• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona testing
କୋଲକାତାରେ ପ୍ରତି ୨ ଜଣରେ ଜଣେ କରୋନା ପଜିଟିଭ ଚିହ୍ନଟ

କୋଲକାତା: କୋଲକାତାରେ ପ୍ରତି ୨ ଜଣରେ ଜଣେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। କୋଲକାତା ଏବଂ ଏହାର ପାଖ ଅଞ୍ଚଳରେ RTPCR ଟେଷ୍ଟ କରୁଥିବା ପ୍ରତି ଦୁଇ ଜଣରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିପରି ପଶ୍ଚିମବଙ୍ଗର ଅନ୍ୟ ଅଞ୍ଚଳରେ ପ୍ରତି ୪ ଜଣରେ ଜଣେ ପଜିଟିିଭ୍...

AOPMEF Secretary
‘ଟିକା ଦର ଅଧିକ ରହିଛି, ଦର ସମାନ ହେବା ଉଚିତ୍‌’

ଭୁବନେଶ୍ୱର: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ନୂଆ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି। ଏହାକୁ ଦୃଷ୍ଟି ରଖି କେନ୍ଦ୍ର ସରକାର ମେ’ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବର୍ଗର ଲୋକଙ୍କ...

odisha
୧୩ ଘଣ୍ଟା ଧରି ପଡ଼ି ରହିଲା ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତଦେହ

ବୌଦ୍ଧ: କରୋନା ପାଇଁ ଧୀରେ ଧୀରେ ମରି ଯାଉଛି ମାନବିକତା। ବାଡ଼ ସୃଷ୍ଟି କରିଛି ସଂକ୍ରମଣର ଭୟ। ୧୩ ଘଣ୍ଟାରୁ ଅଧିକ ସମୟ ହେବ ଶବ ସେମିତି ପଡ଼ି ରହିଥିବା ବେଳେ କରୋନା ଭୟରେ କେହିବି ପାଖ ମାଡ଼ୁ ନଥିଲେ। ଏଭଳି ସମୟରେ ଏମିତି ଏକ ହୃଦୟବିଦାରକ ଘଟଣା...

lockdown
ବଢ଼ୁଛି କରୋନା ସଂକ୍ରମଣ: ଦିଲ୍ଲୀରେ ମେ’ ୩ ଯାଏ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଲକ୍‌ଡାଉନ୍‌ ଅବଧିକୁ ଆଉ ସପ୍ତାହେ ପାଇଁ ବଢ଼ାଇ ଦିଆଯାଇଛି। ମେ’ ୩ ତାରିଖ ସକାଳ ୫ଟା ଯାଏ ଲକ୍‌ଡାଉନ୍‌ ଅବଧି ବୃଦ୍ଧି ଘୋଷଣା ହୋଇଛି। କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ ଏଭଳି ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏଥିରେ...

couple
ଏକାସଙ୍ଗେ ୩୫ ଜଣ ଗର୍ଲଫ୍ରେଣ୍ଡ୍‌ଙ୍କ ସହ ରିଲେଶନ୍‌ଶିପ୍‌ରେ ଥିଲେ, ହେଲେ ଗୋଟିଏ ଭୁଲ୍‌ ପାଇଁ...

ଟୋକିଓ: ଜଣଙ୍କର ଦୁଇ-ତିନି ଜଣ ଗର୍ଲଫ୍ରେଣ୍ଡ୍‌ ଥିବା କଥା ହୁଏତ ଆପଣ ଶୁଣିଥିବେ, ହେଲେ  ଏକାସଙ୍ଗେ ୩୫ ଜଣ ଗର୍ଲଫ୍ରେଣ୍ଡ୍‌ ଥିବା କଥା ଶୁଣିଲେ ଯେକେହିବି ଆଶ୍ଚର୍ଯ୍ୟ ହେବେ। ଜାପାନରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ତେବେ ଯୁବକଙ୍କ ମାତ୍ର ଗୋଟିଏ ଭୁଲ୍‌ ତାଙ୍କ ପାଇଁ ମହଙ୍ଗା...

