• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

accident
ବସ୍-ଅଟୋ ମୁହାଁମୁହିଁ ଧକ୍କା; ୧୩ ମୃତ, ୪ ଗୁରୁତର

ଗ୍ୱାଲିଅର: ମଧ୍ୟପ୍ରଦେଶର ଗ୍ୱାଲିଅର ଜିଲ୍ଲାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍-ଅଟୋ ମୁହାଁମୁହିଁ ଧକ୍କା ହେବା ଯୋଗୁ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ମହିଳା...

vimsar
ମହଙ୍ଗା ପଡ଼ିଲା ରାଗିଂ, ୧୮ଜଣ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଫାଇନ୍‌

ସମ୍ବଲପୁର(ସଞ୍ଜୟ ଜେନା): ବୁର୍ଲା ଭୀମସାର୍‌ରେ MBBS ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଗିଂ ଘଟଣାରେ MBBS ଚତୁର୍ଥ ବର୍ଷର ୧୮ ଜଣ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଜରିମାନା କରାଯାଇଛି। ଏସମ୍ପର୍କରେ ସେମାନଙ୍କର ଅଭିଭାବକଙ୍କୁ ଜଣାଇ ଦିଆଯାଇଥିବା ଭୀମସାର୍ ଡିନ୍‌ ପ୍ରଫେସର...

corona testing
କଟକରେ ବି ଚିନ୍ତା ବଢ଼ାଇଲା କରୋନା, ଆଉ ଏକ ଶିକ୍ଷାନୁଷ୍ଠାନରୁ ବାହାରିଲେ ୪ ପଜିଟିଭ

କଟକ: ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ କଟକ ଓ ଖୋର୍ଦ୍ଧାରେ ସଂକ୍ରମିତଙ୍କୁ ନେଇ ଚିନ୍ତା ବଢ଼ିଛି। ଭୁବନେଶ୍ୱର XIMBରୁ ୪୫ ଜଣ ପଜିଟିଭ ଚିହ୍ନଟ ପରେ ଶିକ୍ଷନୁଷ୍ଠାନକୁ ସିଲ୍‌ କରି ଦିଆଯାଇଥିବା ବେଳେ କଟକର ଆଉ ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ...

night curfew
ଆଜିଠୁ ଓଡ଼ିଶାର ଏହି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ମାଲକାନଗିରି: ପୁଣି ଓଡ଼ିଶାକୁ ଫେରିଲା ନାଇଟ୍ କର୍ଫ୍ୟୁ। ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏହାକୁ ରୋକିବା ପାଇଁ ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଲାଗି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଆଜିଠୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପୁରା ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ଦୈନିକ...

coronavirus
ବାହାର ରାଜ୍ୟ ଓ ହଟ୍‌ସ୍ପଟ୍‌ ଅଞ୍ଚଳରୁ ଓଡ଼ିଶାର ଏହି ଜିଲ୍ଲାକୁ ଆସିଲେ RTPCR ଟେଷ୍ଟ୍‌ ରିପୋର୍ଟ ବାଧ୍ୟତାମୂଳକ

ବ୍ରହ୍ମପୁର: ପୁଣି କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏହାକୁ ରୋକିବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି। ମାସ୍କ ବ୍ୟବହାରକୁ କଡ଼ାକଡ଼ି କରାଯାଇଛି। ହଟ୍‌ସ୍ପଟ୍‌ ଅଞ୍ଚଳରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖାଯିବ। ବାହାର ରାଜ୍ୟରୁ ଗଞ୍ଜାମ...

Sagar Sarhadi
ବିଶିଷ୍ଟ‌ ଫିଲ୍ମ ନିର୍ଦ୍ଦେଶକ ସାଗର ସରହଦୀଙ୍କ ପରଲୋକ

ମୁମ୍ବାଇ: ବିଶିଷ୍ଟ‌ ଫିଲ୍ମ ନିର୍ଦ୍ଦେଶକ ସାଗର ସରହଦୀଙ୍କ ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସାଗର ସରହଦୀଙ୍କ ଦେହାନ୍ତ ଖବର ଜଣାପଡ଼ିବା ପରେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳି ଯାଇଛି। ସାଗର ସରହଦୀଙ୍କ ପରଲୋକ ନେଇ ପ୍ରମୁଖ ଅଭିନେତା, ଡାଇରେକ୍ଟର...

