ନୂଆଦିଲ୍ଲୀ: କରୋନା ଭାଇରସ୍କୁ ମାତ୍ ଦେବା ପାଇଁ ସାରା ଦେଶରେ ଜାନୁଆରୀ ୧୬ରୁ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଟିକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ପ୍ରଦାନ କରାଯାଇଛି। ଏମିତି ଜଣେ ଡାକ୍ତର, ଯିଏକି କରୋନା ଟିକା ନେବା ପରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି।...
ବାରିପଦା(ମାଣିକ ଲାଲ୍ ପାଣି): ପୁଣି ବିଜୁ ସେତୁ ଅଘଟଣ ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାରିପଦା-ବଡ଼ସାହି ରାସ୍ତାର ଉରା ସେତୁର କାମ ଚରଲିଥିବା ବେଳେ ଆଜି ଅପରାହ୍ଣରେ ଏହି ଅଘଟଣ ଘଟିଛି। ମୃତ ଶ୍ରମିକ ହେଲେ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁରର ଦୀପକ ସିଂ। ସୂଚନା ଅନୁସାରେ, ସେତୁ...
ଅନୁଗୁଳ(ବିରଜା ଦାସ): ପାଲଲହଡା ବିଧାୟକ ମୁକେଶ କୁମାର ପାଲଙ୍କ ଘରେ ପଶି ଜଣେ ଯୁବତୀ ହଙ୍ଗାମା କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ବିଧାୟକଙ୍କ ପାଲଲହଡ଼ା ବାଲିପଶି ସ୍ଥିତ ଘରେ ପଶି ତାଙ୍କୁ ବିବାହ କରିବା ପାଇଁ ଜିଦ୍ ଧରିଥିଲେ। ଏନେଇ ନିଜେ ବିଧାୟକ ପାଲଲହଡା ଥାନାରେ ଏତଲା...
ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ଘଟଣାକୁ ୨୪ ଘଣ୍ଟାରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ମୃତ୍ୟୁର ଖୁଲାସା କରିପାରିନି ପୋଲିସ୍। ଗତକାଲି କୁଆଖିଆ ଥାନା ଅନ୍ତର୍ଗତ ମୂଳାପାଳ ଛକ ନିକଟରୁ ରହସ୍ୟଜନକ ଭାବେ ଝରାଫୁଲଙ୍କ ମୃତଦେହ ମିଳିଥିଲା। ତାଙ୍କୁ ହତ୍ୟା କରି...
କରଞ୍ଜିଆ(ଦୀପକ ମହାନ୍ତ): ରିଷ୍ଟ ଖଣ୍ଡନ ପାଇଁ କୁକୁର ସହିତ ବାହାଘର। କଥାଟା ଶୁଣିକି ଟିକେ ଅଜବ ଲାଗୁଥିଲେ ମଧ୍ୟ ଏଭଳି କିଛି ନିଆରା ପରମ୍ପରା ଆଦିବାସୀ ଅଧ୍ୟୁଷିତ ମୟୁରଭଞ୍ଜ ଜିଲ୍ଲାରେ ଦେଖିବାକୁ ମିଳିଛି। ମକର ପର୍ବ ଠାରୁ ଶିବରାତ୍ରୀ ପର୍ଯ୍ୟନ୍ତ ନିଜ ନିଜ ସନ୍ତାନଙ୍କ ରିଷ୍ଟ ଖଣ୍ଡନ ଲାଗି ଏଠାକାର...
ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥ ଚାରିଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟିକୁ ପଛପଟୁ ହାଇୱା ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୪ଜଣ ଯାତ୍ରୀ ଆହତ ହୋଇଛନ୍ତି। ମିଳିଥିବା ସୂଚନା...
ହାଇଦ୍ରାବାଦ: ସ୍ୱାମୀଙ୍କୁ ଛାଡ଼ି ଆଉ ଜଣେ ଯୁବକଙ୍କ ସହ ଫେରାର ହୋଇଗଲେ ପତ୍ନୀ। ଆଉ ପତ୍ନୀ ଛାଡ଼ି ଚାଲିଯିବା ଦୁଃଖରେ ହତ୍ୟାକାରୀ ସାଜିଲେ ସ୍ୱାମୀ। ସମ୍ପୃକ୍ତ ବ୍ୟକ୍ତି ଗୋଟିଏ ପରେ ଗୋଟିଏ ଏପରି ୧୮ଜଣ ମହିଳାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶେଷରେ ୪୫ ବର୍ଷୀୟ ଏହି ବ୍ୟକ୍ତିଙ୍କୁ...
