• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

vaccine
କରୋନା ଟିକା ନେବାର ୨ ଦିନ ପରେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ, ସାଂଘାତିକ ଅଭିଯୋଗ ଆଣିଲେ ପରିବାର ଲୋକ

ନୂଆପଡ଼ା(ମାୟାଧର ସରାଫ‌): କରୋନା ଟିକା ନେଇଥିବା ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ନୂଆପଡ଼ା ଜିଲ୍ଲା ଦିଆନମୁଣ୍ଡାର ନାନିକରାମ୍ କେଉଟ। କରୋନା ଟିକା ନେବା ପରେ ନାନିକରାମ୍‌ଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଗତ...

dry skin
ଶୁଷ୍କ ତ୍ୱଚାରୁ ମୁକ୍ତି ଚାହୁଁଛନ୍ତି କି? ଆପଣାନ୍ତୁ ଏହି ସବୁ ଘରୋଇ ଉପଚାର

ଭୁବନେଶ୍ୱର:  ସମସ୍ତେ ଚାହାନ୍ତି ତାଙ୍କ ତ୍ୱଚା କୋମଳ, ଉଜ୍ୱଳ ଓ ସୁନ୍ଦର ଦେଖାଯାଉ। କିନ୍ତୁ ବାହାର ପ୍ରଦୂଷଣ ଓ ଖରାପ ଜୀବନଶୈଳୀ ପାଇଁ ଏଭଳି ତ୍ୱଚା ପାଇବା କେବଳ ସ୍ୱପ୍ନରେ ରହିଥାଏ । ପରଫେକ୍ଟ ତ୍ୱଚା କେବଳ ସେତିକିବେଳେ ପାଇପାରିବେ, ଯେତେବେଳେ ଆପଣ ନିଜ ସ୍କିନ୍‌ ଟାଇପ୍‌ ଜାଣିପାରିବେ।...

business man
ରାସ୍ତା ମଝିରୁ ବ୍ୟବସାୟୀଙ୍କୁ କିଡ୍‌ନାପ୍‌

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରର ଯୁବ ବ୍ୟବସାୟୀ ପ୍ରଦୀପ କୁଣ୍ଡଙ୍କୁ ଶନିବାର ସନ୍ଧ୍ୟାରେ କେହି ଅପହରଣ କରି ନେଇଛନ୍ତି। ଏନେଇ ପରିବାର ଲୋକଙ୍କ ପକ୍ଷରୁ ବୀରମିତ୍ରପୁର ଥାନାରେ ଏତଲା ଦିଆଯାଇଛି। ଗତ ସନ୍ଧ୍ୟାରେ ପ୍ରଦୀପ ବିଜାବାହାଲରେ ଥିବା କ୍ରସରରୁ ଘରକୁ ଫେରୁଥିଲେ। ଏହି ସମୟରେ ୧୪୩ ନମ୍ବର ଜାତୀୟ ରାଜପଥ...

fire in car
ଚାହୁଁ ଚାହୁଁ ଆଖି ସାମ୍ନାରେ ଜଳିଗଲା ଚଳନ୍ତା କାର୍

ବରଗଡ଼: ଚାହୁଁ ଚାହୁଁ ଆଖି ସାମ୍ନାରେ ଜଳିଗଲା ଚଳନ୍ତା କାର୍। ବରଗଡ଼ ଭଟଲି ଛକରେ ଚଳନ୍ତା କାର୍‌ରେ ଗତକାଲି ନିଆଁ ଲାଗି ଯାଇଥିଲା। ସୌଭାଗ୍ୟବଶତଃ, ଗାଡ଼ି ଡ୍ରାଇଭର୍ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭଟଲି ଛକ ଦେଇ ଯାଉ ଥିବାବେଳେ ହଠାତ୍ କାର୍‌ରୁ ଧୁଆଁ ବାହାରୁ ଥିବା ଡ୍ରାଇଭର୍ ଦେଖିବାକୁ...

asha workers
ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର

ଭୁବନେଶ୍ୱର: କୋଭିଡ୍‌ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶା ସରକାର। ଡ୍ୟୁଟିରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ। ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ...

aditya das
ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ୱିଷ୍ଟ୍‌, ଟ୍ରେନ୍‌ ଡ୍ରାଇଭର ଦେଲେ ଚାଞ୍ଚଲ୍ୟକର ବୟାନ

ଭୁବନେଶ୍ୱର: ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାରେ ଏକ ନୂଆ ଟ୍ୱିଷ୍ଟ୍‌ ସାମ୍ନାକୁ ଆସିଛି। ସେଦିନ ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଚଳାଉଥିବା ଡ୍ରାଇଭର ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଆଦିତ୍ୟଙ୍କୁ ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଧକ୍କା ଦେଇଥିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଟ୍ରେନ୍‌...

