• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Jharaphula death case
ଝରାଫୁଲ ମୃତ୍ୟୁ ରହସ୍ୟ; ପୋଲିସ୍‌ ହାତରେ ଲାଗିଲା ନୂଆ ସୁରାକ୍

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ପୋଲିସ୍‌ ହାତରେ ନୂଆ ସୁରାକ୍‌ ଲାଗିଛି। ଭୁବନେଶ୍ୱର ସୁନ୍ଦରପଦା ନିକଟରୁ ଯାଜପୁର ପୋଲିସ ଏକ ସ୍କୁଟର ଜବତ କରିଛି। ଜବତ ହୋଇଥିବା ଏହି ସ୍କୁଟରଟି ରାକେଶଙ୍କର ବୋଲି ଜଣାପଡ଼ିଛି। ଏହି ସ୍କୁଟରରେ ଝରାଫୁଲଙ୍କ ମୃତଦେହକୁ ଭୁବନେଶ୍ୱରରୁ ନେଇ...

pulse-polio.
ମୋବାଇଲ୍‌ରେ ବ୍ୟସ୍ତ ଥିଲେ ଡାକ୍ତର, ପୋଲିଓ ଡ୍ରପ୍‌ ବଦଳରେ ଶିଶୁଙ୍କୁ ପିଆଇ ଦେଲେ ସାନିଟାଇଜର୍‌

ମୁମ୍ବାଇ(ସୁରେଶ ଦାଶ): ମହାରାଷ୍ଟ୍ରର ୟବତମାଲ୍‌ରେ ପୋଲିଓ ଟିକାକରଣ ସମୟରେ ୧୨ଜଣ ଶିଶୁଙ୍କୁ ପୋଲିଓ ଡ୍ରପ୍‌ ବଦଳରେ ହ୍ୟାଣ୍ଡ୍‌ ସାନିଟାଇଜର ପିଆଇ ଦେବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ଏହି ଘଟଣାରେ ଜଣେ ଅଙ୍ଗନବାଡ଼ି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାର ଯାଞ୍ଚ ବେଳେ ଜଣାପଡ଼ିଛି, ଯେତେବେଳେ ଏହି...

Bhubaneswar
ଓଡ଼ିଶାରେ ରେଲ୍‌ୱେ ପ୍ରକଳ୍ପ ପାଇଁ କେନ୍ଦ୍ର ଘୋଷଣା କଲା ଅନୁଦାନ

ଭୁବନେଶ୍ୱର: ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ। ଏଥିଲାଗି ଚଳିତ ବଜେଟ୍‌ରେ କେନ୍ଦ୍ର ସରକାର ଓଡ଼ିଶା ପାଇଁ ୫ ହଜାର ୫୨୮ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ୨୦୦୯-୧୪ ମଧ୍ୟରେ ଓଡ଼ିଶାକୁ ହାରାହାରି ୮୩୮...

Elephant killed
ରେଳ ଲାଇନ୍‌ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ୨ ହାତୀ ମୃତ

ରାଉରକେଲା(ପୱନ ତିୱାରୀ): ଗଜରାଜଙ୍କ ପାଇଁ ପୁଣି ବିପଦ ସାଜିଲା ଟ୍ରେନ୍। ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ୨ ହାତୀଙ୍କ ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ବିସ୍ରା ଜରେଇକେଲା ନିକଟ ମହିପାଣିରେ ଗତକାଲି ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ୨ ହାତୀ ରେଳ ଲାଇନ୍‌ ପାର୍‌...

odisha cm
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସରକାରୀ ITI ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ITIରେ ପଢୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ୍‌‌ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଏପ୍ରିଲ୍ ମାସ‌ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି’ ଛାଡ୍‌ କରାଯାଇଛି। କରୋନା ଯୋଗୁ...

