ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବାରୁ ପ୍ରଶାସନ ପକ୍ଷରୁ ନାଇଟ୍ କର୍ଫ୍ୟୁ କଟକଣା ଉଠାଇ ଦିଆଯାଇଛି। ନାଇଟ୍ କର୍ଫ୍ୟୁ କଟକଣା ଉଠିବା ନେଇ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏ ସମ୍ପର୍କିତ ଏକ ବିଜ୍ଞପ୍ତି ଜାରି କରାଯାଇଛି। କିନ୍ତୁ କିଛି ଦିନ ହେଲା ଲଗାତର ଭାବେ...
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୭୧ ଜଣ କ୍ୱାରେଣ୍ଟିନ୍ରେ ଥିବାବେଳେ ଲୋକାଲ୍ କେସ୍ ୧୧୯ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୧୯୪ରେ...
ଖଲ୍ଲିକୋଟ: ପୁଣି ଗଞ୍ଜାମ ମୁହାଁ ସୁରତରେ ରହୁଥିବା ପ୍ରବାସୀ ଶ୍ରମିକ। ଗୁଜୁରାଟର ସୁରତରେ ନାଇଟ୍ କର୍ଫ୍ୟୁ ଜାରି ଓ ବଢ଼ୁଥିବା ସଂକ୍ରମଣ ପରେ ଏବେ ଘରକୁ ଫେରୁଛନ୍ତି ବହୁ ଶ୍ରମିକ। ଗତ କିଛି ଦିନ ଧରି ସୁରତରେ ରହୁଥିବା ପ୍ରବାସୀ ଶ୍ରମିକ ଗଞ୍ଜାମ ଫେରୁଥିବା ଦେଖିବାକୁ ମିଳିଛି। କରୋନା...
ବିନିକା: ଓଡ଼ିଶାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଏକ ସରକାରୀ ହାଇସ୍କୁଲ୍ରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ଛାତ୍ର ଏବଂ ୨ ଜଣ କର୍ମଚାରୀ ଥିବା ଜଣାପଡ଼ିଛି। ସମ୍ପୃକ୍ତ ସ୍କୁଲ୍ର ମୋଟ...
ବ୍ରହ୍ମପୁର: ଟ୍ରାନ୍ସଫର୍ମରରେ ଟ୍ରକ୍ ପିଟି ହେବା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ସୁନାପୁର ଥାନା ଅନ୍ତର୍ଗତ ଅନନ୍ତରାୟପୁରରେ ଗତକାଲି ରାତିରେ ଏହି ଅଘଟଣ ଘଟିଛି। ମୃତକ ଦ୍ୱୟ ହେଲେ ତାମିଲନାଡୁ ଅଞ୍ଚଳର ଡ୍ରାଇଭର ପଂଖିଲ ନାଥନ ସୁବ୍ରମଣ୍ୟମ ଓ...
ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁରର ତଳଜଙ୍ଘ ନଈକୂଳ ସାହିରେ ଅନର କିଲିଂ ଅଭିଯୋଗ ହୋଇଛି। ଗାଁର ଭାରତୀ ଜେନା ନାମକ ଜଣେ ୧୮ ବର୍ଷୀୟା ଯୁବତୀଙ୍କୁ ପରିବାର ଲୋକେ ହତ୍ୟା କରି ପୋଡ଼ିବା ପରେ ତରବରିଆ ଭାବେ ପୋତି ଦେଇଥିବା ଅଭିଯୋଗ ହୋଇଛି। ଗତ ଶନିବାର ଦିନ ଏହି...
ବଲାଙ୍ଗିର: ଅଗ୍ନିକୁ ସାକ୍ଷୀ ରଖି ସ୍ତ୍ରୀକୁ ଜୀବନ ଯାକ ସୁରକ୍ଷା ଯୋଗାଇଦେବା ପାଇଁ ଶପଥ ନେଇଥାଏ ସ୍ୱାମୀ। କିନ୍ତୁ କିଛି ଜାଗାରେ ପିଶାଚ ସାଜିଯାଏ ସ୍ୱାମୀ। ଯେଉଁ ହାତରେ ଅଗ୍ନିକୁ ସାକ୍ଷୀ ରଖି ବାହା ହୋଇଥାଏ, ସେହି ହାତରେ ନିଜ ସ୍ତ୍ରୀକୁ ହତ୍ୟା କରିବାକୁ ମଧ୍ୟ ପଛାଇ ନଥାଏ।...
ନୂଆଦିଲ୍ଲୀ: ଅଧିକ ଚିକିତ୍ସା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀ ଏମ୍ସକୁ ରେଫର୍ କରାଯାଇଛି। ବର୍ତ୍ତମାନ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ଗତକାଲି ରାଷ୍ଟ୍ରପତି ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ରାଷ୍ଟ୍ରପତିଙ୍କୁ ଗତକାଲି...
ଭୁବନେଶ୍ୱର: ରାଜ୍ୟରେ ମହିଳା ଓ ଶିଶୁ ବିକାଶକୁ ପ୍ରାଧାନ୍ୟ ଦିଯାଉଥିବା ରାଜ୍ୟ ସରକାର କହିଛନ୍ତି। ଆଜି ବିଧାନସଭାରେ ଏନେଇ ଉତ୍ତର ରଖି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ପୁଷ୍ଟି ସାଧନ ଲାଗି ସରକାର ପ୍ରାଥମିକତା ଦେଇଛନ୍ତି। ଏଥିଲାଗି ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକରେ ୫...