• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

akshay kumar
ଅଭିନେତା ଅକ୍ଷୟ କୁମାର ହସ୍ପିଟାଲ୍‌ରେ ଭର୍ତ୍ତି

ମୁମ୍ବାଇ: କରୋନା ପଜିଟିଭ୍‌ ଚିହ୍ନଟ ପରେ ବଲିଉଡ ଅଭିନେତା ତଥା ଖିଲାଡ଼ି ଷ୍ଟାର ଅକ୍ଷୟ କୁମାର ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଜାତୀୟ ଗଣମାଧ୍ୟମ The Times Of Indiaର ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ୫ଟାରେ ମୁମ୍ବାଇର ପୋୱାଇ ସ୍ଥିତ Hiranandani ହସ୍ପିଟାଲ୍‌ରେ ଅକ୍ଷୟଙ୍କୁ ଭର୍ତ୍ତି କରାଯାଇଛି। କରୋନା...

college girl deadbody found
ମେଡିକାଲ୍‌ ଯିବେ ବୋଲି କହି ଘରୁ ଆସିଥିଲେ କଲେଜ ଛାତ୍ରୀ, ମିଳିଲା ମୃତଦେହ

ଢେଙ୍କାନାଳ: ମେଡିକାଲ୍‌ ଯିବେ ବୋଲି କହି ଘରୁ ଆସିଥିଲେ କଲେଜ ଛାତ୍ରୀ, ତା’ପରେ କେଉଁଆଡ଼େ ନିଖୋଜ ହୋଇଯାଇଥିଲେ। ଶେଷରେ ମିଳିଲା ମୃତଦେହ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅଞ୍ଚଳର ନିଖୋଜ ଥିବା ଜଣେ ନାବାଳିକା କଲେଜ ଛାତ୍ରୀଙ୍କ ମୃତଦେହ ଢେଙ୍କାନାଳ ଜିଲ୍ଲାରୁ ଉଦ୍ଧାର ହୋଇଛି। ସଦର ଥାନା ଅଞ୍ଚଳରୁ...

two covid--patient-in-one-bed
ଗୋଟିଏ ବେଡ୍‌ରେ ଶୋଇଛନ୍ତି ୨ କୋଭିଡ୍‌ ରୋଗୀ, ଫଟୋ ଭାଇରାଲ୍‌

ମୁମ୍ବାଇ: ଦେଶରେ ଅଣାୟତ କରୋନାର ଦ୍ୱିତୀୟ ଲହର। କରୋନା ସଂକ୍ରମଣ ବଢୁଥିବା ବେଳେ ଅନ୍ୟ ରାଜ୍ୟ ତୁଳନାରେ ମହାରାଷ୍ଟ୍ରରେ କରୋନାର ଭୟଙ୍କର ସ୍ଥିତି ଦେଖିବାକୁ ମିଳିଛି। ହେଲେ ଏସବୁ ଭିତରେ ଏମିତି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ମହାରାଷ୍ଟ୍ରରେ କୋଭିଡ୍‌ର ଭୟଙ୍କର ସ୍ଥିତି ବଖାଣୁଛି। ମହାରାଷ୍ଟ୍ରର ଏକ...

Rourkela Steel Plant
ବିଳମ୍ବିତ ରାତିରେ ରାଉରକେଲା ଷ୍ଟିଲ୍‌ ପ୍ଳାଣ୍ଟରେ ଅଗ୍ନିକାଣ୍ଡ

ରାଉରକେଲା: ରାଉରକେଲା ଷ୍ଟିଲ୍‌ ପ୍ଳାଣ୍ଟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ପ୍ଲାଣ୍ଟର SMS-୨ରେ ସ୍ଲାଗ୍‌ ବଏଲର ଫାଟି ଯିବା ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ସ୍ଲାଗ୍‌ ବଏଲର କଣ୍ଟ୍ରୋଲ ରୁମ୍ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। କଣ୍ଟ୍ରୋଲ ରୁମ୍‌ରେ ଥିବା ବହୁ ଯନ୍ତ୍ରପାତି ଓ...

night curfew
ଓଡ଼ିଶାର ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ

ଭୁବନେଶ୍ୱର: ଓଡ଼ିଶାରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସୋମବାର ଦିନଠୁ ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ହୋଇଛି। ପଶ୍ଚିମ ଓଡ଼ିଶାର ୭ଟି ଓ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-...

