• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Sabyarchita
ବିବାହ ବେଳର ଭିଡିଓ ସୋସିଆଲ୍‌ ମିଡିଆରେ ଶେଆର କଲେ ସବ୍ୟାର୍ଚ୍ଚିତା

ଭୁବନେଶ୍ୱର: ଓଲିଉଡ୍‌ର ହିଟ୍‌ ଯୋଡ଼ି ସବ୍ୟସାଚୀ ଓ ଅର୍ଚ୍ଚିତା ମାର୍ଚ୍ଚ ୧ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ରାଜସ୍ଥାନର ଜୟପୁରରେ ଏହି ବିବାହ ହୋଇଥିଲା। ଦିଲ୍ଲୀ-ଜୟପୁର ହାଇୱେ ସ୍ଥିତ The Neemrana Fort Palace ହୋଟେଲ୍‌ରେ ଉଭୟ ପରିବାର ସଦସ୍ୟ ଓ ଘନିଷ୍ଠ ବନ୍ଧୁଙ୍କୁ ନେଇ ବିବାହ ହୋଇଥିଲା।...

covid19
କରୋନା‌ ଭ୍ୟାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବାର କିଛି ସମୟ ପରେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ

ମୁମ୍ବାଇ: କରୋନା‌ ଭ୍ୟାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବା ପରେ ଗତକାଲି ମହାରାଷ୍ଟ୍ରର ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭିୱାନ୍ଦିର ସୁକଦେବ କିର‌ଦାତ୍‌। ସେ ଜଣେ ଚକ୍ଷୁରୋଗ ବିଶେଷଜ୍ଞଙ୍କ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁସାରେ, କୋଭିଡ୍‌ ଭ୍ୟାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବାର...

girl-commits-suicide
ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଭିଡିଓ କଲ୍‌ରେ କଥା ହେଉଥିଲେ ସ୍ୱାମୀ, ସହିପାରିଲେନି ସ୍ତ୍ରୀ...

ଅହମଦାବାଦ: ୨୩ ବର୍ଷୀୟ ଆୟଶା ନାମକ ଜଣେ ମହିଳା ସାବରମତୀ ନଦୀକୁ ଡେଇଁ ଆତ୍ମହତ୍ୟା  ଘଟଣାରେ ଗୋଟିଏ ପରେ ଗୋଟିଏ ଖୁଲାସା ହେବାରେ ଲାଗିଛି। ଆତ୍ମହତ୍ୟା ପୂର୍ବରୁ ସେ ଏକ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଯାହା ବେଶ୍‌ ଭାଇରାଲ୍‌ ହୋଇଥିଲା। ଆତ୍ମହତ୍ୟା ପୂର୍ବରୁ ସାବରମତୀ ନଦୀ...

accident
୩ ବାଇକ୍ ଆରୋହୀଙ୍କୁ ଚାପି ଦେଲା ଟ୍ରକ୍‌

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ବରେଇପାଲି ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ୨ଟି ବାଇକ୍‌ରେ ୪ଜଣ ଯାଉଥିବା ବେଳେ ସେମାନଙ୍କୁ ଟ୍ରକ୍‌ ଚାପି ଦେଇଥିଲା। ଫଳରେ ୩...

exam
RRB ପରୀକ୍ଷାର୍ଥୀଙ୍କୁ ହୋମ୍ କ୍ୱାରେଣ୍ଟିନ୍ ମନା

ଭୁବନେଶ୍ୱର: ଆର୍‌ଆର୍‌ବି(Railway Recruitment Board) ପରୀକ୍ଷାର୍ଥୀଙ୍କୁ ହୋମ୍ କ୍ୱାରେଣ୍ଟିନ୍ ମନା। ଆଜିଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ RRB ପରୀକ୍ଷା ହେବ। ତେବେ ପରୀକ୍ଷାର୍ଥୀଙ୍କ ପାଇଁ ହୋମ୍ କ୍ୱାରେଣ୍ଟିନ୍ କଟକଣା ଲାଗୁ ହେବ ନାହିଁ। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ...

covid 19
ଦକ୍ଷିଣ ଆଫ୍ରିକା ଫେରନ୍ତା ଗଞ୍ଜାମ ବ୍ୟକ୍ତି କରୋନା ପଜିଟିଭ୍

ଭୁବନେଶ୍ୱର: ଗଞ୍ଜାମକୁ ଫେରିଥିବା ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କ ଶରୀରରେ ଥିବା ଭୂତାଣୁର ଅନୁଧ୍ୟାନ ପାଇଁ ILS ପଠା ଯାଇଛି। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା...

flight landing
ପାକିସ୍ତାନରେ ଏର୍ମଜେନ୍ସି ଲ୍ୟାଣ୍ଡିଂ କଲା ଲକ୍ଷ୍ନୌକୁ ଯାତ୍ରା କରୁଥିବା ବିମାନ

ନୂଆଦିଲ୍ଲୀ: ଶାରଜାହ(ୟୁନାଇଟେଡ୍‌ ଆରବ୍‌ ଏମିରେଟ୍‌ସ)ରୁ ଲକ୍ଷ୍ନୌ ଅଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ପାକିସ୍ତାନର କରାଚିରେ ମେଡିକାଲ୍‌ ଏର୍ମଜେନ୍ସି ଲ୍ୟାଣ୍ଡିଂ କରାଯାଇଛି। ଇଣ୍ଡିଗୋର ଫ୍ଲାଇଟ୍‌ 6E 1412କୁ ଆଜି କରାଚିରେ ‌ଏର୍ମଜେନ୍ସି ଲ୍ୟାଣ୍ଡିଂ କରାଯାଇଥିଲା। ସୂଚନା ଅନୁସାରେ, ଜଣେ ଯାତ୍ରୀ ହଠାତ୍‌ ଅସୁସ୍ଥ ହୋଇପଡ଼ିବା ଯୋଗୁ...

