• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

plasma
ପ୍ରଥମ ଥର ଲାଗି ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଗୁରୁତର କରୋନା ରୋଗୀଙ୍କୁ ଦିଆଗଲା ପ୍ଲାଜ୍‌ମା

କଟକ: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ଲାଜ୍‌ମା ଥେରାପି। କଟକ SCBରେ ୪ଜଣଙ୍କଠାରୁ ପ୍ଲାଜ୍‌ମା ସଂଗୃହୀତ ହୋଇଛି। ଏହାସହ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ରଥମ ଥର ଲାଗି ଜଣେ ଗୁରୁତର କରୋନା ରୋଗୀଙ୍କ କ୍ଷେତ୍ରରେ ପ୍ଲାଜ୍‌ମା ଥେରାପି ଶେଷ ହୋଇଛି। ଜଣେ ୪୮ ବର୍ଷୀୟ କରୋନା ଆକ୍ରାନ୍ତଙ୍କୁ B ପଜିଟିଭ୍...

EdBZv91UMAA01aX
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା...

coronavirus
ଓଡ଼ିଶାରେ ଆଉ ୪୯୪ କରୋନା ଆକ୍ରାନ୍ତ‌ ଚିହ୍ନଟ, କେବଳ ଗଞ୍ଜାମରୁ ଚିହ୍ନଟ ହେଲେ ୨୪୬

ଭୁବନେଶ୍ୱର: ଓଡ଼ିଶାରେ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୪୯୪ ଆକ୍ରାନ୍ତଙ୍କ ମଧ୍ୟରୁ...

earthquake-8 (1)
ସକାଳୁ ସକାଳୁ ଭୂକମ୍ପରେ ଦୋହଲିଲା ଏହି ୨ ସହର

ରାଜକୋଟ/ଗୌହାଟି: ମହାମାରୀ କରୋନା ସଙ୍କଟ ସମୟରେ ପ୍ରତିଦିନ ଦେଶର କୌଣସି ନା କୌଣସି ସ୍ଥାନରେ ଭୂକମ୍ପର ଝଟ୍‌କା ଅନୁଭୂତ ହେଉଛି। ବିଶେଷ କରି ନୂଆଦିଲ୍ଲୀରେ ଚଳିତ ବର୍ଷ ଅଧିକ ଥର ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିବା ନଜର ଆସିଛି। ଆଜି ସକାଳେ ଗୁଜରାଟର ରାଜକୋଟ ଓ ଆସାମର କରିମ୍‌ଙ୍ଗଜରେ ଭୂକମ୍ପର...

Sourav Ganguly
ସୌରଭ ଗାଙ୍ଗୁଲିଙ୍କ ଭାଇଙ୍କୁ କରୋନା

ନୂଆଦିଲ୍ଲୀ: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ତଥା କ୍ରିକେଟ୍‌ ଆସୋସିଏସନ୍‌ ଅଫ୍‌ ବେଙ୍ଗଲ୍‌(CAB)ର ଜଏଣ୍ଟ୍‌ ସେକ୍ରେଟାରୀ ସ୍ନେହାଶିଷ ଗାଙ୍ଗୁଲିଙ୍କୁ କରୋନା। ସେ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ବୁଧବାର ଜଣାପଡ଼ିଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ପୂର୍ବତନ ବେଙ୍ଗଲ୍ first-class କ୍ରିକେଟର‌ ସ୍ନେହାଶିଷଙ୍କୁ କୋଲକାତା ସ୍ଥିତ...

online class
ଅନ୍‌ଲାଇନ୍‌ କ୍ଲାସ୍ ଯୋଗୁ ସ୍କୁଲ୍‌ ଛାଡ଼ିବେ କି ଦିବ୍ୟାଙ୍ଗ ଛାତ୍ରଛାତ୍ରୀ? ଜାଣନ୍ତୁ କ’ଣ କହୁଛି ସର୍ଭେ

ଭୁବନେଶ୍ୱର: ଅନ୍‌ଲାଇନ୍‌ କ୍ଲାସ୍ ଯୋଗୁ ସ୍କୁଲ୍‌ ଛାଡ଼ି ପାରନ୍ତି ଦିବ୍ୟାଙ୍ଗ ଛାତ୍ରଛାତ୍ରୀ। ବିଶେଷ କରି ଯେଉଁମାନେ ଦୃଷ୍ଟି ଶକ୍ତି ହରାଇଛନ୍ତି ସେହି ଛାତ୍ରଛାତ୍ରୀମାନେ ସ୍କୁଲ ଛାଡ଼ି ପାରନ୍ତି। ଏଭଳି କିଛି ଆକଳନ କରିଛି ‘ସ୍ୱାଭିମାନ’, ଓଡ଼ିଶା ଷ୍ଟେଟ୍ ଡିଜାବିଲିଟି ନେଟୱର୍କ ଏବଂ ସେଣ୍ଟର ଫର୍ ଆଡଭୋକେସି ଆଣ୍ଡ୍‌ ରିସର୍ଚ୍ଚ (CFAR)...

