• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sex racket busted
ଆପାର୍ଟମେଣ୍ଟରେ ଚାଲିଥିଲା ସେକ୍ସ ରାକେଟ୍, ପହଞ୍ଚିଗଲା ପୋଲିସ୍‌

ଭୁବନେଶ୍ୱର: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରୁ ଏକ ସେକ୍ସ ରାକେଟ୍‌ ଠାବ କରାଯାଇଛି। ଏକ ଆପାର୍ଟମେଣ୍ଟରେ ସେକ୍ସ ରାକେଟ୍‌ ଚାଲିଥିବା ଖବର ପାଇ ଗତକାଲି ରାତିରେ ପୋଲିସ୍ ରେଡ୍‌ କରିଥିଲା। ଏହି ଘଟଣାରେ ୨ ଜଣ ଯୁବତୀଙ୍କୁ ଉଦ୍ଧାର କରାଯିବା ସହ ୨ ଜଣ ଗ୍ରାହକଙ୍କୁ ପୋଲିସ୍‌ ଧରିଛି।...

students
ସରକାରୀ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ୍‌, ଇଂଜିନିୟରିଂରେ ୧୫% ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ସରକାରୀ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ୍‌ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ୧୫% ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ମେଡିକାଲ୍‌ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ...

containment zone
୭ ଦିନରେ ୨୪ କରୋନା ପଜିଟିଭ୍ ଚିହ୍ନଟ, କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ହେଲା ଏହି ଗାଁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ୍‌ ଅନ୍ତର୍ଗତ ବଡ଼ଝାର ଗାଁରେ ୭ ଦିନ ମଧ୍ୟରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଗାଁକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଗୋଷ୍ଠୀ ସଂକ୍ରମଣ ଏଡାଇବାକୁ ସବୁ ପ୍ରବେଶ ପଥକୁ ବାଉଁଶ ବାନ୍ଧି ସିଲ୍ କରି ଦିଆଯାଇଛି।...

pmay
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରେ ବିଜୁ ପକ୍କାଘର ଲୋଗୋ ରହିବନି

ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ପକ୍କା ଘରେ ଲାଗି ପାରିବନି ବିଜୁ ପକ୍କା ଘର ଯୋଜନାର ଲୋଗୋ। ରାଜ୍ୟ ସରକାରଙ୍କୁ ଏନେଇ ଚିଠି ଲେଖି ଜଣାଇଛି କେନ୍ଦ୍ର। ଗତକାଲି ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି କେନ୍ଦ୍ର ଗ୍ରାମୀଣ ବିକାଶ ବିଭାଗର ପ୍ରମୁଖ ସଚିବ...

ajaz khan
ଦୀର୍ଘ ସମୟ ଜେରା ପରେ ଗିରଫ ହେଲେ ଅଭିନେତା ଏଜାଜ୍

ମୁମ୍ବାଇ: ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍ ମାମଲାରେ ଅଭିନେତା ଏଜାଜ୍ ଖାନଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(NCB) ଗତକାଲି ବିଳମ୍ବିତ ରାତିରେ ଗିରଫ କରିଛି। ଦୀର୍ଘ ସମୟ ଧରି ଏଜାଜ୍‌ଙ୍କୁ ପଚରାଉଚରା ପରେ ଗିରଫ କରାଯାଇଥିବା ଜଣାପଡ଼ିଛି। ଡ୍ରଗ୍ ପେଡଲର୍‌ ଶାଦାବ ବଟାଟାଙ୍କୁ ଗିରଫ ପରେ ଏଜାଜ୍ ଖାନଙ୍କ ନାଁ ସାମ୍ନାକୁ...

new rules from april 1
ଆଜିଠୁ ବଦଳିବ ଏହିସବୁ ନିୟମ

ନୂଆଦିଲ୍ଲୀ: ଯଦି କୌଣସି ଅନ୍‌ଲାଇନ୍‌ ପ୍ଲାଟଫର୍ମ କିମ୍ବା ଅଟୋ ଡେବିଟ୍‌ ମାଧ୍ୟମରେ ଆପଣଙ୍କ ଆକାଉଣ୍ଟରୁ ପଇସା କଟୁଛି, ତାହେଲେ ଆଜିଠୁ ଏ ସମ୍ପର୍କିତ ନିୟମରେ ପରିବର୍ତ୍ତନ ହେବ। ଯାହା ଆପଣଙ୍କ ଜାଣିବା ନିହାତି ଜରୁରୀ। ଏଣିକି ଏସବୁ ନେଣଦେଣ ପାଇଁ ଗ୍ରାହକଙ୍କ ପାଖକୁ ମେସେଜ ଆସିବ। ଆଉ ମେସେଜକୁ...