vanity van
କୋଭିଡ୍ ଡ୍ୟୁଟିରେ ବଲିଉଡ୍‌ ସେଲିବ୍ରିଟିଙ୍କ ଭ୍ୟାନିଟି ଭ୍ୟାନ୍

ମୁମ୍ବାଇ: ସାରା ଦେଶରେ ମହାମାରୀ କରୋନା ପୁଣିଥରେ ଏହାର କାୟା ବିସ୍ତାର କରିଛି। ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ମୃତ୍ୟୁହାର ମଧ୍ୟ ବଢ଼ୁଛି। ସବୁଠାରୁ ଚିନ୍ତାଜନକ ବିଷୟ, କରୋନାର ଏହି ଦ୍ୱିତୀୟ ଲହର ପ୍ରଥମ ଲହରଠାରୁ ଅଧିକ ଭୟଙ୍କର। ଦ୍ୱିତୀୟ ଲହରରେ ଅଧିକ ଲୋକ ସଂକ୍ରମିତ ହେଉଥିବା...

jaipur golden hospital
ମିଳିଲାନି ଅକ୍ସିଜେନ, ଆଖି ବୁଜିଲେ ୨୫ କରୋନା ରୋଗୀ

ନୂଆଦିଲ୍ଲୀ: ସାରା ଦେଶରେ କରୋନାକୁ ନେଇ ଏବେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କେଉଁଠି ହସ୍ପିଟାଲ୍‌ରେ ବେଡ୍‌ ନାହିଁ ତ ଆଉ କେଉଁଠି ଅକ୍ସିଜେନ୍‌ର ଅଭାବ। ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟରେ ଦିଲ୍ଲୀବାସୀଙ୍କ ଦୁଃଖ ଦ୍ୱିଗୁଣିତ ହୋଇଯାଇଛି। ଦିଲ୍ଲୀର ହସ୍ପିଟାଲ୍‌ ଗୁଡ଼ିକରେ ଏବେ ବେଡ୍‌ ଓ ଅକ୍ସିଜେନ୍‌...

man died
ସ୍ତ୍ରୀ ଓ ପୁଅ ସହ ଟ୍ରେନ୍‌ରେ ସୁରତରୁ ଫେରୁଥିଲେ, ଅଧା ବାଟରେ ଚାଲିଗଲା ପ୍ରବାସୀଙ୍କ ଜୀବନ

ଖଲ୍ଲିକୋଟ: ସ୍ତ୍ରୀ ଓ ପୁଅ ସହ ଟ୍ରେନ୍‌ରେ ସୁରତରୁ ଗାଁକୁ ଫେରୁଥିଲେ। ହେଲେ ଜାଣିନଥିଲେ ସେ ଆଉ ଘରେ ପହଞ୍ଚି ପାରିବେ ନାହିଁ ଓ ଅଧା ବାଟରେ ଚାଲିଯିବ ଜୀବନ। କିଛିଦିନ ତଳେ ସୁରତରୁ ଗାଁକୁ ଫେରିବା ବାଟରେ ଟ୍ରେନ୍‌ରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ...

father kills son
ପୁଅର ଛାତି ଉପରେ ଛିଡ଼ା ହୋଇ ଜୀବନ ନେଇଗଲେ କରୋନା ସଂକ୍ରମିତ ବାପା

ପାଟନା: ତଳେ ପଡ଼ି ଛଟପଟ ହେଉଥାଏ ଭାଇ, ମୋତେ ବଞ୍ଚାଅ ବଞ୍ଚାଅ ବୋଲି କାନ୍ଦି କାନ୍ଦି ବିକଳରେ ଚିତ୍କାର କରୁଥାଏ। ହେଲେ କେହିନଥିଲେ ଜୀବନ ବଞ୍ଚାଇବା ପାଇଁ। ଘର ଭିତରେ ଭଉଣୀ ଥିଲେ ମଧ୍ୟ ଭାଇକୁ ସାହାଯ୍ୟ କରିପାରିନଥିଲେ। ଦୌଡ଼ି ଯାଇ ଭାଇର ଜୀବନ ବଞ୍ଚାଇବାକୁ ଗଲା ବେଳକୁ...

