• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

mika singh
ଏହି ସିଙ୍ଗରଙ୍କ ପ୍ରେମରେ ପଡ଼ି ଯାଇଛନ୍ତି କି ମିକା ସିଂ ? ଦେଲେ ମ୍ୟାରେଜ୍‌ ପ୍ରପୋଜାଲ୍‌ !

ମୁମ୍ବାଇ: ପ୍ରେମରେ ପଡ଼ି ଯାଇଛନ୍ତି କି ସିଙ୍ଗର୍‌ ମିକା ସିଂ ? ତା’ବି ପୁଣି ଜଣେ ସିଙ୍ଗରଙ୍କ ପ୍ରେମରେ। ଏପରିକି ସେ ତାଙ୍କୁ ମ୍ୟାରେଜ୍‌ ପ୍ରପୋଜାଲ୍‌ ମଧ୍ୟ ଦେଇଛନ୍ତି। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା। ନ୍ୟାସ୍‌ନାଲ୍‌ ଟେଲିଭିଜନର ଏକ ରିଅଲିଟି ଶୋ’ରେ‌ ସିଙ୍ଗର ଭୂମି ତ୍ରିବେଦୀଙ୍କୁ ମିକା ସିଂ...

COVID19
ଓଡ଼ିଶାରେ ଚିନ୍ତା ବଢ଼ାଇଲା କରୋନା; ଦିନକରେ ୧,୩୭୯ ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୩୭୯ ନୂଆ କରୋନା ପଜିଟିଭ୍ ଚିହ୍ନଟ କ୍ୱାରେଣ୍ଟିନରେ ୮୦୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୫୭୧ ରହିଛି ସୁନ୍ଦରଗଡ଼ରୁ ସର୍ବାଧିକ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯,୫୬୧ରେ ପହଞ୍ଚିଲା ଭୁବନେଶ୍ୱର:...

haider-ali
ଗ୍ୟାଙ୍ଗଷ୍ଟର ହାଇଦରକୁ ଖୋଜିବା ପାଇଁ କଟକ ସହର ସୀମା ସିଲ୍, ଆଲର୍ଟରେ କେନ୍ଦ୍ରାପଡ଼ା

ସୁରକ୍ଷାକର୍ମୀଙ୍କୁ ନିଶା ଦେଇ ମେଡିକାଲ୍‌ରୁ ଖସି ପଳାଇଲା ଗ୍ୟାଙ୍ଗଷ୍ଟର ହାଇଦର ହାର୍ଡକୋର କ୍ରିମିନାଲ୍‌ ହାଇଦରକୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍କ୍ୱାଡ୍ କଟକ ସହର ସୀମା ସିଲ୍ ଆଲର୍ଟରେ ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ପୋଲିସ୍‌ କେନ୍ଦ୍ରାପଡ଼ା ପୋଲିସ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଜୋରଦାର ଚେକିଂ କଟକ: କଟକ...

puri
ପୁଣି ଚର୍ଚ୍ଚାରେ ଏମାର ମଠ, ମୂଲ୍ୟବାନ ସାମଗ୍ରୀ ପରେ ମିଳିଲା ରୂପା ଇଟା

ପୁରୀ: ପୁଣି ଚର୍ଚ୍ଚାରେ ପୁରୀ ଏମାର ମଠ। ଗତକାଲି ଏମାର ମଠରୁ ବହୁ ପୁରାତନ ଓ ମୂଲ୍ୟବାନ କାରୁକାର୍ଯ୍ୟ ହୋଇଥିବା ରୂପା ତାରକସିର ସାମଗ୍ରୀ ମିଳିଥିବା ବେଳେ ଆଜି ରୂପା ଇଟା ମିଳିଥିବା ସୂଚନା ମିଳିଛି। ଏମାର ମଠର ୪ନଂ କୋଠରୀରୁ ୮ ଖଣ୍ଡ ରୂପା ଇଟା ମିଳିଥିବା...

smasan
ଓଡ଼ିଶାରେ ଆଉ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। କରୋନାରେ ଆଜି ରାଜ୍ୟରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ା ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୨୬ରେ ପହଞ୍ଚିଛି। ଗତକାଲି ରାଜ୍ୟରେ ୧,୨୮୨...

rain
ଆଜି ୧୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୩ ଦିନ ଯାଏ କାଳବୈଶାଖୀ ସମ୍ଭାବନା ଥିବାବେଳେ ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ...

railway passenger
ଓଡ଼ିଶା ଆସୁଥିବା ରେଳଯାତ୍ରୀଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ

ଓଡ଼ିଶା ଆସୁଥିବା ରେଳଯାତ୍ରୀଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ ରେଳ ଯାତ୍ରାର ୭୨ ଘଣ୍ଟା ପୂର୍ବରୁ RTPCR ଟେଷ୍ଟ କରାଇବେ ଯାତ୍ରୀ ଯେଉଁ ଯାତ୍ରୀଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବ, ସେମାନଙ୍କୁ ହିଁ କେବଳ ଟ୍ରେନ୍‌ରେ ଯାତ୍ରା ପାଇଁ ଅନୁମତି ମିଳିବ ଭୁବନେଶ୍ୱର: ଦେଶର ବିଭିନ୍ନ ସ୍ଥାନରୁ ଓଡ଼ିଶା ଆସୁଥିବା...

Fire At Covid Hospital
କୋଭିଡ୍‌ ହସ୍ପିଟାଲ୍‌ରେ ନିଆଁ ଲାଗି ୪ ଜଣଙ୍କ ମୃତ୍ୟୁ

ନାଗପୁର: ମହାରାଷ୍ଟ୍ର ନାଗପୁରର ଏକ କୋଭିଡ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗତକାଲି ରାତି ପ୍ରାୟ ୮ଟା ବେଳେ ନାଗପୁର ସ୍ଥିତ ୱେଲ୍‌ ଟ୍ରିଟ୍‌ ହସ୍ପିଟାଲ୍‌ରେ ନିଆଁ ଲାଗି ଯାଇଥିଲା। ଏହାପରେ ତୁରନ୍ତ ସେଠାରେ ଚିକିତ୍ସିତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।