ଭୁବନେଶ୍ୱର: ସକାଳ ୭ଟାରୁ ଦିନ ୧ଟା ଯାଏ ଚାଲିଥିବା ସ୍କୁଲ ସମୟ ବଦଳିପାରେ। ଖରା ପାଇଁ ସମସ୍ୟା ହେଉଥିବାରୁ ଆଗାମୀ ଦିନରେ ସମୟ ପରିବର୍ତ୍ତନ ନେଇ ତର୍ଜମା ଚାଲିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ...
କଟକ: ୧୯୯୯ ମସିହା ଜାନୁଆରୀ ୯ ତାରିଖ ଅର୍ଥାତ୍ ୨୨ ବର୍ଷ ତଳର ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ଘଟଣାରେ ଆଗତ ଏକ ମାମଲାର ପରିସମାପ୍ତି ଘଟାଇଛନ୍ତି ହାଇକୋର୍ଟ। ଘଟଣାରେ ସିବିଆଇ ତଦନ୍ତର ଶିଥିଳତା ଏବଂ ଷଡ଼ଯନ୍ତ୍ର ଅଭିଯୋଗକୁ ନେଇ ୧୯ ବର୍ଷ ତଳେ ନିଜେ ଅଞ୍ଜନା ମିଶ୍ର...
ପୁଣେ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ପୁଣେରେ ଆଉ ୨ ସପ୍ତାହ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁକୁ ବଢ଼ାଇ ଦିଆଯାଇଛି। ଏନେଇ ପୁଣେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୧୪ ତାରିଖ ଯାଏ ପୁଣେର ସମସ୍ତ ସ୍କୁଲ୍, କଲେଜ ଓ ପ୍ରାଇଭେଟ୍ କୋଚିଂ ସେଣ୍ଟର ବନ୍ଦ...
ଭୁବନେଶ୍ୱର: ଆଜି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଓଲିଉଡ୍ର ହିଟ୍ ଯୋଡ଼ି ଅର୍ଚ୍ଚିତା ଓ ସବ୍ୟସାଚୀ। ଆଉ କିଛି ସମୟ ପରେ ଅର୍ଚ୍ଚିତାଙ୍କୁ ଜୀବନ ସାଥୀ କରିବେ ସବ୍ୟସାଚୀ। ରାଜସ୍ଥାନର ଏକ ଲଗ୍ଜୁରିଅସ୍ ରିସର୍ଟରେ ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁଙ୍କ ବିବାହ କାର୍ଯ୍ୟକ୍ରମ ଚାଲିଥିବା ସୂଚନା...
ଭୁବନେଶ୍ୱର: ବିବାହ ବନ୍ଧନରେ ବାନ୍ଧି ହେବେ ଓଡ଼ିଶାର ‘ଛପାକ୍’ ଗର୍ଲ ପ୍ରମୋଦିନୀ ରାଉଳ। ଆଜି ପ୍ରମୋଦିନୀ ନିଜର ବନ୍ଧୁ ସରୋଜଙ୍କୁ ଜୀବନ ସାଥୀ ଭାବେ ଗ୍ରହଣ କରିବେ। ଏସିଡ୍ ଆକ୍ରମଣରେ ପ୍ରମୋଦିନୀଙ୍କ ସମ୍ପୂର୍ଣ୍ଣ ଚେହେରା ଜଳିଯାଇଥିଲା ବି ତାଙ୍କ ହୃଦୟକୁ ଭଲ ପାଇଛନ୍ତି ସରୋଜ। ଦୀର୍ଘ ୫ ବର୍ଷର...
ଭଦ୍ରକ(ପାର୍ଥ ସାରଥୀ ନାୟକ): ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ରେଫର କରିଥିଲେ ଡାକ୍ତର। ହେଲେ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଡାକ୍ତରଖାନା ନେବା ପରିବର୍ତ୍ତେ ଅପହରଣ କରୁଥିବା ଅଭିଯୋଗ ହୋଇଛି। ଆମ୍ବୁଲାନ୍ସ କର୍ମଚାରୀ ରୋଗୀଙ୍କୁ କଟକ ନେବା ପରିବର୍ତ୍ତେ ବାଲେଶ୍ୱର ଅଭିମୁଖେ ନେଇଥିଲେ। ଶେଷରେ ରୋଗୀଙ୍କ ମା’...
ଚେନ୍ନାଇ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ତାମିଲନାଡୁରେ ଲକ୍ଡାଉନ୍ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ବଢ଼ା ଯାଇଛି। ଲକ୍ଡାଉନ୍ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାକୁ ତଦାରଖ କରିବା ପାଇଁ ସମସ୍ତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶନାମା...
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀ ସ୍ଥିତ ଏମ୍ସରେ କରୋନା ଟିକା କୋଭାକ୍ସିନ୍ର ପ୍ରଥମ ଡୋଜ୍ ନେଇଛନ୍ତି। ପୁଡୁଚେରୀର ସିଷ୍ଟର ପି. ନିଭେଦା ପ୍ରଧାନମନ୍ତ୍ରୀଙ୍କୁ ଟିକା ଦେଇଛନ୍ତି। ଟିକା ନେବା ବେଳର ଏକ ଫଟୋ ସୋସିଆଲ୍ ମିଡିଆରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ।...