shutdown
ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌, ଅମାନିଆଙ୍କ ଉପରେ କଡ଼ା ନଜର

ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ ସବୁଠି କଡ଼ାକଡ଼ି ଚେକିଂ ଓ ବ୍ଲକିଂ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ୬୮ଟି ପଏଣ୍ଟରେ ଚେକିଂ କଟକରେ ୧୨ ପ୍ଲାଟୁନ୍‌ ଫୋର୍ସ ଓ ୧୦୦ ଅଫିସର ନିୟୋଜିତ ଭୁବନେଶ୍ୱରରେ ୨୦ ପ୍ଲାଟୁନ ଫୋର୍ସ, ୧୫୦ ଅଫିସର ନିୟୋଜିତ...

corona test
ଓଡ଼ିଶାରେ ବଢ଼ୁଛି କରୋନା ସଂକ୍ରମଣ: ଚିନ୍ତା ବଢ଼ାଇଲା ଖୋର୍ଦ୍ଧା; ଦିନକରେ ବାହାରିଲେ ୧,୧୮୯

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ୬,୬୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଖୋର୍ଦ୍ଧାରୁ କେବଳ ୧,୧୮୯ ଚିହ୍ନଟ ଆଜିଠୁ ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁ ସବୁଠି କଡ଼ାକଡ଼ି ଚେକିଂ ଓ ବ୍ଲକିଂ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ୬୮ଟି ପଏଣ୍ଟରେ ଚେକିଂ ଭୁବନେଶ୍ୱର: ରାଜ୍ୟରେ...

police si
ମାଓବାଦୀଙ୍କ ବର୍ବର କାଣ୍ଡ: ପୋଲିସ୍‌ SIଙ୍କୁ ଅପହରଣ ପରେ ହତ୍ୟା

ପୁଣିଥରେ ମାଓବାଦୀଙ୍କ ବର୍ବର କାଣ୍ଡ ପ୍ରଥମେ ପୋଲିସ୍‌ SIଙ୍କୁ ଅପହରଣ ଓ ପରେ ହତ୍ୟା ମେଳା ଦେଖିବାକୁ ଯାଇଥିବା ବେଳେ ମାଓବାଦୀମାନେ SIଙ୍କୁ ଅପହରଣ କରି ନେଇଥିଲେ SIଙ୍କୁ ହତ୍ୟା ପରେ ମାଓବାଦୀମାନେ ମୃତଦେହ ଛାଡ଼ି ଚାଲି ଯାଇଥିଲେ ଗତ ୩ ତାରିଖରେ ବିଜାପୁରରେ ମାଓବାଦୀମାନେ ଯବାନ ରାକେଶ୍ୱର...

vaccination
ଏଣିକି ରାଜ୍ୟରେ ଶନିବାର ଓ ରବିବାର ଟିକାକରଣ ବନ୍ଦ

ଶନି ଓ ରବିବାର ସଟ୍‌ଡାଉନ୍‌ ଥିବାରୁ ଏଣିକି ସପ୍ତାହରେ ୫ ଦିନ ଟିକାକରଣ କରାଯିବ ଶନି ଓ ରବିବାର ଦିନ ଟିକାକରଣ ବନ୍ଦ ରହିବ ଓ ଏହି ସମୟରେ ଟିକାକରଣ କେନ୍ଦ୍ରକୁ ସାନିଟାଇଜ କରାଯିବ ମେ’ ୧ରୁ ଘରୋଇ ହସ୍ପିଟାଲ ଗୁଡିକ କମ୍ପାନୀଠାରୁ ସିଧାସଳଖ ଟିକା ଆଣିବେ କେନ୍ଦ୍ର...

