ପାରାଦୀପ: ଟ୍ରକ୍ ଭିତରୁ ମିଳିଲା ହେଲ୍ପର୍ଙ୍କ ରକ୍ତାକ୍ତ ମୃତଦେହ। ପାରାଦୀପ ବୃନ୍ଦାବନ କଲୋନୀ ମୁଣ୍ଡାପଡ଼ା ବସ୍ତି ନିକଟରେ ରଖାଯାଇଥିବା ଏକ ଟ୍ରକ୍ ଭିତରୁ ଜଣେ ହେଲ୍ପର୍ଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ମୃତ ହେଲ୍ପର୍ କେନ୍ଦ୍ରାପଡା ଜିଲ୍ଲାର ବାବୁଲି...
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବହୁଳ ସକ୍ରିୟ ସଂକ୍ରମିତ ଥିବା ୪ଟି ଜିଲ୍ଲା ଯଥା-ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଏବଂ ରାଉରକେଲା ମହାନଗର ନିଗମରେ ଆଜି ରାତି ୯ଟାରୁ ୧୪ ଦିନିଆ ଲକ୍ଡାଉନ୍ କଟକଣା ଲାଗୁ ହେବ। ଆସନ୍ତୁ...
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବହୁଳ ସକ୍ରିୟ ସଂକ୍ରମିତ ଥିବା ୪ଟି ଜିଲ୍ଲା ଯଥା-ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଏବଂ ରାଉରକେଲା ମହାନଗର ନିଗମରେ ଆଜି ରାତି ୯ଟାରୁ ୧୪ ଦିନିଆ ଲକ୍ଡାଉନ୍ କଟକଣା ଲାଗୁ ହେବ। ଆଜି...
ଚେନ୍ନାଇ: ସାମାନ୍ୟ କ୍ରୋଧର ବଶବର୍ତ୍ତୀ ହୋଇ ମଣିଷ ଅନେକ ଭୁଲ୍ କରିଥାଏ। ଏପରିକି ବର୍ବର କାଣ୍ଡ ମଧ୍ୟ ଘଟାଇବାକୁ ପଛାଏ ନାହିଁ। ତାମିଲନାଡୁ ତୁତୀକୋରିନ୍ରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। କ୍ରୋଧାନ୍ୱିତ ହୋଇ ଜଣେ ବ୍ୟକ୍ତି ୮ ବର୍ଷର କୁନି ପିଲାକୁ ହତ୍ୟା କରିଛନ୍ତି। ପିଲାଟିର ଭୁଲ୍...
ଭୁବନେଶ୍ୱର: ରହସ୍ୟ ଘେର ଭିତରେ ମୋଟିଭେସ୍ନାଲ୍ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ। ଏହି ଘଟଣାରେ ପୋଲିସ୍ ତଦନ୍ତକୁ ଜୋରଦାର କରିଛି। ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁ ଦୀପୁଙ୍କୁ ଆଜି GRP ଜେରା କରିଛି। ଆସନ୍ତାକାଲି ଆଦିତ୍ୟଙ୍କ ପତ୍ନୀଙ୍କୁ ଜେରା କରିପାରେ GRP। ଏହା ପୂର୍ବରୁ ପପୁ, ବିକାଶ,...
ସମ୍ବଲପୁର: ବୁର୍ଲା ଭୀମ୍ସାରରେ ଆଉ ୪ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ବୁର୍ଲା ଭୀମ୍ସାରରେ ୭ କରୋନା...
ପାରାଦୀପ: ହଠାତ୍ ରେଳ ଲାଇନ୍ ପାର୍ ହେଉଥିଲା ଟ୍ରକ୍, ଏହି ସମୟରେ ମାଡ଼ି ଆସିଲା ଟ୍ରେନ୍।ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ JSW ସାଇଟ୍ରେ କୋଇଲା ଟ୍ରକ୍ ଉପରେ ଏକ ଟ୍ରେନ୍ ମାଡ଼ି ଯାଇଛି। ଏଥିରେ ଟ୍ରକ୍ଟି ପୂରା ଚାପି ହୋଇ ଯାଇଥିବା ଦେଖିବାକୁ ମିଳିଛି। ସୌଭାଗ୍ୟବଶତଃ, ଏହି ଦୁର୍ଘଟଣାରୁ ଟ୍ରକ୍ର...
ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କମିଶନରେଟ୍ ପୁଲିସ୍ର ଜଣେ କାର୍ଯ୍ୟରତ କନଷ୍ଟେବଲ୍। ଏରିଅର ଟଙ୍କା କରାଇଦେବାକୁ କନଷ୍ଟେବଲ୍ ସୁରେଶ ଦାସ ଜଣେ ବ୍ୟକ୍ତିଙ୍କୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ। ସୁରେଶ ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରୁ...
କାନ୍ବେରା: ଏୟାରପୋର୍ଟ ବାହାରେ ପାର୍କିଂ ହୋଇଛି ଏକ luxury କାର୍। ଯିଏ ବି କେହି ସେଇ ବାଟ ଦେଇ ଯାଉଛନ୍ତି ସମସ୍ତଙ୍କ ନଜର ହଠାତ୍ ପଡ଼ୁଛି କାର୍ର ନମ୍ବର ପ୍ଲେଟ୍ ଉପରେ। ଆପଣମାନେ ଭାବୁଥିବେ କାର୍ର ନମ୍ବର ପ୍ଲେଟ୍ରେ ଏମିତି କ’ଣ ଲେଖା ହୋଇଛି ଯେ, ସମସ୍ତଙ୍କ ନଜର...