twitter
ବିଶ୍ୱର ବଡ଼ ବଡ଼ ନେତା, ଶିଳ୍ପପତିଙ୍କ ଟ୍ୱିଟର୍‌ ଆକାଉଣ୍ଟ ହ୍ୟାକ୍

ନୂଆଦିଲ୍ଲୀ: ବିଶ୍ୱର ବଡ଼ ବଡ଼ ନେତା ଓ ଶିଳ୍ପପତିଙ୍କ ଟ୍ୱିଟର୍‌ ଆକାଉଣ୍ଟ ହ୍ୟାକ୍ ହୋଇଥିବା ସୂଚନା ମିଳିଛି।ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା, ଆମେରିକାର ପୂର୍ବତନ ଉପ-ରାଷ୍ଟ୍ରପତି ଜୋଏ ବିଡେନ୍‌, ନ୍ୟୁୟର୍କ ସିଟିର ପୂର୍ବତନ ମେୟର ମାଇକ୍‌ ବ୍ଲୁମ୍‌ବର୍ଗ, ଇ-କମର୍ସ ସଂସ୍ଥା ଆମାଜନ୍ CEO ଜେଫ୍ ବେଜୋସ୍, ମାଇକ୍ରୋସଫ୍ଟ...

school
ସ୍କୁଲ୍‌ ଆଡମିଶନ୍‌ ତାରିଖ ବଢ଼ାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର: ବଢ଼ିଲା ସ୍କୁଲ ଆଡମିଶନ୍‌ ତାରିଖ। ମହାମାରୀ କରୋନା ପାଇଁ ସ୍କୁଲ୍‌ରେ ଆଡମିଶନ ତାରିଖ ସମୟ ସୀମାକୁ ଓଡ଼ିଶା ସରକାର ବୃଦ୍ଧି କରିଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ପକ୍ଷରୁ ସୂଚନା ମିଳିଛି। ଆଡମିଶନ୍‌ ତାରିଖ ଅଗଷ୍ଟ ୧୪ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଜୁନ୍ ୮ ରୁ...

bjp leader
ବନ୍ଧୁଙ୍କୁ ଭେଟିବାକୁ ଯାଉଥିବା ବେଳେ ବିଜେପି ନେତାଙ୍କୁ କିଡ୍‌ନାପ୍‌

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ବିଜେପି ନେତା ମେହରାଜ୍-ଉଦ୍‌-ଦିନ୍ ମଲ୍ଲାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଆଜି ସକାଳୁ ତାଙ୍କର କୌଣସି ପତ୍ତା ମିଳୁନାହିଁ। ଏ ନେଇ ଅଭିଯୋଗ ପରେ ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ସୂଚନା ଅନୁସାରେ, ମେହରାଜ୍‌ ତାଙ୍କ ବନ୍ଧୁଙ୍କୁ...

coronavirus
କଟକ ସହରରୁ ଆଉ ୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଜଣଙ୍କ ମଧ୍ୟରୁ ୨ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ଜଣେ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫ରେ...

corona
ଭିମ୍‌ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ

ସମ୍ବଲପୁର: ବୁର୍ଲା ଭିମ୍‌ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହସ୍ପିଟାଲର ୩ ଜଣ ଡାକ୍ତର ଓ ୪ ଜଣ ନର୍ସ କରୋନା ସଂକ୍ରମିତ ହୋଇଛନ୍ତି। ହସ୍ପିଟାଲ୍‌ର ୭ କର୍ମଚାରୀ ପଜିଟିଭ୍‌ ଜଣାପଡ଼ିବା ପରେ ହସ୍ପିଟାଲ୍‌କୁ ସାନିଟାଇଜ୍ କରାଯାଇଥିବା ନିର୍ଦ୍ଦେଶକ ପ୍ରଫେସର ଡା. ଲଳିତ ମେହେର ସୂଚନା...

camera
ଯେତେବେଳେ ଫଟୋଗ୍ରାଫର ଶବର ଫଟୋ ଉଠାଉଥିଲେ, ହଠାତ୍‌ ଶବ ମୁହଁରୁ ବାହାରିଲା ଶବ୍ଦ, ତା’ପରେ...

ଏର୍ଣ୍ଣାକୁଲମ୍‌: ଏମିତି ଅନେକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି ଯେତେବେଳେ ଜଣେ ବ୍ୟକ୍ତିଙ୍କୁ ମୃତ ଘୋଷିତ ପରେ ମଧ୍ୟ ସେ ବଞ୍ଚିଥାନ୍ତି ବୋଲି ପରେ ଜଣାପଡ଼ିଥାଏ। ଆହୁରି ମଧ୍ୟ ଦେଖିବାକୁ ମିଳିଛି, ଶ୍ମଶାନରେ ଶବଦାହ ବେଳେ ଯାହାକୁ ଲୋକମାନେ ମୃତ ବୋଲି ଭାବିଥାନ୍ତି ପରେ ସେ ବଞ୍ଚିଛନ୍ତି ବୋଲି...

CBSE class 10 result
ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

ନୂଆଦିଲ୍ଲୀ: CBSE ଦଶମ ଶ୍ରେଣୀ ରେଜଲ୍ଟ ଆଜି ପ୍ରକାଶ ପାଇଛି। ଏ ନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀମାନ www.cbse.nic.in ଓ cbseresults.nic.in ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଜାଣିପାରିବେ। ଡିଜି ଲକର୍‌ ମୋବାଇଲ ଆପ୍ ଜରିଆରେ ମଧ୍ୟ ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ। ଚଳିତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।