• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Twitter
୧ ହଜାରରୁ ଅଧିକ ଆକାଉଣ୍ଟ ବନ୍ଦ କରିବାକୁ ଟ୍ୱିଟରକୁ ନିର୍ଦ୍ଦେଶ ଦେଲା ଭାରତ

ନୂଆଦିଲ୍ଲୀ: ହଜାରେରୁ ଅଧିକ ଆକାଉଣ୍ଟ ବନ୍ଦ କରିବାକୁ ଭାରତ ସରକାର ଟ୍ୱିଟରକୁ ନୋଟିସ୍‌ କରିଛନ୍ତି। ଏହି ଟ୍ୱିଟର ଆକାଉଣ୍ଟ ଗୁଡ଼ିକ ଚାଷୀ ଆନ୍ଦୋଳନ ନେଇ ଭୁଲ୍‌ ତଥ୍ୟ ଦେବା ସହ ଆନ୍ଦୋଳନକୁ ଆହୁରି ଉସୁକାଉଛନ୍ତି। ଏହି ସବୁ ଆକାଉଣ୍ଟ ପାକିସ୍ତାନୀ ଓ ତଥାକଥିତ ଖଲିସ୍ତାନୀଙ୍କ ସମର୍ଥକଙ୍କ ଦ୍ୱାରା ପରିଚାଳିତ...

vivo
୫ ହଜାର ଟଙ୍କା ଯାଏ ଶସ୍ତା ହେଲା ଏହି ୨ଟି ଦମ୍‌ଦାର୍‌ ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ: ଭିଭୋ (Vivo) ଏହାର ୨ଟି ସ୍ମାର୍ଟଫୋନ୍‌ Vivo VX50 ଓ Vivo V19ର ଦାମ୍‌ କରିଛି। ଏବେ ଭାରତରେ ଏହି ଫୋନ୍‌କୁ ଆପଣ ଶସ୍ତାରେ କିଣିପାରିବେ। ଭାରତରେ Vivo X50ର ଦାମ୍‌ ୫ ହଜାର ଟଙ୍କା କମିଛି। MySmartPriceର ସୂଚନା ଅନୁସାରେ, Vivo V19ର ଦାମ୍‌ ଭାରତରେ...

uttarakhand
ଉତ୍ତରାଖଣ୍ଡରେ ଭୟଙ୍କର ହିମସ୍ଖଳନ; ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି, ୧୭୦ ନିଖୋଜ

ଚମୋଲି: ଦେବଭୂମୀ ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାର ଭୟଙ୍କର ହିମସ୍ଖଳନ ଘଟି ଅଲକାନନ୍ଦା ଏବଂ ଧୌଳିଗଙ୍ଗା(ଗଙ୍ଗା ନଦୀ ଶାଖା) ନଦୀରେ ବନ୍ୟା ସ୍ଥିତି ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ୧୭୦ ଜଣ ନିଖୋଜ ଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ନିଖୋଜଙ୍କୁ ଖୋଜିବା ଲାଗି ସର୍ଚ୍ଚ ଅପରେସନ୍‌ ଜାରି ରହିଛି। ଗତକାଲିଠୁ ଏବେ...

puri
ଖୁବ୍‌ଶୀଘ୍ର ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ ଭକ୍ତ

ପୁରୀ: ପୂର୍ବପରି ଭକ୍ତମାନେ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିପାରିବେ। ଏନେଇ ଖୁବ୍‌ଶୀଘ୍ର ପୁରୀ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେବାକୁ ଯାଉଛି। କରୋନା ଯୋଗୁ ଆନନ୍ଦ ବଜାର ଭକ୍ତଙ୍କ ପାଇଁ ବନ୍ଦ ରହିଛି। ତେବେ ଏହାର ପୁନଃସମୀକ୍ଷା କରି ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ପୁରୀ...

raped
ବଣଭୋଜି କରିବାକୁ ଯାଇଥିବା ବେଳେ ଯୁବତୀଙ୍କୁ ଗଣଦୁର୍ଷ୍କମ ଅଭିଯୋଗ

ବାଲିଗୁଡ଼ା(ଅଜିତ ନାୟକ): ଜଙ୍ଗଲରେ ସଲପ ରସ ପିଆଇ ଯୁବତୀଙ୍କୁ ଗଣଦୁଷ୍କର୍ମ କରଯାଇଥିବା ଅଭିଯୋଗ ହୋଇଛି। କନ୍ଧମାଳ ଜିଲ୍ଲା କୋଟଗଡ ଅଞ୍ଚଳରୁ ଏଭଳି ଅଭିଯୋଗ ଆସିଛି। ଏହି ଘଟଣାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ-ଅଶେଫ ବଡମାଝି ଏବଂ ନିଳାମ୍ବର ବଡ...