Dola Melana
ଦୋଳ ମେଲଣ କଟକଣା ଆହୁରି କଡ଼ାକଡ଼ି କଲା BMC

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(BMC) ଦୋଳ ମେଲଣ ପାଇଁ ପୂର୍ବରୁ ଜାରି କରିଥିବା କଟକଣାକୁ ଆହୁରି କଡ଼ାକଡ଼ି କରିଛି। ଦୋଳ ବିମାନ ଯାତ୍ରାରେ ସର୍ବାଧିକ ୬ ଜଣଙ୍କୁ ଅନୁମତି ମିଳିଥିବା ବେଳେ ଦୋଳ ବିମାନ ନେବା...

corona
ପୁଣି ଓଡ଼ିଶାକୁ ଘାରିଲା କରୋନା ଭୟ, ଦିନକରେ ୧୪୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଘାରିଲା କରୋନା ଭୟ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୫୯ ରହିଛି। ଖୋର୍ଦ୍ଧା...

corona
ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ଭୁବନେଶ୍ୱର XIMB

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ଚିନ୍ତା ବଢ଼ାଇଲା କରୋନା। ରାଜଧାନୀ ଭୁବନେଶ୍ୱର ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ XIMBରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(BMC) ଶିକ୍ଷାନୁଷ୍ଠାନକୁ ସିଲ୍‌ କରିଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏହି ଘରୋଇ ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନ ଅଛି। ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ...

lecture
ଓଡ଼ିଶାରେ ଅଧ୍ୟାପକଙ୍କ ପାଇଁ ବାହାରିଲା ନିଯୁକ୍ତି, ଦରମା ୪୪ ହଜାରରୁ ଅଧିକ ଟଙ୍କା

ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଥିବା ୯୭୨ ଅଧ୍ୟାପକ ପଦବୀରେ ନିଯୁକ୍ତି ପାଇଁ State Selection Board (SSB) ଅନ୍‌ଲାଇନ୍‌ ଆପ୍ଲିକେସନ୍‌ ଆହ୍ୱାନ କରୁଛି। ଅନ୍‌ଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ୍‌ ୱେବ୍‌ସାଇଟ୍‌ http://www.ssbodisha.nic.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।...

school-fee
ଘରୋଇ ସ୍କୁଲ୍‌ ଫି’ ଛାଡ୍‌ ମାମଲା: ସରକାରଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାଜ୍ୟ ଅଭିଭାବକ ମହାସଂଘ

ଭୁବନେଶ୍ୱର: ଘରୋଇ ସ୍କୁଲ୍‌ ଫି’ ଛାଡ୍‌ ମାମଲାରେ ସରକାର ତୁରନ୍ତ ହସ୍ତକ୍ଷେପ କରି ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରନ୍ତୁ। ଗତକାଲି ଏକ ପ୍ରେସ୍‌ମିଟ୍‌ରେ ରାଜ୍ୟ ଅଭିଭାବକ ମହାସଂଘ ଏହି ଦାବି କରିଛି। ମହାମାରୀ କରୋନା ବେଳେ ଘରୋଇ ସ୍କୁଲ୍‌ର ଫି’ ଆଦାୟ ନେଇ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା...

janta curfew
ଜନତା କର୍ଫ୍ୟୁକୁ ପୁରିଲା ବର୍ଷେ: ଖାଁ ଖାଁ ଲାଗୁଥିଲା ରାସ୍ତାଘାଟ, ବଜାର; ଚାରିଆଡ଼େ ଶୂନଶାନ୍‌

ନୂଆଦିଲ୍ଲୀ: ମହାମାରୀ କରୋନା ବିରୁଦ୍ଧ ପ୍ରଥମ ଲଢ଼େଇ ଜନତା କର୍ଫ୍ୟୁକୁ ଆଜି ବର୍ଷେ ପୁରୁଛି। ମହାମାରୀ ସ୍ଥିିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଗତ ବର୍ଷ ମାର୍ଚ୍ଚ ୨୨ରେ ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଥିଲା। ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ୧୪...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।