sweets
ମିଠାରେ ନିଶା ଦେଇ ଘରେ କଳା କନା ବୁଲାଇଲେ ଭଡ଼ାଟିଆ

ମାଲକାନଗିରି: ଅଭିନବ ଷ୍ଟାଇଲ୍‌ରେ ଲୁଟ୍। ମିଠାରେ ନିଶା ମିଶାଇ ଖାଇବାକୁ ଦେବାପରେ ଜଣେ ସୁନା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଛନ୍ତି ଲୁଟେରା। ଲୁଟ୍‌ ପାଇଁ ୩ ମାସ ପୂର୍ବରୁ ଲୁଟେରାମାନେ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିଥିଲେ। ସବୁଠାରୁ ବଡ଼ କଥା, ଲୁଟ୍‌ କରିଥିବା ଲୁଟେରା ଆଉ କେହି...

odisha
କମେଣ୍ଟ ମରାକୁ ପ୍ରତିବାଦ କରିବାରୁ କଲେଜ ଛାତ୍ରୀଙ୍କ ଘରେ ପଶି ଭଙ୍ଗାରୁଜା

ବାଲୁଗାଁ(ଶକ୍ତି ପ୍ରସାଦ ମହାପାତ୍ର): କମେଣ୍ଟ ମରାକୁ ପ୍ରତିବାଦ କରିବାରୁ ତୁମୁଳକାଣ୍ଡ। କଲେଜ ଛାତ୍ରୀଙ୍କ ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରୁ ଏଭଳି ଅଭିଯୋଗ ଆସିଛି। ବାଲୁଗାଁ ସାମନ୍ତରାପୁର ବେହେରା ସାହିରେ ଜଣେ କଲେଜ ଛାତ୍ରୀଙ୍କୁ କମେଣ୍ଟ ମରାକୁ ନେଇ ଛାତ୍ରୀଙ୍କ ଘରେ ପଶି...

mumbai power failure
ମୁମ୍ବାଇ ଅନ୍ଧାର ପଛରେ ଚୀନ୍‌ର ହାତ !

ମୁମ୍ବାଇ: ଗତବର୍ଷ ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହେବା ପଛରେ ଚୀନ୍ ହ୍ୟାକରଙ୍କ ହାତ ଥିବା ନେଇ ରିପୋର୍ଟ ସାମ୍ନାକୁ ଆସିଛି। ଚୀନ୍‌ର ରେଡ୍ ଇକୋ ନାମକ ଏକ ସଂସ୍ଥା ପକ୍ଷରୁ ଭାରତର ପାଓ୍ୱାର୍‌ ପ୍ଲାଣ୍ଟ୍‌ ଗୁଡ଼ିକରେ malware ଛଡ଼ା ଯାଇଥାଇପାରେ ବୋଲି...

kuakhai-bridge
ଆଜିଠୁ ପୁରୁଣା କୁଆଖାଇ ପୋଲରେ ଯାତାୟାତ ବନ୍ଦ

କଟକ: ଭୁବନେଶ୍ୱର-କଟକ ଜାତୀୟ ରାଜପଥରେ ଥିବା ପୁରୁଣା କୁଆଖାଇ ପୋଲରେ ଆଜିଠୁ ବନ୍ଦ ରହିବ ଯାତାୟାତ। ଏହି ବ୍ରିଜ ଦୀର୍ଘ ଦିନ ଧରି ବିପଦସଙ୍କୁଳ ଅବସ୍ଥାରେ ରହିଛି। ତେଣୁ ଏହାର ମରାମତି ପାଇଁ ଆଜିଠୁ ମେ ୨ ତାରିଖ ପର୍ଯ୍ୟନ୍ତ ଯାତାୟାତ ବନ୍ଦ ରହିବ। କମିଶନରେଟ୍‌ ପୋଲିସ୍‌ ପକ୍ଷରୁ...

wear-mask
ଚିନ୍ତା ବଢ଼ାଉଛି କରୋନା, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅନ୍ତେବାସୀଙ୍କ ପାଇଁ ଜାରି ହେଲା କଡ଼ା ନିର୍ଦ୍ଦେଶନାମା

ସମ୍ବଲପୁର: ସମ୍ବଲପୁର ବୁର୍ଲାରେ ବଢ଼ୁଥିବା କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ସମ୍ବଲପୁର ବିଶ୍ୱବିଦ୍ୟାଳୟର ସମସ୍ତ ହଷ୍ଟେଲ୍ ଅନ୍ତେବାସୀଙ୍କ ପାଇଁ କର୍ତ୍ତୃପକ୍ଷ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି।ବାହାରକୁ ଯଦି କୌଣସି ଛାତ୍ର ଯାଆନ୍ତି, ସନ୍ଧ୍ୟା ସାଢ଼େ ୭ଟା ସୁଦ୍ଧା ଫେରି ଆସିବାକୁ ହଷ୍ଟେଲ୍‌ ୱାର୍ଡେନ୍‌ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ...

bus accident
ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ବସ୍‌ରେ ଥିଲେ ୪୦ରୁ ଅଧିକ ଯାତ୍ରୀ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କୁମ୍ଭାରୁଣୀ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବସ୍‌ ଓଲଟି ପଡ଼ିବାରୁ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସ୍‌ଟି କଟକ ଅଭିମୁଖେ ଯାଉଥିବା ବେଳେ ଆଜି ସକାଳ ପ୍ରାୟ ସାଢ଼େ ୬ଟା ସମୟରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।