actress gehana vasisth
ପର୍ଣ୍ଣ ଭିଡିଓ ଅପ୍‌ଲୋଡ୍‌ କରିବା ଅଭିଯୋଗରେ ଗିରଫ ହେଲେ ଅଭିନେତ୍ରୀ

ମୁମ୍ବାଇ: ପର୍ଣ୍ଣୋଗ୍ରାଫିକ୍ ଭିଡିଓ ମାମଲାରେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଭିନେତ୍ରୀ ତଥା ମଡେଲ୍‌ ଗହନା ବରିଷ୍ଠ(Gehana Vasisth)ଙ୍କୁ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚର ପ୍ରପୋର୍ଟି ସେଲ୍‌ ଗିରଫ କରିଛି। ନିଜ ୱେବ୍‌ସାଇଟ୍‌ରେ ପର୍ଣ୍ଣ ଭିଡିଓ ଶୁଟ୍ ଓ ଏହାକୁ ଅପ୍‌ଲୋଡ୍‌ କରିବା ଅଭିଯୋଗରେ ଗହନାଙ୍କୁ ଗିରଫ କରାଯାଇଛି।...

deadbody-found
ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଠାବ କରାଯାଇଛି।ଘାଟିକିଆ ସ୍ଥିତ ସରକାରୀ ଇଞ୍ଜିନିୟରିଂ କଲେଜ ପଛ ଜଙ୍ଗଲରୁ ଆଜି ସକାଳେ ଜଣେ ଯୁବକଙ୍କ ଗଳିତ ମୃତଦେହକୁ ଭରତପୁର ପୋଲିସ୍‌ ଉଦ୍ଧାର କରିଛି। ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ମୃତଦେହଟି...

rubina-dilaik
ବିଗ୍‌ ବସ୍‌ରେ ବଡ଼ ଖୁଲାସା କଲେ ଅଭିନେତ୍ରୀ ରୁବିନା, କହିଲେ-ଆତ୍ମହତ୍ୟା ବିଷୟରେ ଭାବୁଥିଲି

ମୁମ୍ବାଇ: ବିଗ୍‌ ବସ୍‌ ୧୪ର ଜଣେ ଦମ୍‌ଦାର୍‌ କଣ୍ଟେଷ୍ଟାଣ୍ଟ୍ ହେଉଛନ୍ତି ଟେଲିଭିଜନ ଅଭିନେତ୍ରୀ ରୁବିନା ଦିଲାଇକ। ଶୋ’ ଆରମ୍ଭରୁ ବିଭିନ୍ନ ଘଟଣାକୁ ନେଇ ସେ ‌ଖୋଲାଖୋଲି ତାଙ୍କର ମତ ରଖୁଥିବା ଦେଖିବାକୁ ମିଳିଛି। ହେଲେ କିଛିଦିନ ହେବ ରାକ୍ଷୀ ସାୱନ୍ତ ଓ ରୁବିନାଙ୍କ ମଧ୍ୟରେ ଯୁକ୍ତିତର୍କ ଚାଲିଥିବା ନଜର...

missile
ଭାରତ-ଭିଏତନାମ୍ ଘନିଷ୍ଠତା ବଢିବା ଦେଖି ବିବ୍ରତ କି ଚୀନ୍ ? ଭିଏତନାମ୍ ସୀମାରେ ଚୀନ ମିଜାଇଲ୍ ବେସ୍ !

ନୂଆଦିଲ୍ଲୀ: ଭାରତ-ଭିଏତନାମ୍ ଘନିଷ୍ଠତା ବଢିବା ଦେଖି ବିବ୍ରତ କି ଚୀନ୍ ? ଭିଏତନାମ୍ ସୀମା ନିକଟରେ ଚୀନ୍ ନିଜର ଏକ ସର୍ଫେସ୍-ଟୁ-ଏୟାର୍ ମିଜାଇଲ୍ ବେସ୍ ସ୍ଥାପନ କରିଥିବା ଆଶଙ୍କା କରାଯାଉଛି। ଏହି କ୍ଷେପଣାସ୍ତ୍ର ଘାଟିର ସାଟେଲାଇଟ୍ ଇମେଜ୍ ସାଉଥ ଚାଇନା ସି ନିଉଜ୍ ନାମକ ଏକ ସଂସ୍ଥା ଟ୍ୱିଟ୍‌...

sabhinka-swartha-pai
'ଅଧିନିୟମ' ପ୍ରତ୍ୟାହାର ନହେଲେ କ୍ଷତି ସହିବ କିଏ?

ପୁରୀ: ଜାତୀୟ ସ୍ମାରକ ପ୍ରାଧିକରଣ-NMAର ଅଧିନିୟମ ପ୍ରତ୍ୟାହାର ପାଇଁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏନେଇ ସଂସ୍କୃତି ବିଭାଗର NMAକୁ ଚିଠି ଲେଖି ଅନୁରୋଧ କରିଛନ୍ତି। ଏହି ଅଧିନିୟମ କାର୍ଯ୍ୟକାରୀ ହେଲେ ବର୍ଷ ବର୍ଷ ଧରି ମହାପ୍ରଭୁଙ୍କର ସେବା କରୁଥିବା ସେବାୟତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।