ଯାଜପୁର: ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ ବୟଫ୍ରେଣ୍ଡ୍ ରାକେଶ ସ୍ୱାଇଁଙ୍କ ରିମାଣ୍ଡ ଅବଧିର ଆଜି ଦ୍ୱିତୀୟ ଦିନ। ଗତକାଲି ପୋଲିସ୍ ରାକେଶଙ୍କୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରିଥିଲା। ଝରାଫୁଲଙ୍କ ମୃତଦେହକୁ କିପରି ନେଇଥିଲେ ଓ କେମିତି ଫିଙ୍ଗିଥିଲେ...
ଜୟପୁର(ଟି.ଗୌରୀଶଙ୍କର): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ତାଙ୍କୁ କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଗତ ମାସେ ଧରି ଅସୁସ୍ଥ ହେବା ପରେ ତାଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗତକାଲି ଅଧିକ ଅସୁସ୍ଥ ଅନୁଭବ କରିବା...
ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର କୃଷି ସେସ୍ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି।କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍ ପ୍ରସ୍ତାବ ଅନୁସାରେ, ଲିଟର ପ୍ରତି ପେଟ୍ରୋଲ ଉପରେ ଅଢ଼େଇ ଟଙ୍କାର କୃଷି ସେସ୍ ଲାଗିବ ଓ ଡିଜେଲ ଉପରେ ୪ ଟଙ୍କାର କୃଷି ସେସ୍ ଲାଗିବ।...
ନୂଆଦିଲ୍ଲୀ: ଆଜି ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି ଦିଆଯାଇଛି। ୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍ କରାଯାଇଛି। ଫଳରେ ଏଣିକି ପେନ୍ସନ୍ଭୋଗୀ...
କଟକ: କଟକ ବିଜୁ ପଟ୍ଟନାୟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଆଜି ଅପରାହ୍ଣରେ ‘ସନ୍ ହସ୍ପିଟାଲ୍’ରେ ନିଆଁ ଲାଗି ଯାଇଛି। ନିଆଁ ଲାଗିବାର କାରଣ ଜଣାପଡ଼ିନଥିବା ବେଳେ କୌଣସି କ୍ଷୟକ୍ଷତି ନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଘଟଣାସ୍ଥଳରେ ୭ଟି ଅଗ୍ନିଶମ...
ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଟ୍ୟାବ୍ରେ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହି ଅବସରରେ ସେ କହିଛନ୍ତି, ବିତ୍ତୀୟ ଭରଣା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୨ଲକ୍ଷ କୋଟି ଟଙ୍କା ମିଳିବ। ୨୦୨୨ ମାର୍ଚ୍ଚ ସୁଦ୍ଧା ଆଉ ୧୧ ହଜାର କି.ମି....
ନୂଆଦିଲ୍ଲୀ: ସ୍ୱାଧୀନ ଭାରତରେ ପ୍ରଥମଥର ପାଇଁ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି ପେପର୍ଲେସ୍ ବଜେଟ୍। ଚଳିତ ବର୍ଷ ପେପର୍ଲେସ୍ ବଜେଟ୍ ଉପସ୍ଥାପନ କରି ରେକର୍ଡ ଭାଙ୍ଗିବାକୁ ଯାଉଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଗତବର୍ଷ ମଧ୍ୟ କେନ୍ଦ୍ର ଅର୍ଥମନ୍ତ୍ରୀ ବ୍ରିଫ୍କେସ୍ ବଦଳରେ ନାଲି ଫିତାରେ ବନ୍ଧା ‘ବହି-ଖାତା’ ଧରି...
ନୂଆଦିଲ୍ଲୀ: କରୋନା ମହାମାରୀ ଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ସଂସଦରେ ଆଜି ୨୦୨୧-୨୨ ଆର୍ଥିକ ବର୍ଷର ସାଧାରଣ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥରର ବଜେଟ୍ ସାଧାରଣ ଲୋକଙ୍କ ପକେଟ୍ ଉପରେ ଭାରି ପଡ଼ିବ କି ? ନା ଉଶ୍ୱାସ ଦେବ ? ଏହା ଉପରେ ରହିଛି...