ପୁରୀ(ପ୍ରଦୀପ ମହାନ୍ତି): ପୁରୀ ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ପଡ଼ିଲା ରକ୍ତ ଛିଟା। ଜଣେ ଯାତ୍ରୀ ସହାୟକ ଓ ଜଣେ ସୁଆର ସେବାୟତଙ୍କ ମଧ୍ୟରେ ମାରପିଟ୍ ଯୋଗୁ ଉତ୍ତରଦ୍ୱାରରେ ରକ୍ତଛିଟା ପଡ଼ିଛି। ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାରଙ୍କୁ ମେଡିକାଲରେ ଚିକିତ୍ସା କରାଯାଇଛି। ସୂଚନା ଅନୁସାରେ, ସୁଆର ସେବାୟତ ରାମକୃଷ୍ଣ ଖୁଣ୍ଟିଆ କୁଡ଼ୁଆ...
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୌଧିତ ତୈଳ ଦର ବୃଦ୍ଧି ଯୋଗୁ ଭାରତରେ ପେଟ୍ରୋଲ ଓ ଡିଜେଲ୍ ଦରରେ ବୃଦ୍ଧି ଘଟିଛି। ଲଗାତାର ସପ୍ତମ ଦିନ ପାଇଁ ଦେଶରେ ଆଜି ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ବୃଦ୍ଧି ପାଇଥିବା ବେଳେ...
ମୁମ୍ବାଇ: ମହାରାଷ୍ଟ୍ରର ଜଲ୍ଗାଓଁ ଜିଲ୍ଲାରେ ଟ୍ରକ୍ ଓଲଟି ୧୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଏକ ଅମୃତଭଣ୍ଡା ବୋଝେଇ ଟ୍ରକ୍ରେ ଶ୍ରମିକମାନେ...
ଭୁବନେଶ୍ୱର: ୪ ଘଣ୍ଟା ୨୩ ମିନିଟ୍ରେ ୧୫୧ କିଲୋମିଟର ସାଇକେଲ୍ ଚାଳନା। Bhubaneswar Cycling and Adventure Club(BCAC) ପକ୍ଷରୁ ଆୟୋଜିତ ଗୋଲ୍ଡେନ୍ ଟ୍ରାଏଙ୍ଗଲ୍ ସାଇକ୍ଲିଂ ଚାମ୍ପିଅନ୍ଶିପ୍(GTCC-2021)ରେ ୧୫୧ କିଲୋମିଟରକୁ ୪ ଘଣ୍ଟା ୨୩ ମିନିଟ୍ ୪୮ ସେକେଣ୍ଡରେ ଯାତ୍ରା କରି ରାଉରକେଲାର ରୋହିତ ହେମ୍ବ୍ରମ୍ ପ୍ରଥମ ସ୍ଥାନ...
ଭୁବନେଶ୍ୱର: ରାଜ୍ୟରେ ବଦଳିବ ପାଣିପାଗ। ଆସନ୍ତାକାଲିଠୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତାକାଲି ସମ୍ବଲପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି...
ପାରାଦୀପ(ରମାକାନ୍ତ ନାୟକ): ଆନ୍ଧ୍ର ପଞ୍ଚାୟତ ନିର୍ବାଚନରେ ଭୋଟ୍ ଦେବା ପାଇଁ ପାରାଦୀପରୁ କିଛି ଲୋକ ଯାଇଥିବା ନେଇ ଅଭିଯୋଗ ଉପରେ ଖୋଳତାଡ଼ ଆରମ୍ଭ ହୋଇଛି। ପାରାଦୀପର ବିଭିନ୍ନ ବସ୍ତିର ତେଲୁଗୁ ସମ୍ପ୍ରଦାୟର ଲୋକଙ୍କ ପାଖରେ ଦୁଇଟି ଭୋଟର କାର୍ଡ ଥିବା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଥିବା ଜଗତସିଂହପୁର ଜିଲ୍ଲାପାଳ...
ଭୁବନେଶ୍ୱର: ଆସନ୍ତାକାଲି ସକାଳ ୭ଟାରୁ ଦିନ ୧ଟା ଯାଏ ଅର୍ଥାତ୍ ୬ ଘଣ୍ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି, ଏଲ୍ପିଜି ଗ୍ୟାସ୍ ଦର ବୃଦ୍ଧି, ବେକାରୀ ସମସ୍ୟା, ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା, ବିଗିଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ...
ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ପ୍ରାଣ ହରାଇଲା ସ୍ତ୍ରୀ। କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ସାନଜରିଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଗାଁର ଶୈଳେନ୍ଦ୍ର ମଲ୍ଲିକ ଓ ତାଙ୍କ ପତ୍ନୀ ବନ୍ଦିତାଙ୍କ ମଧ୍ୟରେ କୌଣସି କାରଣରୁ ମନୋମାଳିନ୍ୟ...
ମୁମ୍ବାଇ: କିଛିଦିନ ତଳେ ବଲିଉଡ୍ ଅଭିନେତା ବରୁଣ ଧୱନ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ବେଳେ ଏବେ ଆଉ ଜଣେ ବଲିଉଡ୍ ସେଲିବ୍ରେଟି ବିବାହ କରିବାକୁ ଯାଉଛନ୍ତି। ଅଭିନେତ୍ରୀ ଦୀୟା ମିର୍ଜା ଆସନ୍ତାକାଲି ଦ୍ୱିତୀୟ ବିବାହ କରିବେ ବୋଲି ବୋଲି ଶୁଣିବାକୁ ମିଳିଛି। ବିଜ୍ନେସ୍ ମ୍ୟାନ୍ ବୈଭବ ରେଖିଙ୍କୁ...
ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଶରଣକୁଳରେ ଘର ଭିତରେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାସ ହୋଇଛି। ସୁପାରି ଦେଇ ପତ୍ନୀଙ୍କୁ ସ୍ୱାମୀ ହତ୍ୟା କରିଥିବା ଖୁଲାସା ହୋଇଛି। ଏହି ଘଟଣାରେ ପୋଲିସ୍ ଆଜି ୪ଜଣଙ୍କୁ ଗିରଫ କରିଛି। ଏମାନଙ୍କ ମଧ୍ୟରେ ୨ଜଣ ସୁପାରି କିଲର୍ ଥିବାବେଳେ...