rakhi sawant
ସ୍ୱାମୀଙ୍କ ସମ୍ପର୍କରେ ବିଗ୍‌ ବସ୍‌ରେ ବଡ଼ ଖୁଲାସା କଲେ ରାକ୍ଷୀ

ମୁମ୍ବାଇ: ସବୁବେଳେ ନିଜର ଅଜବ ପ୍ରକାରର କାରନାମାକୁ ନେଇ ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାୱନ୍ତ ପୁଣି ଚର୍ଚ୍ଚାରେ। ଏବେ ବିଗ୍‌ ବସ୍ ୧୪‌ରେ ରାକ୍ଷୀଙ୍କୁ ଦେଖିବାକୁ ମିଳିଛି। ରାକ୍ଷୀଙ୍କର ହଠାତ୍ ବିବାହ ସମସ୍ତଙ୍କୁ ଆଚମ୍ବିତ କରି ଦେଇଥିବା ବେଳେ ସେ କାହାକୁ ବିବାହ କରିଛନ୍ତି...

deep-sidhu
ଅଭିନେତା ଦୀପ‌ ସିଦ୍ଧୁଙ୍କ ବିଷୟରେ ସୂଚନା ଦେଲେ ମିଳିବ ୧ ଲକ୍ଷ ଟଙ୍କା

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଚାଷୀମାନଙ୍କ ଟ୍ରାକ୍ଟର ରାଲି ବେଳେ ହୋଇଥିବା ହିଂସାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ରାଶି ପ୍ରଦାନ କରାଯିବ। ହିଂସାରେ ସାମିଲ ଏହି ଅଭିଯୁକ୍ତଙ୍କ ଉପରେ ଦିଲ୍ଲୀ ପୋଲିସ୍‌ ୫୦ ହଜାର ଟଙ୍କାରୁ ୧...

sushant friend
୮ ଘଣ୍ଟାରୁ ଅଧିକ ସମୟ ଜେରା ପରେ ଗିରଫ ହେଲେ ସୁଶାନ୍ତଙ୍କ ବନ୍ଧୁ

ମୁମ୍ବାଇ: କିଛି ଦିନର ବ୍ୟବଧାନ ପରେ ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌କୁ ନେଇ ପୁଣି ଆକ୍ସନ ମୋଡ୍‌ରେ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(NCB)। ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ପରେ ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌କୁ ନେଇ NCBର ଛାନ୍‌ଭିନ୍‌ ଜାରି ରହିଥିବା ବେଳେ ଗତକାଲି NCB ସୁଶାନ୍ତଙ୍କ ବନ୍ଧୁ ତଥା...

accident-1
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପରିବାର ଲୋକଙ୍କ ଆଖି ସାମ୍ନାରେ ଚାଲିଗଲା ୮ ବର୍ଷ ପୁଅର ଜୀବନ

ପାରାଦୀପ/ନୟାଗଡ଼(ରମାକାନ୍ତ ନାୟକ/ଆର୍ତ୍ତତ୍ରାଣ ପ୍ରଧାନ): ଗୋଟିଏ ପରେ ଗୋଟିଏ ତିନି ତିନିଟି ଦୁର୍ଘଟଣା। ନୟାଗଡ଼ରେ ୨ଟି ଦୁର୍ଘଟଣା ଘଟିଥିବା ବେଳେ ପାରାଦୀପରେ ଗୋଟିଏ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୩୦ ମିନିଟ୍‌ ସମୟରେ ନୟାଗଡ଼...

bank
ବ୍ୟାଙ୍କ୍‌ରୁ ୧୪ ଲକ୍ଷରୁ ଅଧିକ ଟଙ୍କାର କଏନ୍‌ ଗାଏବ

ପାରାଦୀପ(ରମାକାନ୍ତ ନାୟକ): ପାରାଦୀପ ଗଡ଼ ୟୁନିଅନ୍‌ ବ୍ୟାଙ୍କ ଅଫ୍ ଇଣ୍ଡିଆରୁ ୧୪ ଲକ୍ଷ ୮୬ ହଜାର ୭୮୦ ଟଙ୍କାର କଏନ୍ ଗାଏବ ହୋଇଯାଇଛି। ଏନେଇ ବ୍ୟାଙ୍କ ମ୍ୟାନେଜର ପାରାଦୀପ ଲକ୍ ଥାନାରେ ୪ ଜଣଙ୍କ ନାମରେ ଏତଲା ଦେଇଛନ୍ତି। ବ୍ୟାଙ୍କ୍‌ର କେହି ପୂର୍ବତନ କର୍ମଚାରୀ ଏଥିରେ ସମ୍ପୃକ୍ତ ଥିବା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।