ଭୁବନେଶ୍ୱର: ଭୁବନେଶ୍ୱର ଶୈଳଶ୍ରୀ ବିହାର ଅଞ୍ଚଳରେ ଥିବା ଏକ ଗେଷ୍ଟ୍ ହାଉସ୍ରୁ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ କଟକ ଉରାଳି ଅଞ୍ଚଳର ଅଭିଷେକ ନାୟକ। ଗତ ୨ ଦିନ ହେବ ସେ ଏହି ଗେଷ୍ଟ୍ ହାଉସ୍ରେ ରହୁଥିଲେ ବୋଲି ସୂଚନା ମିଳିଛି।...
ନୀଳଗିରି(ବିଶ୍ୱମ୍ବର ଦାସ): ଯୁବତୀଙ୍କୁ ବାହାର ରାଜ୍ୟକୁ ବିକ୍ରି କରିବା ଅଭିଯୋଗରେ ଯାତ୍ରା ପାର୍ଟି ମାଲିକାଣୀଙ୍କୁ ଅଟକ ରଖିଲେ ଗ୍ରାମବାସୀ। ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ଦାସରଥୀପୁର ଗାଁରେ ପଡ଼ିଥିବା ଏହି ଯାତ୍ରା ପାର୍ଟିର ମାଲିକାଣୀଙ୍କୁ ଗ୍ରାମବାସୀମାନେ ଅଟକ ରଖିଥିବା ଜଣାପଡ଼ିଛି। ଅଭିଯୋଗ ଅନୁସାରେ, ରାଉଳଖୁଣ୍ଟା ଗାଁର ଜଣେ...
ମୁମ୍ବାଇ: ଇଣ୍ଡିଆନ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ କାଷ୍ଟିଂ କାଉଚ୍କୁ ନେଇ ପୁଣି ଜଣେ ଅଭିନେତ୍ରୀ ମୁହଁ ଖୋଲିଛନ୍ତି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂଙ୍କ ଏକ୍ସ ଗର୍ଲଫ୍ରେଣ୍ଡ୍ ତଥା ଟେଲିଭିଜନ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କାଷ୍ଟିଂ କାଉଚ୍କୁ ନେଇ ଖୁଲାସା କରିଛନ୍ତି। ଅଙ୍କିତା ବଲିଉଡ୍ ବବଲ୍କୁ ଦେଇଥିବା ସାକ୍ଷାତକାରରେ...
ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମ୍ୟୁଟେସନ୍ କେସ୍ର ତଦନ୍ତ ରିପୋର୍ଟ ଦେବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ରାଜସ୍ୱ ନିରୀକ୍ଷକ। ସୂଚନା ଅନୁସାରେ, ଖୋର୍ଦ୍ଧା ବେଗୁନିଆ ତହସିଲ ଅନ୍ତର୍ଗତ ସିକୋ ରାଜସ୍ୱ ନିରୀକ୍ଷକ ମନୋଜ କୁମାର...
ଭୁବନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ୍। ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ MEMU ଟ୍ରେନ୍ ଚଳାଚଳ କରିବ। ଏଥିସହ ପୁରୀ-ହାଟିଆ, ପୁରୀ-ସମ୍ବଲପୁର ଓ ପୁରୀ-ପାରାଦୀପ ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍। ଭୁବନେଶ୍ୱର-କେନ୍ଦୁଝରଗଡ଼ MEMU ଟ୍ରେନ୍ ମାର୍ଚ୍ଚ ୩୦ରୁ...
ଭୁବନେଶ୍ୱର: ବିଚ୍ ରାସ୍ତାରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା। ପ୍ରଥମେ କଥାବାର୍ତ୍ତା ପରେ ରାଗରୁଷା, ଶେଷରେ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ ଯୁବତୀ ଏ ଦୃଶ୍ୟ କେଉଁ ପିଲ୍ମର ନହେଁ, ସତ ଘଟଣା। ରାଜଧାନୀ ଭୁବନେଶ୍ୱରର ବିଚ୍ ରାସ୍ତାରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ସୋମବାର ଦିନ ଦ୍ୱିପ୍ରହରରେ...
ଅଯୋଧ୍ୟା: ଉତ୍ତରପ୍ରଦେଶର ଅଯୋଧ୍ୟାରେ ନିର୍ମାଣ ଚାଲିଛି ଭବ୍ୟ ରାମ ମନ୍ଦିର। ମନ୍ଦିର ନିର୍ମାଣ ପାଇଁ ଖନନ କାର୍ଯ୍ୟ ଚାଲିଥିବା ବେଳେ ଏହି ସମୟରେ ପ୍ରାଚୀନ ପଥର ଖଣ୍ଡ ସମେତ କିଛି ଭାଙ୍ଗି ଯାଇଥିବା ମୂର୍ତ୍ତିର ଭଗ୍ନାବଶେଷ ମିଳିଥିବା ଜଣାପଡ଼ିଛି। ଜାତୀୟ ଗଣମାଧ୍ୟମ Aaj Takର ଏକ ରିପୋର୍ଟ ଅନୁସାରେ,...
ଭୁବନେଶ୍ୱର: ଡାକ୍ତରୀ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣ ଦେବାକୁ ବିଧାନସଭାରେ ସଂକଳ୍ପ ପାରିତ ହୋଇଛି। ସରକାରୀ ହାଇସ୍କୁଲରେ ପଢ଼ିଥିବା ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ ପଢ଼ିବା କ୍ଷେତ୍ରରେ ୧୫ ପ୍ରତିଶତ ସଂରକ୍ଷଣ ଦିଆଯିବ। ହାଇ ପାଓ୍ୱାର କମିଟିର ସୁପାରିଶ ଅନୁସାରେ ବିଧାନସଭାରେ ସଂକଳ୍ପ...
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁ ଏବେବି ରହସ୍ୟ ଘେର ଭିତରେ ଥିବାବାବେଳେ ଏକ୍ସ ଗର୍ଲଫ୍ରେଣ୍ଡ୍ ତଥା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ସୁଶାନ୍ତଙ୍କ ସହ ବ୍ରେକ୍ ଅପ୍କୁ ନେଇ ମୁହଁ ଖୋଲିଛନ୍ତି। ଟିଭି ଶୋ’ ‘ପବିତ୍ର ରିସ୍ତା’ରୁ ସୁଶାନ୍ତ ଓ ଅଙ୍କିତାଙ୍କ ମଧ୍ୟରେ ଭଲ ପାଇବା ଆରମ୍ଭ...
ପିପିଲି: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଧିବଦ୍ଧ ଭାବେ ଆଜି ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆଜିଠୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ମାର୍ଚ୍ଚ ୩୦ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ମାର୍ଚ୍ଚ ୩୧ ତାରିଖରେ ପ୍ରାର୍ଥୀପତ୍ର...
ବର୍ଲିନ: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜର୍ମାନୀରେ ଲକ୍ଡାଉନ୍ ଅବଧି ବଢ଼ା ଯାଇଛି। ଏପ୍ରିଲ୍ ୧୮ ଯାଏ ଲକ୍ଡାଉନ୍ ଅବଧି ବୃଦ୍ଧି କରାଯାଇଛି। ଏନେଇ ଚାନ୍ସଲର୍ ଆଞ୍ଜେଲା ମର୍କେଲ ଘୋଷଣା କରିଛନ୍ତି। ଜର୍ମାନୀର ୧୬ଟି ରାଜ୍ୟର ପ୍ରମୁଖଙ୍କୁ ନେଇ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।...