ଭୁବନେଶ୍ୱର: ରାଜ୍ୟର ୯ଟି ଜିଲ୍ଲାରେ କୁହୁଡ଼ି ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୯ ଜିଲ୍ଲା ହେଲା- ଭଦ୍ରକ, ଯାଜପୁର, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ା। ଆଜି ରାତିଠୁ କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ମାତିଲେ ଲୁଟେରା। ଘର ବାହାରେ ଫୁଲ ତୋଳୁଥିବା ବେଳେ ଜଣେ ମହିଳାଙ୍କ ଉପରେ ଆକ୍ରମଣ କରି ସୁନା ଚେନ୍ ଲୁଟ୍ ନେଇଛନ୍ତି ଲୁଟେରା। ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ଅଞ୍ଚଳରେ ଏହି ଘଟଣା ଘଟିଛି। ଲୁଟ୍ର ଶିକାର ହୋଇଥିବା ମହିଳାଙ୍କ ନାଁ...
ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ବଢ଼ିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ଦୁଇ ମାସରେ ଆଜି ସବୁଠୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୧୮,୭୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ...
ଭୁବନେଶ୍ୱର: ଭୁବନେଶ୍ୱର ଆଇଆର୍ସି ଭିଲେଜ ସ୍ଥିତ ଭିଆଇପି କଲୋନୀରେ ଯୁବକଙ୍କୁ ହତ୍ୟା ପରେ ପିସିଆର୍ ଭ୍ୟାନ୍ ଭଙ୍ଗାରୁଜା ଓ ଅଭିଯୁକ୍ତଙ୍କୁ ମାଡ଼ ଘଟଣାରେ କମିଶନରେଟ୍ ପୋଲିସ୍ ଆଜି ୫ ଜଣଙ୍କୁ ଗିରଫ କରିଛି। ସିସିଟିଭି ଫୁଟେଜ ଆଧାରରେ ଏମାନଙ୍କୁ ଗିରଫ କରାଯାଇଛି। ଗିରଫ ନେଇ ଭୁବନେଶ୍ୱର ଡିସିପି ସୂଚନା...
ଅହମଦାବାଦ: ୨୩ ବର୍ଷୀୟ ଆୟଶା ନାମକ ଜଣେ ମହିଳା ସାବରମତୀ ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣାରେ ଗୋଟିଏ ପରେ ଗୋଟିଏ ଖୁଲାସା ହେବାରେ ଲାଗିଛି। ଆତ୍ମହତ୍ୟା ପୂର୍ବରୁ ସେ ଏକ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଯାହା ବେଶ୍ ଭାଇରାଲ୍ ହୋଇଥିଲା ଓ ହଇଚଇ ମଧ୍ୟ...
ଯାଜପୁର: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗାଁରେ ପୋଲିସ୍ ଗାଡ଼ି ପୋଡ଼ି ଘଟଣାରେ ୧୩ ଜଣଙ୍କୁ ଅଟକ ରଖାଯାଇଛି। ଗତକାଲି ବିଳମ୍ବିତ ରାତିରେ ଘରେ ପଶି ପୋଲିସ୍ ୧୩ ଜଣଙ୍କୁ ଉଠାଇ ନେଇଛି। ଗତକାଲି ପଣସୁଧା ଗାଁରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଘଟଣାର...
ୱାଶିଂଟନ୍: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା NASA(National Aeronautics and Space Administration) ଦ୍ୱାରା ମଙ୍ଗଳ ଗ୍ରହକୁ ପଠାଯାଇଥିବା ‘ପର୍ସିଭିରନ୍ସ ରୋଭର’ ଗୁରୁବାର ପ୍ରଥମ ଥର ଲ୍ୟାଣ୍ଡିଂ କରିଥିବା ସ୍ଥାନରୁ ସଫଳତାର ସହ ଆଗକୁ ବଢ଼ିଛି। ଏନେଇ ଶୁକ୍ରବାର ନାସା ପକ୍ଷରୁ କୁହାଯାଇଛି ଯେ, ରୋଭର ଏହାର ଅଭିଯାନର...
ବ୍ରହ୍ମପୁର(ଜଗନ୍ନାଥ ସାହୁ): ଓଡ଼ିଆ ଭାଷା ଲେଖି ପଢି ଜାଣିନଥିବା ଯୋଗୁ ଗଞ୍ଜାମ ଜିଲ୍ଲା ଅଗସ୍ତି ନୂଆଗାଁ ସରପଞ୍ଚ ପି.ସିମାଦ୍ରୀଙ୍କୁ ନିଜ ପଦ ହରାଇବାକୁ ପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ୨୦୧୭ ପଞ୍ଚାୟତ ନିର୍ବାଚନରେ ପି.ସିମାଦ୍ରୀ ବିଜୟୀ ହୋଇଥିଲେ। କିନ୍ତୁ ତାଙ୍କ ବିରୋଧରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ନିବାସୀ ଗୌଡ଼...