heat wave
ଆସନ୍ତା ୩ ଦିନ ଯାଏ ତାତିରେ ସିଝିବ ଓଡ଼ିଶା

ଭୁବନେଶ୍ୱର: ଆଜି ବି ତାତିରେ ସିଝିବ ସାରା ଓଡ଼ିଶା। ଗତକାଲି ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହୋଇଥିବା ବେଳେ ଆଜି ମଧ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅସହ୍ୟ...

passenger
ଚଳନ୍ତା ଗାଡ଼ିରୁ ଯାତ୍ରୀଙ୍କୁ ଠେଲି ଦେଲେ ‘ମୋ ବସ୍’ କର୍ମଚାରୀ !

ଭୁବନେଶ୍ୱର: ଚଳନ୍ତା ଗାଡ଼ିରୁ ଯାତ୍ରୀଙ୍କୁ ଠେଲି ଦେଲେ ‘ମୋ ବସ୍’ କର୍ମଚାରୀ। ବସ୍ କର୍ମଚାରୀଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ଯାତ୍ରୀ। ଗତକାଲି ଭୁବନେଶ୍ୱର ହଂସପାଳ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ସମ୍ପୃକ୍ତ ଯାତ୍ରୀ ଜଣକ ଗତକାଲି ‘ମୋ ବସ୍‌’ରେ ଯାତ୍ରା...

mr majnu
"ଓଫା" ଆୱାର୍ଡ: ‘ମିଷ୍ଟର ମଜନୁ’ ସର୍ବଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର: ତରଙ୍ଗ ସିନେ ପ୍ରଡକ୍ସନ୍‌ର ଫିଲ୍ମ ‘ମିଷ୍ଟର ମଜନୁ’କୁ “ଓଫା” ଆୱାର୍ଡ ୨୦୧୯-ର ସର୍ବଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହି ଫିଲ୍ମ ଲାଗି ଓଲିଉଡ୍‌ ଚକଲେଟ୍ ବୟ ବାବୁଶାନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଅର୍ଚ୍ଚିତାଙ୍କୁ ମିଳିଛି ପୁରସ୍କାର। ଓଡ଼ିଆ ଚଳଚ୍ଚିତ୍ରରେ ଉଲ୍ଲେଖନୀୟ ଅବଦାନ...

corona
ଭୁବନେଶ୍ୱର ଆଲେନ୍ ଇନଷ୍ଟିଚ୍ୟୁଟ୍‌କୁ ସିଲ୍‌ କଲା BMC

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଆଲେନ୍ ଇନଷ୍ଟିଚ୍ୟୁଟ୍‌ରୁ ୨୦ରୁ ଅଧିକ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଇନଷ୍ଟିଚ୍ୟୁଟ୍‌କୁ ସିଲ୍‌ କରାଯାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ ସୂଚନା ଦିଆଯାଇଛି। ଇନଷ୍ଟିଚ୍ୟୁଟ୍ ଭିତରେ ଥିବା ହଷ୍ଟେଲ/ମେସ୍‌କୁ ପ୍ରବେଶ ବାରଣ କରାଯାଇଥିବା ବେଳେ କେହିବି ଇନଷ୍ଟିଚ୍ୟୁଟ୍ ଭିତରକୁ ପ୍ରବେଶ...

mo bus
କାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗଡ଼ିବନି ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତାକାଲି ହୋଲିରେ ‘ମୋ ବସ୍’ ସେବା ପ୍ରଥମାର୍ଦ୍ଧରେ ବନ୍ଦ ରହିବ। କାଲି ଅପରାହ୍ନ ୩ଟାରୁ ‘ମୋ ବସ୍’ ସେବା ଆରମ୍ଭ ହେବ। ମାଷ୍ଟରକ୍ୟାଣ୍ଟିନରେ ଥିବା ପାସ୍ କାଉଣ୍ଟର ମଧ୍ୟ କାଲି ବନ୍ଦ ରହିବ। ଏନେଇ Capital Region Urban Transport(CRUT) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।