ଭଳି କି ଭଳି ଫୁଲ ଫୁଟିଛି, ପନିପରିବା ବି ଫଳିଛି। ଲାଗିଛି ୩୦ ପ୍ରକାର ଫୁଲ ଓ ୧୦ ପ୍ରକାର ପରିବା ଗଛ। ଯେଉଁଠି ଦିନେ ଘାସ ଓ ଅନାବନା ଗଛରେ ଭରି ରହିଥିଲା ଏବେ ତାହା ପାର୍କର ଭ୍ରମ ସୃଷ୍ଚି କରୁଛି। ଦେଖନ୍ତୁ ଏହି ଭିଡିଓ
ଭୁବନେଶ୍ୱର: ରାଜ୍ୟରେ ୯ଶହ ମୁହାଁ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍ ନିୟମାବଳୀକୁ କଡ଼ାକଡ଼ି ଲାଗୁ କରାଯାଇଛି। ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ...
ଭୋପାଳ: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ରୋକିବା ଲାଗି ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ୬୦ ଘଣ୍ଟା ପାଇଁ ଲକ୍ଡାଉନ୍ ଘୋଷଣା ହୋଇଛି। ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ଯାଏ ଲକ୍ଡାଉନ୍ କଟକଣା ଲାଗୁ ହେବ। ଯେଉଁସବୁ ସହର ଗୁଡ଼ିକରେ କରୋନା ମାମଲା ବୃଦ୍ଧି ପାଇଛି, ସେସବୁ...
ଭୁବନେଶ୍ୱର: ରାଜ୍ୟରେ ପୁଣି ଡରାଇଲାଣି ମହାମାରୀ କରୋନା। ଦିନକୁ ଦିନ ଏହା ବେକାବୁ ହେବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଦେଖିବାକୁ ମିଳିଛି। ପୁଣିଥରେ ଭୁବନେଶ୍ୱର ୟୁନିଟ-୧ ସ୍ଥିତ SBI ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି।...
ଜୟପୁର: କୋରାପୁଟ କୋଟିଆରେ ନିର୍ବାଚନ କରିବାକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି। ଓଡ଼ିଶାର ବିରୋଧ ସତ୍ତ୍ୱେ ଆନ୍ଧ୍ର ପ୍ରଶାସନ ଆଜି ନିର୍ବାଚନ କରୁଥିବାରୁ ଏହାକୁ ନେଇ କୋରାପୁଟ ଜିଲ୍ଲା ପ୍ରଶାସନ ଆପତ୍ତି ଉଠାଇଛି। କୋଟିଆର ନେରେଡିଓ୍ୱାଲସାରେ ଆନ୍ଧ୍ର ପକ୍ଷରୁ ପୋଲିଂ ବୁଥ୍ କରାଯାଇଛି। ଏଥିରେ...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୫୧୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୩୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୧ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ...
ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣୁପୁରରେ ଥିବା ଗାନ୍ଧି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରୁ କରୋନା ପଜିଟିଭ୍ ଚିହ୍ନଟ ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ଗୁଣୁପୁର ଉପଜିଲ୍ଲାପାଳଙ୍କ...
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀ ସ୍ଥିତ ଏମ୍ସରେ କରୋନା ଟିକାର ଦ୍ୱିତୀୟ ଡୋଜ୍ ନେଇଛନ୍ତି। ଟିକା ନେବା ବେଳର ଏକ ଫଟୋ ସୋସିଆଲ୍ ମିଡିଆରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ମାର୍ଚ୍ଚ ୧ ତାରିଖରେ ପ୍ରଧାନମନ୍ତ୍ରୀ କରୋନା ଟିକା କୋଭାକ୍ସିନ୍ର ପ୍ରଥମ...