shutdown
‌ଶନିବାର, ରବିବାର ସଟ୍‌ଡାଉନ୍‌: ୧ ଘଣ୍ଟା ପାଇଁ କୋହଳ ହେବ କଟକଣା

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଆରମ୍ଭ ହେବ। ଶନିବାର ଓ ରବିବାର ଏହି ସପ୍ତାହାନ୍ତ ସଟ୍‌ଡାଉନ୍ ବେଳେ ସକାଳେ ଘଣ୍ଟାଏ ପାଇଁ କଟକଣା କୋହଳ କରାଯିବ। ମର୍ଣ୍ଣିଂ ଓ୍ବାକ୍ ଓ ସାଇକ୍ଲିଂ ପାଇଁ ସକାଳ ୫ଟାରୁ ୬ଟା ଯାଏ କଟକଣା କୋହଳ...

cart
ମିଳିଲାନି ଆମ୍ବୁଲାନ୍ସ, ଠେଲା ଗାଡ଼ିରେ ଅକ୍ସିଜେନ୍‌ ସିଲିଣ୍ଡର ଲଗାଇ ଅସୁସ୍ଥ ପତ୍ନୀଙ୍କୁ ହସ୍ପିଟାଲ୍‌ ନେଲେ

ଉଜ୍ଜୈନ: ଠେଲା ଗାଡ଼ିରେ ଶୋଇଛନ୍ତି ଅସୁସ୍ଥ ମହିଳା ଓ ପାଖରେ ରଖାଯାଇଛି ଅକ୍ସିଜେନ୍‌ ସିଲିଣ୍ଡର। ଜଣେ ବ୍ୟକ୍ତି ଠେଲା ଗାଡ଼ି ଠେଲି ଠେଲି ନେଉଥିବା ବେଳେ ଆଉ ଜଣେ ବ୍ୟକ୍ତି ଅକ୍ସିଜେନ୍‌ ସିଲିଣ୍ଡର ଧରିଛନ୍ତି। ଦେଶରେ କରୋନା ସଂକ୍ରମଣ ବେକାବୁ ଥିବାବେଳେ ଏଭଳି ଦୃଶ୍ୟ ବର୍ଣ୍ଣନା କରୁଛି ବର୍ତ୍ତମାନର...

vaccine
ଚୋରି କରିବାକୁ ଆସି ଭୁଲ୍‌ରେ ନେଇଗଲେ କରୋନା ଭ୍ୟାକ୍‌ସିନ୍; ଜାଣିବା ପରେ କହିଲେ-‘Sorry, ମୁଁ ଜାଣିନଥିଲି...’

ଜିନ୍ଦ୍‌: ଦେଶରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଗତକାଲି ଦୈନିକ ସଂକ୍ରମଣ ୩ ଲକ୍ଷ ପାର୍‌ ହୋଇଥିଲା। ଏସବୁ ଭିତରେ କରୋନା ଭ୍ୟାକ୍‌ସିନ୍‌ ଚୋରି ହୋଇଥିବା ମାମଲା ସାମ୍ନାକୁ ଆସିଛି। କୋଭିସିଲ୍ଡ ଓ କୋଭାକ୍ସିନ୍ ଭ୍ୟାକ୍‌ସିନ୍‌ର କିଛି‌ ଡୋଜ୍‌ ଚୋରି ହୋଇଯାଇଥିଲା ଓ ପରେ...

wear mask
ଚିନ୍ତା ବଢ଼ାଉଛି ଖୋର୍ଦ୍ଧା, ୨୪ ଘଣ୍ଟାରେ ବାହାରିଲେ ୯୫୦ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ରାଜ୍ୟରେ ୬,୨୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ଖୋର୍ଦ୍ଧାରୁ କେବଳ ୯୫୦ ଜଣ ଆକ୍ରାନ୍ତ ଚିହ୍ନଟ ସୁନ୍ଦରଗଡ଼ରୁ ୬୮୪ ଓ କଳାହାଣ୍ଡିରୁ ୬୮୨ ଆକ୍ରାନ୍ତ ଚିହ୍ନଟ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତରେ ୮ ଜଣଙ୍କ ମୃତ୍ୟୁ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।