• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

puri
ରବିବାର ଜଗା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ପ୍ରତି ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରତି ରବିବାର ଶ୍ରୀମନ୍ଦିର ସାନିଟାଇଜ୍ କରିବାକୁ ନିଷ୍ପତ୍ତି ନିଆଯାଇଥିବାରୁ ଏହି ଦିନ ଦର୍ଶନ ବନ୍ଦ ରହିବ। ଏଥିପାଇଁ...

bus catches fire
ବିଚ୍ ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ଏସି ବସ୍, ଗାଡ଼ିରେ ଥିଲେ ୧୫ ଯାତ୍ରୀ‌

ବିଶାଖାପାଟଣା: ବିଚ୍ ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ଚଳନ୍ତା ଏସି ବସ୍‌। ଆଶ୍ୱସ୍ତିକର କଥା, ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଆନ୍ଧ୍ରପ୍ରଦେଶ କାକିନାଡା ସହରରେ ଏହି ଅଘଟଣ ଘଟିଛି। ଇନ୍ଦ୍ରା ନାମକ ଏହି ବସ୍‌ଟି କାକିନାଡାରୁ ବିଜୟଓ୍ୱାଡା ଯାଉଥିବା ବେଳେ ଆଜି ସକାଳ ପ୍ରାୟ...

rain
୨ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା ଓ କେନ୍ଦୁଝର। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ଗତ...

containment zone
ଓଡ଼ିଶାର ଏହି ୨ ସ୍ଥାନ ଘୋଷଣା ହେଲା ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍‌ ଜୋନ୍

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୦୦ରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୪୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ପରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରାଞ୍ଚଳର ୨ଟି...

depression
ଘଣ୍ଟାକୁ ୧୨ କି.ମି. ବେଗରେ ଗତି କରୁଛି ଡିପ୍ରେସନ୍

ନୂଆଦିଲ୍ଲୀ: ଉତ୍ତର ଆଣ୍ଡାମାନ ସାଗର ଉପରେ ସୃଷ୍ଟ ହୋଇଥିବା ଡିପ୍ରେସନ୍‌ ଗତ ୬ ଘଣ୍ଟା ମଧ୍ୟରେ ୧୨ କି.ମି. ବେଗରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରୁଛି। ବର୍ତ୍ତମାନ ଏହା Port Blair(ଆଣ୍ଡାମାନ ଦ୍ୱୀପପୁଞ୍ଜ)ର ପୂର୍ବ ଉତ୍ତର-ପୂର୍ବ ଦିଗରୁ ୫୪୦ କି.ମି. ଦୂର ଓ Yangon (ମ୍ୟାନ୍‌ମାର୍‌)ର ଦକ୍ଷିଣ...

corona
ଆଜି ବି ଓଡ଼ିଶାରୁ ଚିହ୍ନଟ ହେଲେ ୪୦୦ରୁ ଅଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୬୭ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୮୫ ରହିଛି। ଖୋର୍ଦ୍ଧା ଜିଲ୍ଲାକୁ ମିଶାଇ ୩ ଜିଲ୍ଲାରେ ୭୦ରୁ...

odisha
ଛାତ୍ରୀଙ୍କ ବିରୋଧରେ ଛାତ୍ରୀ ଆଣିଲେ ରାଗିଂ ଅଭିଯୋଗ

ସମ୍ବଲପୁର: ସମ୍ବଲପୁର ସରକାରୀ ହୋମିଓପ୍ୟାଥି କଲେଜରେ ରାଗିଂ ହୋଇଥିବା ନେଇ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବିରୋଧରେ ଛାତ୍ରୀ ରାଗିଂ ଅଭିଯୋଗ ଆଣିଛନ୍ତି। ୫ ଜଣ ଛାତ୍ରୀ ଓ ଜଣେ ଛାତ୍ରଙ୍କ ବିରୋଧରେ ଏହି ରାଗିଂ ଅଭିଯୋଗ ଆସିଛି। ଏନେଇ ଗତ ୧ ତାରିଖରେ ନ୍ୟାସନାଲ୍‌ ଆଣ୍ଟି ରାଗିଂ ସେଲ୍‌ରେ...

Corona
କେମିତି ମଣିଷ ଶରୀରରେ ପ୍ରବେଶ କଲା କରୋନା ଭୂତାଣୁ ?

ନୂଆଦିଲ୍ଲୀ: କେଉଁଠୁ ଆସିଥାଇପାରେ କରୋନା ଭୂତାଣୁ ? ଚୀନର ଉହାନ୍‌ ଲ୍ୟାବ୍ ନା କୌଣସି ପଶୁପକ୍ଷୀ ? ଭିନ୍ନ ଭିନ୍ନ ଥିଓରୀ ଓ ଭିନ୍ନ ଭିନ୍ନ ମତବାଦକୁ ନେଇ ଭୂତାଣୁ ସଂକ୍ରମଣକୁ ୧୫ ମାସରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ, ଏନେଇ କାହାରି ପାଖରେ ବି ନିର୍ଦ୍ଦିଷ୍ଟ ଉତ୍ତର...

shop sealed
ସିଲ୍‌ ହେଲା ମାର୍କେଟ ବିଲ୍ଡିଂରେ ଥିବା ବିଶାଲ ମେଗା ମାର୍ଟ

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମ(BMC) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାର୍କେଟ ବିଲ୍ଡିଂରେ ଥିବା ବିଶାଲ ମେଗା ମାର୍ଟକୁ ସିଲ୍ କରିବା ସହ ଅନ୍ୟ କେତେକ ଦୋକାନରୁ ୨୨ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି। କୋଭିଡ ନିୟମ ଠିକ୍‌ ଭାବରେ ପାଳନ ହେଉଛି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।