କଟକ: କଟକ ସହରର ପ୍ରସିଦ୍ଧ ଦହିବରା ବ୍ୟବସାୟୀ ଈଶ୍ୱର ବେହେରାଙ୍କର ପରଲୋକ ହୋଇଛି। ଗତକାଲି ସନ୍ଧ୍ୟାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ତାଙ୍କ ଘର କଟକ ତୁଳସୀପୁରରେ। ପୂର୍ବରୁ ହୃଦ୍ ଜନିତ ସମସ୍ୟାରେ ସେ ପୀଡ଼ିତ ଥିଲେ। ଏହାସହ ସେ...
ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟା ‘ୟାସ୍‘ରେ ପରିଣତ ହୋଇଛି। ଆଜି ଭୋର ୫ଟା ୩୦ରେ ଏହା ବାତ୍ୟାର ରୂପ ନେଇଛି। ଏନେଇ ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର ଜେନାମଣିଙ୍କ ସୂଚନା ଦେଇଛନ୍ତି। ଏହା ଆହୁରି ଘନୀଭୂତ ହେବା ସହ ଭେରି ସିଭିୟର...
ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟା ‘ୟାସ୍‘ରେ ପରିଣତ ହୋଇଛି। ଆଜି ଭୋର ୫ଟା ୩୦ରେ ଏହା ବାତ୍ୟାର ରୂପ ନେଇଛି। ଏନେଇ ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର ଜେନାମଣିଙ୍କ ସୂଚନା ଦେଇଛନ୍ତି। ଏହା ଆହୁରି ଘନୀଭୂତ ହେବା ସହ ଭେରି ସିଭିୟର...
ଭୁବନେଶ୍ୱର: ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍ଡାଉନ୍ କଟକଣା ସାମାନ୍ୟ କୋହଳ ହୋଇଛି। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ୧୦ ଜିଲ୍ଲା ହେଲା- ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା। ଆଜି ଓ...
ଭୁବନେଶ୍ୱର: ଓଡ଼ିଶାରେ ଆଜି ବି ୧୧ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୧୨,୮୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୧, ୦୫୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।...
ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା‘ ସମଲେଶ୍ୱରୀଙ୍କ ମନ୍ଦିର ପରିସରରେ ଅଗ୍ନିକାଣ୍ଡ ବିଳମ୍ବିତ ରାତିରେ ଜଳିଗଲା ଦୀପ ଘର ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁ ନିଆ ଲାଗି ଥାଇପାରେ ବୋଲି ସନ୍ଦେହ ପୂର୍ବରୁ କେବେ ବି ଦୀପ ଘରେ ଅଗ୍ନିକାଣ୍ଡ ଘଟି ନ ଥିଲା ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ...
ନୂଆଦିଲ୍ଲୀ: ମେ’ ୨୬ରେ ସମ୍ୟୁକ୍ତା କିଷାନ ମୋର୍ଚ୍ଚା ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ୧୨ ପ୍ରମୁଖ ବିରୋଧୀ ଦଳ ଏହି ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। କେନ୍ଦ୍ରର କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନକୁ ୬ ମାସ ପୂରିବାକୁ ଯାଉଛି। ଏହି ଅବସରରେ ସଂଯୁକ୍ତ କିଷାନ...
ହାଇଦ୍ରାବାଦ: ହାରିଲା କରୋନା, ଜିତିଲା ନବଜାତ। ମୃତ୍ୟୁ ମୁଖରୁ କରୋନା ସଂକ୍ରମିତ ନବଜାତର ଜୀବନ ବଞ୍ଚାଇଲେ ଡାକ୍ତର। କରୋନାକୁ ମାତ ଦେଇଥିବା ହାଇଦ୍ରାବାଦର ସବୁଠାରୁ କମ ବୟସର ଏହି ଶିଶୁର ଚିକିତ୍ସା ହସ୍ପିଟାଲରେ ଜାରି ରହିଥିଲା। ସୂଚନା ଅନୁସାରେ, ଏପ୍ରିଲ ୧୭ରେ କରୋନା ସଂକ୍ରମିତ ଜଣେ ମହିଳା ୭...
ନୂଆଦିଲ୍ଲୀ: ଆସନ୍ତା ୨୬ରେ ସଂଗଠିତ ହେବ ବିରଳ ମହାଜାଗତିକ ଘଟଣା। ସେହିଦିନ ଏକକାଳୀନ ସୁପରମୁନ୍ ଓ ପୂର୍ଣ୍ଣ ଚନ୍ଦ୍ର ଗ୍ରହଣ ପଡୁଛି। ମେ ୨୬ ତାରିଖ ପୂର୍ଣ୍ଣମୀ ତିଥିରେ ଏହି ସୁପରମୁନ୍ ଦେଖାଯିବ। ଏହି ସମୟରେ ଚନ୍ଦ୍ର ସାଧାରଣ ଦିନର ପୂର୍ଣ୍ଣ ଚନ୍ଦ୍ର ଠାରୁ ପ୍ରାୟ ୭ ପ୍ରତିଶତ...
ବିଶାଖାପାଟଣା: ଆୟୁର୍ବେଦିକ ଔଷଧରେ କରୋନା ଭଲ ହେବା ଖବରକୁ ନେଇ ଅସମ୍ଭାଳ ଭିଡ଼। ଔଷଧ ନେବାକୁ ହଜାର ହଜାର ସଂଖ୍ୟକ ଲୋକ ଭିଡ଼ ଜମାଇ ଥିଲେ। ନା ଥିଲା ସାମାଜିକ ଦୂରତା ନା କେହି କୋଭିଡ କଟକଣାକୁ ମାନୁଥିଲେ। ମେ’ ୨୧ ତାରିଖ ସକାଳେ ଆନ୍ଧ୍ରପ୍ରଦେଶର ନେଲ୍ଲୋର ଜିଲ୍ଲା...
