ପୁଣେ: ଶନିବାର ଦିନ ପୁଣେରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଚିନ୍ତା ଆହୁରି ବଢ଼ି ଯାଇଛି। ଜିଲ୍ଲା ପ୍ରଶାସନ ରାତି ୧୧ଟାରୁ ସକାଳ ୬ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ କରିଛି। ଏହି ସମୟରେ ଜରୁରୀ ସେବାରେ ନିୟୋଜିତ ଗାଡ଼ିକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଗାଡ଼ି ଚଳାଚଳ...
ମୁମ୍ବାଇ: କରୀନା କପୁର ଓ ସୈଫ ଅଲ୍ଲୀ ଖାନଙ୍କ ଘରକୁ ଆସିଲେ ନୂଆ ଅତିଥି। ବଲିଉଡ୍ ବେବୋ କରୀନା କପୁର ପୁଣିଥରେ ମା’ ହୋଇଛନ୍ତି। ଆଜି ସକାଳେ କରୀନା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖୁସି ଖବର ପରେ ସେଲିବ୍ରିଟିଙ୍କଠୁ ଆରମ୍ଭ କରି ଫ୍ୟାନ୍ସମାନେ ସୋସିଆଲ୍...
ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ସହରାଞ୍ଚଳ ଥାନା ଡଗମୁଣ୍ଡ ସ୍ଥିତ ଏକ ଭଡ଼ା ଘରୁ ସେକ୍ସ ରାକେଟ ଠାବ ହୋଇଛି। ଏଥିରେ ସମ୍ପୃକ୍ତ ୪ ଜଣ ମହିଳାଙ୍କୁ ପୋଲିସ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ଗତ...
କଳାହାଣ୍ଡି(ରାଜକୁମାର ସିଂଦେଓ): କର୍ଲାପାଟ ଅଭୟାରଣ୍ୟରେ ହାତୀ ମଡ଼କ ଥମିବାର ନାଁ ନେଉନି। ଅଭୟାରଣ୍ୟରେ କେନ୍ଦ୍ରୀୟ ଟିମ୍ ହାତୀ ମୃତ୍ୟୁର ଅନୁଧ୍ୟାନ କରିଥିବା ବେଳେ ଏବେ ସାମ୍ନାକୁ ଆସିଛି ଆଉ ଏକ ହାତୀ ମୃତ୍ୟୁର ଖବର। ଅଭୟାରଣ୍ୟରୁ ପୁଣି ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି। ଏହାକୁ...
ଫୁଲବାଣୀ(ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ଜଳେଶପଟା କନ୍ୟାଶ୍ରମର ପରିଚାଳକ ସ୍ୱାମୀ ଜୀବନମୁକ୍ତାନନ୍ଦ ପୁରୀଙ୍କୁ ପୁଣିଥରେ ହତ୍ୟା ଧମକ ମିଳିଛି। କେହି ଜଣେ ଦୁର୍ବୃତ୍ତ ଫୋନ୍ କରି ତାଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଛନ୍ତି। ଏହାସହ କନ୍ୟାଶ୍ରମ ଉଡ଼ାଇଦେବା ଲାଗି ମଧ୍ୟ ଦୁର୍ବୃତ୍ତ ଜଣକ...
ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ପେଟ୍ରୋଲ ଓ ଡିଜେଲ ଦର ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଅଦିନିଆ ବର୍ଷା ଯୋଗୁ ପିଆଜ ଦରରେ ଏବେ ବୃଦ୍ଧି ଘଟିଛି। ମହାରାଷ୍ଟ୍ର ନାସିକରେ ପିଆଜ ଦର କ୍ୱିଣ୍ଟାଲ ପିଛା୨୫ ଶହରୁ ୨୮ ଶହରେ ବିକ୍ରି ହେଉଥିବା ବେଳେ ଆଜି ଅଚାନକ ଏହି ଦର...
ୱାଶିଂଟନ୍: ମଙ୍ଗଳ ପୃଷ୍ଠରେ ସଫଳତାର ସହ ଅବତରଣ ପରେ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା NASA(National Aeronautics and Space Administration)ର ‘ପର୍ସିଭିରନ୍ସ ରୋଭର’ ମଙ୍ଗଳ ଗ୍ରହରୁ HD କ୍ୱାଲିଟିର କଲର୍ ଫଟୋ ପଠାଇଛି। ଏହାସହ ଲ୍ୟାଣ୍ଡିଂ ସାଇଟ୍ର ଫଟୋ ମଧ୍ୟ ପଠାଇଛି ରୋଭର। ଏହି ହାଇ ରିଜୋଲ୍ୟୁସନ୍...
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ବର୍ତ୍ତମାନ ସ୍ଥିତିରେ ଲକ୍ଡାଉନ୍ ଆବଶ୍ୟକ ନାହିଁ। କିନ୍ତୁ ଆବଶ୍ୟକ ପଡ଼ିଲେ ଭବିଷ୍ୟତରେ ଲକ୍ଡାଉନ୍ କରାଯାଇପାରେ। ଏଭଳି କିଛି ପ୍ରତିକ୍ରିୟା ରଖିଛନ୍ତି ଡିଏମ୍ଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି। ବିଟ୍ରେନ୍ ଷ୍ଟ୍ରେନ୍ ଚିହ୍ନଟ ହେବା ପରେ ମହାରାଷ୍ଟ୍ର, କେରଳ ଏବଂ କର୍ଣ୍ଣାଟକରେ...
କଟକ: କଟକ ଟାଙ୍ଗୀର ବନ୍ଦାଳୋ ଟୋଲ୍ଗେଟ୍ ନିକଟରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ରୋଗୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ଶିଶୁ ଏବଂ ଦୁଇ ଜଣ ମହିଳା ଅଛନ୍ତି। ରାସ୍ତାରେ ଛିଡ଼ା ହୋଇଥିବା...
ଭୁବନେଶ୍ୱର: ପୁଣିଥରେ ମହାରାଷ୍ଟ୍ରରେ କରୋନା ଏହାର କାୟା ବିସ୍ତାର କରିଛି। ଗୁରୁବାର ଦିନ ମହାରାଷ୍ଟ୍ରରେ ୫ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର କିଛି ଜିଲ୍ଲାରେ ଲକ୍ଡାଉନ୍ ମଧ୍ୟ ଘୋଷଣା ହୋଇଛି। ତେବେ କରୋନା...
ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପ୍ ଝିପ୍ ବର୍ଷା ହେବାସହ ପାଗ କୋହଲା ରହିଛି। ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସାଇକ୍ଲୋନିକ୍ ସର୍କୁଲେସନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ମେଘୁଆ ପାଗ...
କାମାକ୍ଷାନଗର(ବିଦ୍ୟାଧର ବରାଳ): କମେଣ୍ଟ ମରାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ହତ୍ୟା। ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ କଙ୍କଡାସୋଡ଼ା ଗାଁରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ହୋଇଛି। ମୃତକ ହେଲେ ପୂର୍ଣ୍ଣଚନ୍ଦ୍ର ବାଇ। ଗୁରୁତର...