akshay kumar
ଖିଲାଡ଼ି ଷ୍ଟାର ଅକ୍ଷୟ କୁମାରଙ୍କୁ କରୋନା

ମୁମ୍ବାଇ: ବଲିଉଡ ଅଭିନେତା ତଥା ଖିଲାଡ଼ି ଷ୍ଟାର ଅକ୍ଷୟ କୁମାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ଅକ୍ଷୟ। ବର୍ତ୍ତମାନ ସେ ହୋମ୍‌ କ୍ୱାରେଣ୍ଟିନରେ ରହିଥିବା ବେଳେ ସୁସ୍ଥ ଥିବା ଟ୍ୱିଟ୍ ଯୋଗେ ସେ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ...

curfew in odisha
ଓଡ଼ିଶାରେ ଦିନ ବେଳେ ଲାଗୁ ହୋଇପାରେ କର୍ଫ୍ୟୁ !

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୩ ଦିନ ହେବ ରାଜ୍ୟରେ ୪୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ନେଇ ଚିନ୍ତା ଆହୁରି ବଢ଼ିଛି। ତେଣୁ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇପାରନ୍ତି ବୋଲି ଜଣାପଡ଼ିଛି।...

Samsung-Galaxy-M51
୬ ହଜାର ଟଙ୍କା ଶସ୍ତାରେ କିଣନ୍ତୁ ଏହି ସ୍ମାର୍ଟଫୋନ୍

ନୂଆଦିଲ୍ଲୀ: ସାମ୍‌ସଙ୍ଗ ଗ୍ୟାଲେକ୍ସି M51 (Samsung Galaxy M51)ର ର ଦାମ୍‌ କମ୍‌ ହୋଇଛି। ଆମାଜନ୍‌(Amazon) ରେ ଏହି ଫୋନ୍‌କୁ ଆପଣ ଶସ୍ତାରେ କିଣି ପାରିବେ। ପାୱାରଫୁଲ୍‌ ବ୍ୟାଟେରୀ ସହ ସାମ୍‌ସଙ୍ଗ ଭାରତରେ ଲଞ୍ଚ୍‌ କରିଥିବା 7000mAh ବ୍ୟାଟେରୀର Samsung Galaxy M51 ସ୍ମାର୍ଟଫୋନ୍‌କୁ ଆପଣ ଆମାଜନ୍‌ରେ ଡିସ୍‌କାଉଣ୍ଟରେ...

containment zone
ଓଡ଼ିଶାର ଏହି ଜିଲ୍ଲାର ୧୨ ସ୍ଥାନ ଘୋଷଣା ହେଲା ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍

ଝାରସୁଗୁଡ଼ା: କରୋନା ସଂକ୍ରମଣ ବଢ଼ିବା ପରେ ଝାରସୁଗୁଡ଼ାକୁ ଫେରିଲା କମେଣ୍ଟମେଣ୍ଟ୍ ଜୋନ୍। ୧୨ଟି ସ୍ଥାନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଝାରସୁଗୁଡ଼ା ପୌର ପରିଷଦର ୮ଟି ଅଞ୍ଚଳ, କିରିିମିରା ବ୍ଲକର ୩ଟି ଅଞ୍ଚଳ ସହ ଲଖନପୁରର ଗୋଟିଏ ଅଞ୍ଚଳକୁ ଝାରସୁଗୁଡ଼ା ଜିଲ୍ଲାପାଳ ମାଇକ୍ରୋ...

BJP MLAs Dharna
ସାରା ରାତି ଧାରଣା ଦେଲେ ବିଜେପି ବିଧାୟକ

ଭୁବନେଶ୍ୱର: ବିଧାନସଭାର ଗାନ୍ଧି ମୂର୍ତ୍ତି ତଳେ ସାରା ରାତି ଧାରଣା ଦେଲେ ବିଜେପି ବିଧାୟକ। ଗୃହରେ ବିଲ୍ ପାରିତ ହେବା ବେଳେ ବିରୋଧୀ ଦଳ ନେତାଙ୍କୁ କହିବାର ସୁଯୋଗ ନ ଦେବା ଏବଂ ବିଜେପିର ୩ ସଦସ୍ୟଙ୍କୁ ନିଲମ୍ବିତ କରିବା ପ୍ରତିବାଦରେ ବିଧାୟକମାନେ ସାରା ରାତି ଖୋଲା ଆକାଶ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।