ନୂଆଦିଲ୍ଲୀ: ଦିନକ ପରେ ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ମେ’ ୨୧ ତାରିଖ ଦିନ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟି ଥିବାବେଳେ ଗତକାଲି ଏହା ସ୍ଥିର ଥିଲା। ହେଲେ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବଢ଼ିଛି। ପେଟ୍ରୋଲ...
ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଚିନ୍ତା ବଢ଼ାଇ ଥିବାବେଳେ ବ୍ଲାକ ଫଙ୍ଗସକୁ ନେଇ ଆହୁରି ଚିନ୍ତା ବଢ଼ିଛି। ଅନେକ ରାଜ୍ୟ ଏହି ରୋଗକୁ ମହାମାରୀ ଘୋଷିତ କରି ସାରିଲେଣି। ଏସବୁ ଭିତରେ ବ୍ଲାକ ଫଙ୍ଗସକୁ ନେଇ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି।...
ନୂଆଦିଲ୍ଲୀ/ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀ ଯେଭଳି ସୁରକ୍ଷିତ ରହିବେ ଏବଂ କୋଭିଡ୍ ହସ୍ପିଟାଲ ଓ କେନ୍ଦ୍ର ଗୁଡିକ ପରିଚାଳନାରେ ଯେମିତି କୌଣସି ବ୍ୟାଘାତ ନ ହୁଏ ତାହା ନିଶ୍ଚିତ କରିବା ଉପରେ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ବାତ୍ୟା ପ୍ରଭାବିତ...
ଭୁବନେଶ୍ୱର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅବପାତରେ ପରିଣତ ହୋଇପାରେ। ୨୪ ତାରିଖ ସକାଳେ ଏହା ବାତ୍ୟାରେ ପରିଣତ ହୋଇପାରେ। ୨୬ ତାରିଖ ସନ୍ଧ୍ୟାରେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା...
ନୂଆଦିଲ୍ଲୀ: ଦେଶରେ କରୋନା ଗ୍ରାଫ ଧୀରେ ଧୀରେ ତଳମୁହାଁ ହେଉଛି। କିଛିଦିନ ହେବ ଲଗାତାର ଭାବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ବାଲ୍ ସୂଚନା ଦେଇଛନ୍ତି। ମେ ୧୦ରେ ପଜିଟିଭିଟି ହାର ୨୪% ଥିଲା, ଆଜି ଖସି...
ନୂଆଦିଲ୍ଲୀ: ଦିନକୁ ଦିନ ସାଇବର କ୍ରାଇମ ଘଟଣା ଲଗାତାର ଭାବେ ବଢ଼ିବାରେ ଲାଗିଛି। ତେଣୁ ସାବଧାନ ରହିବା ଜରୁରୀ। କାରଣ ଠକମାନେ ଅତି ସହଜରେ ଲୋକମାନଙ୍କୁ ସେମାନଙ୍କ ଜାଲରେ ଫସାଇବାରେ ସଫଳ ହେଉଛନ୍ତି। କେତେବେଳେ ବିଭିନ୍ନ ପ୍ରକାରର ପ୍ରଲୋଭନ ଦେଖାଇ ତ ଆଉ କେତେବେଳେ କଥା ମାଧ୍ୟମରେ ଠକମାନେ...
ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିନାହିଁ। ଗତ ୨୪ ଘଣ୍ଟାରେ ଦେଶରେ ୪,୧୯୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କରୋନା କବଳରୁ ଲୋକଙ୍କୁ ରକ୍ଷା କରୁଥିବା ଡାକ୍ତରମାନେ ମଧ୍ୟ ଏଥିରୁ ବର୍ତ୍ତି ପାରି...
ମେ’ ୨୬ରେ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଭାରତରେ ଉପଛାୟା ଭଳି ଦେଖାଯିବ ଏହି ଦିନ ବୈଶାଖ ପୂର୍ଣ୍ଣିମା ପଡୁଥିବାରୁ, ଏହି ଚନ୍ଦ୍ର ଗ୍ରହଣ ବହୁତ ଖାସ୍ ବୋଲି କୁହାଯାଉଛି ନୂଆଦିଲ୍ଲୀ: ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ମେ’ ୨୬ରେ...
ନୂଆଦିଲ୍ଲୀ/ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦୁର୍ବଳ ଓ ସଂକ୍ରମଣ ପ୍ରବଣ ଲୋକଙ୍କ ପ୍ରତି ଅଧିକ ଯତ୍ନଶୀଳ ହେବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଆଡଭାଇଜରି ମଧ୍ୟ ଜାରି ହୋଇଛି।...
ନୂଆଦିଲ୍ଲୀ: ସମୁଦ୍ରରେ ଜାରି ରହିଛି ସେନାର ମେଗା ସର୍ଚ୍ଚ ଅପରେସନ। ସାମୁଦ୍ରିକ ଝଡ଼ ତାଉତେ ପ୍ରଭାବରେ ବୁଡି ଯାଇଥିବା ଭାସମାନ ଆଶ୍ରୟସ୍ଥଳୀ ବା ବାର୍ଜରେ ଥିବା ONGC କର୍ମଚାରୀଙ୍କୁ ଠାବ କରିବା ଲାଗି ଅହରହ ଉଦ୍ୟମ ଚାଲିଛି । ବର୍ତ୍ତମାନ ସୁଦ୍ଧା ୫୧ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା...