ନୂଆଦିଲ୍ଲୀ: କିଛିଦିନ ଧରି ଲଗାତାର ଭାବରେ ସୁନା, ରୂପା ଦରରେ ହ୍ରାସ ଘଟିଥିବା ବେଳେ ପୁଣିଥରେ ଏଥିରେ ବୃଦ୍ଧି ଘଟିଛି। ବିବାହ ଋତୁ ଆରମ୍ଭ ହେବା ପୂର୍ବରୁ ସୁନା ଓ ରୂପା ଦର ବୃଦ୍ଧି ଘଟିଥିବା ଦେଖିବାକୁ ମିଳିଛି। ଦିଲ୍ଲୀର ସର୍ରାଫା ବଜାରରେ ଗତକାଲି ସୁନା ଦର ପ୍ରତି...
ଦୁର୍ଗ: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଛତିଶଗଡ଼ର ଦୁର୍ଗ ଜିଲ୍ଲାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା ହୋଇଛି। ଏପ୍ରିଲ୍ ୬ରୁ ୧୪ ଯାଏ ଲକ୍ଡାଉନ୍ ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଲକ୍ଡାଉନ୍ ସମୟରେ ଜରୁରୀ ସେବା ବ୍ୟତୀତ ଅନ୍ୟ ସବୁ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଲକ୍ଡାଉନ୍ ସମୟରେ...
ପିପିଲି: ପିପିଲିରେ ନିର୍ବାଚନ ପ୍ରଚାର ବେଳେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ରାଲିରେ ଯିବାବେଳେ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ପିପିଲି ଥାନା ଅନ୍ତର୍ଗତ ରାଇଗିରିପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ରାଲିରେ...
ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ କମିପାରେ ତାତି। ହେଲେ ଖରାରୁ ପୁରା ନିସ୍ତାର ନାହିଁ। ଗତ ତିନି ଦିନ ଧରି ରାଜ୍ୟରେ ଯେଉଁଭଳି ଅସହ୍ୟ ଗରମ ଓ ତାତି ଦେଖା ଦେଇଥିଲା, ଆଜି ଟିକିଏ କମିବ ବୋଲି ଆଶା କରାଯାଉଛି। ତାପମାତ୍ରା ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ...
କଟକ: କଟକ ସହରର ଶିଖରପୁର ଉପର ସାହିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଭାଉଜର ଗଳା କାଟି ଦିଅର ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଚାଉଳିଆଗଞ୍ଜ ପୋଲିସ୍ ଦିଅରକୁ ଅଟକ ରଖି ପଚରାଉଚରା କରୁଛି। ସମ୍ପତ୍ତି ଲୋଭରେ ଦିଅର ହତ୍ୟା କରିଥିବା ବୋଲି ମୃତ ମହିଳାଙ୍କ ଭାଇ...
କପଡ଼ା ଧୋଉଥିବା ସମୟରେ ହଠାତ୍ ଫାଟିଗଲା ୱାଶିଂମେସିନ୍। କିଛି ସମୟ ଭିତରେ ଧୂଆଁମୟ ହୋଇଯାଇଥିଲା ଘର ଓ ନଷ୍ଟ ହୋଇଯାଇଥିଲା ରୋଷେଇ ସାମଗ୍ରୀ। ଏମିତି କିଛି ଘଟଣାର ଦୃଶ୍ୟ ସୋସିଆଲ୍ ମିଡିଆରେ ଶେଆର କରିଛନ୍ତି ସ୍କଟ୍ଲ୍ୟାଣ୍ଡର ମହିଳା ଲୌରା ବିରେଲ୍। ଫେସ୍ବୁକ୍ରେ ଫଟୋ ଶେଆର କରି ଲୌରା ଲେଖିଛନ୍ତି,...
ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କପାସିରା ଛକ ନିକଟରେ ଏକ ଚଳନ୍ତା କାର୍ରେ ନିଆଁ ଲାଗି ଯାଇଛି। ଗାଡ଼ିରେ କେମିତି ନିଆଁ ଲାଗିଲା ତାହା ଜଣାପଡ଼ି ନଥିବା ବେଳେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। କାର୍ର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।...
ଭୁବନେଶ୍ୱର: ଦୁର୍ବୃତ୍ତଙ୍କ କବଳରୁ ନିଜକୁ ରକ୍ଷା କରି ଘରକୁ ଫେରିଲେ ୧୧ ବର୍ଷର ଛାତ୍ର। ରାଜଧାନୀ ଭୁବନେଶ୍ୱରରେ ଜଣେ ଛାତ୍ରଙ୍କୁ ଅପହରଣ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ହୋଲି ପର ଦିନ ଇନଫୋସିଟି ଥାନା ଅନ୍ତର୍ଗତ ପ୍ରଶାନ୍ତିବିହାର ଅଞ୍ଚଳରୁ ଜଣେ ଛାତ୍ରଙ୍କୁ କିଛି ଦୁର୍ବୃତ୍ତ ଠିକଣା ପଚାରିବା ବାହାନାରେ...
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିର ବର୍ଷୀୟାନ୍ ଅଭିନେତ୍ରୀ କିରଣ ଖେର୍ ବ୍ଲଡ୍ କ୍ୟାନସର୍ରେ ପୀଡ଼ିତ ହୋଇଛନ୍ତି। ଏନେଇ କିରଣ ଖେର୍ଙ୍କ ସ୍ୱାମୀ ଅନୁପମ ଖେର୍ ସୂଚନା ଦେଇଛନ୍ତି। ଏବେ ସେ ଚିକିତ୍ସିତ ହେଉଛନ୍ତି। ଖୁବ୍ଶୀଘ୍ର ସେ ସୁସ୍ଥ ହୋଇଯିବେ ବୋଲି ଅନୁପମ ସୂଚନା ଦେଇଛନ୍ତି। କିରଣଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ସୋସିଆଲ୍...
ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ବି ହିଟ୍ ୱେଭ୍ କଣ୍ଡିସନ୍ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଅନ୍ୟପକ୍ଷେ, ଏକ ଆଶ୍ୱସ୍ତିର ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ଠାରୁ ରାଜ୍ୟରେ ହ୍ରାସ ପାଇପାରେ ଗ୍ରୀଷ୍ମ ପ୍ରବାହ। OTVକୁ IMD...
ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ବି ହିଟ୍ ୱେଭ୍ କଣ୍ଡିସନ୍ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଖରାକୁ ନ ବାହାରିବାକୁ ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ଗତକାଲି ରାଜ୍ୟର ୧୩ଟି ସହରର...
ଖୋର୍ଦ୍ଧା: ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାରେ ସବୁ ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ସରକାରୀ କାର୍ଯ୍ୟାଳୟ, ଘରୋଇ କାର୍ଯ୍ୟାଳୟ ଏବଂ ଘରୋଇ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଛି। ଉତ୍କଳ ଦିବସ ଠାରୁ ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ଏବଂ ସରକାରୀ...