ମୁମ୍ବାଇ: ପୂର୍ବତନ କନ୍ନଡ ବିଗ୍ବସ୍ ପ୍ରତିଯୋଗୀ ତଥା ଅଭିନେତ୍ରୀ ଚୈତ୍ରା କଟ୍ଟୁର ଗୁରୁବାର ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଗୁରୁବାର ଦିନ ଫିନାଇଲ୍ ପିଇ ଚୈତ୍ରା ନିଜ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଘଟଣା ଜଣାପଡ଼ିବା ପରେ ତାଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।...
ଘୁଞ୍ଚିବନି ମାଟ୍ରିକ୍ ଓ +୨ ପରୀକ୍ଷା ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା ହେବ ପରୀକ୍ଷା ପାଇଁ ଅଧିକ ପରୀକ୍ଷା କେନ୍ଦ୍ର କରାଯିବ ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ, ସେନେଇ କିଛି ସ୍ଥିର ହୋଇନାହିଁ ଭୁବନେଶ୍ୱର: ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ...
ଭୁବନେଶ୍ୱର: ଆଜି ଅପରାହ୍ଣ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। କରୋନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କିଛି ପରାମର୍ଶ ଦେଇପାରନ୍ତି। କରୋନା ସ୍ଥିତିକୁ ନେଇ ଗତକାଲି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିଥିଲେ। କୋଭିଡ-୧୯ ସ୍ଥିତି, ଟିକାକରଣ, ଛୋଟ ଛୋଟ କଣ୍ଟେନମେଣ୍ଟ...
ବିଜାପୁର: ସିଆର୍ପିଏଫ୍ କୋବ୍ରା ୟୁନିଟ୍ର ଯବାନ ରାକେଶ୍ୱର ସିଂହ ମାନହାସ୍ଙ୍କୁ ଛାଡ଼ିବାର ୨୪ ଘଣ୍ଟା ନପୁରୁଣୁ ମାଓବାଦୀମାନେ ୩ ଜଣ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ଅପହରଣ କରି ନେଇଥିବା ସୂଚନା ମିଳିଛି । ଛତିଶଗଡ଼ ବିଜାପୁର ୱେଡେଙ୍ଗେଲ ଥାନା ଅନ୍ତର୍ଗତ କଙ୍କାନାର ଗାଁରୁ ୩ ଜଣ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ମାଓବାଦୀମାନେ...
ଭୁବନେଶ୍ୱର: ଛତିଶଗଡ଼କୁ ଟ୍ରେନ୍ ବନ୍ଦ ପାଇଁ ପ୍ରସ୍ତାବ ଦିଆଯାଇଛି। ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରେଳ ଯାତ୍ରୀଙ୍କ ପାଇଁ କଟକଣା ଲାଗିପାରେ। ଆସନ୍ତାକାଲିଠୁ ଛତିଶଗଡ଼ରୁ ବା ଛତିଶଗଡ଼ ଦେଇ ଆସୁଥିବା ସମସ୍ତ ପ୍ରକାର ଟ୍ରେନ୍ ସେବା ବନ୍ଦ ରଖିବା ନେଇ ରେଲ୍ୱେ ବୋର୍ଡ ଅଧ୍ୟକ୍ଷଙ୍କୁ ମୁଖ୍ୟ...
ବିଜାପୁର: ମାଓବାଦୀଙ୍କ କବଳରୁ ମୁକ୍ତ ହେବା ପରେ ସିଆର୍ପିଏଫ୍ କୋବ୍ରା ୟୁନିଟ୍ର ଯବାନ ରାକେଶ୍ୱର ସିଂହ ମାନହାସ୍ଙ୍କୁ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି। ୫ ଦିନ ଲାଲ୍ବାହିନୀଙ୍କ କବଳରେ ରହିବା ପରେ ଗତକାଲି ସେ ମୁକୁଳିଥିଲେ। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ମଧ୍ୟସ୍ଥି ଏବଂ ସାମ୍ବାଦିକଙ୍କ ହାତରେ ରାକେଶ୍ୱର ସିଂଙ୍କୁ ଛାଡ଼ିଥିଲେ...
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନଠୁ ଆରମ୍ଭ କରି ଅନ୍ୟ ଅନୁଷ୍ଠାନରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିକି କୋଭିଡ୍ ଯୋଦ୍ଧା ମଧ୍ୟ ମହାମାରୀ କରୋନାରେ ଆକ୍ରାନ୍ତ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ନୂଆଦିଲ୍ଲୀ ସ୍ଥିତ ସାର୍ ଗଙ୍ଗାରାମ ହସ୍ପିଟାଲର...