଲା...
ବୟସ ୭୦ ପାର୍ ହେଲାଣି କିନ୍ତୁ ଥକିନାହାନ୍ତି ଜେଜେ ମାଆ । ସ୍କୁଲ ପିଲାଙ୍କୁ ଡ୍ୟାନ୍ସ ସହିତ ଶିଖାଉଛନ୍ତି ନାଟକ । ପ୍ରତିଦିନ ଅଭ୍ୟାସ କରୁଛନ୍ତି ପିଲା । ପୁରସ୍କାର ଆଣିଲେ ଖୁସି ହେଉଛନ୍ତି ଜେଜେ ମାଆ