• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

president
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇପଡ଼ିଥିବା ସୂଚନା

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲକୁ ଆଜି ସକାଳେ ରାଷ୍ଟ୍ରପତି ଚେକ୍ଅପ୍ ପାଇଁ ଯାଇଥିଲେ। ସେଠାରେ ରାଷ୍ଟ୍ରପତିଙ୍କର ରୁଟିନ୍‌ ଚେକ୍ଅପ୍ ହେବା ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ହସ୍ପିଟାଲ୍ ସୂତ୍ରରୁ...

gold price
କମିଲା ସୁନା ଦର, ୩ ମାସରେ ୫ ହଜାର ଟଙ୍କା ଶସ୍ତା

ନୂଆଦିଲ୍ଲୀ: ସୁନା, ରୂପା ଦରରେ ଆଜି ହ୍ରାସ ଦେଖିବାକୁ ମିଳିଛି। ଆଜି ସୁନା ଦର ପ୍ରତି ୧୦ ଗ୍ରାମକୁ ୧୦୦ରୁ ଅଧିକ ଟଙ୍କା ହ୍ରାସ ପାଇଥିବା ବେଳେ ରୂପା ଦରରେ ମଧ୍ୟ ହ୍ରାସ ଘଟିଛି। Multi Commodity Exchange(MCX)ରେ ସୁନା ପ୍ରତି ୧୦ ଗ୍ରାମକୁ ୧୫୯ ଟଙ୍କା ହ୍ରାସ...

jhamu jatra
ଓଡ଼ିଶାରେ ବଢ଼ୁଛି କରୋନା ସଂକ୍ରମଣ, ଏହିସବୁ ପର୍ବ ପାଳନ ଉପରେ କଟକଣା ଲଗାଇଲେ ସରକାର

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ହେଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣକୁ ରୋକିବା ପାଇଁ ପର୍ବପର୍ବାଣୀ ପାଳନ ଉପରେ ସ୍ୱତନ୍ତ୍ର ରିଲିଫ କମିଶନର(SRC) କଟକଣା ଲଗାଇଛନ୍ତି। ଗୁଡ୍ ଫ୍ରାଇଡେ, ଇଷ୍ଟର, ପଣା ସଂକ୍ରାନ୍ତି, ଝାମୁ ଯାତ୍ରା, ଦଣ୍ଡ ଯାତ୍ରା ପାଳନ ଉପରେ କଟକଣା...

corona
୨୪ ଘଣ୍ଟାରେ ଓଡ଼ିଶାରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୩୯ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୯୫ ରହିଛି। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼...

business man
୨ ମାସର ଝିଅ ପାଇଁ ଜହ୍ନ ରାଇଜରେ ଜାଗା କିଣିଲେ ବାପା

ସୁରତ: ଘରକୁ ଲକ୍ଷ୍ନୀ ଆସିବା ଖୁସିରେ ଅର୍ଥାତ୍‌ ଝିଅ ଜନ୍ମ ହେବା ଖୁସିରେ ଆତ୍ମବିଭୋର ହୋଇ ଦୁଇ ମାସର ଝିଅକୁ ଉପହାର ଦେବା ପାଇଁ ଜହ୍ନ ରାଇଜରେ ଜାଗା କିଣିଲେ ବାପା। ଜାତୀୟ ଗଣମାଧ୍ୟମ ସଂସ୍ଥା Aaj Takର ଏକ ରିପୋର୍ଟ ଅନୁସାରେ, ଗୁଜରାଟ ସୁରତର ସରଥାଣା ଅଞ୍ଚଳରେ...

ravenshaw university
ରେଭେନ୍ସା କ୍ୟାମ୍ପସ୍‌ରେ ପ୍ରବେଶ କରିପାରିବେନି ବାହାର ଲୋକ, ପରୀକ୍ଷା ସ୍ଥଗିତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୨ ଜଣ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ସଂକ୍ରମଣ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ବାହାର ଲୋକ ରେଭେନ୍ସା କ୍ୟାମ୍ପସ୍‌ ଭିତରକୁ ପ୍ରବେଶ ପାଇଁ ବାରଣ କରାଯାଇଥିବା ବେଳେ ବାକି ଥିବା ପରୀକ୍ଷାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥଗିତ...

accident
ବରଯାତ୍ରୀ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍, ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା‌

ବୌଦ୍ଧ/ସୋନପୁର: ରାଜ୍ୟର ଦୁଇଟି ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ସ୍ଥାନରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୧୦ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଏକ ସ୍ଥାନରେ ବୋଲେରୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଗୁରୁତର ଆହତ ହୋଇଛନ୍ତି। ବୌଦ୍ଧ ଜିଲ୍ଲା ଓ...

checking
ଓଡ଼ିଶା ବାହାରୁ ଏହି ଜିଲ୍ଲାକୁ ଆସିଲେ ୭ ଦିନ ହୋମ୍ ଆଇସୋଲେସନରେ ରହିବେ

ମାଲକାନଗିରି: ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁ ଥିବାରୁ ଏହାକୁ ରୋକିବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ କଡ଼ା କଟକଣା ଲାଗୁ କରିଛି। ରାଜ୍ୟ ବାହାରୁ ଯେଉଁ ବ୍ୟକ୍ତି ମାଲକାନଗିରିକୁ ଆସିବେ ସେମାନେ ନୋଡାଲ୍‌ ଅଫିସରଙ୍କୁ ଜଣାଇବା ସହ ସେମାନଙ୍କୁ ୭ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପଡ଼ିବ। ଏପରିକି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।