• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

accident
ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ବସ୍‌ରେ ଥିଲେ ୩୦ରୁ ଅଧିକ ଯାତ୍ରୀ

ନବରଙ୍ଗପୁର: ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମା ସୋମପେଟା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟିପ୍ପର ସହ ବସ୍‌ଟି ଧକ୍କା ହେବା ଯୋଗୁ ଘଟଣାସ୍ଥଳରେ ବସ୍‌ ହେଲ୍‌ପର୍‌ଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି...

lockdown
ଆଜିଠୁ ମାର୍ଚ୍ଚ ୨୧ ଯାଏ ଏହି ସହର ସମ୍ପୂର୍ଣ୍ଣ ଲକ୍‌ଡାଉନ୍

ନାଗପୁର: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ନାଗପୁରରେ ଆଜିଠୁ ଲକ୍‌ଡାଉନ୍ କଟକଣା‌ ଲାଗୁ ହୋଇଛି। କଟକଣା ଲାଗୁ ହେବା ଫଳରେ ନାଗପୁର ସହରର ରାସ୍ତାଘାଟ ଖାଁ ଖାଁ ଲାଗୁଛି। ରାସ୍ତାରେ ହାତଗଣତି କେତୋଟି ଗାଡ଼ିମୋଟର ଚାଲୁଥିବା ଦେଖିବାକୁ ମିଳିଛି। ଜରୁରୀ ସେବା ଓ ଜରୁରୀ...

sunstroke
ବଢ଼ୁଛି ତାତି; ଅଂଶୁଘାତରୁ କେମିତି ରକ୍ଷା ପାଇବେ ? ଜାଣନ୍ତୁ...

ଭୁବନେଶ୍ୱର: ଏବେ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି। ତତଲା ପବନରେ ଅତିଷ୍ଠ ହେଉଛି ଜୀବନ। ଏପରି ପ୍ରଚଣ୍ଡ ରୌଦ୍ର ତାପକୁ ସମ୍ଭାଳିବା କଷ୍ଟକର ହୋଇପଡୁଛି। ଓଡ଼ିଶାରେ ଅନେକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ଦେଖିବାକୁ ମିଳିଛି। ଗରମ ଏବଂ ଗୁଳୁଗୁଳିରେ ଅନେକ ଲୋକ ଅସୁସ୍ଥ ହୋଇପଡ଼ନ୍ତି।...

arrest
ଛାତ୍ରଙ୍କୁ ମାଡ଼ ମାରି ବନ୍ଧା ହେଲେ ଟିଉସନ୍‌ ସାର୍

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ପ୍ରଶ୍ନର ସଠିକ୍ ଉତ୍ତର ‌ନଦେଇ ପାରିବାରୁ ପାଇପ୍‌ରେ ଛାତ୍ରଙ୍କୁ ଟିଉସନ୍‌ ସାର୍ ମାଡ଼ ମାରିଥିବା ଅଭିଯୋଗ ହୋଇଛି‌। ଆହତ ଛାତ୍ର ଦ୍ୱୟ ତୃତୀୟ ଶ୍ରେଣୀରେ ପଢ଼ନ୍ତି। ମାଡ଼ ମାରିଥିବା ଟିଉସନ୍‌ ସାର୍‌ଙ୍କ ନାଁ ରାଜେନ୍ଦ୍ର ରାଉତ। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇରେ ରବିବାର ଦିନ ଏହି ଅଭାବନୀୟ...

corona
କରୋନାକୁ ବର୍ଷେ: ଆଜି ଓଡ଼ିଶାରେ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟକୁ ମହାମାରୀ କରୋନା ପ୍ରବେଶ କରିବାର ବର୍ଷେ ପୁରିଛି। ଗତବର୍ଷ ମାର୍ଚ୍ଚ ୧୫ରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଭୁବନେଶ୍ୱରର ଯୁବକ ଇଟାଲୀରୁ ଦିଲ୍ଲୀ ହୋଇ ମାର୍ଚ୍ଚ ୧୨ରେ ଭୁବନେଶ୍ୱରରେ ପହଞ୍ଚିଥିଲେ। ମାର୍ଚ୍ଚ ୧୪ରେ ସେ ନିଜ ଆଡୁ କରୋନା ଟେଷ୍ଟ କରାଇଥିଲେ ଓ...

bank strike
ଆଜିଠୁ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ(UFBU) ପକ୍ଷରୁ ଆଜିଠୁ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଦେଶର ପ୍ରାୟ ୧୦ ଲକ୍ଷ କର୍ମଚାରୀ ଏହି ଧର୍ମଘଟରେ ସାମିଲ ହେବେ। ଓଡ଼ିଶାର ୫ ହଜାର ୫୦୦ ବ୍ୟାଙ୍କ...

Musician Sumant Mohanty
ସଙ୍ଗୀତକାର ସୁମନ୍ତ ମହାନ୍ତି ହତ୍ୟାକାଣ୍ଡ ଘଟଣାର ୫ମ ଅପରାଧୀ ପୁନେରୁ ଗିରଫ

ଭୁବନେଶ୍ୱର: ୨୦୦୮ରେ ସଙ୍ଗୀତକାର ସୁମନ୍ତ ମହାନ୍ତି ହତ୍ୟାକାଣ୍ଡ ଘଟଣାର ୫ମ ଅପରାଧୀ ବିକ୍ରମାଦିତ୍ୟ ଜେନାଙ୍କୁ ଗିରଫ କରାଯାଇଛି। ପ୍ରେସ୍‌ମିଟ୍‌ରେ ପୋଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଆଜି ଏହି ସୂଚନା ଦେଇଛନ୍ତି। ପୋଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, ୨୦୦୮ରେ ସଙ୍ଗୀତକାର ସୁମନ୍ତ ମହାନ୍ତି ହତ୍ୟାକାଣ୍ଡ ଘଟଣାର ୫ମ ଅପରାଧୀ...

youth-shot-dead
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ, ଶୋଇଥିବା ବେଳେ ଯୁବକଙ୍କୁ ଗୁଳି କରି ହତ୍ୟା

ବ୍ରହ୍ମପୁର/ଗୁଣପୁର: ଗୋଟିଏପଟେ ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣି ଥିବାବେଳେ ଆଉ ଜଣେ ଯୁବକ ଶୋଇଥିବା ବେଳେ ଗୁଳି କରି ତାଙ୍କୁ ହତ୍ୟା କରାଯାଇଛି। ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ ଗାଁର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।