• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha
ବିବାହରେ ସାମିଲ ହୋଇଥିଲେ ୨୦୦ରୁ ଅଧିକ ଲୋକ, ହଠାତ୍‌ ଦୌଡ଼ି ପଳାଇଲେ...

ବାସୁଦେବପୁର: କରୋନା କଟକଣାକୁ ଫୁ’ କରି ୫୦ ଲୋକଙ୍କ ବଦଳରେ ଏକାଠି ହେଲେ ୨୦୦ରୁ ଅଧିକ ଲୋକ। ପୋଲିସ୍‌ର ବିନା ଅନୁମତିରେ ଏକାସଙ୍ଗେ ବିବାହ ନିମନ୍ତେ ମନ୍ଦିରରେ ପହଞ୍ଚିଥିଲେ ୨୦ରୁ ଅଧିକ ଯୋଡ଼ି। ଖବର ପାଇ ପୋଲିସ୍‌, ତହସିଲଦାର ପହଞ୍ଚିବା ପରେ ବର କନିଆଙ୍କ ସମେତ ସେମାନଙ୍କର ସମ୍ପର୍କୀୟମାନେ...

debendra-nath
ବିଜେପି ବିଧାୟକ ମୃତ୍ୟୁ ଘଟଣା: ହତ୍ୟା ମାମଲା ରୁଜୁ କଲା CID

କୋଲକାତା: ବରିଷ୍ଠ ବିଜେପି ନେତା ତଥା ବିଧାୟକ ଦେବେନ୍ଦ୍ର ନାଥ ରୟଙ୍କ ମୃତ୍ୟୁ ଘଟଣାରେ ପଶ୍ଚିମବଙ୍ଗ ସିଆଇଡି ହତ୍ୟା ମାମଲା ରୁଜୁ କରିଛି। ବିଧାୟକଙ୍କ ପତ୍ନୀଙ୍କ ଅଭିଯୋଗ କ୍ରମେ କ୍ରାଇମବ୍ରାଞ୍ଚ ହତ୍ୟା ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଚଳାଇଛି। ବିଧାୟକଙ୍କ ପକେଟରୁ ମିଳିଥିବା ସୁଇସାଇଡ୍ ନୋଟ୍‌ରେ...

Coronavirus
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ,...

Corona
ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୬୧୮ ଆକ୍ରାନ୍ତଙ୍କ ମଧ୍ୟରୁ...

sushant singh
ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: ଏକ୍ସ-ମ୍ୟାନେଜରଙ୍କ ପରେ ଏବେ ପଡ଼ିପାରେ ସଲମାନ୍‌ଙ୍କ ପାଳି

ମୁମ୍ବାଇ(ସୁରେଶ ଦାଶ): ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ମୁମ୍ବାଇ ପୋଲିସ୍‌ ଏବେ ଅଭିନେତା ସଲମାନ୍‌ ଖାନ୍‌ଙ୍କୁ ପଚରାଉଚରା କରିପାରେ। ସଲମାନ୍‌ଙ୍କୁ ପଚରାଉଚରା କରିବା ପାଇଁ ପୋଲିସ୍‌ ପ୍ରସ୍ତୁତ ଚଳାଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ପୋଲିସ୍‌ ସଲମାନ୍‌ଙ୍କ ଏକ୍ସ-ମ୍ୟାନେଜର୍‌ ରେଶ୍ମା ଶେଟ୍ଟୀଙ୍କୁ ପଚରାଉଚରା କରିବା...

odisha
ଭାସିଗଲା ଅସ୍ଥାୟୀ ପୋଲ

କଲ୍ୟାଣସିଂହପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କଲ୍ୟାଣୀ ନଦୀର ଏକ ଅସ୍ଥାୟୀ ପୋଲ ଧୋଇ ଯାଇଛି। ଏଥିଯୋଗୁ ୬ଟି ପଞ୍ଚାୟତ ବିଚ୍ଛିନ୍ନ ହୋଇଛି। ଏହି ପୋଲ ଦେଇ କଲ୍ୟାଣସିଂହପୁର, ପୂଜାରିଗୁଡା, ସୁନାଖଣ୍ଡି, ପାରସାଲି, ପଲମା ଓ କନ୍ଧାକାତିପାଡୁ ପଞ୍ଚାୟତର ୨ ହଜାରରୁ ଅଧିକ ଲୋକ ପ୍ରତିଦିନ ଯିବାଆସିବା...

vssimsar
ଆଜିଠୁ ୧୯ ଯାଏ ଭିମ୍‌ସାର୍‌ର ସମସ୍ତ OPD ବନ୍ଦ

ସମ୍ୱଲପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୧୯ ତାରିଖ ଯାଏ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ(ଭିମ୍‌ସାର୍‌)ର ସମସ୍ତ ବିଭାଗର ଓପିଡି ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ମେଡିକାଲରେ କେବଳ କାଜୁଆଲିଟି ଓ ଏମର୍ଜେନ୍ସି...

newly married girl jumped into river
ହଠାତ୍ ମହାନଦୀକୁ ଡେଇଁ ପଡ଼ିଲେ ନବବିବାହିତା; ପାଣିରେ ଭାସୁଥିଲେ, ତା’ ପରେ...

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର କୁମ୍ଭାରପଡ଼ା ନିକଟ ମହାନଦୀକୁ ଡେଇଁ ପଡ଼ିଥିବା ମହିଳାଙ୍କୁ ୨ଜଣ ମତ୍ସ୍ୟଜୀବୀ ଉଦ୍ଧାର କରିଛନ୍ତି। ସମ୍ପୃକ୍ତ ମହିଳା ଜଣକ ଗତକାଲି ସନ୍ଧ୍ୟାରେ ସ୍ୱାମୀଙ୍କ ସହ ମହାନଦୀ ସେତୁକୁ ବୁଲିବାକୁ ଆସି ଥିବାବେଳେ ହଠାତ୍‌ ନଦୀକୁ ଡେଇଁ ପଡ଼ିଥିଲେ। ମହିଳା ଜଣକ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା...

odisha
ସ୍ୱାବ୍‌ ସଂଗ୍ରହ ବେଳେ କୋଭିଡ୍‌ ଯୋଦ୍ଧାଙ୍କୁ ବନ୍ଧୁକ ମୁନରେ ଧମକ

ଆଳି: ସ୍ୱାବ୍‌ ସଂଗ୍ରହ ବେଳେ କୋଭିଡ୍‌ ଯୋଦ୍ଧାଙ୍କୁ ବନ୍ଧୁକ ମୁନରେ ଧମକ ଅଭିଯୋଗ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ପାତ୍ରପୁର ଗାଁରେ ଏଭଳି କିଛି ଘଟଣା ଘଟିଛି। କେନ୍ଦ୍ରାପଡ଼ାରୁ ୯ ଜଣ ସ୍ୱାସ୍ଥ୍ୟ କର୍ମଚାରୀ ସ୍ୱାବ୍‌ ସଂଗ୍ରହ ପାଇଁ ପାତ୍ରପୁର ଗାଁକୁ ଯାଇଥିବା ବେଳେ ପାତ୍ରପୁରରେ ଜଣେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।