ନୂଆଦିଲ୍ଲୀ: ଆଜି ସୁନା-ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। Multi Commodity Exchange(MCX)ରେ ଆଜି ସକାଳେ ସୁନା ଦର ପ୍ରତି ୧୦ ଗ୍ରାମକୁ ୨୯୭ ଟଙ୍କା ହ୍ରାସ ପାଇ ୪୮,୮୪୬ ଟଙ୍କାରେ ଟ୍ରେଣ୍ଡ୍ କରୁଥିଲା। ସେହିପରି ରୂପାଦର ୪୦୫ ଟଙ୍କା ହ୍ରାସ ସହ ପ୍ରତି କିଲୋଗ୍ରାମକୁ ୬୬,୧୩୦ ଟଙ୍କାରେ...
ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଚାଷୀମାନଙ୍କ ଟ୍ରାକ୍ଟର ରାଲି ଚାଲିଥିବା ବେଳେ ହଠାତ୍ ଏହା ହିଂସାକାଣ୍ଡର ରୂପ ନେଇଥିଲା। ହିଂସାକାଣ୍ଡରେ ୮ଟି ବସ୍ ଓ ୧୭ଟି ପ୍ରାଇଭେଟ୍ ଗାଡ଼ିକୁ ଭଙ୍ଗାରୁଜା କରାଯିବା ସହ ଏହି ଘଟଣାରେ ୮୬ ଜଣ ପୋଲିସ୍ କର୍ମୀ ଆହତ ହୋଇଥିବା ଦିଲ୍ଲୀ ପୋଲିସ୍ କହିଛି।...
ଭୁବନେଶ୍ୱର: ଦିଲ୍ଲୀରେ ଗତକାଲି ଚାଷୀମାନଙ୍କ ଟ୍ରାକ୍ଟର ରାଲି ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ଦିଲ୍ଲୀ ପୋଲିସ୍ ୧୫ଟି ମାମଲା ରୁଜୁ କରିଛି। କଳାହାଣ୍ଡିରୁ ଦିଲ୍ଲୀ ଯାଇଥିବା ବଜାଶାଲ୍ କଳାକାରମାନେ ଏହି ହିଂସାକାଣ୍ଡରେ ଫସି ଯାଇଥିଲେ। ରାଜପଥରେ ସାଧାରଣତନ୍ତ୍ର ଦିବସ ଅବସରରେ ଭାଗନେଇ ଏହି ସାଂସ୍କୃତିକ ଦଳ ନିଜ ଗନ୍ତବ୍ୟସ୍ଥଳକୁ...
ଭୁବନେଶ୍ୱର: ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୂନା ମାଛ। ୩ ରୁ ୬ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତୀ ମହିଳା ଏବଂ କିଶୋରୀଙ୍କୁ ଏଣିକି ଚୂନା ମାଛ ମିଳିବ। ପାଇଲଟ୍ ପ୍ରକଳ୍ପରେ ମୟୂରଭଞ୍ଜ ଜିଲ୍ଲାରେ ଯୋଜନା ଆରମ୍ଭ କରାଯିବ। ୫୦ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଯୋଜନା ଅନୁସାରେ...
ଭୁବନେଶ୍ୱର: ଆଉ ଶସ୍ତାରେ ଖାଇବେନି ସାଂସଦ। ଏଣିକି ସଂସଦ କ୍ୟାଣ୍ଟିନ୍ରେ ଖାଇଲେ ସାଂସଦଙ୍କୁ ଦେବାକୁ ପଡିବ ଅଧିକ ଟଙ୍କା। ବର୍ଷ ବର୍ଷ ଧରି ସରକାର ଦେଉଥିବା ସବ୍ସିଡି ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜିଠାରୁ ଏହି ବର୍ଦ୍ଧିତ ଦର ଲାଗୁ ହେବ। ଅର୍ଥାତ୍ ୨୯ରୁ ବଜେଟ୍ ଅଧିବେଶନ ଆରମ୍ଭ...
ନୂଆଦିଲ୍ଲୀ: ଦିଲ୍ଲୀରେ ଗତକାଲି ଚାଷୀମାନଙ୍କ ଟ୍ରାକ୍ଟର ରାଲି ସମୟରେ ହୋଇଥିବା ହିଂସାକାଣ୍ଡ ଘଟଣାକୁ ନେଇ ଦିଲ୍ଲୀ ପୋଲିସ୍ ୧୫ଟି ମାମଲା ରୁଜୁ କରିଛି। ଏହା ଭିତରୁ ଦିଲ୍ଲୀ ମହାନଗରର ପୂର୍ବାଞ୍ଚଳ ରେଞ୍ଜରେ ୫ଟି ମାମଲା ରୁଜୁ ହୋଇଛି। ହିଂସାକାଣ୍ଡରେ ୮ଟି ବସ୍ ଓ ୧୭ଟି ପ୍ରାଇଭେଟ୍ ଗାଡ଼ିକୁ ଭଙ୍ଗାରୁଜା...