• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bbsr airport
ଭୁବନେଶ୍ୱର ଏୟାରପୋର୍ଟରେ ବିମାନ ଅବତରଣ ବେଳେ ରହିଛି ବିପଦ ଆଶଙ୍କା

ଭୁବନେଶ୍ୱର(ଅରିନ୍ଦମ ଦାସ): ଭୁବନେଶ୍ୱର ବିମାନ ବନ୍ଦରର ରନ୍‌ୱେ ଅବସ୍ଥା ଠିକ୍ ନ ଥିବାରୁ ବିମାନ ଅବତରଣ ବେଳେ ବିପଦ ଉପୁଜିବା ନେଇ ପାଇଲଟ୍ ଆଶଙ୍କା ପ୍ରକଟ କରିଛନ୍ତି। ଦୀର୍ଘ ବର୍ଷ ହେବ ରି-କାର୍ପେଟିଂ ହୋଇ ନ ଥିବାରୁ ଏଭଳି ସମ୍ଭାବନା ଉପୁଜିଛି। ଦୈନନ୍ଦିନ ଭୁବନେଶ୍ୱର ବିମାନବନ୍ଦରର ରନ୍‌ୱେରେ ଅବତରଣ କରୁଛି...

rakesh-swain
ଝରାଫୁଲ ମୃତ୍ୟୁ ରହସ୍ୟ; ପୋଲିସ୍‌ ହାତରେ ଲାଗିଲା ଆଉ ଏକ ପ୍ରମାଣ

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ପୋଲିସ୍‌ ହାତରେ ଆଉ ଏକ ପ୍ରମାଣ ଲାଗିଛି। ଝରାଫୁଲଙ୍କ ମୃତ୍ୟୁ ଦିନ ଝରାଫୁଲଙ୍କ ବୟଫ୍ରେଣ୍ଡ୍ ତଥା ଅଭିଯୁକ୍ତ ରାକେଶ ସ୍ୱାଇଁ ପିନ୍ଧିଥିବା ପ୍ୟାଣ୍ଟ୍‌,ଶର୍ଟକୁ ପୋଲିସ୍‌ ଜବତ କରିଛି। ଏହାସହ ସେଦିନ ରାକେଶ ଧରିଥିବା ମୋବାଇଲକୁ ମଧ୍ୟ ପୋଲିସ...

accident-11
ଗଛରେ ପିଟି ହେଲା ଇନୋଭା, ବ୍ୟାଙ୍କ ମ୍ୟାନେଜର ମୃତ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର-ଟିଟିଲାଗଡ ରାସ୍ତାର ସାଗରପାଲି ଛକ ନିକଟରେ ଆଜି ଭୋର ୪ଟାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଭୀମଭୋଇ ମେଡିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ...

kotia
କୋଟିଆରେ ଆନ୍ଧ୍ର ଭୋଟ୍;‌ ୩ ଗାଁରୁ ଛିଡ଼ା ହେଲେ ୧୫ ଜଣ

ଜୟପୁର(ଟି.ଗୌରୀଶଙ୍କର): ଧିରେ ଧିରେ ଆନ୍ଧ୍ର-ଓଡ଼ିଶା ବିବାଦ ଅଧିକ ଜଟିଳ ହେଉଛି। ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତର ୩ଟି ଗାଁରୁ ୧୫ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଓଡ଼ିଶାର ତଳଗଞ୍ଜେଇପଦରରୁ ସର୍ବାଧିକ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ହେଲେ ଓଡ଼ିଶାର...

koraput collector
ବଦଳିଲେ କୋରାପୁଟ ଜିଲ୍ଲାପାଳ

ଜୟପୁର: କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କ ବଦଳି ହୋଇଛି। କଟକ ପିଡି ଡିଆର୍‌ଡିଏ ମହମ୍ମଦ ଅବଦାଲ ଅଖତରଙ୍କୁ ତାଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ଆନ୍ଧ୍ରପ୍ରଦେଶର ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତର ୩ଟି ଗାଁରୁ ୧୫ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଘଟଣା ପରେ...

gold
ସୁନା, ରୂପା ଦରରେ ବଡ଼ ଧରଣର ହ୍ରାସ

ନୂଆଦିଲ୍ଲୀ: ବିଶ୍ୱ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ଯୋଗୁ ଆଜି ଭାରତୀୟ ବଜାରରେ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। ବିଶ୍ୱ ବଜାରରେ ସୁନା ଦର ହ୍ରାସ ଓ ଚଳିତ ବଜେଟ୍‌ରେ ଆମଦାନୀ ଶୁଳ୍କ ହ୍ରାସ ଘୋଷଣା ପରେ ୪ ଦିନରେ ସୁନା ଦର...

deadbody found
ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି। ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।