odisha
ହସ୍ପିଟାଲ୍‌ରେ କରୋନା ରୋଗୀଙ୍କ ବଲିଉଡ୍‌ ଡ୍ୟାନ୍ସ

ଜୟପୁର: କୋଭିଡ୍‌ ହସ୍ପିଟାଲ୍‌ରେ କରୋନା ରୋଗୀଙ୍କ ଡ୍ୟାନ୍ସ। ତା’ବି ପୁଣି ବଲିଉଡ୍‌ ଗୀତର ତାଳେ ତାଳେ ଲଗାଉଛନ୍ତି ଠୁମ୍‌କା। କୋରାପୁଟ ଜିଲ୍ଲା ଜୟପୁର କୋଭିଡ୍ ହସ୍ପିଟାଲର ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ଯାହାକୁ ନେଇ ଏବେ ବେଶ୍‌ ଚର୍ଚ୍ଚା।  ଭିଡିଓଟି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ...

police
ଫିଟ୍‌ନେସ୍‌ ନ ଥିଲେ ଅବସର !

ଭୁବନେଶ୍ୱର: ଟ୍ୱିନ୍‌ସିଟି ପୋଲିସ୍‌ କର୍ମୀଙ୍କ ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ନିଜକୁ ଫିଟନେସ୍‌ ନ ରଖିଲେ ବେତନ ବୃଦ୍ଧି ନ ହୋଇପାରେ। ଏଥିସହ ସ୍ୱାସ୍ଥ୍ୟଗତ କାରଣରୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇପାରେ। ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ପୋଲିସ୍‌ କମିଶନର। ଆସନ୍ତା ସପ୍ତାହ...

Capture
କୋଭିଡ୍‌ କେୟାର ସେଣ୍ଟର ଛାଡ଼ି ରାସ୍ତାରେ ବସିଲେ ୧୦୦ କରୋନା ରୋଗୀ

ଗୌହାଟି: ସାରା ଦେଶରେ ମହାମାରୀ କରୋନା ଦିନକୁ ଦିନ ଏହାର କାୟା ବିସ୍ତାର କରି ଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଅନେକ ପଦକ୍ଷେପ, କଟକଣା ଲାଗୁ କରିଛନ୍ତି। ହେଲେ ଲୋକମାନେ ଏହାକୁ ଠିକ୍‌ ଭାବେ ମାନୁ ନଥିବା ନେଇ ଅନେକ ଘଟଣା ନଜର ଆସିଛି। ଏବେ...

exam
ନିର୍ଦ୍ଧାରିତ‌ ସମୟରେ ଯୁକ୍ତ ୨ ରେଜଲ୍ଟ ପ୍ରକାଶ ନେଇ ତତ୍ପରତା

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ଯୁକ୍ତ ୨ ରେଜଲ୍ଟ ପ୍ରକାଶରେ ଯେପରି ବାଧା ନ ଉପୁଜିବ, ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଜୁନ୍ ୧ରୁ ଯୁକ୍ତ ୨ ଖାତା ଦେଖା ଆରମ୍ଭ ହୋଇଥିଲେ ବି କରୋନା ଲାଗି ବିଭିନ୍ନ ଜିଲ୍ଲାରେ କଟକଣା ଲାଗୁ...

corona
ଓଡ଼ିଶାରେ କରୋନା ନେଲା ଆଉ ୪ ଜୀବନ, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ...

corona
ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ...

odisha
ସେଲ୍‌ଫି ନେଲେ, ସାଙ୍ଗକୁ ଭିଡିଓ କଲିଂ କରି Waterfall ଦୃଶ୍ୟ ଦେଖାଉଥିଲେ, ହଠାତ୍‌...

ଦେବଗଡ଼: କାଳ ହେଲା ସେଲ୍‌ଫି ନିଶା। ସେଲ୍‌ଫି ନେବା ସହ ଭିଡିଓ କଲିଂ ବେଳେ ଝରଣାରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଦେବଗଡ ଜିଲ୍ଲା ସଦର ମହକୁମା ସ୍ଥିତ ପ୍ରଧାନପାଟ ଜଳ ପ୍ରପାତର ୧ ନମ୍ବର ଜଳକୁଣ୍ଡରେ ଏହି ଅଭାବନୀୟ ଘଟଣା ଘଟିଥିବା ସୂଚନା ମିଳିଛି। ସୂଚନା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।